ନାବାଳିକା ଝିଅଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଗୁଜରାଟରେ ଜଣେ ଓଡ଼ିଆଙ୍କୁ ଫାଶୀ ଦଣ୍ଡାଦେଶ
ସୁରଟ୍,୧୧ା୧(ପି.ଟି.): ନିଜର ନାବାଳିକା ଝିଅ(୧୪ଙ୍କୁ ବଳାତ୍କାର କରି ଗର୍ଭବତୀ କରିବା ପରେ ତଣ୍ଟିଚିପି ମାରିବା ଘଟଣାରେ ଗୁଜରାଟର ସ୍ପତନ୍ତ୍ର କୋର୍ଟ ଜଣେ ଓଡ଼ିଆଙ୍କୁ ଫାଶୀଦଣ୍ଡାଦେଶ ଦେଇଛନ୍ତି। ଅତିରିକ୍ତ ଜିଲା ଓ ସେସନ୍ ଜଜ୍ ପି.ଏସ୍. କାଲା ସୁରଟ୍ର ପାଣ୍ଡେସ୍ରାରେ ରହୁଥିବା ଟୁକୁନା…
ସହଯୋଗ କରିଥିଲା ପୋଲିସ
ନୂଆଦିଲ୍ଲୀ,୧୧ା୧ : ଏବିଭିପି କର୍ମୀ ଅକ୍ଷତ ଅଓ୍ବସ୍ତି ରବିବାର ଜେଏନ୍ୟୁ କ୍ୟାମ୍ପସ୍ ଆକ୍ରମଣରେ ସମ୍ପୃକ୍ତ ଥିଲେ ବୋଲି କ୍ୟାମେରା ଆଗରେ ସ୍ବୀକାର କରିଛନ୍ତି। ସେଠାରେ କର୍ତ୍ତବ୍ୟରେ ଥିବା ଜଣେ ପୋଲିସ ଅଫିସର ବାମଦଳ ସମର୍ଥତ୍ତ ଛାତ୍ରୀଛାତ୍ରଙ୍କୁ ମାଡ଼ ମାରିବା ପାଇଁ ଆକ୍ରମଣକାରୀମାନଙ୍କୁ…
କଶ୍ମୀର: ୨୬ ଗୃହବନ୍ଦୀଙ୍କ ଉପରୁ ପିଏସ୍ଏ ହଟିଲା
ଶ୍ରୀନଗର,୧୧ା୧(ପି.ଟି.): ଇଣ୍ଟରନେଟ ବନ୍ଦ ଏବଂ ଉପତ୍ୟକାରେ କଟକଣାକୁ ନେଇ ସୁପ୍ରିମକୋର୍ଟ ସରକାରଙ୍କୁ ସମାଲୋଚନା କରିବା ପରେ ଜମ୍ମୁ-କଶ୍ମୀର ପ୍ରଶାସନ ଅଟକ ଥିବା ୨୬ ଜଣଙ୍କ ଉପରୁ ସର୍ବସାଧାରଣ ନିରାପତ୍ତା ଆଇନ (ପିଏସ୍ଏ) ପ୍ରତ୍ୟାହାର କରିନେଇଛନ୍ତି। ସେମାନଙ୍କ ମଧ୍ୟରେ କଶ୍ମୀର ବାର୍ କାଉନସିଲ୍ର…
ଦୁର୍ଘଟଣାରେ ୨୦ ଯାତ୍ରୀ ଜଳିଗଲେ
କନୌଜ,୧୧ା୧: ଉତ୍ତରପ୍ରଦେଶର କନୌଜ ଜିଲାରେ ଶୁକ୍ରବାର ଏକ ଘରୋଇ ଡବଲ ଡେକର ବସ୍ ସହ ଟ୍ରକ ମୁହାଁମୁହିଁ ଧକ୍କାଖାଇବା ପରେ ଗାଡ଼ି ଦୁଇଟିରେ ନିଆଁ ଲାଗିଯିବାରୁ ପ୍ରାୟ ୨୦ ଯାତ୍ରୀ ଜିଅନ୍ତା ଜଳି ଯାଇଥିବା ଜଣାପଡ଼ିଛି। ବସ୍ରେ ଥିବା ୫୦ ଯାତ୍ରୀଙ୍କ…
ଦେଶରେ ଲାଗୁହେଲା ସିଏଏ
ନୂଆଦିଲ୍ଲୀ,୧୧ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଶୁକ୍ରବାରଠାରୁ ଦେଶରେ ଲାଗୁ କରାଯାଇଥିବା କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଗେଜେଟ ବିଜ୍ଞପ୍ତି ଅନୁଯାୟୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ଶିକାର ହୋଇ ଭାରତରେ ଆଶ୍ରୟ…
ନିର୍ଭୟା ମାମଲା: ଫାଶୀଦଣ୍ଡର ସିଧାପ୍ରସାରଣ ପାଇଁ ଚିଠି ଲେଖିଲା ପରି
ନୂଆଦିଲ୍ଲୀ,୧୦।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଅପରାଧୀଙ୍କୁ ଆସନ୍ତା ୨୨ ତାରିଖରେ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରକ୍ରିୟାର ସିଧାପ୍ରସାରଣ କରିବାକୁ ଏକ ଏନ୍ଜିଓ ଶୁକ୍ରବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟକୁ…
ଦୀପିକାଙ୍କ ଉପରେ ବର୍ଷିଲେ ସ୍ମୃତି
ନୂଆଦିଲ୍ଲୀ,୧୦।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍ୟୁ) ହିଂସାକୁ ନେଇ ରାଜନୀତି ହୋଇଛି ସରଗରମ। ଦିନକ ପୂର୍ବରୁ ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଜେଏନ୍ୟୁ ଗସ୍ତକୁ ନେଇ ବିବାଦ ଉପୁଜିଥିବା ବେଳେ ଏବେ ତାଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି। ଶୁକ୍ରବାର ଏକ…
କଶ୍ମୀର ପଣ୍ଡିତଙ୍କ ପ୍ରତିନିଧିଙ୍କୁ ଭେଟିଲେ ବିଦେଶୀ ପ୍ରତିନିଧି
ଜମ୍ମୁ,୧୦।୧: ଜମ୍ମୁ-କଶ୍ମୀର ସ୍ଥିତି ପରଖିବାକୁ ଗୁରୁବାର ସେଠାରେ ପହଞ୍ଚିଥିବା ବିଦେଶୀ ପ୍ରତିନିଧି ଦଳ ଶୁକ୍ରବାର କଶ୍ମୀର ପଣ୍ଡିତଙ୍କ ପ୍ରତିନିଧିଙ୍କୁ ଭେଟିଛନ୍ତି। ଜମ୍ମୁ ସହର ଉପାନ୍ତରେ ଥିବା ଜଗତି ମାଇଗ୍ରାଣ୍ଟ ଟାଉନଶିପରେ ଏମାନଙ୍କ ସାକ୍ଷାତ୍କାର ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେନ ୩୭୦…
ଜେଏନ୍ୟୁ ହିଂସା: ଆଇସି ଘୋଷଙ୍କ ସମେତ ଚିହ୍ନଟ ହେଲେ ୯ଜଣ
ନୂଆଦିଲ୍ଲୀ,୧୦।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍ୟୁ)ରେ ଗତ ରବିବାର ରାତିରେ ହୋଇଥିବା ହିଂସା ମାମଲାକୁ ନେଇ ଶୁକ୍ରବାର ଦିଲ୍ଲୀ ପୋଲିସ ସନ୍ଦିଗ୍ଧଙ୍କ ଫଟୋ ଜାରି କରିଛି। ଏଥିରେ ଜେଏନ୍ୟୁ ଛାତ୍ର ସଂଘର ଅଧ୍ୟକ୍ଷ ଆଇସି ଘୋଷଙ୍କ ସମେତ ୯ ଜଣଙ୍କ ନାଁ ରହିଛି।…
ପିଲାଙ୍କ ପାଇଁ ଖାଦ୍ୟ ଯୋଗାଡ଼ କରିବାକୁ ଲଣ୍ଡା ହେଲେ ମହିଳା
ସଲେମ,୧୦।୧: ତାମିଲନାଡୁର ବିଧବା ମହିଳା ପ୍ରେମା ତାଙ୍କର ୩ ପିଲାଙ୍କ ପାଇଁ ଖାଦ୍ୟ ଯୋଗାଡ କରିବାକୁ ନିଜେ ଲଣ୍ଡା ହୋଇଥିବା କହିଛନ୍ତି। ଲଣ୍ଡା ହେବା ପରେ ସେ ତାଙ୍କ କେଶକୁ ମାତ୍ର ୧୫୦ ଟଙ୍କାରେ ବିକ୍ରିକରି ପିଲାମାନଙ୍କ ପାଇଁ ଖାଦ୍ୟ ଯୋଗାଡ…
କର୍ମୀଙ୍କ ପାଇଁ ଫିଲ୍ମ ହଲ୍ ବୁକ୍ କରାଇଲେ ଅଖିଲେଶ
ଲକ୍ଷ୍ନୌ,୧୦।୧: ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ ଓ ମେଘନା ଗୁଲଜାରଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଛଫାକ୍’ ଶୁକ୍ରବାର ବଡ଼ ପରାଦାରେ ରିଲିଜ୍ ହୋଇଛି। ଜେଏନ୍ୟୁ ଛାତ୍ରଙ୍କୁ ଦୀପିକା ଭେଟିବା ପରେ ତାଙ୍କ ଫିଲ୍ମ ‘ଛପାକ’କୁ ନେଇ ବିବାଦ ଦେଖାଦେଇଥିଲା। ଫିଲ୍ମ ରିଲିଜ୍ ହେବ…
ବଢିଲା ରାମ ଜନ୍ମଭୂମି ନ୍ୟାସର ମୁଖ୍ୟଙ୍କ ସୁରକ୍ଷା
ନୂଆଦିଲ୍ଲୀ,୧୦।୧: ରାମ ଜନ୍ମଭୂମି ନ୍ୟାସର ମୁଖ୍ୟ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଥିବା ଜଣାପଡିିଛି। ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ତାଙ୍କର ଓ୍ବାଇ ପ୍ଲସ ସୁରକ୍ଷାକୁ ବୃଦ୍ଧି କରାଯାଇ ଜେଡ୍ ସୁରକ୍ଷା ଯୋଗାଇ ଦିଆଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ,…
Archives


