ଜାତୀୟ

ପିଏମ୍ କେୟାର୍ସ ଫଣ୍ଡକୁ ୧୧ ଲକ୍ଷ ଟଙ୍କା ଦେଲା ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟ

ଅଯୋଧ୍ୟା,୬ ।୪: କରୋନା ଭାଇସର ସହ ଲଢିବାକୁ ସମସ୍ତେ ଯେମିତି ପ୍ରସ୍ତୁତ ହେଉଛନ୍ତି । ଏ କ୍ଷେତ୍ରରେ ଏବେ ସହାୟତାର ହାତ ବଢାଇଛି ଶ୍ରୀ ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟ । କରୋନା ମୁକାବିଲା ପାଇଁ ଏହି ଟ୍ରଷ୍ଟ ସୋମବାର…

୧୪ମାସର ଶିଶୁ କରୋନା ପଜିଟିଭ୍‌

ଅହମଦାବାଦ,୬।୪: ଗୁଜରାଟ ଜାମନଗର ଜିଲାର ଦରେଡ ଗଁାରେ ଜଣେ ୧୪ମାସର ଶିଶୁ କରୋନା ପଜିଟିଭ୍‌ ହୋଇଥିବା ସୂଚନା ମିଳିଛି। ଜାମନଗରରେ କରୋନା ଭାଇରସ୍‌ ସଂକ୍ରମଣର ଏହା ପ୍ରଥମ ମାମଲା। ସୂଚନାଯୋଗ୍ୟ, ଦରେଡ ଗାଁରେ ରହୁଥିବା ଜଣେ ଶ୍ରମିକ ଦମ୍ପତିଙ୍କ ୧୪ ମାସର…

ଦେଶରେ ୪,୦୬୭ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧,୪୪୫ ଜଣଙ୍କର ରହିଛି ତବଲିଘ୍ ଜମାତ୍ ସହ ସମ୍ପର୍କ

ନୂଆଦିଲ୍ଲୀ,୬ ।୪: ସୋମବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪,୦୬୭ରେ । ତେବେ ଏମାନଙ୍କ ମଧ୍ୟରୁ ୧,୪୪୫ ଜଣଙ୍କର ତବଲିଘ ଜମାତ୍ ସହ ସମ୍ପର୍କ ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ…

ଲକ୍‌ଡାଉନ୍ ପରେ ବି ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯିବ

ନୂଆଦିଲ୍ଲୀ,୬ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କେନ୍ଦ୍ର ମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନସିଂ ଜରିଆରେ କରୋନା ମହାମାରୀକୁ ନେଇ କଥା ହୋଇଛନ୍ତି । ଏହି ସମୟରେ ସେ ମନ୍ତ୍ରୀମାନଙ୍କର ଲିଡରଶିପକୁ ପ୍ରଶଂସା କରିଛନ୍ତି । ଏପଟେ ଲକ୍‌ଡାଉନ ପୂରଣ ହେବାକୁ…

କରୋନା ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲାଗୁ ହୋଇପାରେ ଭୀଲ୍‌ଓ୍ବାଡ଼ା ମଡେଲ

ନୂଆଦିଲ୍ଲୀ,୬।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଦେଶବ୍ୟାପୀ ରାଜସ୍ଥାନର ଭୀଲଓ୍ବାଡ଼ାରେ ହୋଇଥିବା କାର୍ଯ୍ୟକ୍ରମ ଲାଗୁ କରାଯିବାକୁ ଯୋଜନା କରାଯାଉଛି। ଗତ ମାସରେ ଭୀଲଓ୍ବାଡ଼ା ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଥିଲା। ଏହାକୁ ହଟ୍‌ସ୍ପଟ୍‌ ଭାବେ ଘୋଷଣା…

କରୋନା ମୁକାବିଲା ପ୍ରସ୍ତୁତି: ୨ ବର୍ଷ ପାଇଁ ମିଳିବନି ଏମ୍‌ପି ଫଣ୍ଡ୍‌

ନୂଆଦିଲ୍ଲୀ,୬।୪: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଆସନ୍ତା ୨ ବର୍ଷ ପାଇଁ ଏମ୍‌ପି ଫଣ୍ଡ୍‌ ମିଳିବନି ବୋଲି କ୍ୟାବିନେଟ୍‌ ବୈଠକରେ ସ୍ଥିର ହୋଇଛି। ବୈଠକରେ ୧୯୫୪ ସଂସଦୀୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ…

ଲକ୍‌ଡାଉନ୍ ସମୟରେ ୯୦ ପ୍ରତିଶତ କମିଛି ହତ୍ୟା-ବଳାତ୍କାର ଭଳି ମାମଲା

ନୂଆଦିଲ୍ଲୀ,୬ ।୪: କରୋନା ଭାଇରସ ସଂକ୍ରମଣକୁ ଦେଖି ସାରା ଦେଶକୁ ୨୧ ଦିନ ପାଇଁ ଲକ୍ ଡାଉନ୍ ଘୋଷଣା କରାଯାଇଛି । ତେବେ ଏହି ସମୟରେ ହତ୍ୟା-ବଳାତ୍କାର ଭଳି ମାମଲାରେ ୯୦ ପ୍ରତିଶତ କମ୍ ସଂଖ୍ୟା ଦେଖାଯାଇଛି ବୋଲି କହିଛି ଦିଲ୍ଲୀ…

ନିଜାମୁଦ୍ଦିନ୍‌ରେ ଧାର୍ମିକ ସମାବେଶ ପାଇଁ କିଏ ଦେଇଥିଲେ ଅନୁମତି: ଶରଦ ପାଓ୍ବାର

ନୂଆଦିଲ୍ଲୀ,୬।୪: ଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ତବଲିଘ୍‌ ଜମାତ୍‌ ଯୋଗୁ ଦେଶବ୍ୟାପୀ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ନେଇ ଏବେ ରାଜନୈତିକସ୍ତରରେ କାଦୁଅ ଫିଙ୍ଗା ଆରମ୍ଭ ହୋଇଛି। ଏଠାରେ ଧାର୍ମିକ ସମାବେଶ ଆୟୋଜନ କରିବା ଲାଗି ଆୟୋଜକଙ୍କୁ କିଏ ଅନୁମତି ଦେଇଥିଲେ…

ମହିଳା ଡାକ୍ତରଙ୍କ ଅଢେଇ ବର୍ଷର ଶିଶୁ କରୋନା ପଜିଟିଭ

ଲକ୍ଷ୍ନୌ,୬ ।୪: ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଏମିତି ଏକ ଖବର ଆସିଛି ଯାହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । କାନାଡାରୁ ଆସିଥିବା ଜଣେ ମହିଳା ଡାକ୍ତରଙ୍କ ଅଢେଇ ବର୍ଷର ଶିଶୁ କରୋନାରେ ସଂକ୍ରମିତ…

ଚଳିତ ବର୍ଷ ଶେଷସୁଦ୍ଧା ଭାରତକୁ ଆସିବ କରୋନା ପ୍ରତିଷେଧକ ଟୀକା ‘କୋରୋଫ୍ଲୁ’ !

ନୂଆଦିଲ୍ଲୀ,୬।୪: ଦିନକୁ ଦିନ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ପ୍ରତିଷେଧକ ଟୀକା ‘କୋରୋଫ୍ଲୁ’ ଚଳିତ ବର୍ଷ ଶେଷସୁଦ୍ଧା ଭାରତକୁ ଆସିବାର ସମ୍ଭାବନା ରହିଛି। ଏହା ଦ୍ୱାରା କରୋନା ସହିତ ଫ୍ଲୁ ମଧ୍ୟ ଭଲହେବ। ହାଇଦ୍ରାବାଦ୍‌ର ଭାରତ…

ମୁମ୍ବାଇର ୱୋକାର୍ଡ ହସ୍ପିଟାଲକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଗଲା

ମୁମ୍ବାଇ,୬ ।୪: ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ କେତେଜଣ ସ୍ୱାସ୍ଥ୍ୟକର୍ମୀ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ତେବେ ମୁମ୍ବାଇର ୱୋକାର୍ଡ ହସ୍ପିଟାଲର କେତେଜଣ ଡାକ୍ତର, ନର୍ସ ଓ ହସ୍ପିଟାଲ କର୍ମଚାରୀଙ୍କ ନିକଟରେ କରୋନ…

ଏପ୍ରିଲ୍‌ ୮ ସୁଦ୍ଧା ଭାରତରେ ପହଞ୍ଚିବ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌: ବୁନ୍ଦାଏ ରକ୍ତରୁ ମାତ୍ର ୧୫ ମିନିଟ୍‌ରେ ଚିହ୍ନଟ ହେବେ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୬।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ୍‌(ଆଇସିଏମ୍‌ଆର୍‌)ଅଣ୍ଟା ଭିଡ଼ିଛି। କିଭଳି କମ୍‌ ସମୟ ମଧ୍ୟରେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବ ସେନେଇ ବିଦେଶରୁ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ ମଗାଯାଇଛି। ଏହା ଏପ୍ରିଲ୍‌ ୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri