ଜାତୀୟ

ମସଜିଦ୍‌ରେ ହେବ ହିନ୍ଦୁ ବିବାହ: କନ୍ୟାଙ୍କୁ ମିଳିବ ୧୦ ତୋଳା ସୁନା ଏବଂ ୨ଲକ୍ଷ ଟଙ୍କା…

ଅଲପ୍ପୁଝା, ୬।୧: ଦେଶରେ ବିଭିନ୍ନ ସମ୍ପ୍ରଦାୟକୁ ନେଇ ରାଜନୀତି ଜାରି ରହିଛି। ଏପରିସ୍ଥଳେ କେରଳରେ ସାମ୍ପ୍ରଦାୟିକ ସଦ୍‌ଭାବର ଏକ ଉଦାହରଣ ଦେଖିବାକୁ ମିଳିଛି। ସ୍ଥାନୀୟ ଅଲପ୍ପୁଝାର ଚେରୁବଲ୍ଲୀଠାରେ ଏକ ମସଜିଦ୍‌ରେ ହିନ୍ଦୁ ରୀତିନୀତିରେ କନ୍ୟା-ବରଙ୍କ ବିବାହ ଅନୁଷ୍ଠିତ ହେବ। ଏହି ବିବାହରେ…

ଜେଏନ୍‌ୟୁ ହିଂସା ନେଇ ଦେଶବ୍ୟାପି ପ୍ରଦର୍ଶନ

ନୂଆଦିଲ୍ଲୀ, ୬।୧: ଜେଏନ୍‌ୟୁ କ୍ୟାମ୍ପସ୍‌ରେ ରାତି ଅନ୍ଧାରରେ ହୋଇଥିବା ହିଂସା ନେଇ ଦେଶବ୍ୟାପି ପ୍ରଦର୍ଶନ ଜାରି ରହିଛି। ରାତିରେ କିଛି ଦୁର୍ବୁତ୍ତ କ୍ୟାମ୍ପସ୍‌ରେ ପଶି ଭଙ୍ଗାରୁଜା କରିବା ସହିତ ଠେଙ୍ଗା ଏବଂ ଲୁହାଛଡ଼ରେ ଛାତ୍ରଙ୍କୁ ପିଟିବା ସହିତ ଛାତ୍ରୀ ହଷ୍ଟେଲରେ ପଶି…

ଥରିଲା ହିମାଚଳ ପ୍ରଦେଶ

ଶିମ୍‌ଲା,୬।୧: ହିମାଚଳ ପ୍ରଦେଶର ଶିମ୍‌ଲାରେ ସୋମବାର ସକାଳେ ଏକ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୩.୬। ଏହା ମୃଦୁ ଭୂକମ୍ପ ହୋଇଥିବାରୁ ଅଧିକାଂଶ ଲୋକେ ଏହାକୁ ଅନୁଭବ କରି ପାରି ନ ଥିବା କହିଛନ୍ତି।…

ୟୁପିରେ ପଶିଛନ୍ତି ଆତଙ୍କବାଦୀ

ବସ୍ତି(ୟୁପି),୬ା୧(ପି.ଟି.): ଉତ୍ତରପ୍ରଦେଶରେ ଆଇଏସ୍‌ର ଦୁଇଜଣ ଆତଙ୍କବାଦୀ ପ୍ରବେଶ କରିଥିବା ନେଇ ଗୋଇନ୍ଦା ସୂଚନା ମିଳିବା ପରେ ଭାରତ-ନେପାଳ ସୀମା ଅନ୍ତର୍ଗତ ମହାରାଜଗଞ୍ଜ, କୁଶିନଗର ଏବଂ ସିଦ୍ଧାର୍ଥ ନଗର ଜିଲାରେ ହାଇଆଲର୍ଟ ଜାରି କରାଯାଇଛି। ଦୁଇ ଓ୍ବାଣ୍ଟେଡ୍‌ ଆତଙ୍କବାଦୀ ଅବୁଦୁଲ ସମାଦ ଓ…

ନିଜ ଦେଶ କଥା ଚିନ୍ତାକର: ପାକ୍‌ ପ୍ରଧାନମନ୍ତ୍ରୀଙ୍କୁ ଓଓ୍ବାଇସିଙ୍କ ସମାଲୋଚନା

ହାଇଦ୍ରାବାଦ,୬ା୧(ପି.ଟି.): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଭାରତୀୟ ମୁସଲମାନଙ୍କ ସମ୍ପର୍କରେ ମୁଣ୍ଡ ନ ଖେଳାଇ ନିଜ ଦେଶ କଥା ଚିନ୍ତା କରନ୍ତୁ ବୋଲି ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି କହିଛନ୍ତି। ହାଇଦ୍ରାବାଦ ନିକଟସ୍ଥ ସାଙ୍ଗାରେଡ୍ଡୀ ସହରରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)…

ଜେଏନ୍‌ୟୁରେ ହିଂସା: ୨୫ ଆହତ

ନୂଆଦିଲ୍ଲୀ,୬ା୧(ଆଇଏଏନ୍‌ଏସ୍‌): ଜବାହରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ) ପରିସରରେ ରବିବାର ରାତିରେ କେତେଜଣ ମୁଖାପିନ୍ଧା ଗୁଣ୍ଡା ପ୍ରବେଶ କରି ଛାତ୍ରୀଛାତ୍ର ଓ ଶିକ୍ଷକମାନଙ୍କୁ କାଠଫାଳିଆ ଓ ଲୁହାରଡ୍‌ରେ ଆକ୍ରମଣ କରିଛନ୍ତି। ସେମାନଙ୍କ ଆକ୍ରମଣରେ ଜେଏନ୍‌ୟୁ ଛାତ୍ର ସଂଘର ସଭାନେତ୍ରୀ ଐଶେ ଘୋଷ, କେତେଜଣ…

ଉତ୍ତରପ୍ରଦେଶରେ ପଶିଲେ ୨ ଆତଙ୍କବାଦୀ: ହାଇଆଲର୍ଟ ଜାରି

ଲକ୍ଷ୍ନୌ,୫।୧: ଆଇଏସ୍‌ ଆତଙ୍କବାଦୀ ସଂଗଠନର ୨ ସନ୍ଦିଗ୍ଧ ଆତଙ୍କବାଦୀ ଉତ୍ତରପ୍ରଦେଶରେ ପ୍ରବେଶ କରିଛନ୍ତି। ଏନେଇ ଗୁଇନ୍ଦା ବିଭାଗ ପକ୍ଷରୁ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ ଭାରତ-ନେପାଳ ସୀମାରେ ହାଇଆଲର୍ଟ ଜାରି କରାଯାଇଛି। ଗୁଇନ୍ଦା ସୂଚନା ମିଳିବା ପରେ ସୀମାନ୍ତ…

ସିଏଏ ହିଂସାରେ ମୃତ ବ୍ୟକ୍ତିଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ଦେବ ସମାଜବାଦୀ ପାର୍ଟି

ଲକ୍ଷ୍ନୌ,୫।୧: ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ହିଂସାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସାହାଯ୍ୟ ଦେବା ପାଇଁ ସମାଜବାଦୀ ପାର୍ଟି(ଏସ୍‌ପି) ପକ୍ଷରୁ ଘୋଷଣା କରାଯାଇଛି। ଏନେଇ ପାର୍ଟି ପକ୍ଷରୁ ଟୁଇଟ୍‌ ଯୋଗେ କୁହାଯାଇଛି। ଭାରତ…

ତେଜ ପ୍ରତାପଙ୍କ ଭିନ୍ନ ଲୁକ୍‌

ପାଟନା,୫।୧: ରାଷ୍ଟ୍ରୀୟ ଜନତା ଦଳ ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜ ପ୍ରତାପ କିଛି ନା କିଛି କାରଣ ପାଇଁ ଅଧିକାଂଶ ସମୟରେ ଥାଆନ୍ତି ଚର୍ଚ୍ଚାରେ। କେତେବେଳେ ସାଇକେଲ ଚଲାଇ ହେଉ ତ ପୁଣି କେତେବେଳେ ବଂଶୀ ବଜାଇବା ଢଙ୍ଗରେ…

ପୂର୍ବତନ ଏମ୍‌ପି କମଲ ସିଂଙ୍କ ପରଲୋକ

ବକ୍ସର,୫।୧: ଜୀବିତ ଥିବା ଦେଶର ପ୍ରଥମ ଏମ୍‌ପି ତଥା ବିହାର ଦୁମରାନ ରାଜର ଶେଷ ମହାରାଜା କମଲ ବାହାଦୂର ସିଂଙ୍କର ରବିବାର ସକାଳେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ତାଙ୍କ ପୁଅ ଚନ୍ଦ୍ରବିଜୟ ସିଂ କହିଛନ୍ତି,…

କଂଗ୍ରେସ, କେଜରିଓ୍ବାଲଙ୍କ ଉପରେ ବର୍ଷିଲେ ଶାହା

ନୂଆଦିଲ୍ଲୀ,୫।୧: ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସୃଷ୍ଟି ହୋଇଥିବା ହିଂସା ପାଇଁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦାୟୀ। ଏଭଳି ମତ ରଖିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ରବିବାର ନୂଆଦିଲ୍ଲୀଠାରେ…

ଆରମ୍ଭ ହେଲା ଭାଜପାର ‘ବୁଥ୍‌ କାର୍ଯ୍ୟକର୍ତ୍ତା ସମ୍ମିଳନୀ’

ନୂଆଦିଲ୍ଲୀ,୫।୧: ଆଗକୁ ଅଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ଦେଖି ସବୁଦଳ ପ୍ରସ୍ତୁତ ହେଉଥିବା ବେଳେ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଦିଲ୍ଲୀରେ ଆୟୋଜିତ ‘ବୁଥ୍‌ କାର୍ଯ୍ୟକର୍ତ୍ତା ସମ୍ମିଳନୀ’ରେ ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗ ଦେଇଛନ୍ତି। ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri