ଗାନ୍ଧୀ ପରିବାର ନିକଟରୁ ଏସ୍ପିଜି ସୁରକ୍ଷା ହଟାଇବାକୁ ନେଇ କଂଗ୍ରେସର ବିରୋଧ ପ୍ରଦର୍ଶନ
ନୂଆଦିଲ୍ଲୀ,୮।୧୧: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସୁରକ୍ଷାକୁ ସମୀକ୍ଷା କରାଯାଇ ଏମାନଙ୍କ ନିକଟରେ ଥିବା ସ୍ପେଶାଲ ପ୍ରୋଟେକ୍ସନ୍ ଗ୍ରୁପ(ଏସ୍ପିଜି) ସୁରକ୍ଷାକୁ ଉଠାଇ...
ନଭେମ୍ବର ୧୧, ୧୨ରେ ଲାଗୁ ହେବନାହିଁ ଅଡ୍ ଇଭିନ୍ ନମ୍ବର: କେଜରିଓ୍ବାଲ
ନୂଆଦିଲ୍ଲୀ,୮।୧୧: ଅଡ୍-ଇଭିନ ନମ୍ବରକୁ ନେଇ ଦିଲ୍ଲୀବାସିଙ୍କୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। କାରଣ ନଭେମ୍ବର ୧୧ ଓ ୧୨ରେ ଶ୍ରୀ ଗୁରୁ ନାନକ ଦେବଙ୍କ ୫୫୦ ତମ ଜନ୍ମଦିବସ ଥିବାରୁ ଏହିଦିନ ଅଡ୍ ଇଭିନ ନମ୍ବର ଲାଗୁ ହେବନାହିଁ ବୋଲି ମୁଖ୍ୟମନ୍ତ୍ରୀ...
ଇସ୍ତଫା ଦେଲେ ଫଡନବିଶ
ମୁମ୍ବାଇ,୮।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଶୁକ୍ରବାର ଅପରାହ୍ନରେ ରାଜ୍ୟପାଳ ଭଗତ ସିଂ କୋଶୟାରୀଙ୍କୁ ତାଙ୍କର ଇସ୍ତଫା ପତ୍ର ପଦାନ କରିଛନ୍ତି। ରାଜ୍ୟପାଳ ମଧ୍ୟ ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ଗୋଟିଏ ପଟେ ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଭାରତୀୟ...
ବୋରଓ୍ବେଲରେ ଖସିପଡୁଥିବା ଶିଶୁଙ୍କୁ ଉଦ୍ଧାର କରିବା ପାଇଁ ସ୍ବତନ୍ତ୍ର ମେଶିନ ତିଆରି କଲେ ଯୁବକ
ମଦୁରାଇ,୮।୧୧: ବୋରଓ୍ବେଲରେ ଖସିପଡୁଥିବା ଶିଶୁଙ୍କୁ ଉଦ୍ଧାର କରିବା ପାଇଁ ତାମିଲନାଡୁ ମଦୁରାଇ ସହରରେ ରହୁଥିବା ଜଣେ ବ୍ୟକ୍ତି ଭିନ୍ନ ଧରଣର ମେଶିନ ଆବିଷ୍କାର କରିଛନ୍ତି। ଅବଦୁଲ ରଜାକ ନାମକ ଏହି ବ୍ୟକ୍ତି ଜଣକ କହିଛନ୍ତି ବାରମ୍ବାର ବୋରଓ୍ବେଲରେ ଶିଶୁ ଖସିପଡିବା...
ମହିଳା ତହସିଲଦାରଙ୍କୁ ଜୀବନ୍ତ ପୋଡିବା ପରେ ଭୟଭୀତ ଅନ୍ୟ କର୍ମଚାରୀ: କାର୍ଯ୍ୟାଳୟରେ ଟାଣିଲେ ଲକ୍ଷ୍ମଣ ରେଖା
ହାଇଦ୍ରାବାଦ,୮।୧୧: ଆନ୍ଧ୍ରପ୍ରଦେଶର କୁରନୁଲ ସ୍ଥିତ ଏକ ଗାଁରେ ତହସିଲଦାରଙ୍କ ମଧ୍ୟରେ ପଶିଛି ଛନକା। ଏମାନେ କାର୍ଯ୍ୟାଳୟରେ ଲକ୍ଷ୍ମଣ ରେଖା ଟାଣି କାର୍ଯ୍ୟ କରୁଥିବା ଦେଖିବାକୁ ମିଳିଛି। ଆଉ ଏହି ରେଖାକୁ ପାର୍ କରିବାକୁ କାହାକୁ ଅନୁମତି ଦିଆଯାଇ ନାହିଁ। ଯଦି...
ଅଯୋଧ୍ୟା ଶୁଣାଣି ପୂର୍ବରୁ ହାଇ ଆଲର୍ଟରେ ଉତ୍ତରପ୍ରଦେଶ: ଖୋଲାରେ ପେଟ୍ରୋଲ, ଏସିଡ୍ ବିକ୍ରି ଉପରେ ଲାଗିଲା କଟକଣା
ନୂଆଦିଲ୍ଲୀ,୮।୧୧: ଅଯୋଧ୍ୟା ଜମି ବିବାଦ ମାମଲାର ଶୁଣାଣି ପୂର୍ବରୁ ଉତ୍ତରପ୍ରଦେଶ ସରକାର ହାଇ ଆଲର୍ଟରେ ଅଛନ୍ତି। ଏଥିପାଇଁ ଗାଜିଆବାଦ ପ୍ରଶାସନ ଖୋଲାରେ ବିକ୍ରି କରାଯାଉଥିବା ପେଟ୍ରୋଲ, ଏସିଡ୍ ଓ ଜ୍ୱଳନଶୀଳ ପଦାର୍ଥ ଉପରେ କଟକଣା ଲଗାଇଛନ୍ତି। ଏହି ନିୟମକୁ ଯିଏ...
ଗାନ୍ଧୀ ପରିବାର ନିକଟରୁ ଏସ୍ପିଜି ସୁରକ୍ଷା ଛଡ଼ାଇ ନେଇ ପାରନ୍ତି ମୋଦି ସରକାର
ନୂଆଦିଲ୍ଲୀ,୮।୧୧: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସୁରକ୍ଷାକୁ ସମୀକ୍ଷା କରାଯାଇ ଏମାନଙ୍କ ନିକଟରେ ଥିବା ସ୍ପେଶାଲ ପ୍ରୋଟେକ୍ସନ୍ ଗ୍ରୁପ(ଏସ୍ପିଜି) ସୁରକ୍ଷାକୁ ଉଠାଇ ନିଆଯିବ ବୋଲି ସୂଚନା...
ଛିଡୁନି ଗଣିତ: ଭାଜପା ସହ ମେଣ୍ଟ ଭାଙ୍ଗିପାରେ ଶିବସେନା
ମୁମ୍ବାଇ,୮।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ଗତ ମାସଠାରୁ ଆସି ସାରିଥିବା ବେଳେ ଏପର୍ଯ୍ୟନ୍ତ କିନ୍ତୁ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଛିଡି ପାରୁନି ଗଣିତ। ଶୁକ୍ରବାର ସୁଦ୍ଧା ଯଦି ଏହାର ସମାଧାନ...
ପରଲୋକରେ ଅମର୍ତ୍ତ୍ୟ ସେନ୍ଙ୍କ ସ୍ତ୍ରୀ ନବନୀତା: ଶୋକ ପ୍ରକାଶ କଲେ ମମତା ବାନାର୍ଜୀ
କୋଲକାତା,୮।୧୧:ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନ୍ଙ୍କ ସ୍ତ୍ରୀ ନବନୀତା ଦେବ ସେନ୍ଙ୍କ ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କ ୮୧ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...
ବିମୁଦ୍ରୀକରଣକୁ ଆତଙ୍କବାଦୀ ଆକ୍ରମଣ ସହ ତୁଳନା କଲେ ରାହୁଲ
ନୂଆଦିଲ୍ଲୀ,୮।୧୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ବିମୁଦ୍ରୀକରଣକୁ ୩ ବର୍ଷ ପୂରଣ ହୋଇଥିବା ବେଳେ ଏବେ ଏହାକୁ ନେଇ ରାହୁଲ ଗାନ୍ଧୀ ଆତଙ୍କବାଦୀ ଆକ୍ରମଣ ସହ ତୁଳନା କରିଛନ୍ତି।...
୩୩ ପ୍ରତିଶତ ଲୋକଙ୍କ ମତ:ମାନ୍ଦାବସ୍ଥାର କାରଣ ବିମୁଦ୍ରୀକରଣ
ନୂଆଦିଲ୍ଲୀ, ୮।୧୧:୨୦୧୬ ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମୁଦ୍ରୀକରଣ ଘୋଷଣା କରିଥିଲେ। ଏଥିଯୋଗୁ ୮୬% ନୋଟ୍ ଅଚଳ ଓ ଅବୈଧ ହୋଇଯାଇଥିଲା। ଏବେ ଏହାର ଠିକ୍ ତିନିବର୍ଷ ପରେ ବିମୁଦ୍ରୀକରଣକୁ ନେଇ ଲୋକାଲ୍ ସର୍କଲ୍ସ ନାମକ ଏକ ସଂସ୍ଥା...
ପରଲୋକରେ ପଦ୍ମଶ୍ରୀ ନବନୀତା ଦେବ୍ସେନ
କୋଲକାତା,୮।୧୧: ପ୍ରଖ୍ୟାତ ଅର୍ଥନୀତିଜ୍ଞ ନୋବେଲ ବିଜେତା ଡ.ଅମର୍ତ୍ତ୍ୟ ସେନଙ୍କ ପ୍ରଥମ ସ୍ତ୍ରୀ ନବନୀତା ଦେବ୍ ସେନଙ୍କ ଗୁରୁବାର ସଂନ୍ଧ୍ୟାରେ ଦକ୍ଷିଣ କୋଲକୋତା ସ୍ଥିତ ବାସଭବନରେ ମୃତ୍ୟୁ ହୋଇଛି। ମୃତ୍ୟୁ ସମୟରେ ତାଙ୍କୁ ୮୧ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନରୁ ସେ...
Archives


