ଜାତୀୟ

ଗୁଜରାଟ ବୈଜ୍ଞାନିକଙ୍କ ନୂଆ ରୋବୋ: ଦୁଃଖ ସମୟରେ ଦେବ ସହାନୁଭୁତି

ଲାସ୍‌ଭେଗାସ୍‌/ଅହମ୍ମଦାବାଦ୍‌. ୮।୧: ଆଧୁନିକ ଯୁଗରେ ମଣିଷର କାମ ରୋବୋ କରୁଛି। ପ୍ରତିଟି କାର୍ଯ୍ୟରେ ଏବେ ରୋବୋର ଉପଯୋଗ କରାଯାଉଛି। ପୃଥିବୀର ସର୍ବବୃହତ୍‌ ଇଲୋକ୍ଟ୍ରନିକ୍ସ୍‌ ଶୋ ସିଇଏସ୍‌-୨୦୨୦ରେ ଲାସ୍‌ଭେଗାସ୍‌ଠାରେ ଅନୁଷ୍ଠିତ ହୋଇଛି। ଏହି ଶୋରେ ଗୁଜରାଟର ବୈଜ୍ଞାନିକ ଇଞ୍ଜିନିୟର ପ୍ରଣବ ମିସ୍ତ୍ରୀଙ୍କ ଦ୍ୱାରା…

ମୋଦି-ଶାହଙ୍କ ନୀତି ଯୋଗୁ ବଢୁଛି ବେକାରଙ୍କ ସଂଖ୍ୟା: ରାହୁଲ

ନୂଆଦିଲ୍ଲୀ,୮।୧: ବୁଧବାର ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଜନବିରୋଧ ଏବଂ ଆର୍ଥିକ ନୀତି ବିରୋଧରେ ୧୩ ଦଫା ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ସମର୍ଥନ କରିଛନ୍ତି। ବନ୍ଦରେ…

ଭାରତ ବନ୍ଦର ପ୍ରଭାବ ପଶ୍ଚିମବଙ୍ଗରେ ଅଧିକ: ରେଳ ରୋକୋ କଲେ ପ୍ରଦର୍ଶନକାରୀ; ବ୍ୟାଙ୍କ ସେବା ଠପ୍‌; ୨୫ କୋଟି ଲୋକ ସାମିଲ୍‌

ନୂଆଦିଲ୍ଲୀ,୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିଭିନ୍ନ ଆର୍ଥିକ ତଥା ଜନବିରୋଧୀ ନୀତି ବିରୋଧ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦରେ ୨୫ କୋଟି ଲୋକ ସାମିଲ୍‌ ହୋଇଥିବା କୁହାଯାଉଛି। ଏହାର ଅଧିକ ପ୍ରଭାବ ପଶ୍ଚିମବଙ୍ଗରେ…

ଭାରତ ବନ୍ଦ: ପଥର ମାଡ଼ରୁ ରକ୍ଷା ପାଇଁ ଡ୍ରାଇଭର ପିନ୍ଧିଲେ ହେଲମେଟ୍‌; ସୋସିଆଲ୍‌ ମିଡ଼ିଆରେ ଭାଇରାଲ

କୋଲକାତା,୮।୧: କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିଭିନ୍ନ ଆର୍ଥିକ ଏବଂ ଜନବିରୋଧୀ ନୀତି ବିରୋଧରେ ବୁଧବାର ଟ୍ରେଡ୍‌ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ପଶ୍ଚିମବଙ୍ଗରେ ଏହାର ପ୍ରଭାବ ଅଧିକ ଦେଖିବାକୁ ମିଳିଛି। ଉତ୍ତର ପଶ୍ଚିମବଙ୍ଗର ସିଲିଗୁଡ଼ିରେ ରାଜ୍ୟ…

ମୃତ୍ୟୁ ଦଣ୍ଡାଦେଶକୁ ନେଇ ବିତର୍କ ଜାରି

ନୂଆଦିଲ୍ଲୀ,୮ା୧(ପି.ଟି.): ନିର୍ଭୟା ମାମଲାରେ ଦିଲ୍ଲୀର ଏକ କୋର୍ଟ ୪ ଦୋଷୀଙ୍କ ବିରୋଧରେ ମୃତ୍ୟୁ ଓ୍ବାରେଣ୍ଟ ଜାରି କରିବା ପରେ ଫାଶୀ ଦଣ୍ଡାଦେଶ ଅପରାଧ ହ୍ରାସରେ ସହାୟକ ହେବ ନା ନାହିଁ ତାକୁ ନେଇ ବିତର୍କ ଆରମ୍ଭ ହୋଇଛି। କେତେକେ ଏହାକୁ ସ୍ବାଗତ…

ଜେଏନ୍‌ୟୁ ବିକ୍ଷୋଭରେ ଦୀପିକା

ନୂଆଦିଲ୍ଲୀ,୮ା୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ ମଙ୍ଗଳବାର ରାତିରେ ଜେଏନ୍‌ୟୁ କ୍ୟାମ୍ପସ୍‌ରେ ପହଞ୍ଚି ଆହତ ଛାତ୍ରୀଛାତ୍ରଙ୍କୁ ଭେଟିଥିଲେ। ରବିବାର ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଉପରେ ଦୁର୍ବୃତ୍ତମାନେ ମୁହଁରେ କପଡ଼ା ବାନ୍ଧି ଆକ୍ରମଣ କରାଯିବାରୁ ୩୯ ଜଣ ଆହତ ହୋଇଥିଲେ। ଏହା ପରେ ବିଶ୍ୱବିଦ୍ୟାଳୟରେ…

୧୩ରେ ବିରୋଧୀଙ୍କ ମିଳିତ ରଣନୀତି

ନୂଆଦିଲ୍ଲୀ,୮ା୧(ପି.ଟି.): କଂଗ୍ରେସ ଓ ଅନ୍ୟ ବିରୋଧୀ ଦଳର ନେତାମାନେ ଆଗାମୀ ୧୩ରେ ଦିଲ୍ଲୀରେ ଏକାଠି ହୋଇ ଜେଏନ୍‌ୟୁ ସ୍ଥିତି ଓ ସିଏଏ ବିରୋଧୀ ହିଂସାକାଣ୍ଡ ସମ୍ପର୍କରେ ଆଲୋଚନା କରିବେ। ବୈଠକରେ ଏନେଇ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ବୈଠକରେ କଂଗ୍ରେସ…

୨୦ ଜଣଙ୍କ ନାଁରେ ମାମଲା

ନୂଆଦିଲ୍ଲୀ,୮ା୧(ପି.ଟି./ ଆଇଏଏନ୍‌ଏସ୍‌): ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)ରେ ଘଟିଥିବା ହିଂସାକୁ ନେଇ ଦେଶବ୍ୟାପୀ ବିକ୍ଷୋଭ ଜାରି ରହିଥିବାବେଳେ ମଙ୍ଗଳବାର ପୋଲିସ ୨୦ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ପୋଲିସ ଏଫ୍‌ଆଇଆର୍‌ରେ ଜେଏନ୍‌ୟୁ ଛାତ୍ର ସଂସଦ ସଭାପତି ଐଶେ ଘୋଷ…

ନିର୍ଭୟା ମାମଲାକୁ ନେଇ ଗମ୍ଭୀରଙ୍କ ଟୁଇଟ

ନୂଆଦିଲ୍ଲୀ,୭।୧: ନିର୍ଭୟା ଗଣହତ୍ୟା ମାମଲାରେ ୪ ଦୋଷୀଙ୍କ ବିରୋଧରେ ମଙ୍ଗଳବାର ପଟିଆଲା ହାଉସ୍‌ କୋର୍ଟ ଡେଥ୍‌ ଓ୍ବାରେଣ୍ଟ ଉପରେ ଶୁଣାଣି କରିଛନ୍ତି। ଅଭିଯୁକ୍ତ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ ଶର୍ମା ଓ ମୁକେଶ ସିଂଙ୍କୁ ଜାନୁୟାରୀ ୨୨ ସକାଳ ୭ଟାରେ…

ନିର୍ଭୟା ମାମଲା: ୨୨ ଜାନୁୟାରୀରେ ଦୋଷୀଙ୍କୁ ଦିଆଯିବ ଫାଶୀ

ନୂଆଦିଲ୍ଲୀ,୭।୧: ନିର୍ଭୟା ଦୋଷୀଙ୍କ ଡେଥ୍‌ ଓ୍ବାରେଣ୍ଟ୍‌ ଉପରେ ପଟିଆଲା ହାଉସ୍‌ କୋର୍ଟରେ ମଙ୍ଗଳବାର ଶୁଣାଣି ହୋଇଛି। କୋର୍ଟ ୪ ଦୋଷୀ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ ଶର୍ମା ଏବଂ ମୁକେଶ ସିଂଙ୍କୁ ୨୨ ଜାନୁୟାରୀ ସକାଳ ୭ଟାରେ ଫାଶୀ ଦେବାକୁ…

ଜେଏନ୍‌ୟୁ ହିଂସା ପରେ ପ୍ରଥମ ଥର ସାମ୍ନାକୁ ଆସିଲା କୁଳାଧିପତିଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୭।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ରେ ହୋଇଥିବା ହିଂସା ପରେ ପ୍ରଥମ ଥର ସେଠାକାର କୁଳାଧିପତିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କୁଳାଧିପତି ଏମ୍‌. ଜଗଦେଶ କୁମାର କହିଛନ୍ତି, କ୍ୟାମ୍ପସ୍‌ରେ ଏହି ଘଟଣା ଘଟିବା ଅତ୍ୟନ୍ତ ର୍ଦୁଭାଗ୍ୟପୂର୍ଣ୍ଣ।…

ଝିଅ ବିବାହରେ ନୂଆ ଗାଡ଼ିକୁ ଗୋବର ଲେପ ଦେଲେ ଡାକ୍ତର

ନୂଆଦିଲ୍ଲୀ,୭।୧: ଭିନ୍ନ ଭିନ୍ନ ଢଙ୍ଗରେ ବିବାହ କରି ଅନେକ ଲୋକ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାଆନ୍ତି। କୋହ୍ଲାପୁରର ନବନାଥ ଦୁଧଲ ନାଁରେ ପରିଚିତ ଜଣେ ଡାକ୍ତର ନିଜ ଝିଅଙ୍କ ବିବାହ କାର୍‌କୁ ଗୋବର ଲେପ ଦେଇ ଏବେ ଆସିଛନ୍ତି ଚର୍ଚ୍ଚାକୁ। ଗୋବରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri