ସିଟ୍ ବେଲ୍ଟ ବାନ୍ଧି ନ ଥିବାରୁ ପୋଲିସ କାଟିଲା ପୋଲିସର ଚାଲାଣ
ପାଟନା,୮।୧୧: ଭ୍ରଷ୍ଟାଚାରକୁ ଶେଷ କରିବା, ସଡ଼କ ସୁରକ୍ଷାରେ ଉନ୍ନତି ଆଣିବା ଓ ଯାତାୟାତକୁ ନିୟନ୍ତ୍ରିତ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ନିୟମ ଲାଗୁ କରାଯାଇଛି। ଏହି ନିମୟ ଲାଗୁ ହେବାର ୨ ମାସ ବିତିଯାଇଥିଲେ...
ବିହାରରେ ଭାଙ୍ଗିଲା ମେଣ୍ଟ: ଏକାକି ନିର୍ବାଚନ ଲଢ଼ିବ ‘ହମ୍ ପାର୍ଟି’
ପାଟନା,୮।୧୧: ବିଧାନସଭା ନିର୍ବାଚନ ପୂର୍ବରୁ ବିହାରରେ ହୋଇଥିବା ମେଣ୍ଟରେ ଫାଟ ସୃଷ୍ଟି ହୋଇଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୀତନ ରାମ ମାଝୀଙ୍କ ଦଳ ‘ହମ୍’, କଂଗ୍ରେସ ଓ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ଉପରେ କ୍ରୋଧ ପ୍ରକାଶ କରିଛନ୍ତି। ଏଥିଯୋଗୁ ହମ୍...
ପିତା ପାକିସ୍ତାନୀ ବୋଲି ଲୁଚାଇଥିଲେ: ଅତିଶ ଅଲ୍ଲୀ ତଶିରଙ୍କ ଓସିଆଇ କାର୍ଡ ରଦ୍ଦ
ନୂଆଦିଲ୍ଲୀ,୮।୧୧: ବ୍ରିଟେନରେ ଜନ୍ମିତ ଲେଖକ ଅତିଶ ଅଲ୍ଲୀ ତଶିରଙ୍କ ଓଭରସିଜ୍ ସିଟିଜେନ୍ ଅଫ୍ ଇଣ୍ଡିଆ(ଓସିଆଇ) କାର୍ଡ ଗୃହ ମନ୍ତ୍ରଣାଳୟ ରଦ୍ଦ କରାଯାଇଛି। ତାଙ୍କ ପିତା ପାକିସ୍ତାନୀ ବୋଲି ସେ ଗୃହ ମନ୍ତ୍ରଣାଳୟକୁ ଲୁଚାଇଥିଲେ ବୋଲି ଜଣାପଡିଛି। ଏଭଳି ଗରୁତ୍ୱପୂର୍ଣ୍ଣ କଥା...
ଅଯୋଧ୍ୟା ରାୟ ଆସିବା ପୂର୍ବରୁ ଉତ୍ତର ପ୍ରଦେଶରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଗିରଫ
ଲକ୍ଷ୍ନୌ,୮।୧୧: ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରି ମସଜିଦ୍ ଜମି ବିବାଦ ମାମଲାର ରାୟ ଶୁଣାଣି ପରବର୍ତ୍ତୀ ଯେ କୌଣସି ଅପ୍ରୀତିକର ପରିସ୍ଥିତି ସହ ମୁକାବିଲା କରିବାକୁ ଉତ୍ତର ପ୍ରଦେଶ ସରକାର ପ୍ରସ୍ତୁତ ହୋଇ ରହିଛନ୍ତି। ରାୟ ପୂର୍ବରୁ ଯେମିତି କୌଣସି ଅଘଟଣ...
ବାସଭବନରେ ପହଞ୍ଚି ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
ନୁଆଦିଲ୍ଲୀ,୮।୧୧: ରାମ ମନ୍ଦିର ଆନ୍ଦୋଳନରେ ନେତୃତ୍ୱ ନେଇଥିବା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଶୁକ୍ରବାର ୯୨ତମ ବର୍ଷ ବୟସରେ ପର୍ଦାପଣ କରିଛନ୍ତି। ଭାଜପାର ଆଉ ଜଣେ ଲୌହ ପୁରୁଷ କୁହାଯାଉଥିବା ଆଡଭାନୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇବାକୁ...
ହୋଟେଲରେ ବିଧାୟକଙ୍କୁ ଭେଟିଲେ ଆଦିତ୍ୟ ଠାକରେ
ମୁମ୍ବାଇ,୮।୧୧: ମହାରାଷ୍ଟ୍ରରେ ରାଜନୈତିକ ଜାରି ରହିଛି। ରାଜ୍ୟରେ ବିଧାନସଭା କାର୍ଯ୍ୟକାଳ ଶନିବାର ସରୁଥିବାବେଳେ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଉଭୟ ଭାଜପା ଏବଂ ଶିବସେନା ମଧ୍ୟରେ ଆଲୋଚନା ଜାରି ରହିଛି। ଏସବୁ ଭିତରେ ବିଧାୟକଙ୍କୁ ଭାଜପା କାଳେ କିଣିନେବ ଏହି...
ବିମୁଦ୍ରୀକରଣକୁ ପୂରିଲା ୩ବର୍ଷ, ସରକାରଙ୍କୁ ଘେରିଲେ ବିରୋଧୀ
ନୂଆଦିଲ୍ଲୀ,୮।୧୧: ଦେଶର ଅର୍ଥବ୍ୟବସ୍ଥା ଇତିହାସରେ ନଭେମ୍ବର ୮ ଏକ ଖାସ୍ ଦିନ ଭାବେ ଧରାଯାଇଛି। ୨୦୧୬, ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମୁଦ୍ରୀକରଣ ଘୋଷଣା କରି ପ୍ରଚଳିତ ୧୦୦୦ ଏବଂ ୫୦୦ଟଙ୍କିଆ ନୋଟ ଅଚଳ କରିଥିଲେ। ନୋଟବନ୍ଦୀର ୩...
ଅଯୋଧ୍ୟା ଶୁଣାଣି ପୂର୍ବରୁ ଉତ୍ତରପ୍ରଦେଶ ଡିଜିପି ଓ ମୁଖ୍ୟ ସଚିବଙ୍କୁ ଭେଟିବେ ସିଜେଆଇ
ନୂଆଦିଲ୍ଲୀ,୮।୧୧: ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ ଉତ୍ତର ପ୍ରଦେଶର ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକଙ୍କୁ ଶୁକ୍ରବାର ଭେଟିବାର କାର୍ଯ୍ୟକ୍ରମ ରହିଛି। ପୋଲିସ ମହାନିର୍ଦ୍ଦେଶକ ଓପି ସିଂହ, ମୁଖ୍ୟ ଶାସନ ସଚିବ...
ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର, ୮।୧୧: ନିଜ କାର୍ଯ୍ୟରୁ ବାଦ୍ ଆସୁନି ପାକିସ୍ତାନ। ଜମ୍ମୁ-କଶ୍ମୀରରେ ପାକିସ୍ତାନ ପକ୍ଷରୁ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ପାକିସ୍ତାନ ସେନା ଭାରତୀୟ ସୀମାରେ ଗୁଳିମାଡ କରିଛନ୍ତି। ଏଥିରେ ଜଣେ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଶୁକ୍ରବାର...
ଆଜି ଲାଲକୃଷ୍ଣ ଆଡଭାନୀଙ୍କ ଜନ୍ମଦିନ: ମୋଦି ଜଣାଇଲେ ଶୁଭେଚ୍ଛା
ନୂଆଦିଲ୍ଲୀ,୮।୧୧:ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଆଜି ୯୨ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଛା ଜଣାଇଛନ୍ତି। ଟୁଇଟ୍ ମାଧ୍ୟମରେ ମୋଦି କହିଛନ୍ତି, ଜଣେ ବିଦ୍ୱାନ, ରାଜନେତା ଏବଂ ସମ୍ମାନୀତ...
୧୯ ବର୍ଷୀୟ ଯୁବକଙ୍କ ନାଁରେ ୧୭୫ଟି ମାମଲା
ପୁଣେ,୮।୧୧: ପୁଣେ ପୋଲିସ ପାଇଁ ଜଣେ ୧୯ ବର୍ଷୀୟ ଯୁବକ ମୁଣ୍ଡବିନ୍ଧାର କାରଣ ସାଜଛି। ୮ ବର୍ଷ ଭିତରେ ଉକ୍ତ ଯୁବକଙ୍କ ନାଁରେ ୧୭୫ଟି ମାମଲା ରୁଜୁ ହେବା ପରେ ଶେଷରେ ବହୁ କଷ୍ଟରେ ପୋଲିସ ହାତରେ ଧରାପଡିଛନ୍ତି ଏହି...
ଅଯୋଧ୍ୟା ରାୟ ଆସିବା ପୂର୍ବରୁ ଦେଶରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଅଯୋଧ୍ୟା,୮।୧୧: ଆସନ୍ତା ସପ୍ତାହରେ ରାମଜନ୍ମଭୂମି-ବାବ୍ରି ମସଜିଦ ରାୟ ଆସିବ। ଏହା ପୂର୍ବରୁ ଅଯୋଧ୍ୟାରେ ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସେଠାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ୩୦ଟି ବୋମା ନିଷ୍କ୍ରିୟକାରୀ ଟିମକୁ ଅଯୋଧ୍ୟାରେ ନିୟୋଜିତ କରାଯାଇଛି।...
Archives


