ଲକ୍ଡାଉନ୍: ସାହାଯ୍ୟକାରୀ ପୋଲିସଙ୍କ ନାମ ଅନୁସାରେ ପୁଅର ନାମ ରଖିଲେ ତମନ୍ନା
ବରେଲି,୨୭।୩: ଉତ୍ତରପ୍ରଦେଶ ବରେଲିରେ ତମନ୍ନା ଖାଁ ନାମକ ଜଣେ ୨୬ ବର୍ଷୀୟା ମହିଳା ଗୁରୁବାର ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଥିବା ବେଳେ ପିଲାଟିର ନାଁ ରଖିଛନ୍ତି ରଣବୀଜୟ ଖାଁ। ତେବେ ଏହା ପଛର କାହାଣୀ ସମସ୍ତଙ୍କ ପାଇଁ ଏକ ଭିନ୍ନ…
କେରଳ କ୍ୱାରାଣ୍ଟାଇନ୍ରୁ ଫେରାର ଆଇଏଏସ୍ ଅଧିକାରୀ ଉତ୍ତରପ୍ରଦେଶରୁ ଠାବ
ତିରୁଭାନନ୍ତମପୁରମ,୨୭।୩: କରୋନା ଭାଇରସ୍ ବ୍ୟାପିବାକୁ ଥିବା ଶୃଙ୍ଖଳକୁ ଭାଙ୍ଗିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍ ଡାଉନ୍ ଜାରି କରିଛନ୍ତି। କିନ୍ତୁ ଏହାରି ଭିତରେ ଜଣେ ଜୁନିୟର ଆଇଏଏସ୍ ଅଧିକାରୀ ଏହି ନିୟମର ମଜାକ ଉଡାଇବା ସହ କ୍ୱାରାଣ୍ଟାଇନ୍ରୁ ଫେରାର…
ଲକ୍ଡାଉନ୍ ସମୟରେ ବରଯାତ୍ରୀ ନେଇ ଯିବାରୁ ପୋଲିସ ଷ୍ଟେଶନରେ ରାତି କାଟିଲେ ବର
ଉଦ୍ଧମ ସିଂ ନଗର,୨୭।୩: କରୋନା ଭାଇରସ ସଂକ୍ରମଣକୁ ଦେଖି ଏବେ ସାରା ଦେଶରେ ଜାରି ରହିଛି ଲକ୍ଡାଉନ୍। ଆଉ ଏହି ସମୟରେ ବିନା ଅନୁମତିରେ ଉତ୍ତରାଖଣ୍ଡ ଉଦ୍ଧମ ସିଂ ନଗରର ଜଣେ ବର ବରଯାତ୍ରୀ ସହ ବାହା ହେବାକୁ ଯାଉଥିବା ବେଳେ…
କରୋନା ସହ ଲଢିବାକୁ ଭାରତୀୟ ସେନାର ‘ଅପରେଶନ ନମସ୍ତେ’
ନୂଆଦିଲ୍ଲୀ,୨୭।୩: ଦେଶ ଏବେ ପ୍ରସ୍ତୁତ କରୋନା ଭାଇରସ ସହ ଲଢିବାକୁ। ସାରା ଦେଶରେ ଏବେ ୨୧ ଦିନ ଲକ୍ ଡାଉନ୍ ଘୋଷଣା କରାଯାଇଥିବା ବେଳେ ସାଧାରଣ ଜନତା ମଧ୍ୟ ଏହାକୁ ନେଇ ବେଶ୍ ସଚେତନ ହୋଇ ଯାଇଥିବା ଦେଖାଯାଇଛି। ମାହାମାରୀ କରୋନା…
କରୋନା କବଳରେ ୧୦ ମାସର ଭାରତୀୟ ଶିଶୁ
ବେଙ୍ଗାଲୁରୁ,୨୭।୩: ଡରାଉଛି କରୋନା। ଏହି ମାହାମାରୀ ଏବେ ସାରା ବିଶ୍ୱକୁ ଥରାଇ ଦେଇଥିବା ବେଳେ ବହୁ ଶକ୍ତିଶାଳୀ ଦେଶ ମଧ୍ୟ କରୋନା ପାଖରେ ଏକ ପ୍ରକାର ହାର ମାରିଛନ୍ତି କହିଲେ ଚଳେ। ଭାରତରେ ଏକେ କରୋନା ତା’ର କାୟା ବିସ୍ତାର କରି…
କରୋନା ଭାଇରସ: ସାଇବାବା ସଂସ୍ଥାନ ଟ୍ରଷ୍ଟ ଦାନ କଲା ୫୧ କୋଟି ଟଙ୍କା
ସିରିଡି,୨୭।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବେଳକୁ ବେଳ ବଢିବାରେ ଲାଗିଛି। ଏହାର ମୁକାବିଲା କରିବାକୁ ଏବେ ସମସ୍ତେ ଏକାଠି ହୋଇଛନ୍ତି। ମହାରାଷ୍ଟ୍ର ଓ କେରଳରେ ସବୁଠାରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଏହି କରୋନା…
୧୧୨ ଡାଏଲ କଲେ ପୋଲିସ ପହଞ୍ଚାଉଛି ଖାଦ୍ୟ
ନୋଏଡ଼ା,୨୭।୩- ଯଦି କାହା ଘରେ ଖାଦ୍ୟପେୟର କୌଣସି ଅସୁବିଧା ଅଛି ତେବେ ୧୧୨ ଡାଏଲ କଲେ କିଛି ସମୟ ପରେ ଖାଦ୍ୟ ପହଞ୍ଚାଇବ ପୋଲିସ। ଲକ୍ଡାଉନ ସମୟରେ ବଜାର ସହର ସବୁ ବନ୍ଦ ରହିଥିବାରୁ ଅନେକ ଗରିବ ଶ୍ରେଣୀର ଲୋକ ପ୍ରଭାବିତ…
ସାଉଥ୍ ସୁପରଷ୍ଟାର ଅଲୁ ଅର୍ଜୁନ ଦାନ କଲେ ୧.୨୫ କୋଟି ଟଙ୍କା
ମୁମ୍ବାଇ: କରୋନା ଭାଇରସ୍ ମହାମାରୀକୁ ନେଇ ସାରା ବିଶ୍ୱରେ ସଂଘର୍ଷ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସମସ୍ତେ ଏବେ ସହାୟତାର ହାତ ବଢ଼ାଇଛନ୍ତି। ଉଦ୍ୟୋଗ ଜଗତଠାରୁ ଆରମ୍ଭ କରି ଖେଳାଳି ଓ ସେଲିବ୍ରିଟି କରୋନାକୁ ହରାଇବା ପାଇଁ ଯଥାସମ୍ଭବ…
କରୋନା ପ୍ରଭାବ: ୫୦ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍ରେ ରଖିବ ରିଜର୍ଭ ବ୍ୟାଙ୍କ
ନୂଆଦିଲ୍ଲୀ,୨୭।୩: ଦେଶରେ କରୋନା ଭାଇରସ୍ର ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ କରୋନା ଭାଇରସ୍ରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ୭୦୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ୧୬ଜଣଙ୍କ ମୃତ୍ୟୁ ହୋଇସାରିଛି। କରୋନାକୁ…
ଗ୍ରାମଦେବତା ଭାବେ ପୂଜାପାଏ ବାଦୁଡ଼ି
ପାଟଣା, ୨୭ା୩- ପ୍ରାୟତଃ ଲୋକମାନେ ବାଦୁଡ଼ିକୁ ନିଶାଚର ସହ ତୁଳନା କରିବା ସହିତ ଏହାକୁ ଅଶୁଭ ବୋଲି ମାନିଥାନ୍ତି। କେରଳରେ କିଛି ବର୍ଷ ପୂର୍ବେ ବାଦୁଡ଼ିରୁ ନିପାହ ଭାଇରସ୍ ବାହାରିଥିଲା। ଏଥିରେ ବହୁ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ଅନେକଙ୍କର ମୃତ୍ୟୁ…
ପରଲୋକରେ ବିଶିଷ୍ଟ ଚିତ୍ରକାର: ଶୋକ ପ୍ରକାଶ କଲେ ମୋଦି
ନୂଆଦିଲ୍ଲୀ,୨୭।୩: ବିଶିଷ୍ଟ ଚିତ୍ରକାର, ଲେଖକ ତଥା ପଦ୍ମ ବିଭୂଷଣରେ ସମ୍ମାନିତ ହୋଇଥିବା ସତୀଶ ଗୁଜରାଲଙ୍କର ପରଲୋକ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ତାଙ୍କର ନିଧନ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ହୋଇଥିଲ। ଦୀର୍ଘ ଦିନରୁ ସେ…
ରେପୋ ରେଟ୍ କମାଇଲା ଆର୍ବିଆଇ: ୩ ମାସ ଋଣ କିସ୍ତି ବନ୍ଦ
ନୂଆଦିଲ୍ଲୀ,୨୭ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍ଡାଉନ ଘୋଷଣା କରିଥିବାରୁ ଏହା ଅର୍ଥନୀତିକୁ ଗୁରୁତର ପ୍ରଭାବିତ କରିଛି। ଏହି ପ୍ରଭାବକୁ ହ୍ରାସ କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଶୁକ୍ରବାର…
Archives


