ଜାତୀୟ

ମୁମ୍ବାଇ ଯାଇପାରେ କେନ୍ଦ୍ରୀୟ ବାହିନୀ

ମୁମ୍ବାଇ,୯ା୫(ପି.ଟି.): ମୁମ୍ବାଇରେ କରୋନା ସଂକ୍ରମଣ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିବାବେଳେ ସୈନ୍ୟବାହିନୀକୁ ଡକାଯାଇଥିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ତେବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଏହାକୁ ଖଣ୍ଡନ କରିଛନ୍ତି। ମୁମ୍ବାଇକୁ ସେନା ହାତରେ ଟେକି ଦେବାର ପ୍ରଶ୍ନ ଉଠୁନାହିଁ। ପୋଲିସ ଦିନରାତି…

ମଦ ହୋମ୍‌ ଡେଲିଭରି ପାଇଁ ବିଚାର କର

ନୂଆଦିଲ୍ଲୀ,୯ା୫(ପି.ଟି.): ଲକ୍‌ଡାଉନ୍‌ ଯୋଗୁ ମଦ ବିକ୍ରି ବନ୍ଦ ଥିବାବେଳେ ଗତ ୪ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏହାକୁ ସସର୍ତ୍ତ ଅନୁମତି ମିଳିଥିଲା। ଫଳରେ ୪୦ ଦିନ ଧରି ବିକ୍ରି ବନ୍ଦ ଥିବାରୁ ମଦ ଦୋକାନଗୁଡ଼ିକ ଆଗରେ ନାହିଁ ନ ଥିବା…

ଅଗଷ୍ଟ ୩୧ ପୂର୍ବରୁ ବିଚାର ଶେଷ ନିର୍ଦ୍ଦେଶ

ନୂଆଦିଲ୍ଲୀ,୯ା୫(ପି.ଟି.): ବାବ୍ରୀ ମସ୍‌ଜିଦ ଭଙ୍ଗା ମାମଲାରେ ବରିଷ୍ଠ ଭାଜପା ନେତା ଲାଲ୍‌କୃଷ୍ଣ ଆଡଭାନୀ, ମୁରଲୀ ମନୋହର ଜୋଷୀ, ଉମା ଭାରତୀ ଓ ଅନ୍ୟମାନଙ୍କ ବିରୋଧରେ ବିଚାର ଅଗଷ୍ଟ ୩୧ ସୁଦ୍ଧା ଶେଷ କରି ରାୟ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ସ୍ବତନ୍ତ୍ର…

ଟ୍ରେନ୍‌ ବାତିଲ ପରେ ଦାଦନଙ୍କ ଭିଡ଼

ସୁରଟ୍‌, ୯ା୫: ଟ୍ରେନ୍‌ ବାତିଲ ପରେ ସୁରଟ୍‌ ସହରରେ ଦାଦନ ଶ୍ରମିକଙ୍କ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଛି। ସେଠାରେ ଥିବା କମ୍ପାନୀଗୁଡ଼ିକ ଲକ୍‌ଡାଉନ ଯୋଗୁ ବନ୍ଦ ହୋଇଯିବା ଫଳରେ ଭୋକ ଉପାସରେ ରହୁଥିବା ପୂର୍ବାଞ୍ଚଳ ରାଜ୍ୟର ଶ୍ରମିକମାନେ ଘରକୁ ଫେରିବାର ଆଶା…

‘ଭାଇରସ୍‌ ସହ ରହିବା ଶିଖିବାକୁ ପଡ଼ିବ’

ନୂଆଦିଲ୍ଲୀ,୯ା୫(ଆଇଏଏନ୍‌ଏସ୍‌): ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୫୬,୩୪୨ ଛୁଇଁବା ପରେ ଆମକୁ କରୋନା ଭାଇରସ୍‌ ସହ ରହିବା ଶିଖିବାକୁ ପଡ଼ିବ ଏବଂ ଏହା ଏକ ସହଜ ଯୁଦ୍ଧ ନୁହେଁ ବୋଲି ଶୁକ୍ରବାର କେନ୍ଦ୍ର ସରକାର ମାନିଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ଯୁଗ୍ମ ସଚିବ ଲବ…

ପ୍ଲାଜ୍‌ମା ଥେରାପି ଲାଗି ଆଇସିଏମ୍‌ଆର୍‌କୁ ସ୍ବୀକୃତି

ନୂଆଦିଲ୍ଲୀ, ୯ା୫: ପ୍ରାଣଘାତୀ କରୋନା ଲୋକଙ୍କ ଜୀବନ ନେବାରେ ଲାଗିଛି। ଏଭଳି ସ୍ଥିତିରେ କରୋନା ରୋଗୀଙ୍କୁ ପ୍ଲାଜ୍‌ମା ଥେରାପି ଲାଗି ଆଇସିଏମ୍‌ଆର୍‌କୁ ସ୍ବୀକୃତି ମିଳିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର କୁହାଯାଇଛି ଯେ, ନ୍ୟାଶନାଲ ଏଥିକ୍ସ…

ପଲିମର୍‌ କମ୍ପାନୀକୁ ୫୦ କୋଟି ଜରିମାନା

ନୂଆଦିଲ୍ଲୀ,୯ା୫(ପି.ଟି.): ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଥିବା ଏଲ୍‌ଜି ପଲିମର୍ସ କମ୍ପାନୀରେ ବୁଧବାର ରାତିରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହୋଇ ୧୨ ଜଣଙ୍କ ଜୀବନ ଯିବା ଘଟଣାରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ଉକ୍ତ କମ୍ପାନୀ ଉପରେ ୫୦ କୋଟି ଟଙ୍କାର ଅନ୍ତରୀଣ ଜରିମାନା…

ଛଟେଇ ଆଣିବ ଅର୍ଥନୀତିରେ ସୁନାମି

ନୂଆଦିଲ୍ଲୀ,୯ା୫: କରୋନା ଭାଇରସ୍‌ ବିରୋଧରେ ଲଢ଼େଇ ପାଇଁ ଦେଶବ୍ୟାପୀ ଜାରି କରାଯାଇଥିବା ଲକ୍‌ଡାଉନ୍‌ ଅନ୍‌ ଅଫ୍‌ ସୁଇଚ୍‌ ଭଳି ନୁହେଁ। କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଅବଧି ଶେଷ କରିବାକୁ ଚାହୁଁଥିଲେ ଦେଶବାସୀଙ୍କଠାରେ ମନସ୍ତାତ୍ତ୍ୱିକ ପରିବର୍ତ୍ତନ ଆଣିବା ଦରକାର ବୋଲି କଂଗ୍ରେସର ପୂର୍ବତନ…

ଦେଶରେ ପ୍ରତିବର୍ଷ ୧୫ ଦିନ କରାଯାଉ ଲକ୍‌ଡାଉନ !

ନୂଆଦିଲ୍ଲୀ,୮।୫: କେବଳ ଭାରତ ନୁହେଁ ସାରା ବିଶ୍ୱରେ କରୋନା ସଂକ୍ରମଣରେ ପାଖାପଖି ଅଢେଇ ଲକ୍ଷ ଲୋକଙ୍କ ଜୀବନ ଗଲାଣି। ଏହା ସାରା ବିଶ୍ୱରେ ତାଣ୍ଡବ ରଚିଛି। ଭାରତରେ ମଧ୍ୟ କରୋନା ଭାଇରସ ସଂକ୍ରମଣକୁ ଦେଖି ମେ’ ୧୭ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା…

କୋଭିଡ-୧୯ରେ ପୀଡ଼ିତ ୫ଶହରୁ ଊର୍ଦ୍ଧ୍ୱ କରୋନା ଯୋଦ୍ଧା

ନୂଆଦିଲ୍ଲୀ,୮।୫: କରୋନା କବଳରେ ସାରା ଭାରତ। ଏଥିରୁ ବର୍ତ୍ତି ନାହିଁ ଭାରତ। ତେବେ ଭାରତରେ କରୋନା ଯୋଦ୍ଧା ସାଜିଥିବା ପାରା ମିଲିଟାରି ଫୋର୍ସର ୫ଶହରୁ ଊର୍ଦ୍ଧ୍ୱ ଯବାନ ଏବେ କରୋନା କବଳରେ। ମିଳିଥିବା ସୂଚନା ଅନୁଯାୟୀ, ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌),…

ସିବିଏସ୍‌ଇ ବୋର୍ଡ ପରୀକ୍ଷା: ୧ରୁ ୧୫ ଜୁଲାଇ ମଧ୍ୟରେ ହେବ ଦଶମ-ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ,୮।୫: କରୋନା ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହା ୧୭ ମେ’ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଶୁକ୍ରବାର କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଡ. ରମେଶ ପୋଖରିୟାଲ ନିଶଙ୍କ ସୂଚନା ଦେଇଛନ୍ତି ଯେ ସିବିଏସ୍‌ଇ ବୋର୍ଡର…

ଆଉ ୩୦ ବିଏସ୍‌ଏଫ୍‌ ଯବାନ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୮।୫: କରୋନା ଯୁଦ୍ଧରେ ଆଗଧାଡିର ଯୋଦ୍ଧା ସାଜିଥିବା ଯବାନମାନେ ଏବେ କରୋନାରେ ସଂକ୍ରମିତ ହୋଇଛନ୍ତି। ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍‌ଏଫ୍‌)ର ଆଉ ୩୦ ଯବାନ ଶୁକ୍ରବାର କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ବିଏସ୍‌ଏଫ୍‌ର ଜଣେ ଅଧିକାରୀଙ୍କ ସୂଚନା ଅନୁଯାୟୀ ସଂକ୍ରମିତ ୩୦ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?