ଜାତୀୟ

ଭାରତ ବନ୍ଦବେଳେ ପଶ୍ଚିମବଙ୍ଗରେ ହିଂସା: ପୋଲିସ ଗାଡ଼ି ପୋଡ଼ିଲେ: ୫୫ ଗିରଫ

କୋଲକାତା,୯ା୧: ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦେଶବ୍ୟାପୀ ବନ୍ଦ ଡ଼ାକରା ଦିଆଯାଇଥିବାବେଳେ ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ଅନୁଭୂତ ହୋଇଥିଲା। ତେବେ ବୁଧବାର ପଶ୍ଚିିମବଙ୍ଗରେ ଏହାକୁ ନେଇ ହିଂସାକାଣ୍ଡ ଦେଖିବାକୁ ମିଳିଛି। ମାଲ୍‌ଦାର ସୁଜାପୁର ଅଞ୍ଚଳରେ ଟ୍ରେଡ୍‌ ୟୁନିୟନର ସମର୍ଥକମାନେ ଦୁଇଟି ପୋଲିସ…

ଶ୍ରୀମନ୍ଦିର ସଂସ୍କାର ମାମଲା: ରିପୋର୍ଟ ଅସମ୍ପୂର୍ଣ୍ଣ, ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୧(ସ୍ବ.ପ୍ର.): ସୁପ୍ରିମ୍‌କୋର୍ଟରେ ବୁଧବାର ଥିଲା ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇତିମଧ୍ୟରେ ଆକ୍ସନ ଟେକେନ ରିପୋର୍ଟ ଦାଖଲ କରାଯାଇଥିଲା। ହେଲେ ତାହା ଅସମ୍ପୂର୍ଣ୍ଣ ଥିବାରୁ ସର୍ବୋଚ୍ଚ ଅଦାଲତ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସମ୍ପୂର୍ଣ୍ଣ…

ଦେଶର କୌଣସି ସ୍ଥାନକୁ ଯିବା ପାଇଁ ଦୀପିକା ସ୍ବତନ୍ତ୍ର: ଜାଭଡେକର

ନୂଆଦିଲ୍ଲୀ,୮।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ) କ୍ୟାମ୍ପସ୍‌କୁ ମଙ୍ଗଳବାର ରାତିରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଗସ୍ତ କରିଥିଲେ। ସେଠାରେ ବିରୋଧ ପ୍ରଦର୍ଶନ କରୁଥିବା ଛାତ୍ର ଓ ଛାତ୍ରସଂଘର ଅଧ୍ୟକ୍ଷ ଐଶ ଘୋଷଙ୍କୁ ସେ ଭେଟିଥିଲେ। ତେବେ ଦୀପିକାଙ୍କ ଏହି ଗସ୍ତକୁ…

ସୁରକ୍ଷାକର୍ମୀଙ୍କ ଉପରକୁ ଗ୍ରେନେଡ ଆକ୍ରମଣ

ଶ୍ରୀନଗର,୮।୧: ଜମ୍ମୁ-କଶ୍ମୀରରେ ଶାନ୍ତି ଭଙ୍ଗ କରିବା ପାଇଁ ପାକିସ୍ତାନ ସବୁବେଳେ ଉଦ୍ୟମ ଚଳାଇଛି। କେତେବେଳେ ସୀମାରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଉଛି ତ କେତେବେଳେ ଅସ୍ତ୍ରବିରତି ଉଲ୍ଲଂଘନ ଆଉ କେତେବେଳେ ଆତଙ୍କବାଦୀ ଆକ୍ରମଣ। ଇତିମଧ୍ୟରେ ବୁଧବାର ଶ୍ରୀନଗରର ହବାକ ଅଞ୍ଚଳରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ…

ପଶ୍ଚିମବଙ୍ଗରେ ବନ୍ଦ ସମୟରେ ହିଂସା: ବସ୍‌ରେ ପଥରମାଡ଼

କୋଲକାତା,୮।୧: କେନ୍ଦ୍ରରେ ମୋଦି ସରକାରଙ୍କ ବିଭିନ୍ନ ଆର୍ଥିକ ଏବଂ ଜନବିରୋଧୀ ନୀତି ବିରୋଧରେ ବୁଧବାର ଟ୍ରେଡ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଉକ୍ତ ଆନ୍ଦୋଳନକୁ ବିଭିନ୍ନ ଶ୍ରମିକ ସଂଗଠନ, ବାମପନ୍ଥୀ ଦଳ ଓ କଂଗ୍ରେସ ସମର୍ଥନ କରିଛି। ପଶ୍ଚିମବଙ୍ଗରେ…

ଆମ୍ବୁଲାନ୍ସ ବନ୍ଦ କଲା ଭାଜପା ପ୍ରଦେଶ ଅଧ୍ୟକ୍ଷଙ୍କ ରାଲି

କୋଲକାତା,୮।୧: ପଶ୍ଚିମବଙ୍ଗର ଭାଜପା ପ୍ରଦେଶ ଅଧ୍ୟକ୍ଷଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ବରୋଧୀ ଏବେ ତାଙ୍କୁ ଟାର୍ଗେଟ କରିଛନ୍ତି। ସୂଚନାଯୋଗ୍ୟ, ନଦିଆ ଜିଲାରେ ମମତା ସରକାରଙ୍କ ବିରୋଧରେ ଭାଜପା ପ୍ରଦେଶ ଅଧ୍ୟକ୍ଷ ଦିଲୀପ ଘୋଷ…

କ୍ୟାବିନେଟ୍‌ ନିଷ୍ପତ୍ତି: ୮ ଉତ୍ତର-ପୂର୍ବ ରାଜ୍ୟରେ ଗ୍ୟାସ୍‌ ଗ୍ରିଡ୍‌; ନୀଳାଚଳ ଇସ୍ପାତରେ ପୁଞ୍ଜି ପ୍ରତ୍ୟାହାର

ନୂଆଦିଲ୍ଲୀ,୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ବୁଧବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୮ ଉତ୍ତର-ପୂର୍ବ ରାଜ୍ୟରେ ଗ୍ୟାସ୍‌ ଗ୍ରିଡ୍‌ ସ୍ଥାପନ କରାଯିବା ସହିତ ନୀଳାଚଳ ଇସ୍ପାତରେ ପୁଞ୍ଜି ପ୍ରତ୍ୟାହାର ଆଦି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି।…

ଆମେରିକା-ଇରାନ୍‌ ଯୁଦ୍ଧ ହେଲେ ପ୍ରଭାବିତ ହେବ ଅଶୋଧିତ ତୈଳ ଦାମ: ଭାରତରେ ବି ମହଙ୍ଗା ହେବ ପେଟ୍ରୋଲ, ଡିଜେଲ

ନୂଆଦିଲ୍ଲୀ,୮।୧: ଆମେରିକା ଇରାନ୍‌ ମଧ୍ୟରେ ଯୁଦ୍ଧ ହେଲେ ଅଶୋଧିତ ତୈଳ ଦାମ ବ୍ୟାରେଲ ପିଛା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏପରି ହେଲେ ଭାରତରେ ପେଟ୍ରୋଲ ,ଡିଜେଲ ମହଙ୍ଗା ହେବ। ସମ୍ପ୍ରତି ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦାମରେ ୩.୫ ପ୍ରତିଶତରୁ…

ପାଶ୍ଚାତ୍ୟ-ମଧ୍ୟପ୍ରାଚ୍ୟ ସଙ୍କଟ: ଭାରତ ଶାନ୍ତି ପ୍ରସ୍ତାବ ଦେଲେ ସ୍ବାଗତ କରିବ ଇରାନ

ନୂଆଦିଲ୍ଲୀ,୮।୧: ପାଶ୍ଚାତ୍ୟ ମଧ୍ୟପ୍ରାଚ୍ୟ ମଧ୍ୟରେ ସଙ୍କଟ ବଢ଼ିଚାଲିଛି। ଆମେରିକା ବାଗଦାଦ୍‌ ଉପରେ କରିଥିବା ଆକ୍ରମଣର ଜବାବ୍‌ ଇରାନ୍‌ ବୁଧବାର ଦେଇଛି। ଇରାନ୍‌ର କ୍ଷେପଣାସ୍ତ୍ର ମାଡ଼ରେ ପଶ୍ଚିମ ଇରାକର ଅଲ୍‌ ଅସଦ ଏବଂ ଉତ୍ତର ଇରାକର ଇରବିଲ୍‌ ଏୟାର ବେସ୍‌ଠାରେ ୮୦ ଜଣ…

ବିଜ୍ଞାପନ କରି ଅଡୁଆରେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏକ ନାମୀଦାମୀ ବ୍ରାଣ୍ଡ ଓ୍ବାଶିଂ ପାଉଡରର ବିଜ୍ଞାପନ କରି ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ମରାଠା ଯୋଦ୍ଧାଙ୍କ ପରିହାସ କରିଥିବା ନେଇ ଅକ୍ଷୟଙ୍କ ନାଁରେ ଅଭିଯୋଗ ହୋଇଛି। ଏନେଇ ଲୋକମାନେ ତାଙ୍କ ବିରୋଧରେ ଅଭିଯୋଗ…

ରାଜ ଠାକରେଙ୍କୁ ଭେଟିଲେ ଫଡନବୀସ: ଜୋରଧରିଲା ରାଜନୀତି

ମୁମ୍ବାଇ,୮।୧: ଶିବସେନା ହାତ ଛାଡିବା ପରେ ଏବେ ଭାଜପା ମହାରାଷ୍ଟ୍ର ନବନିର୍ମାଣ ସେନା(ଏମଏନଏସ୍‌) ସହ ସମ୍ପର୍କ ଯୋଡିବାକୁ ଚେଷ୍ଟା କରିଛି। ଏମ୍‌ଏନ୍‌ଏସ୍‌ ପ୍ରମୁଖ ରାଜ ଠାକରେଙ୍କୁ ଭେଟିଛନ୍ତି ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ରେ ଫଡନବୀଶ। ଉଭୟଙ୍କ ମଧ୍ୟରେ ପ୍ରାୟ ଦେଢ ଘଣ୍ଟା…

କୁକୁରକୁ ହେଲମେଟ୍‌ ପିନ୍ଧାଇ ବାଇକ୍‌ରେ ବୁଲାଇଲେ ମାଲିକ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ; ଲୋକେ କଲେ ପ୍ରଶଂସା

ଚେନ୍ନାଇ,୮।୧: ଏବେ ସୋସିଆଲ୍‌ ମିଡ଼ିଆରେ କୁକୁରକୁ ହେଲମେଟ୍‌ ପିନ୍ଧାଇ ବାଇକ୍‌ରେ ବୁଲାଇଥିବା ଜଣେ ମାଲିକଙ୍କ ଫଟୋ ଏବଂ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଏହାର ତାମିଲନାଡୁର ବୋଲି କୁହାଯାଉଛି। ମାଲିକ ଜଣକ ନିଜ ପୋଷା କୁକୁରକୁ ପଛରେ ବସାଇ ହେଲମେଟ୍‌ ପିନ୍ଧାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri