ଜାତୀୟ

୧୫ବର୍ଷୀୟ ବାଳକଙ୍କ କରୋନାରେ ମୃତ୍ୟୁ: ରାଜସ୍ଥାନରେ ମୃତ୍ୟୁସଂଖ୍ୟା ୬୫କୁ ବୃଦ୍ଧି

ଜୟପୁର,୨।୫: ରାଜସ୍ଥାନରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଶନିବାର ରାଜ୍ୟରେ କରୋନା ଯୋଗୁ ୩ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଜଣେ ୧୫ବର୍ଷୀୟ ବାଳକ ଥିବା ଜଣାପଡ଼ିଛି। ତେବେ ମୃତକଙ୍କ ମଧ୍ୟରେ ଜୟପୁରର ୫୫ବର୍ଷୀୟ ବୃଦ୍ଧ ଓ ୧୫ବର୍ଷୀୟ ନାବାଳକ…

ଦେଶରେ ୨୪ ଘଣ୍ଟାରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨।୫: ଦେଶରେ କରୋନା ଭାଇରସର ସଂକ୍ରମଣ ଏବେ କମ୍‌ ହେବା ପରିବର୍ତ୍ତେ ବୃଦ୍ଧି ପାଇବାରେ ଲାଗିଛି। ଯାହା ସରକାରଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୨,୨୯୩ କରୋନା ପଜିଟିଭ ଚିହ୍ନଟ ହେବା ଫଳରେ ଏହାର…

ଏବେ ଟ୍ରେନ୍‌ରେ ଫେରିବେ ପ୍ରବାସୀ ଶ୍ରମିକ, ଶିକ୍ଷାର୍ଥୀ

ନୂଆଦିଲ୍ଲୀ,୧।୫: କରୋନା ଭାଇରସ ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାରି ଭିତରେ ବାହାର ରାଜ୍ୟରେ ଫସି ରହିଥିବା ଶ୍ରମିକ ଓ ଶିକ୍ଷାର୍ଥୀମାନଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବାକୁ ଏବେ ସ୍ବତନ୍ତ୍ର ଟ୍ରେନ୍‌ ଚାଲିବ। କେନ୍ଦ୍ର ସରକାର ଶୁକ୍ରବାର…

୩ ଦିନ ପାଇଁ ସିଲ୍‌ ହେଲା ରିମ୍ସର ମାଇକ୍ରୋବାୟୋଲୋଜି ଡିପାର୍ଟମେଣ୍ଟ

ରାଞ୍ଚି,୧।୫: ରାଞ୍ଚିରେ ଥିବା ରାଜେନ୍ଦ୍ର ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ରିମ୍ସ)ର ମାଇକ୍ରୋବାୟୋଲୋଜି ଡିପାର୍ଟମେଣ୍ଟକୁ ୩ ଦିନ ପାଇଁ ସିଲ୍‌ କରିଦିଆଯାଇଛି। ସେଠାରେ ଜଣେ ଲାବୋରୋଟୋରୀ ଟେକ୍ନିସିଆନ୍‌ କରୋନାରେ ପୀଡିତ ଥିବା ଏପ୍ରିଲ ୩୦ ଅର୍ଥାତ୍‌ ଗୁରୁବାର ଜଣାପଡିବା ପରେ ଶୁକ୍ରବାରଠାରୁ ୩…

ଲକ୍‌ଡାଉନ ୩.୦: ଚାଲିବନି ଟ୍ରେନ୍‌-ବିମାନ, ଖୋଲିବନି ମଲ୍‌-ସିନେମା ହଲ୍‌

ନୂଆଦିଲ୍ଲୀ,୧।୫: ଲକ୍‌ଡାଉନ ପରେ ବି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଶୁକ୍ରବାର କେନ୍ଦ୍ର ସରକାର ପୁଣିଥରେ ଲକ୍‌ଡାଉନ ୩.୦ ଜାରି କରିଛନ୍ତି। ପୁଣି ୨ ସପ୍ତାହ ପାଇଁ ବଢିଛି ଏହି ଲକ୍‌ଡାଉନ ଅବଧି। ଏହି ସମୟ ମଧ୍ୟରେ…

ଦୁଇ ସପ୍ତାହ ବଢିଲା ଲକ୍‌ଡାଉନ ଅବଧି

ନୂଆଦିଲ୍ଲୀ,୧।୫: ଦେଶରେ କରୋନା ଭାଇରସ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ଶୁକ୍ରବାର କେନ୍ଦ୍ର ସରକାର ଲକ୍‌ଡାଉନ ଅବଧିକୁ ଆଉ ୨ ସପ୍ତାହ ବୃଦ୍ଧି କରିଛନ୍ତି। ଅର୍ଥାତ୍‌ ଦେଶରେ ମେ’ ୧୭ ପର୍ଯ୍ୟନ୍ତ ଲକ୍‌ଡାଉନ ବଳବତ୍ତର ରହିବ…

କମିଲା ରୋଷେଇ ଗ୍ୟାସ ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୫: ସାଧାରଣ ଜନତାଙ୍କ ପାଇଁ ଖୁସି ଖବର। ନନ୍‌- ସବ୍‌ସିଡି ରୋଷେଇ ଗ୍ୟାସ୍‌ର ଦାମ ଏବେ କମ୍‌ ହୋଇଛି। ଦେଶର ଅଏଲ ମାର୍କେଟିଂ କମ୍ପାନୀ ଏଚ୍‌ପିସିଏଲ୍‌, ବିପିସିଏଲ୍‌, ଓ ଆଇଓସି ଦ୍ୱାରା ଶୁକ୍ରବାର ଏହି ଘୋଷଣା କରାଯାଇଛି। ରାଜଧାନୀ ଦିଲ୍ଲୀରେ ନନ୍‌-…

ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳଙ୍କ ଡ୍ରାଇଭର କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧।୫: ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ ତୀବ୍ରଗତିରେ ବଢ଼ିବାରେ ଲାଗିଛି। ଏଠାରେ ଏପର୍ଯ୍ୟନ୍ତ ୩୫୦୦ରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇସାରିଲେଣି। ଏହିକ୍ରମରେ ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳ ନିଧି ଶ୍ରୀବାସ୍ତବଙ୍କ ଡ୍ରାଇଭର କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ଏହାପରେ ସହରରେ ଆତଙ୍କ ଖେଳିଯାଇଛି।…

ଦେଶରେ ୨୪ ଘଣ୍ଟାରେ ୧,୯୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧।୫: ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ଲକ୍‌ଡାଉନ ପରେ ବି ଦେଶରେ କରୋନା ସଂକ୍ରମିତଙ୍କ ହାର କମିବା ପରିବର୍ତ୍ତେ ଦିନକୁ ଦିନ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ୧,୯୯୩ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏବେ…

ଲକ୍‌ଡାଉନ ବଢ଼ିଲେ ଅଧିକାଂଶ ମୃତ୍ୟୁ ଭୋକରେ ହେବ: ନାରାୟଣମୂର୍ତ୍ତି

ନୂଆଦିଲ୍ଲୀ,୧।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହାର ଅବଧି ମେ’ ୩କୁ ଶେଷ ହେବାକୁ ଥିବା ବେଳେ ଦେଶରେ ଲକ୍‌ଡାଉନକୁ ଆହୁରି ବୃଦ୍ଧି କରାଯିବାକୁ ନେଇ ଚର୍ଚ୍ଚା ଚାଲିଛି। ଏହି ଆଶଙ୍କା ମଧ୍ୟରେ ଦେଶର ପ୍ରତିଷ୍ଠିତ ଆଇଟି…

ଅନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧।୫: ଅନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମସ୍ତ ଶ୍ରମଜୀବିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏମାନେ ହିଁ ସୁନ୍ଦର ଓ ସମୃଦ୍ଧ ଭାରତର ଭିତ୍ତି ସ୍ଥାପନ କରିବେ ବୋଲି ରାଷ୍ଟ୍ରପତି ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି। ଟୁଇଟ୍‌ କରି ରାଷ୍ଟ୍ରପତି…

କରୋନା ଭୟ: ଦିଲ୍ଳୀ-ଗୁରୁଗ୍ରାମ ବର୍ଡର ସିଲ୍‌

ନୂଆଦିଲ୍ଲୀ,୧।୫: କରୋନା ଭାଇରସ୍‌ ସଂକ୍ରମଣ ସଙ୍କଟକୁ ଦେଖି ଏବେ ଗୁରୁଗ୍ରାମ ସୀମାକୁ ସିଲ୍‌ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏଭଳି ସ୍ଥିତିରେ କେବଳ ସେହି ଲୋକଙ୍କୁ ଯିବାକୁ ଅନୁମତି ଦିଆଯିବ, ଯେଉଁମାନଙ୍କ ପାଖରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପାସ୍‌ ଜାରି କରାଯାଇଥିବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?