ଗୁରୁବାର ସାବରିମାଲା ଓ ରାଫାଲର ଚୂଡ଼ାନ୍ତ ରାୟ
ନୂଆଦିଲ୍ଲୀ,୧୩।୧୧: ସୁପ୍ରିମ୍କୋର୍ଟ ଗୁରୁବାର ସାବରିମାଲା ଓ ରାଫାଲର ଚୂଡ଼ାନ୍ତ ରାୟ ଦେବେ। ଏହି ଦୁଇ ମାମଲାର ପୁନର୍ବିଚାର ପାଇଁ ଆବେଦନ ଦାଖଲ କରାଯାଇଥିଲା। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ରାୟ ଦେବେ। ଫ୍ରାନ୍ସର ରାଫାଲ...
ଉପନିର୍ବାଚନ ଫଳାଫଳ ପରେ ବହୁମତ ପାଇଁ ୟେଦୁରପ୍ପା ସରକାର ଆବଶ୍ୟକ କରିବେ ୬ ବିଧାୟକଙ୍କ ସମର୍ଥନ
ବେଙ୍ଗାଲୁରୁ,୧୩।୧୧: କର୍ନାଟକର ୧୫ଟି ବିଧାନସଭା ଆସନରେ ଡିସେମ୍ବର ୫ରେ ଉପନିର୍ବାଚନ ହେବ। ସମ୍ପ୍ରତି କର୍ନାଟକରେ ମୋଟ ବିଧାୟକ ସଂଖ୍ୟା ୨୦୭ ରହିଛି। ସରକାର ଗଠନ ପାଇଁ ଆବଶ୍ୟକ କୁହୁକ ସଂଖ୍ୟା ୧୦୪ ଥିବାବେଳେ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦୁରପ୍ପାଙ୍କ ପାଖରେ ୧୦୬ ବିଧାୟକଙ୍କ...
ଅଯୋଗ୍ୟ ଘୋଷିତ ୧୭ ବିଧାୟକ ଲଢ଼ିପାରିବେ ନିର୍ବାଚନ: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୧୩।୧୧: କର୍ନାଟକର ଅଯୋଗ୍ୟ ଘୋଷିତ ୧୭ ବିଧାୟକ ନିର୍ବାଚନ ଲଢ଼ିପାରିବେ ବୋଲି ବୁଧବାର ସୁପ୍ରିମ୍କୋର୍ଟ ରାୟ ଦେଇଛନ୍ତି। ଏହି ଘଟଣାରେ ବାଚସ୍ପତିଙ୍କ ନିଷ୍ପତ୍ତି ଠିକ୍ ଥିବା କୋର୍ଟ କହିଛନ୍ତି। ଫଳରେ ଅଯୋଗ୍ୟ ଘୋଷିତ ବିଧାୟକାମାନେ ଆଶ୍ୱସ୍ତ ହୋଇଛନ୍ତି। କୋର୍ଟଙ୍କ ରାୟ...
ରାଜୌରୀରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୧୩।୧୧: ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା ସୃଷ୍ଟି ଲାଗି ପାକିସ୍ତାନ ଲଗାତାର ପ୍ରୟାସ ଜାରି ରଖିଛି। ବୁଧବାର ପାକିସ୍ତାନ ପୁଣି ଥରେ ରାଜୌରୀରେ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଲକ୍ଷ୍ୟ କରି ଭାରତୀୟ ପୋଷ୍ଟଗୁଡିକ ଉପରେ ମୋର୍ଟାର ଶେଲିଂ...
୧୮ବର୍ଷ ପରେ ଚପଲ ପିନ୍ଧିବେ ଦେବଦାସ
କିଶନଗଞ୍ଜ,୧୩।୧୧: ବିହାରର କିଶନଗଞ୍ଜର ଦେବଦାସ ଏବେ ୧୮ ବର୍ଷ ପରେ ଚପଲ ପିନ୍ଧିବେ। ରାମମନ୍ଦିର ନିର୍ମାଣ ନହେଲେ ସେ ଚପଲ ପିନ୍ଧିବେନି ବୋଲି ୨୦୦୧ରେ ଶପଥ ନେଇଥିଲେ। ସେହିଦିନଠାରୁ ସେ ବିନା ଚପଲରେ ଯିବା ଆସିବା କରୁଥିଲେ। ଏବେ ସୁପ୍ରିମ୍କୋର୍ଟଙ୍କ...
ବେଅନ୍ତ ସିଂଙ୍କ ହତ୍ୟାକାରୀ ଆଶ୍ୱସ୍ତ
ନୂଆଦିଲ୍ଲୀ, ୧୩ା୧୧: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ବେଅନ୍ତ ସିଂଙ୍କ ହତ୍ୟାକାରୀ ବଲଓ୍ବନ୍ତ ସିଂ ରାଜୋଆନାଙ୍କ ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡାଦେଶରେ ପରିବର୍ତ୍ତିତ କରାଯାଇଛି। ୧୯୯୫ ଅଗଷ୍ଟ ୩୧ରେ ବେଅନ୍ତ ସିଂଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ୨୦୦୭ ଅଗଷ୍ଟ ୧ରେ...
ଇନ୍ଫୋସିସ୍ ସିଇଓଙ୍କ ବିରୋଧରେ ଅଭିଯୋଗ
ବେଙ୍ଗାଲୁରୁ, ୧୩ା୧୧(ପି.ଟି.): ଗ୍ଲୋବାଲ ସଫ୍ଟଓ୍ବେର୍ ମେଜର ଇନ୍ଫୋସିସ୍ ଲିମିଟେଡ୍ର ସମସ୍ୟା ବଢ଼ିବାରେ ଲାଗିଛି। ପ୍ରଥମ ହ୍ବିସିଲ୍ବ୍ଲୋୟରଙ୍କ ଅଭିଯୋଗ ଗତ ଅକ୍ଟୋବର ମାସରେ ସାର୍ବଜନୀନ ହେବା ପରେ ଏବେ ଦ୍ୱିତୀୟ ହ୍ବିସିଲବ୍ଲୋୟରଙ୍କ ଅଭିଯୋଗ ଆସିଛି। ହ୍ବିସିଲ୍ବ୍ଲୋୟର କମ୍ପାନୀର ଅର୍ଥ ବିଭାଗରେ କାର୍ଯ୍ୟ...
ରାଷ୍ଟ୍ରପତି ଶାସନ ଲାଗୁ ହେବା ସତ୍ତ୍ୱେ: ସରକାର ଗଠନ ଉଦ୍ୟମ ଜାରି
ମୁମ୍ବାଇ,୧୩ା୧୧(ଆଇଏଏନ୍ଏସ୍): ମହାରାଷ୍ଟ୍ରରେ ମଙ୍ଗଳବାର ରାଷ୍ଟ୍ରପତି ଶାସନ ଜାରି କରାଯିବା ପରେ ସବୁ ରାଜନୈତିକ ଦଳ ବିସ୍ମିତ ହେବା ସତ୍ତ୍ୱେ ସରକାର ଗଠନ ପ୍ରକ୍ରିୟାରୁ ଓହରିନାହାନ୍ତି। ରାଜ୍ୟପାଳ ଭଗତ ସିଂ କୋଶିୟାରୀ ସନ୍ତୁଷ୍ଟ ହେବା ଭଳି ଭିନ୍ନ ଭିନ୍ନ ରାଜନୈତିକ ସମୀକରଣ...
ସିଜେଆଇ ଅଫିସକୁ ଆର୍ଟିଆଇ ଅଧୀନକୁ ଅଣାଯିବା ପ୍ରସଙ୍ଗ: ସୁପ୍ରିମକୋର୍ଟ ରାୟ ଆଜି
ନୂଆଦିଲ୍ଲୀ, ୧୩ା୧୧ (ଆଇଏଏନ୍ଏସ୍): ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କ କାର୍ଯ୍ୟାଳୟକୁ ସୂଚନା ଅଧିକାର (ଆର୍ଟିଆଇ) ଆଇନ ପରିସରକୁ ଅଣାଯିବ କି ନାହିଁ ସେନେଇ ଦିଲ୍ଲୀ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ଆବେଦନଗୁଡ଼ିକର ରାୟ ସୁପ୍ରିମକୋର୍ଟରେ ବୁଧବାର ପ୍ରକାଶ...
ଡାଇବେଟିସ୍ରୁ ଦୂରେଇ ରହିବା ପାଇଁ ଶୀତଦିନେ ଖାଆନ୍ତୁ ଏହି ଶାଗ…
ମୂଳା ଶାଗରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏହା ଶରୀର ପାଇଁ ବେଶ୍ ଉପକାରୀ। ଶୀତ ଦିନେ ନିୟମିତ ମୂଳା ଶାଗ ଖାଇଲେ ବ୍ଲଡ୍ ସୁଗାର୍ ଲେଭଲ୍ ନିୟନ୍ତ୍ରିତ ହୋଇ ଡାଇବେଟିସ୍ ଆଶଙ୍କାରୁ ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ...
ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି: ରାମନାଥ କୋବିନ୍ଦ ଦେଲେ ମଞ୍ଜୁରୀ
ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଶେଷ ହେବାର ୧୮ ଦିନ ପରେ ବି ସରକାର ଗଢ଼ିବା ନେଇ ଚିତ୍ର ଅସ୍ପଷ୍ଟ ହେବାରୁ ଶେଷରେ ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅନୁମୋଦନ ପରେ ରାଜ୍ୟରେ ଏହି...
ଟାଇଫଏଡ୍ ରୋଗୀଙ୍କ ପାଇଁ ଉପକାରୀ ଗାଜର ରସ
ଟାଇଫଏଡ୍ ଏକ ବିପଦଜନକ ଜ୍ୱର। ଏପରି ସ୍ଥିତିରେ କିଛି ବିଶେଷ କଥା ଉପରେ ଧ୍ୟାନ ରଖିଲେ ନା କେବଳ ଏଥିରୁ ରକ୍ଷା ପାଇ ପାରିବେ, ଏହାର ପ୍ରଭାବକୁ ମଧ୍ୟ କମେଇପାରିବେ। ଟାଇଫଏଡ୍ରୁ ରକ୍ଷା ପାଇବା ପାଇଁ କିଛି ଘରୋଇ ଉପାୟ...
Archives


