ଏହି ଅଭିନେତ୍ରୀଙ୍କ ସୋସାଇଟିରେ କରୋନା ରୋଗୀ ଚିହ୍ନଟ ହେବା ପରେ ଆପାର୍ଟମେଣ୍ଟକୁ କରାଗଲା ସିଲ୍
ମୁମ୍ବାଇ,୫।୫: କରୋନା ଭାଇରସ୍ ସାରା ଦେଶରେ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ହଜାରରୁ ଉର୍ଦ୍ଧ୍ୱ ହୋଇଥିବା ବେଳେ ଏହାକୁ ରୋକିବା ପାଇଁ ସରକାର ଯଥାସମ୍ଭବ ପ୍ରଚେଷ୍ଟା ଚଳାଇଛନ୍ତି। ଇତିମଧ୍ୟରେ ଟେଲି ଅଭିନେତ୍ରୀ ଅଙ୍କିତା ଲୋଖାଣ୍ଡେଙ୍କ ଆପାର୍ଟମେଣ୍ଟକୁ…
୨୪ ଘଣ୍ଟା ମଧ୍ୟରେ ସେନାର ଦ୍ୱିତୀୟ ପ୍ରହାର: ୫ ଆତଙ୍କବାଦୀ ନିହତ
ଶ୍ରୀନଗର,୫ ।୪: ଜମ୍ମୁ-କଶ୍ମୀରରେ ୨୪ ଘଣ୍ଟା ମଧ୍ୟରେ ଭାରତୀୟ ସେନା ପକ୍ଷରୁ ଆତଙ୍କବାଦୀଙ୍କ ଉପରେ ଦ୍ୱିତୀୟ ପ୍ରହାର କରାଯାଇଛି । ଏଥିରେ ୫ ଆତଙ୍କବାଦୀ ନିହତ ହୋଇଛନ୍ତି । କୁପୱାରା ଜିଲାର ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା…
ଦେଶରେ ଗତ ୧୨ ଘଣ୍ଟାରେ ୩୦୨ ନୂଆ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ,୫ ।୪: ଦେଶରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୧୨ ଘଣ୍ଟାରେ ୩୦୨ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୩୩୭୪ରେ । ଏମାନଙ୍କ ମଧ୍ୟରୁ ୩୦୩୦ ଚିକିତ୍ସିତ ହେଉଥିବା…
କରୋନା ପଜିଟିଭ୍ ଚିହ୍ନଟ ପାଇଁ ଭାରତୀୟ ବୈଜ୍ଞାନିକ ତିଆରି କଲେ ପେପର ଷ୍ଟ୍ରିପ୍ କିଟ୍: ମାତ୍ର ୫୦୦ ଟଙ୍କାରେ ହେବ ପରୀକ୍ଷା
ନୂଆଦିଲ୍ଲୀ,୫।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି । ସଂକ୍ରମିତଙ୍କୁ ଚିହ୍ନଟ କରିବା ଯାଞ୍ଚ୍ ବ୍ୟବସ୍ଥାରେ ଅଧିକ ଲାଗୁଥିବାରୁ ଉପଯୁକ୍ତ ସ୍ୱାସ୍ଥ୍ୟସେବା ଯୋଗାଇବା କ୍ଷେତ୍ରରେ ଅସୁବିଧା ଦେଖାଦେଉଛି । ତେବେ ବିଜ୍ଞାନ ଏବଂ ଔଦ୍ୟୋଗିକ…
ଆଇସୋଲେଶନ ୱାର୍ଡରେ ପ୍ରସବ: ନବଜାତ ଶିଶୁ କରୋନା ସଂକ୍ରମଣ ମୁକ୍ତ
ନୂଆଦିଲ୍ଲୀ, ୪ ।୪: ଦିଲ୍ଲୀ ସ୍ଥିତ ଏମ୍ସ୍ରେ କରୋନା ସଂକ୍ରମିତ ଜଣେ ଡାକ୍ତରଙ୍କ ସ୍ତ୍ରୀ ଆଇସୋଲେଶନ ୱାର୍ଡରେ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଛନ୍ତି । ମହିଳା ଜଣଙ୍କ ସ୍ୱାମୀଙ୍କଠାରୁ କରୋନା ସଂକ୍ରମିତ ହୋଇଥିଲେ । ତାଙ୍କୁ ଏମ୍ସ୍ର ଫିଜିଓଲୋଜି ବିଭାଗରେ ଆଇସୋଲେଶନ…
ଡ୍ୟୁଟି ସାରି ମାସ୍କ ତିଆରି କରୁଛନ୍ତି ମହିଳା ପୋଲିସ
ଭୋପାଳ,୪।୪: କରୋନା ଭାଇରସ ସହ ଲଢ଼ିବାକୁ ଏବେ ମାସ୍କ ଓ ସାନିଟାଇଜରର ଆବଶ୍ୟକତା ବଢିଯାଇଛି। ଏହାକୁ ଦୃଷ୍ଟିରେ ରଖି ଏବେ ବିଭିନ୍ନ ସଂସ୍ଥା ପକ୍ଷରୁ ମାସ୍କ ତିଆରି କରାଯାଉଥିବା ଦେଖାଯାଇଛି। ମଧ୍ୟପ୍ରଦେଶର ଏମିତି ଜଣେ ମହିଳା ପୋଲିସ ଏବେ ସମସ୍ତଙ୍କର ଦୃଷ୍ଟି…
ସୀମାକୁ ଲାଗିଥିବା ସବୁ ଜିଲା କରୋନା ସଂକ୍ରମିତ ହେଲେ ନିଜକୁ ବଞ୍ଚାଇ ରଖିଛି ଏହି ଜିଲା
ନାଗୁର,୪।୪:ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଲକଡାଉନ ପରେ ବି ଏହି ସଂଖ୍ୟାରେ ବୃଦ୍ଧି ଘଟିଛି। ହେଲେ ରାଜସ୍ଥାନର ଏମିତି ଏକ ଜିଲା ରହିଛି ଯେଉଁଠି ଏବେ ପର୍ଯ୍ୟନ୍ତ ଜଣେ ହେଲେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇନାହିଁ। ମିଳିଥିବା ସୂଚନା…
ମହାରାଷ୍ଟ୍ରରୁ ଆସିଲା ଖୁସି ଖବର: ସୁସ୍ଥ ହେଲେ ୫୦ କରୋନା ସଂକ୍ରମିତ
ମୁମ୍ବାଇ,୪।୪: ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ବଢି ଚାଲିଥିବା ବେଳେ ଏବେ ସେଠାରେ ୫୦ ଜଣ କରୋନା ପଜିଟିଭ ସୁସ୍ଥ ହୋଇଥିବା ସୂଚନା ମିଳିଛି। ମହାରାଷ୍ଟ୍ରର ସ୍ୱାସ୍ଥମନ୍ତ୍ରୀ ରାଜେଶ ଟୋପେ ଶନିବାର ଏହି ସୂଚନା ଦେଇଛନ୍ତି। ତେବେ ଶନିବାର ଅପରାହ୍ନ…
ବାଜପେୟୀଙ୍କ କବିତା ମାଧ୍ୟମରେ ଦୀପ ଜଳାଇବାକୁ ଆହ୍ୱାନ ଦେଲେ ମୋଦି
ନୂଆଦିଲ୍ଲୀ,୪।୪: କରୋନା ଭାଇରସ ସହ ଲଢ଼ିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ ଦେଇଛନ୍ତି।ରବିବାର ରାତି ୯ଟା ୯ ମିନିଟରେ ସମସ୍ତେ ବିଜୁଳି ବତୀ ଲିଭାଇ ଦୀପ ଅବା ମହମବତୀ ଜାଳିବାକୁ ମୋଦି କହିଛନ୍ତି। ଶନିବାର ମୋଦି ଟୁଇଟ କରି ପୁଣିଥରେ ଦେଶବାସୀଙ୍କୁ…
୯ ମିନିଟ୍ର ଲାଇଟ୍ ଅଫ୍: ପାୱାର ଗ୍ରୀଡ୍ ବ୍ଲାକ୍ଆଉଟ୍ ହେବା ଆଶଙ୍କା !
ନୂଆଦିଲ୍ଲୀ, ୪ ।୪: କରୋନା ସଂକ୍ରମଣ ବିରୋଧରେ ଏକଜୁଟ ହେବା ପାଇଁ ରବିବାର ରାତ୍ର ୯ଟାଠାରୁ ୯ ମିନିଟ୍ ପାଇଁ ଲାଇଟ୍ ଅଫ୍ କରି ଦୀପ, ମହମବତୀ ଅବା ଟର୍ଚ୍ଚ ଲାଇଟ୍ ଜଳାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଅନୁରୋଧ…
ଡାକ୍ତର, ନର୍ସଙ୍କ ସମେତ କ୍ୱାରାଣ୍ଟାଇନକୁ ଗଲେ ୧୦୮ ଜଣ
ନୂଆଦିଲ୍ଲୀ,୪।୪, ଡ଼ରାଇଲାଣି କରୋନା। ଏବେ ଏହା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଶନିବାର ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲ କର୍ତ୍ତୃପକ୍ଷ ଡାକ୍ତର, ନର୍ସ ଓ ହସ୍ପିଟାଲର ଅନ୍ୟ କର୍ମଚାରୀଙ୍କ ସମେତ ୧୦୮ ଜଣଙ୍କୁ କ୍ୱାରାଣ୍ଟାଇନକୁ ପଠାଇ ଦେଇଥିବା ଜଣାପଡିଛି। କୁହାଯାଉଛି ହସ୍ପିଟାଲକୁ ଅନ୍ୟ…
କରୋନା ନେଲା ୩୬ ବର୍ଷ ବୟସ୍କ ଯୁବକଙ୍କ ଜୀବନ
ଭୋପାଳ, ୪ ।୪: ଭାରତରେ ପ୍ରତି ଦିନ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଶନିବାର ୬ ଜଣଙ୍କ ମୃତ୍ୟୁ ଘଟିଛି । ସେଥିମଧ୍ୟରୁ ମଧ୍ୟପ୍ରଦେଶରେ ୩ ଜଣ ଏବଂ ରାଜସ୍ଥାନ-କର୍ନାଟକରେ ଜଣେ ଜଣେ ଲୋକଙ୍କ୍ ମୃତ୍ୟୁ ଘଟିଛି…
Archives


