ଜାତୀୟ

ତୁଷାରପାତ ଯୋଗୁ ହିମାଚଳ ପ୍ରଦେଶର ୪ ରାଜପଥ ସମେତ ୬୫୦ ରାସ୍ତା ବନ୍ଦ

ଶିମଲା,୧୧।୧:ହିମାଚଳ ପ୍ରଦେଶରେ ଗତ କିଛିଦିନ ହେବ ତୁଷାରପାତ ହେବା ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି। ହିମାଚଳ ପ୍ରଦେଶ ଷ୍ଟେଟ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏସ୍‌ଡିଏମ୍‌ଏ)ର ସୂଚନା ଅନୁଯାୟୀ, ଏହି ତୁଷାରପାତ ଫଳରେ ୪ ଜାତୀୟ ରାଜପଥ ସମେତ ପ୍ରାୟ ୬୬୫ ରାସ୍ତା…

ସରକାର ଚାହିଁଲେ ପିଓକେ ଭାରତରେ ମିଶିଯିବ: ସେନା ମୁଖ୍ୟ

ନୂଆଦିଲ୍ଲୀ,୧୧।୧: ସେନା ମୁଖ୍ୟ ମନୋଜ ମୁକୁନ୍ଦ ନରଓ୍ବଣେ ଶନିବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ସରକାର ଯଦି ନିର୍ଦ୍ଦେଶ ଦିଅନ୍ତି ତେବେ ପାକ୍‌ ଅଧିକୃତ କଶ୍ମୀର(ପିଓକେ)କୁ ସେ ଭାରତରେ ମିଶାଇ ଦେବେ। ସେ ଆହୁରି ମଧ୍ୟ କହିଛନ୍ତି ଚିଫ୍‌ ଅଫ୍‌ ଡିଫେନ୍ସ…

ମନ୍ଦିର ବାହାରେ ଭିକ୍ଷା ମାଗୁଥିଲେ କୋଟିପତିଙ୍କ ପୁଅ : ଘରେ ପହଞ୍ଚାଇଲା ସ୍ବେଚ୍ଛାସେବୀ ସଂଗଠନ

ଅମ୍ବାଲା,୧୧।୧: ଫିଲ୍ମ କାହାଣୀ ପରି ହରିୟାଣାରେ ଏକ ନିଆରା ଘଟଣା ଘଟିଛି। ଏଠାରେ ଅମ୍ବାଲାର ଏକ ମନ୍ଦିର ବାହାରେ ବସି ଭିକ୍ଷା କରୁଥିବା ଜଣେ ବ୍ୟକ୍ତି କୋଟିପତିଙ୍କ ପୁଅ ବୋଲି ଜଣାପଡ଼ିଛି। ଜଣେ କୋଟିପତି ମାନସିକ ଭାରସାମ୍ୟ ହରାଇ ଘରୁ ପଳାଇ…

ହାଇକୋର୍ଟରେ ଖାରଜ ହେଲା ଫକ୍ସ ଷ୍ଟୁଡିୟର ଆବେଦନ: ଓକିଲଙ୍କୁ ଦେବାକୁ ପଡ଼ିବ କ୍ରେଡିଟ୍‌

ନୂଆଦିଲ୍ଲୀ,୧୧।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ୍‌’ରେ ଏସିଡ୍‌ ଆଟାକ୍‌ ପୀଡ଼ିତାଙ୍କ ଓକିଲ ଅପର୍ଣ୍ଣା ଭଟ୍ଟଙ୍କୁ କ୍ରେଡିଟ୍‌ ଦେବା ମାମଲାରେ ହାଇକୋର୍ଟ ଶନିବାର ଶୁଣାଣି କରିଛନ୍ତି। ଏହି ଶୁଣାଣିରେ ଫକ୍ସ ଷ୍ଟୁଡିଓର ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ପଟିଆଲା…

୨୦୧୯ରେ ଭାରତରେ ୪ହଜାର ଶହେ ୯୬ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ: ୯ ହଜାର ୩ ଶହ କୋଟି କ୍ଷତି

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧।୧: ଗତ ୨୦୧୯ ବର୍ଷରେ ପୃଥିବୀର ୨୧ଟି ଦେଶରେ ମୋଟ ୧୮ ହଜାର ୨ ଶହ ୨୫ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ ରହିଥିଲା। ସେଥିମଧ୍ୟରୁ ୧୧ ହଜାର ୮ ଶହ ୫୭ ଘଣ୍ଟା ଇଣ୍ଟରନେଟ୍‌ ଉପରେ କଟକଣା ଜାରି ହୋଇଥିଲା।…

ଦିଲ୍ଲୀ ବିଧାନସଭା ନିର୍ବାଚନ: ୭୦ରୁ ୨୦ରେ ପ୍ରାର୍ଥୀ ଦେଇପାରେ କଂଗ୍ରେସ

ନୂଆଦିଲ୍ଲୀ,୧୧।୧: ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେ ସବୁ ରାଜନୈତିକ ଦଳ ସେମାନଙ୍କ ପ୍ରାର୍ଥୀ ଯୋଗାଡରେ ଲାଗି ପଡିଛନ୍ତି। ଦିଲ୍ଲୀ ବିଧାନସଭାର ୭୦ଆସନ ମଧ୍ୟରୁ କଂଗ୍ରେସ ୨୦ରେ ପ୍ରାର୍ଥୀ ଦେବ ବୋଲି କୁହାଯାଉଛି। କଂଗ୍ରେସ ଗୋଟିଏ ପଟେ…

କନୌଜ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦି, ରାହୁଲ

କନୌଜ,୧୧।୧: ଉତ୍ତରପ୍ରଦେଶ କନୌଜ ଜିଲାରେ ଶୁକ୍ରବାର ରାତିରେ ଏକ ଘରୋଇ ଡବଲ ଡେକର ବସ୍‌ ସହ ଟ୍ରକ୍‌ ମୁହାଁମୁହିଁ ଦୁର୍ଘଟଣାରୁ ୨ଟି ଗାଡିରେ ନିଆଁ ଲାଗିଯାଇଥିଲା। ଏଥିରେ ୨୦ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୨୫ ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିଲା।…

ନିର୍ଭୟା ମାମଲା: ଜାନୁୟାରୀ ୧୪ରେ ହେବ ବିନୟ-ମୁକେଶଙ୍କ କ୍ୟୁରେଟିଭ ପିଟିଶନର ଶୁଣାଣି

ନୂଆଦିଲ୍ଲୀ,୧୧।୧: ଦୀର୍ଘ ୭ ବର୍ଷ ତଳର ଅର୍ଥାତ୍‌ ୨୦୧୨ର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ମିଳିଛି। ଆସନ୍ତା ୨୨ରେ ଏମାନଙ୍କୁ ଦଣ୍ଡବିଧାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେବା ପରେ ସମସ୍ତ ୪ ଦୋଷୀଙ୍କ ପାଇଁ…

ଦୀପିକାଙ୍କୁ ସମ୍ମାନୀତ କରିବେ କମଳ ନାଥ ସରକାର

ଭୋପାଳ,୧୧।୧: ମଧ୍ୟପ୍ରଦେଶ ସରକାର ବଲିଉଡ୍‌ ମୁଭି ‘ଛପାକ’କୁ ଟ୍ୟାକ୍ସ ଫ୍ରି କରିବା ପରେ ଏବେ ଏହାର ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ସମ୍ମାନୀତ କରିବେ ବୋଲି କହିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଇନ୍ଦୋରରେ ଆୟୋଜିତ ହେବାକୁ ଥିବା , ଅନ୍ତରାଷ୍ଟ୍ରୀୟ ଭାରତୀୟ ଫିଲ୍ମ…

ଜେଏନ୍‌ୟୁର ମୁଖାପିନ୍ଧା ଆକ୍ରମଣକାରୀ ଏବିଭିପି ସମର୍ଥକ: ଆକ୍ରମଣ ପୂର୍ବରୁ ଏବଂ ପରେ ଲିଭାଯାଇଥିଲା ଷ୍ଟ୍ରିଟ୍‌ ଲାଇଟ୍‌ !

ନୂଆଦିଲ୍ଲୀ, ୧୧।୧: ଜେଏନ୍‌ୟୁରେ ଜାନୁୟାରୀ ୫ରେ ରାତି ଅନ୍ଧାରରେ କ୍ୟାମ୍ପସ୍‌ରେ ପଶି କିଛି ଦୁର୍ବୃତ୍ତ ଗୁଣ୍ଡାରାଜ ଚଳାଇଥିଲେ। ଶିକ୍ଷାର୍ଥୀ ଏବଂ ଅଧ୍ୟାପକଙ୍କୁ ନିସ୍ତୁକ ପିଟି ଥିବା ସମସ୍ତ ଦୁର୍ବୃତ୍ତ ଏବିଭିପି ସମର୍ଥକ ବୋଲି କିଛି ଗଣମାଧ୍ୟମ ସଂସ୍ଥାର ପକ୍ଷରୁ କରାଯାଇଥିବା ଅଣ୍ଡର…

‘ପିଓକେ’ରେ ୩୦୦ ଆତଙ୍କବାଦୀ ସକ୍ରିୟ

ନୂଆଦିଲ୍ଲୀ,୧୧ା୧(ପି.ଟି.): ପ୍ରାୟ ୩୦୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ଲାଗି ସୀମା ସେପଟେ ଅପେକ୍ଷା କରିଛନ୍ତି। ପାକ୍‌ ଅଧିକୃତ କଶ୍ମୀରରେ ୫୦ ଆଫଗାନ୍‌ ଆତଙ୍କବାଦୀଙ୍କ ସହ ଏମାନେ ଜେଇଏମ୍‌ ଆତଙ୍କବାଦୀ ଶିବିରରେ ପ୍ରଶିକ୍ଷଣ ନେଉଛନ୍ତି। ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଓ ପାକ୍‌ସେନାର…

ଗୋଟିଏ ମଞ୍ଚରେ ଏକାଠି ହେବେ ମୋଦି-ମମତା

କୋଲକାତା,୧୧ା୧: ଲୋକ ସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୋଟିଏ ମଞ୍ଚରେ ଏକାଠି ହେବାକୁ ଯାଉଛନ୍ତି। ରବିବାର କୋଲକାତା ପୋର୍ଟ ଟ୍ରଷ୍ଟର ଏକ କାର୍ଯ୍ୟକ୍ରମରେ ଉଭୟ ନେତା ଏକାଠି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri