ଜାତୀୟ

ତହଉର ରାଣାଙ୍କୁ ଭାରତ ଆଣିବାରେ ମୋଦିଙ୍କର କିଛି ବାହାଦୂରି ନାହିଁ,କାହିଁକି ଏମିତି କହିଲେ ଦିଗବିଜୟ

ନୂଆଦିଲ୍ଲୀ,୧୨।୪: ତହଉର ରାଣାଙ୍କ ପ୍ରତ୍ୟର୍ପଣକୁ ନେଇ ରାଜନୀତି ତୀବ୍ର ହେବାରେ ଲାଗିଛି। କଂଗ୍ରେସ ଏବଂ ଭାଜପା ନେତାମାନଙ୍କ ମଧ୍ୟରେ ଶ୍ରେୟ ନେବା ପାଇଁ ପ୍ରତିଯୋଗିତା ଚାଲିଛି। ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି। ସେ…

Modi Cabinet Reshuffle : ଖୁବଶୀଘ୍ର ମୋଦିଙ୍କ କ୍ୟାବିନେଟ ସମ୍ପ୍ରସାରଣ: ମୁସଲିମ ଚେହେରାକୁ ନେଇ ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୨।୪: ବର୍ତ୍ତମାନ, ଭାରତରେ ୱକଫ ସଂଶୋଧନ ଆଇନ 2025 ଏବଂ ମୁସଲିମ ସମ୍ପ୍ରଦାୟ ସହିତ ଜଡିତ ବିଭିନ୍ନ ଆଲୋଚନାକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୁସଲିମ ଚେହେରା ନ ଥିବା ପ୍ରସଙ୍ଗ ପୁଣି ଥରେ ଉଠିବା…

ପ୍ରଥମଥର ରାଷ୍ଟ୍ରପତିଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ: ୩ ମାସରେ ନିର୍ଣ୍ଣୟ ନିଅ

ନୂଆଦିଲ୍ଲୀ,୧୨।୪: ରାଜ୍ୟପାଳମାନଙ୍କ ଦ୍ୱାରା ପଠାଯାଇଥିବା ବିଲ ଉପରେ ତିନି ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ପ୍ରଥମଥର ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତି ତାମିଲନାଡୁ ରାଜ୍ୟପାଳଙ୍କ ଦ୍ୱାରା ବିଚାରାଧୀନ ବିଲ୍‌ଗୁଡ଼ିକୁ ଅନୁମୋଦନ ନ ଦେବାର ନିଷ୍ପତ୍ତିକୁ…

ସାରାଦେଶରେ ପୁଣି UPI DOWN, ପେମେଣ୍ଟବେଳେ ହେଉଛି ସମସ୍ୟା

ନୂଆଦିଲ୍ଲୀ,୧୨।୪: ଆଜି, ସାରା ଦେଶରେ ଲୋକମାନେ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର କରିବା ସମୟରେ ହଜାର ହଜାର ଲୋକଙ୍କ ଟଙ୍କା ଫସି ଯାଉଛି। ଡାଉନଡିଟେକ୍ଟର ଅନୁଯାୟୀ, ମଧ୍ୟାହ୍ନ ସୁଦ୍ଧା UPI ସେବା…

Summer Vacation 2025: ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର, ଘୋଷଣା ହେଲା ଖରାଛୁଟି, ଏଥର ମିଳିଲା ଲମ୍ବାଛୁଟି

କୋଲକତା,୧୨।୪: ଏପ୍ରିଲ ଆରମ୍ଭରୁ ତାତି ଏତେ ବଢିଲାଣି ଯେ, ବାହାରକୁ ବାହାରିବା ବି ମୁସ୍କିଲ ହୋଇପଡ଼ିଲାଣି । ଏହାରି ଭିତରେ ଗ୍ରୀଷ୍ମ ତାତିକୁ ଦୃଷ୍ଟିରେ ରଖି ସ୍କୁଲ ଶିକ୍ଷା ବିଭାଗ ଏକ ନିର୍ଦ୍ଦେଶାବଳୀ ଜାରି କରିଛି। ଗ୍ରୀଷ୍ମଛୁଟି ଏପ୍ରିଲ ୩୦ରୁ ପରବର୍ତ୍ତୀ…

ବଦଳିଲା କି Tatkal Ticket ବୁକିଂ କରିବାର ସମୟ? ବଡ଼ ଅପଡେଟ୍‌ ଦେଲା ଭାରତୀୟ ରେଲଓ୍ବେ

ନୂଆଦିଲ୍ଲୀ,୧୨।୪: ଭାରତୀୟ ରେଲଓ୍ବେ ସ୍ପଷ୍ଟ କରିଛି ଯେ ତତ୍କାଳ ଏବଂ ପ୍ରିମିୟମ ତତ୍କାଳ ଟିକେଟ ବୁକିଂ ସମୟରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ସାମାଜିକ ଗଣମାଧ୍ୟମରେ ଏହି ସମୟ ବଦଳାଇବା ସମ୍ପର୍କିତ କିଛି ମିଥ୍ୟା ଖବର ପ୍ରଚାର ହେଉଥିବାରୁ ଯାତ୍ରୀମାନଙ୍କ ମଧ୍ୟରେ ଦ୍ୱନ୍ଦ୍ୱ…

ବଜ୍ରପାତ, କୁଆପଥର ବର୍ଷାରେ ୬୧ ମୃତ

ପାଟନା,୧୧।୪: ବିହାରର ବିଭିନ୍ନ ଜିଲାରେ ଗତ ୪୮ ଘଣ୍ଟା ମଧ୍ୟରେ ବଜ୍ରପାତ ଏବଂ କୁଆପଥର ବର୍ଷାରେ ଅନୂ୍ୟନ ୬୧ ଜଣଙ୍କ ମୃତ୍ୟୁ ଘଟିଛି। ନାଳନ୍ଦା ଜିଲାରେ ସର୍ବାଧିକ ଲୋକ ପ୍ରାଣ ହରାଇଛନ୍ତି। ଗୁରୁବାର ଏହି ଜିଲାରେ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା…

The Bird Suicide Valley: ଦୁଷ୍ଟ ଆତ୍ମା ନା ଅନ୍ୟକିଛି, ଏଇ ଗାଁରେ ପକ୍ଷୀମାନେ ଯାଇ କରନ୍ତି ଆତ୍ମହତ୍ୟା

ଆସାମର ଜାଟିଙ୍ଗା ନାମକ ଏକ ଛୋଟ ଗାଁରେ ପ୍ରତିବର୍ଷ ସେପ୍ଟେମ୍ବରରୁ ନଭେମ୍ବର ମାସ ମଧ୍ୟରେ ଏକ ଅଜଣା ଘଟଣା ଘଟିଥାଏ। ଏହି ସମୟରେ ବିଭିନ୍ନ ପ୍ରଜାତିର ପକ୍ଷୀମାନେ ରାତିରେ ଗାଁରେ ପହଞ୍ଚି ଗଛ, ଘର, ଓ ମାଟିରେ ଅଛାଡି ଭଳି ପଡ଼ି…

ତାମିଲନାଡୁ BJPର ନୂଆ ଅଧ୍ୟକ୍ଷ ନୈନାର ନାଗେନ୍ଦ୍ରନ୍‌ କିଏ? ଜୟଲଳିତାଙ୍କ ଥିଲେ ଖାସ୍‌, ୨୦୨୬ରେ ଷ୍ଟାଲିନ୍‌ଙ୍କୁ…

ଚେନ୍ନାଇ,୧୧।୪: ଭାଜପାର ତାମିଲନାଡୁ ୟୁନିଟର ସଭାପତି ଭାବରେ ନୈନାର ନାଗେନ୍ଦ୍ରନ ନିର୍ବାଚିତ ହୋଇଛନ୍ତି। ସେ ତାମିଲନାଡୁ ଭାଜପା ୟୁନିଟର ୧୩ତମ ସଭାପତି ହୋଇଛନ୍ତି। ତାମିଲନାଡୁ ବିଧାନସଭାରେ ଭାରତୀୟ ଜନତା ପାର୍ଟିର ନେତା ଏବଂ ଜୟଲଳିତାଙ୍କ ସରକାରରେ ପୂର୍ବତନ ଏଆଇଏଡିଏମ୍‌କେ ବିଧାୟକ ନାଗେନ୍ଦ୍ରନଙ୍କର…

Atal Pension Yojana: ପ୍ରତି ମାସରେ ଆକାଉଣ୍ଟକୁ ଆସିବ ୫ହଜାର ଟଙ୍କା, ୧୮ବର୍ଷ ବୟସରେ ବି କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୧।୪: କେନ୍ଦ୍ର ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ବ୍ୟକ୍ତିଙ୍କ ଭବିଷ୍ୟତକୁ ସୁନିଶ୍ଚିତ କରିବା ପାଇଁ ଅଟଳ ପେନସନ ଯୋଜନା (APY) କରିଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ଏହି ଯୋଜନାରେ ୧.୨୨ କୋଟି ନୂଆ ଆକାଉଣ୍ଟ ଖୋଲାଯାଇଛି। ଅଟଳ ପେନସନ ଯୋଜନାର ସବୁଠାରୁ…

ଏହିଦିନ ଳାଗୁ ହେବ ୮ମ ବେତନ କମିଶନ! ଏହି କର୍ମଚାରୀଙ୍କ ୩ଗୁଣା ବଢିବ ଦରମା

ନୂଆଦିଲ୍ଲୀ,୧୧।୪:ଅଷ୍ଟମ ବେତନ ଆୟୋଗ ଲାଗୁ ହେବା ପରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଦରମା କେତେ ବୃଦ୍ଧି ପାଇବ ସେ ନେଇ ଅନେକ ଆଲୋଚନା ହେଉଛି। ଅନେକ ଭାବୁଛନ୍ତି କର୍ମଚାରୀଙ୍କ ଦରମାରେ ୧୮୬% ବୃଦ୍ଧି ପାଇବ । ୧୮୬% ଅର୍ଥ ହେଉଛି ଯାହାର…

ବଡ଼ ଖବର: ତାମିଲନାଡୁରେ BJP-AIADMK ମେଣ୍ଟ ଘୋଷଣା, ଶାହା କହିଲେ- ମଜବୁତ ହେବ ଏନ୍‌ଡିଏ

ଚେନ୍ନାଇ,୧୧।୪: ତାମିଲନାଡୁ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ଭାରତୀୟ ଜନତା ପାର୍ଟି (ଭାଜପା)ର ରାଜ୍ୟ ସଭାପତି କେ. ଅନ୍ନାମଲାଇଙ୍କୁ ପଦରୁ ହଟାଯିବା ପରେ, ରାଜ୍ୟର ପ୍ରମୁଖ ଆଞ୍ଚଳିକ ଦଳ ଏଆଇଏଡିଏମ୍‌କେ(AIADMK) ମଧ୍ୟ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri