କରୋନାଭାଇରସ ଭୟ: ବୁଦ୍ଧ ମନ୍ଦିରରେ ଲାଗିଲା ତାଲା
ଶ୍ରାବସ୍ତି,୬।୨: କରୋନାଭାଇରସ ଏବେ ସାରା ବିଶ୍ୱକୁ ଏକ ପ୍ରକାର ଭୟଭିତ କରାଇ ଦେଇଛି। ଏହାର ସଂକ୍ରମଣରେ ଏପର୍ଯ୍ୟନ୍ତ ଚାଇନାରେ ୫ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮ ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହାର ଭୟାବହତାକୁ ଦେଖି ଉତ୍ତର…
ସ୍ବିଜରଲାଣ୍ଡ ସବୁଠାରୁ ମହଙ୍ଗା ଦେଶ: ଶସ୍ତା ତାଲିକାରେ ତୃତୀୟରେ ଭାରତ
ନ୍ୟୁୟର୍କ/ନୂଆଦିଲ୍ଲୀ,୬।୨: ପୃଥିବୀର ସqବୁଠାରୁ ମହଙ୍ଗା ଦେଶ ତାଲିକାରେ ଏକ ନମ୍ବର ସ୍ଥାନରେ ସ୍ବିଜରଲାଣ୍ଡ ରହିଛି। ଅପରପକ୍ଷରେ ଶସ୍ତା ଦେଶ ତାଲିକାରେ ତୃତୀୟ ସ୍ଥାନରେ ଭାରତ ରହିଛି। ଆମେରିକାର ବିଜନେସ୍ ମାଗାଜିନ୍ ସିଓ ଓ୍ବାଲର୍ଡ ପକ୍ଷରୁ ଏ ସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ…
ରାହୁଲଙ୍କୁ ମୋଦିଙ୍କ କଡା ଜବାବ
ନୂଆଦିଲ୍ଲୀ,୬।୨: ବଜେଟ ଅଧିବେଶନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଧନ୍ୟବାଦ ପ୍ରସ୍ତାବ ଉପରେ ଚର୍ଚ୍ଚା ଚାଲିଥିବା ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି। ସଂସଦରେ ରାହୁଲଙ୍କ କଟାକ୍ଷର ଜବାବ ଦେଇ ମୋଦି କହିଛନ୍ତି, ଏବେ…
ଭାଜପାରେ କେହି ନାହାନ୍ତି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ : କେଜରିଓ୍ବାଲ
ନୂଆଦିଲ୍ଲୀ,୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆରମ୍ଭ ହୋଇଗଲାଣି କାଉଣ୍ଟ ଡାଉନ୍। ହେଲେ ଏପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଆମ ଆଦମୀ ପାର୍ଟି(ଏଏପି) ମଧ୍ୟରେ କଥା କଟାକଟି ଶେଷ ହୋଇନାହିଁ। ଗୁରୁବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପିର ମୁଖ୍ୟ ଅରବିନ୍ଦ…
ଦିଲ୍ଲୀ ବିଧାନସଭା ନିର୍ବାଚନ: ବିଏସ୍ପି କାର୍ଯ୍ୟକର୍ତ୍ତାଙ୍କ ଉପରେ ଆକ୍ରମଣ
ନୂଆଦିଲ୍ଲୀ,୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପ୍ରଚାରର ଶେଷ ଦିନରେ ବହୁଜନ ସମାଜ ପାର୍ଟି(ବିଏସ୍ପି) ନେତାଙ୍କ ଉପରକୁ ଆକ୍ରମଣ ହୋଇଛି। ବଦରପୁର ବିଧାନସଭା ଆସନରୁ ନିର୍ବାଚନ ଲଢୁଥିବା ବିଏସପି ପ୍ରାର୍ଥୀ ନାରାୟଣ ଦତ୍ତ ଶର୍ମାଙ୍କ ଉପରକୁ କିଛି ଅଜ୍ଞାତ ବ୍ୟକ୍ତି ଆକ୍ରମଣ କରିଥିବା…
ଭୋଟ ପାଇଁ ଏଏପି କାର୍ଯ୍ୟାଳୟରେ ପହଞ୍ଚିଲେ ଭାଜପା ବିଧାୟକ
ନୂଆଦିଲ୍ଲୀ, ୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରଚାର ଶେଷ ହେଉଛି। ଭୋଟରଙ୍କ ମନ ଜିଣିବା ପାଇଁ ଘର ଘର ବୁଲି ଭୋଟ ମାଗୁଛନ୍ତି ପ୍ରାର୍ଥୀ। ଏସବୁ ଭିତରେ ଦିଲ୍ଲୀର ତିଳକନଗରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଏଠାରେ…
୧୬ ବର୍ଷ ବାଳକ ହାତେ ଉଚ୍ଚା କାଠରେ ତିଆରି କଲେ ୪୦୦ ବର୍ଷ ପୁରୁଣା ଦରବାର ସାହିବ ମଡେଲ
ଭଟିଣ୍ଡା,୬।୨: ପ୍ରତିଭା କେବେ ମଧ୍ୟ ଲୁଚି ରହେନା। ପଞ୍ଜାବର ଜଣେ ୧୬ ବର୍ଷ ବୟସ୍କ ବାଳକଙ୍କ ପ୍ରତିଭା ଏବେ ତାଙ୍କୁ ଗିନିଜ୍ ବୁକ୍ରେ ସ୍ଥାନୀତ କରିଛି। ଭଟିଣ୍ଡା ଜିଲାର ମୈଡ଼ ମଣ୍ଡିରେ ବାସ କରୁଥିବା ଆକାଶ ହାତେ ଉଚ୍ଚା କାଠରେ ୪୦୦…
ଗାଈ ମାରିଲେ ବାଘକୁ ବି ଦିଆଯାଉ ଦଣ୍ଡ: ଗୋଆ ବିଧାୟକ
ପଣଜୀ,୬।୨: ଗୋଆ ବିଧାନସଭାରେ ଏନ୍ସିପି ନେତାଙ୍କ ବିବାଦୀୟ ବୟାନ ଏବେ ଚର୍ଚ୍ଚାକୁ ଆସିଛି। ବୁଧବାର ବିଧାନସଭା ଅଧିବେଶନରେ ବାଘ ଶିକାରକୁ ନେଇ ଆଲୋଚନା ହେଉଥିବା ସମୟରେ ଏନ୍ସିପି ନେତା ଚର୍ଚ୍ଚିଲ ଆଲେମାଓ କହିଥିଲେ ବାଘ ଗାଈ ଶିକାର କଲେ ତାକୁ ମନୁଷ୍ୟଙ୍କ…
ସଙ୍କଟରେ ଧର୍ମନିରପେକ୍ଷତା, ନାଗରିକତ୍ୱ
ନୂଆଦିଲ୍ଲୀ,୬ା୨(ପି.ଟି.): ଦେଶରେ ଧର୍ମନିରପେକ୍ଷତା ଓ ନାଗରିକତ୍ୱ ଏବେ ସଙ୍କଟରେ ରହିଛି। କେହି ଧର୍ମନିରପେକ୍ଷତା କଥା କହିଲେ, ତାଙ୍କୁ ଦେଶବିରୋଧୀ ଆଖ୍ୟା ଦିଆଯାଉଛି। କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ ବୁଧବାର ଏଭଳି ଭାଷାରେ ଟାର୍ଗେଟ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍।…
ସୋସିଆଲ ମିଡିଆ-ଆଧାର ଲିଙ୍କ୍ ପାଇଁ ପ୍ରସ୍ତାବ ନାହିଁ
ନୂଆଦିଲ୍ଲୀ,୬ା୨(ପି.ଟି.): ସୋସିଆଲ ମିଡିଆ ୟୁଜର୍ସଙ୍କ ଆକାଉଣ୍ଟଗୁଡ଼ିକୁ ଆଧାର ସହ ସଂଯୋଗ କରିବା ପାଇଁ ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ। କିନ୍ତୁ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମଗୁଡ଼ିକରେ ଫେକ୍ ନ୍ୟୁଜ୍ ଓ ପର୍ନୋଗ୍ରାଫିକୁ ରୋକିବା ଲାଗି ପଦକ୍ଷେପ ନିଆଯାଉଛି ବୋଲି ବୁଧବାର ଲୋକ ସଭାରେ…
ପାର୍ଲାମେଣ୍ଟରେ ସିଏଏ ଝଡ଼
ନୂଆଦିଲ୍ଲୀ,୬ା୨(ପି.ଟି.): କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବୁଧବାର ପାର୍ଲାମେଣ୍ଟର ଉଭୟ ଗୃହରେ ଝଡ଼ ସୃଷ୍ଟି ହୋଇଛି। ଲୋକ ସଭାରେ ପ୍ରଶ୍ନକାଳରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ସିଏଏକୁ ନେଇ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେହିପରି ରାଜ୍ୟ ସଭାରେ…
ସୋଲାର ପ୍ଲାଣ୍ଟରୁ ମାସକୁ ଆୟ ୪ ଲକ୍ଷ ଟଙ୍କା
ପୌଡ଼ି: ‘ଆମେ ନିଜେ କିଛି କରିବୁ’ ଏଭଳି ବିଚାର କରୁଥିବା ଯୁବକମାନଙ୍କୁ ଧୀରେନ୍ଦ୍ର ସିଂ ରାଓତଙ୍କ ଠାରୁ କିଛି ଶିଖିବାକୁ ପଡିବ। ୩୧ ବର୍ଷ ଧରି ଦିଲ୍ଲୀ ଓ ନୋଏଡାରେ ଜୀବିକା ପାଇଁ ସଂଗ୍ରାମ କରିବା ପରେ ନିଜ ଗଁ।କୁ ଫେରି…
Archives


