ଜାତୀୟ

ଲଟେରିରେ ୧ କୋଟି ଜିତି ସୁରକ୍ଷା ଲୋଡ଼ିଲେ ନାରାୟଣ

କୋଲକାତା,୩।୧: ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲାରେ ଏଭଳି ଏକ ଘଟଣା ଘଟିଛି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ବର୍ଦ୍ଧମାନ ଜିଲାରେ ରହୁଥିବା ଜଣେ ୭୦ ବର୍ଷୀୟ ବ୍ୟକ୍ତି ପୂର୍ବରୁ ଚର୍ଚ୍ଚିତ ନ ଥିଲେ, କିନ୍ତୁ ତାଙ୍କର କାର୍ଯ୍ୟକଳାପ ଏବେ ତାଙ୍କୁ…

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: କ୍ରିଷ୍ଣା ଘାଟି ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୩।୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଶୁକ୍ରବାର ମଧ୍ୟାହ୍ନ ୧୨ଟା ୧୫ରେ ପୁଞ୍ଚ୍‌ ଜିଲାର କ୍ରିଷ୍ଣାଘାଟି ସେକ୍ଟରରେ ଭାରତୀୟ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ମୋର୍ଟାର ଶେଲିଂ ମାଡ଼ କରାଯାଇଥିଲା। ଏହାର…

ଲାଣ୍ଡ୍‌ମାଇନ୍‌ ବିସ୍ଫୋରଣ: ୪ ଯବାନ ଆହତ

ଶ୍ରୀନଗର,୩।୧: ଜମ୍ମୁ-କଶ୍ମୀରରେ ଏକ ଲାଣ୍ଡ୍‌ମାଇନ୍‌ ବିସ୍ଫୋରଣରେ ଜଣେ ଲ୍ୟୁଟ୍‌ନାଣ୍ଟ୍‌ଙ୍କ ସମେତ ୪ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜୌରୀ ଜିଲାର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଯବାନଙ୍କ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବାବେଳେ ଏଭଳି ଘଟିଥିବା କୁହାଯାଉଛି।…

ସିଏଏ ହିଂସାରେ ମୃତ ବ୍ୟକ୍ତିଙ୍କ ପାଖକୁ ନୋଟିସ ପଠାଇଛି ଉତ୍ତରପ୍ରଦେଶ ପୋଲିସ

ଲକ୍ଷ୍ନୌ,୩।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଉତ୍ତରପ୍ରଦେଶ ବିକ୍ଷୋଭ ପ୍ରଦର୍ଶନ ସମୟରେ ହୋଇଥିବା ହିଂସା ଓ ଭଙ୍ଗାରୁଜା କରିଥିବା ବ୍ୟକ୍ତିଙ୍କ ବିରୋଧରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କିନ୍ତୁ ଏଥିରେ ପୋଲିସର କିଛି ତ୍ରୁଟି ରହିଯାଇଥିବା ପରିଲିଖିତ ହୋଇଛି। କିଛି…

ଇସାରା ମିଳିଲେ ପିଓକେ ଉପରେ ଆକ୍ରମଣ ପାଇଁ ଭାରତୀୟ ସେନା ପ୍ରସ୍ତୁତ: ନରାଓ୍ବଣେ

ନୂଆଦିଲ୍ଲୀ,୩।୧: ଇସାରା ମିଳିଲେ ଭାରତୀୟ ସେନା ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଉପରେ ଆକ୍ରମଣ ପାଇଁ ପ୍ରସ୍ତୁତ। ଏନେଇ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଏକ ସାକ୍ଷାତ୍‌କାରରେ କହିଛନ୍ତି। ଭାରତୀୟ ସେନା ଯେ କୌଣସି ସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିଥିବା…

ସିଏଏ ନେଇ ଗର୍ଜିଲେ ଶାହ: ଆବଶ୍ୟକ ପଡ଼ିଲେ ରାହୁଲଙ୍କ ପାଖକୁ ପଠାଯିବ ଇଟାଲୀ ଭାଷାରେ ଅନୁବାଦ

ଯୋଧପୁର,୩।୧: ସିଏଏ ନେଇ ଭାଜପା ପଛକୁ ହଟିବନି। ରାହୁଲ ଗାନ୍ଧୀ ଏସମ୍ପର୍କରେ ସମ୍ପୂର୍ଣ୍ଣ ଜାଣି ନାହାଁନ୍ତି। ତେଣୁ ସେ ଏହାର ବିରୋଧ କରୁଛନ୍ତି। ଆବଶ୍ୟକ ପଡ଼ିଲେ ରାହୁଲଙ୍କ ପାଖକୁ ଏହାର ଇଟାଲୀ ଭାଷାରେ ଅନୁବାଦ ପଠାଯିବ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ…

‘ଦିଶା’ ଆଇନ ପାଇଁ ନିଯୁକ୍ତ ହେଲେ ୨ ମହିଳା ଅଫିସର

ଅମରାବତୀ,୩।୧: ହାଇଦ୍ରାବାଦରେ ଦିଶାଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲା ପରେ ଆନ୍ଧ୍ରପ୍ରଦେଶ ସରକାର ଗତବର୍ଷ ଡିସେମ୍ବରରେ ଏକ ନୂଆ ଆଇନ ପ୍ରଣୟନ କରିଛନ୍ତି। ଏହି ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଉକ୍ତ ଆଇନ ଜରିଆରେ ତୁରନ୍ତ ଫାଶୀ ଦଣ୍ଡାଦେଶ ମିଳିପାରିବ ବୋଲି…

୧୯ ମାସର ଶିଶୁପୁତ୍ରଙ୍କୁ ସରକାର ଦେଲେ ବୀରତା ପୁରସ୍କାର: ଜଙ୍ଗଲ ନିଆଁ ଲିଭାଇବା ସମୟରେ ପିତାଙ୍କର ଘଟିଥିଲା ମୃତ୍ୟୁ

ସିଡ୍‌ନୀ,୩।୧: ଅଷ୍ଟ୍ରେଲିଆରେ ଭୟଙ୍କର ଜଙ୍ଗଲ ନିଆଁ ଲାଗି ରହିଛି। ଜଙ୍ଗଲ ନିଆଁ ଲିଭାଇବା ସମୟରେ ଦମକଳ ବାହିନୀ କର୍ମଚାରୀ ଜ୍ୟୋଫ୍ରି କିଟନ୍‌ଙ୍କ ମୃତ୍ୟୁ ଘଟିଥିଲା। ଜ୍ୟୋଫ୍ରିଙ୍କ ଅନ୍ତିମ ସଂସ୍କାର ଗୁରୁବାର ସମ୍ପନ୍ନ ହୋଇଥିଲା। ଏହାପରେ ସରକାରଙ୍କ ପକ୍ଷରୁ ଜ୍ୟୋଫ୍ରିଙ୍କ ୧୯ ମାସର…

ଅନ୍ତିମ ସଂସ୍କାର ପାଇଁ ଶ୍ୱଶୁରଙ୍କ ମୃତଦେହକୁ କାନ୍ଧରେ ବୋହି ନେଲେ ୪ ବୋହୂ

ପାଟନା,୩।୧: ବିହାରରେ ପରମ୍ପରାକୁ ଭାଙ୍ଗି ଶ୍ୱଶୁରଙ୍କ ମୃତଦେହକୁ ଅନ୍ତିମ ସଂସ୍କାର ପାଇଁ ୪ ବୋହୂ କାନ୍ଧରେ ବୋହି ନେଇଛନ୍ତି। ଏବେ ଏହାର ଫଟୋ ଓ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ନଓ୍ବାଦ୍‌ ଜିଲାର ଆକବରପୁରର ପାନ୍ତି ଗାଁରେ…

ରାମ ମନ୍ଦିର ନିର୍ମାଣ ପାଇଁ ଗଠନ ହେଲା ସ୍ବତନ୍ତ୍ର ଡେସ୍କ

ନୂଆଦିଲ୍ଲୀ, ୩।୧: କେନ୍ଦ୍ର ସରକାର ରାମ ମନ୍ଦିର ନିର୍ମାଣ ପାଇଁ ଏକ ସ୍ବତନ୍ତ୍ର ଅଯୋଧ୍ୟା ଡେସ୍କ ଗଠନ କରିଛନ୍ତି। ଅଯୋଧ୍ୟା ସହ ଜ ସମସ୍ତ ପ୍ରସଙ୍ଗ ଓ କୋର୍ଟ ରାୟକୁ ହ୍ୟାଣ୍ଡେଲ କରିବା ପାଇଁ ୩ ଜଣିଆ ଡେସ୍କ ଗଠନ କରାଯାଇଥିବା…

ଗ୍ରାମୀଣ ବିକାଶରେ ଜ୍ଞାନକୌଶଳର ଉପଯୋଗ ଜରୁରୀ: ମୋଦି

ବେଙ୍ଗାଲୁରୁ, ୩।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କର୍ନାଟକ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ଭାରତୀୟ ବିଜ୍ଞାନ କଂଗ୍ରେସର ୧୦୭ତମ ସମ୍ମିଳନୀରେ ଯୋଗଦେଇ ଗ୍ରାମୀଣ ବିକାଶରେ ଜ୍ଞାନକୌଶଳର ଉପଯୋଗ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଜ୍ଞାନକୌଶଳ ଉପଯୋଗକୁ ବ୍ୟାପକ କରିବା…

ଚରଣ ସ୍ପର୍ଶ କରିବାକୁ ଆସୁଥିବା ମହିଳାଙ୍କ ସମ୍ମାନରେ ନିଜେ ନଇଁ ପଡ଼ିଲେ ମୋଦି

ବେଙ୍ଗାଲୁରୁ,୩।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଗସ୍ତରେ କର୍ନାଟକ ଯାଇଛନ୍ତି। ଏହି ଅବସରରେ ସ୍ଥାନୀୟ ତୁମାକୁର୍‌ରେ ସାଧାରଣ ସଭାରେ ମଞ୍ଚ ଉପରେ ଜଣେ ମହିଳା ପ୍ରଧାନମନ୍ତ୍ରୀଙ୍କ ଚରଣ ସ୍ପର୍ଶ ପାଇଁ ଆଗେଇ ଆସିଥିଲେ। ତେବେ ମୋଦି ତାଙ୍କୁ ଅଟକାଇ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri