ଜାତୀୟ

ଧର୍ମାଶକ୍ତୁଙ୍କୁ ଅନ୍ତର୍ଜାତୀୟ ଗାନ୍ଧୀ ପୁରସ୍କାର

ନୂଆଦିଲ୍ଲୀ,୬।୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଡ.ଏନ୍‌.ଏସ୍‌. ଧର୍ମାଶକ୍ତୁଙ୍କୁ ଅନ୍ତର୍ଜାତୀୟ ଗାନ୍ଧୀ ପୁରସ୍କାରରେ ସମ୍ମାନୀତ କରିଛନ୍ତି। ଲେପର୍ସି କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯାଇଛି। ସମାଜରେ ଲେପର୍ସିକୁ ନେଇଥିବା ଧାରଣାରେ ବିଗତ ଦିନରେ ଯଥେଷ୍ଟ ପରିବର୍ତ୍ତନ…

ଚାଇନାରୁ ସ୍ବଦେଶ ଫେରିଥିବା ଭାରତୀୟ କରୋନା ମୁକ୍ତ: ବହିର୍ବ୍ୟାପାର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୬।୨: ଚାଇନାରୁ ସ୍ବଦେଶ ଫେରିଥିବା ୬୪୦ ଭାରତୀୟ କରୋନା ମୁକ୍ତ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ଭାରତୀୟଙ୍କ ସହିତ ଥିବା ମାଳଦୀପର ୭ ଯାତ୍ରୀଙ୍କଠାରେ ମଧ୍ୟ କରୋନା ସଂକ୍ରମଣ ଲକ୍ଷଣ ନ ଥିବା ବହିର୍ବ୍ୟାପାର ପ୍ରବକ୍ତା ରବିଶ୍‌…

ଚାଇନାରେ ଥିବା ପାକିସ୍ତାନୀ ଛାତ୍ର ଭାରତକୁ ମାଗିଲେ ସହାୟତା

ବେଜିଂ,୬।୨: ଚାଇନାରେ କରୋନା ଭୁତାଣୁ ଆତଙ୍କ ଜାରି ରହିଛି। ସେଠାରେ କିଛି ପାକିସ୍ତାନୀ ଛାତ୍ର ରହିଛନ୍ତି। ତେବେ ପାକିସ୍ତାନ ସେମାନଙ୍କୁ ସ୍ବଦେଶ ଆଣିବା ନେଇ କୌଣସି ପଦକ୍ଷେପ ଗ୍ରହଣ କରୁନାହିଁ। ଏପରିସ୍ଥଳେ ଛାତ୍ରମାନେ ଭାରତ ସହାୟତା ଲୋଡିଛନ୍ତି। ସେମାନେ ବିକଳରେ ଉହାନ୍‌ରୁ…

କାହାକୁ ଜିତାଇବ ପଚାରିଲେ ସ୍ବପ୍ନା ଚୌଧୁରୀ: ଲୋକେ କହିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏନେଇ ବିଭିନ୍ନ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ସେଲିବ୍ରିଟିଙ୍କୁ ପ୍ରଚାର କାର୍ଯ୍ୟରେ ଲଗାଯାଇଛି। ଏହି ମର୍ମରେ ଭାଜପା ପାଇଁ ପ୍ରଚାର କରୁଥିବା ସିଙ୍ଗର ଡ୍ୟାନ୍ସର ସ୍ବପ୍ନା ଚୌଧୁରୀ ଉପସ୍ଥିତ ଲୋକଙ୍କୁ କାହାକୁ ଜିତାଇବାକୁ ଚାହୁଁଛନ୍ତି…

ସୀମାରେ ବଢୁଛିି ସ୍ପାଇକ୍‌ ଆଣ୍ଟିଟ୍ୟାଙ୍କ୍‌ କ୍ଷେପଣାସ୍ତ୍ର ସଂଖ୍ୟା: ସେନାମୁଖ୍ୟ

ନୂଆଦିଲ୍ଲୀ,୬।୨: ଭାରତ-ପାକିସ୍ତାନ ସୀମାରେ ଲଗାତାର ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ପାକିସ୍ତାନ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଯୋଜନା କରୁଥିବା ନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୀମାରେ ଭାରତ ପକ୍ଷରୁ ସ୍ପାଇକ୍‌ ଆଣ୍ଟିଟ୍ୟାଙ୍କ୍‌…

ଶେଷ ସମୟରେ ବି ଶକ୍ତି ଦେଖାଇଲା ଭାଜପା

ନୂଆଦିଲ୍ଲୀ,୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହେଉଛି। ଏଥର ଆମ ଆଦମୀ ପାର୍ଟି(ଏଏପି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ କଡା ଟକ୍କର ହେଉଥିବା ବେଳେ ଶେଷ ଘଣ୍ଟାରେ ମଧ୍ୟ ଶକ୍ତି ଦେଖାଇଛି ଭାଜପା। ଗୁରୁବାର…

ଧନ୍ୟବାଦ ପ୍ରସ୍ତାବରେ ଗୀତ ଗାଇ ମୋଦି ରାହୁଲଙ୍କୁ କହିଲେ ଟ୍ୟୁବ୍‌ଲାଇଟ୍‌

ନୂଆଦିଲ୍ଲୀ, ୬।୨: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଦେବା ଅବସରରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୀତ ଗାଇ କଂଗ୍ରେସର ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୋଦି କବି ସର୍ବେଶ୍ୱର ଦୟାଲ ସାକସେନାଙ୍କ କବିତା ଆବୃତ୍ତି କରିଥିଲେ।…

ପ୍ଲାଷ୍ଟିକ ନୁହେଁ ଫଳ ଖୋଳରେ ଦେଉଛନ୍ତି ଜୁସ୍‌

ବେଙ୍ଗାଲୁରୁ,୬।୨: କର୍ନାଟକର ଜଣେ ଜୁସ୍‌ ଦୋକାନୀ ଏବେ ଅନ୍ୟମାନଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ସମସ୍ତଙ୍କର ପ୍ରଶଂସାର ପାତ୍ର ହୋଇଛନ୍ତି। ସେ ଏବେ ପ୍ଲାଷ୍ଟିକ ନୁହେଁ ଫଳ ଖୋଳରେ ଜୁସ୍‌ ଦେଇ ସମସ୍ତଙ୍କ ମନ ଜିତିଥିବା କୁହାଯାଉଛି। ଏଏନ୍‌ଆଇର ସୂଚନା ଅନୁଯାୟୀ,…

ବିବାହ ବେଦୀରୁ ଉଠି ୧୦ ମିନଟ୍‌ରେ ପହଞ୍ଚିଲେ ପରୀକ୍ଷା ହଲ୍‌ରେ

ବେଙ୍ଗାଲୁରୁ,୬।୨: ଜଣେ ୨୪ ବର୍ଷୀୟା ଏମ୍‌. କମ୍‌ ଛାତ୍ରୀ ହର୍ଷିତା ଏବେ ସମସ୍ତଙ୍କ ପାଇଁ ଉଦାହରଣ ପାଲଟି ଯାଇଛନ୍ତି। ବେଙ୍ଗାଲୁରୁର ଏହି ଛାତ୍ରୀ ଜଣଙ୍କ ଘର ଲୋକଙ୍କ ଚାପରେ ବିବାହ ପାଇଁ ସ୍ଥିର କରିଥିଲେ। ହେଲେ ବିବାହ ଦିନ ତାଙ୍କର ତୃତୀୟ…

କରୋନାଭାଇରସ ଭୟ: ବୁଦ୍ଧ ମନ୍ଦିରରେ ଲାଗିଲା ତାଲା

ଶ୍ରାବସ୍ତି,୬।୨: କରୋନାଭାଇରସ ଏବେ ସାରା ବିଶ୍ୱକୁ ଏକ ପ୍ରକାର ଭୟଭିତ କରାଇ ଦେଇଛି। ଏହାର ସଂକ୍ରମଣରେ ଏପର୍ଯ୍ୟନ୍ତ ଚାଇନାରେ ୫ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮ ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହାର ଭୟାବହତାକୁ ଦେଖି ଉତ୍ତର…

ସ୍ବିଜରଲାଣ୍ଡ ସବୁଠାରୁ ମହଙ୍ଗା ଦେଶ: ଶସ୍ତା ତାଲିକାରେ ତୃତୀୟରେ ଭାରତ

ନ୍ୟୁୟର୍କ/ନୂଆଦିଲ୍ଲୀ,୬।୨: ପୃଥିବୀର ସqବୁଠାରୁ ମହଙ୍ଗା ଦେଶ ତାଲିକାରେ ଏକ ନମ୍ବର ସ୍ଥାନରେ ସ୍ବିଜରଲାଣ୍ଡ ରହିଛି। ଅପରପକ୍ଷରେ ଶସ୍ତା ଦେଶ ତାଲିକାରେ ତୃତୀୟ ସ୍ଥାନରେ ଭାରତ ରହିଛି। ଆମେରିକାର ବିଜନେସ୍‌ ମାଗାଜିନ୍‌ ସିଓ ଓ୍ବାଲର୍‌ଡ ପକ୍ଷରୁ ଏ ସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ…

ରାହୁଲଙ୍କୁ ମୋଦିଙ୍କ କଡା ଜବାବ

ନୂଆଦିଲ୍ଲୀ,୬।୨: ବଜେଟ ଅଧିବେଶନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଧନ୍ୟବାଦ ପ୍ରସ୍ତାବ ଉପରେ ଚର୍ଚ୍ଚା ଚାଲିଥିବା ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି। ସଂସଦରେ ରାହୁଲଙ୍କ କଟାକ୍ଷର ଜବାବ ଦେଇ ମୋଦି କହିଛନ୍ତି, ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri