ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଏନ୍କାଉଣ୍ଟରରେ ୨ ଲଶ୍କର ଆତଙ୍କବାଦୀ ମୃତ
ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ଅପରେଶନ୍ ଅଲ୍ଆଉଟ୍ ଜାରି ରହିଛି। ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଗାନ୍ଦରବଲର ଗୁଣ୍ଡ୍ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ଏହି ସଫଳତା ମିଳିଛି। ସେମାନେ ଲଶ୍କର-ଇ-ତୋଏବା ସଂଗଠନର ବୋଲି କୁହାଯାଉଛି।...
ଅକ୍ଟୋବରରେ ୩୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ
ଦିଲ୍ଲୀ,୧୨ା୧୧(ଆଇଏଏନ୍ଏସ୍)- ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ସେନା ଅକ୍ଟୋବର ମାସରେ ୩୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ୨୦୧୯ ବର୍ଷରେ ଏହା ସର୍ବାଧିକ ଅସ୍ତ୍ରବିରତି ଉଲ୍ଲଂଘନ ବୋଲି ସେନାର ଜଣେ ଅଧିକାରୀ କହିଛନ୍ତି। ନଭେମ୍ବର ମାସର ପ୍ରଥମ ୧୧ ଦିନରେ...
ସରକାରଙ୍କ ନିଷ୍ପତ୍ତି ନିବେଶ ବଢ଼ାଇବ: ଭେଙ୍କାୟା ନାଇଡୁ
ନୂଆଦିଲ୍ଲୀ,୧୨ା୧୧: କେନ୍ଦ୍ର ସରକାର ନିକଟରେ ନେଇଥିବା କେତେକ ପଦକ୍ଷେପ ନିବେଶ ବଢ଼ାଇବ ବୋଲି ଉପରାଷ୍ଟ୍ରପତି ଏମ୍. ଭେଙ୍କାୟା ନାଇଡୁ କହିଛନ୍ତି। ସରକାରଙ୍କ ସଂସ୍କାରମୂଳକ ପଦକ୍ଷେପ ଯୋଗୁ ଅଧିକ ପୁଞ୍ଜି ଆକର୍ଷିତ ହେବା ସହ ଆଗାମୀ ମାସରେ ଜିଡିପି ଅଭିବୃଦ୍ଧି ତ୍ୱରାନ୍ବିତ...
ରିଭ୍ୟୁ ପିଟିଶନ ଦାଏର ନେଇ ୧୭ରେ ନିଷ୍ପତ୍ତି ନେବ ଏଆଇଏମ୍ପିଏଲ୍ବି: ଜମି ଗ୍ରହଣ ପ୍ରସ୍ତାବକୁ ଅଯୋଧ୍ୟା ମୁସଲମାନଙ୍କ ପ୍ରତ୍ୟାଖ୍ୟାନ
ନୂଆଦିଲ୍ଲୀ,୧୨ା୧୧(ପି.ଟି./ଆଇଏଏନ୍ଏସ୍): ଅଯୋଧ୍ୟା ଜମି ବିବାଦ ମାମଲାର ରାୟ ବିରୋଧରେ ରିଭ୍ୟୁ ପିଟିଶନ ଦାଏର ଲାଗି ଅଲ୍ ଇଣ୍ଡିଆ ମୁସ୍ଲିମ୍ ପର୍ସନାଲ ଲ ବୋର୍ଡ (ଏଆଇଏମ୍ପିଏଲ୍ବି) ଆସନ୍ତା ୧୭ ତାରିଖ ବୈଠକରେ ନିଷ୍ପତ୍ତି ନେବ। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ...
ସୁପ୍ରିମକୋର୍ଟଙ୍କୁ ଜଣାଇଲେ ସରକାର: ୩୭୦ ଉଚ୍ଛେଦ ନିଷ୍ପତ୍ତି ଯଥାର୍ଥ
ନୂଆଦିଲ୍ଲୀ,୧୨ା୧୧(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ଦେଉଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ନିଷ୍ପତ୍ତି ଯଥାର୍ଥ ଥିଲା ବୋଲି କେନ୍ଦ୍ର ସରକାର ସୋମବାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି। ଅନୁଚ୍ଛେଦ ୩୭୦ର ସୁଯୋଗ ନେଇ ଆତଙ୍କବାଦୀ ଓ ବିଚ୍ଛିନ୍ନତାବାଦୀମାନେ ଭାରତର ଶତ୍ରୁ ବିଦେଶୀ...
ଭାଜପାକୁ ମିଳିଛି ୭୦୦ କୋଟି ଚାନ୍ଦା
ନୂଆଦିଲ୍ଲୀ,୧୨ା୧୧(ପି.ଟି.): ୨୦୧୮-୧୯ ଆର୍ଥିକ ବର୍ଷରେ ଶାସକ ଭାଜପାକୁ ୭ ଶହ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଚାନ୍ଦା ମିଳିଥିବା ଦଳ ପକ୍ଷରୁ ଘୋଷଣା କରାଯାଇଛି। ଚେକ୍ ଏବଂ ଅନ୍ ଲାଇନ ପେମେଣ୍ଟ ଜରିଆରେ ଏହି ଚାନ୍ଦା ମିଳିଛି। ନିର୍ବାଚନ କମିଶନକୁ ଦଳ...
ସଂସଦୀୟ ଷ୍ଟାଣ୍ଡିଂ କମିଟିକୁ ମନମୋହନ ମନୋନୀତ
ନୂଆଦିଲ୍ଲୀ,୧୨ା୧୧(ପି.ଟି.): ରାଜ୍ୟ ସଭା ଅଧ୍ୟକ୍ଷ ଏମ୍ ଭେଙ୍କାୟା ନାଇଡୁ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂଙ୍କୁ ଅର୍ଥ ସଂକ୍ରାନ୍ତ ସଂସଦୀୟ ଷ୍ଟାଣ୍ଡିଂ କମିଟିକୁ ମନୋନୀତ କରିଛନ୍ତି। ଦିଗ୍ବିଜୟ ସିଂଙ୍କ ସ୍ଥାନରେ ତାଙ୍କୁ ନିଆଯାଇଛି। ଦିଗ୍ବିଜୟ ସହରାଞ୍ଚଳ...
ଏନ୍ସିପିକୁ ଡାକିଲେ ରାଜ୍ୟପାଳ
ନୂଆଦିଲ୍ଲୀ/ମୁମ୍ବାଇ,୧୨ା୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ସୋମବାର ବି ଅନିଶ୍ଚିତତା ଜାରି ରହିଛି। ଧାର୍ଯ୍ୟ ସମୟ ସୁଦ୍ଧା ଶିବସେନା ସମର୍ଥନ ପତ୍ର ଦେଖାଇ ନ ପାରିବାରୁ ରାଜ୍ୟପାଳ ଭଗତ ସିଂ କୋଶୟାରୀ ତୃତୀୟ ବୃହତ୍ ଦଳ ଏନ୍ସିପିକୁ ସରକାର ଗଠନ...
ହାର୍ଟଆଟାକ୍ରୁ ଦୂରେଇ ରଖେ ଏହି ରସ…
ସକାଳେ ଅଧାକପ୍ କାକୁଡ଼ି ଜୁସ୍ ପିଇଲେ ଶରୀରର ବହୁ ଉପକାର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ଜଳ, ଶ୍ୱେତସାର,ସ୍ନେହସାର, ପୁଷ୍ଟିସାର, ତନ୍ତୁଜ ରହିଥାଏ। ଏହାଛଡ଼ା ଏଥିରେ ଫସଫରସ୍, କ୍ୟାଲସିୟମ, ଲୌହ ଆଦି ରହିଛି। ନିୟମିତ ଏହାକୁ ପିଇଲେ ରକ୍ତ ସଞ୍ଚାଳନ...
ଏହି ଚା’ ପିଅନ୍ତୁ, ଓଜନ କମ୍ କରନ୍ତୁ
ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ଭିତରେ ଓଜନ ବୃଦ୍ଧି ଏକ ବଡ ସମସ୍ୟା ଭାବେ ଉଭା ହୋଇଛି। ଓଜନ କମାଇବା ପାଇଁ ବଜାରରେ ବିଭିନ୍ନ ପ୍ରକାର ଔଷଧ ମିଳୁଥିବାବେଳେ ତାହା କାମ ମଧ୍ୟ ଦେଉନାହିଁ। ତେବେ ପ୍ରାକୃତିକ ଉପାୟରେ କେମିତି ଓଜନ...
ସୋନିଆଙ୍କ ସହ ଫୋନରେ କଥା ହେଲେ ଉଦ୍ଧବ
ମୁମ୍ବାଇ,୧୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଚାଲିଥିବା ରାଜନୀତି ଡ୍ରାମା ସୋମବାର ସନ୍ଧ୍ୟାରେ ଶେଷ ହୋଇପାରେ। ଶିବସେନାକୁ ସମର୍ଥନ କରିବାକୁ ଯାଇ ଏନ୍ସିପି ନିଜର ମତ ସ୍ପଷ୍ଟ କରିସାରିଛି। ହେଲେ କଂଗ୍ରେସର ମତାମତକୁ ଅପେକ୍ଷା କରାଯାଇଛି। ଏନେଇ କଂଗ୍ରେସର ଅନ୍ତରୀଣ...
ଲତା ମଙ୍ଗେସକର ଅସୁସ୍ଥ
ମୁମ୍ବାଇ,୧୧।୧୧: ସୁର ସାମ୍ରାଜ୍ଞୀ ତଥା ଭାରତରତ୍ନ ଲତା ମଙ୍ଗେସକର ଅସୁସ୍ଥ ହୋଇପଡିଥିବା ଖବର ମିଳିଛି। ଛାତିରେ ସଂକ୍ରମଣ ଯୋଗୁ ତାଙ୍କୁ ରବିବାର ରାତି ପ୍ରାୟ ୨ଟାରେ ମୁମ୍ବାଇର ବିଚ୍ କ୍ୟାଣ୍ଡି ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଏବେ ସେ ସୁସ୍ଥ...
Archives


