ଜାତୀୟ

କରୋନା ଭାଇରସ୍‌ ଯୋଗୁ ଅସ୍ଥାୟୀ ଭାବେ ବନ୍ଦ ହେଲା ଏମ୍ସର ଓପିଡି ସେବା

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପକୁ ଦେଖି ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ (ଏମ୍ସ) ସୋମବାରଠାରୁ ନିୟମିତ ରୋଗୀଙ୍କ ପାଇଁ ସମସ୍ତ ଓପିଡି ସେବାକୁ ଅସ୍ଥାୟୀ ଭାବେ ବନ୍ଦ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି। କାରଣ ଓପିଡିକୁ ନିୟମିତ ଭାବେ…

କରୋନା ଭାଇରସ ପାଇଁ ରିଲିଫ୍‌ ଫଣ୍ଡକୁ ଗୋଟିଏ ମାସର ଦରମା ଦାନ କଲେ ଦୁଷ୍ୟନ୍ତ

ଚଣ୍ଡିଗଡ଼,୨୩।୩: କରୋନା କବଳରେ ଭାରତ। ବେଳକୁ ବେଳ ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା। ଏହାକୁ ଦେଖି ଏବେ ହରିୟାଣାର ଉପ ମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌତାଲ ତାଙ୍କର ଗୋଟିଏ ମାସର ଦରମା ରିଲିଫ୍‌ ଫଣ୍ଡକୁ ଦାନ କରିବାକୁ ଘୋଷଣା କରିଛନ୍ତି। ଏହାସହ ସେ…

କରୋନା ଭାଇରସ୍‌: ଲୋକ ସଭା ଅନିଶ୍ଚିତକାଳ ପର୍ଯ୍ୟନ୍ତ ସ୍ଥଗିତ

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ୍‌ ସାରା ଦେଶରେ ପ୍ରକୋପ ଜାରି ରହିଛି। ଏହାକୁ ରୋକିବା ପାଇଁ ଭାରତ ସରକାର କେତେକ ଜରୁରୀ ପଦକ୍ଷେପ ଗ୍ରହଣ କରୁଛନ୍ତି। ଇତିମଧ୍ୟରେ ଲୋକ ସଭା କାର୍ଯ୍ୟକୁ ଅନିଶ୍ଚିତକାଳ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଦେଶରେ ଦିନକୁ ଦିନ ବୃଦ୍ଧି…

ସନ୍ଧ୍ୟାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବରାଜ!

ଭୋପାଳ,୨୩।୩: କରୋନା ଭାଇରସକୁ ନେଇ ସାରା ଦେଶ ଚିନ୍ତାରେ ଥିବା ବେଳେ ଏପଟେ ମଧ୍ୟପ୍ରଦେଶ ରାଜନୀତି ହୋଇଛି ସରଗରମ। ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ଦଳ ବୈଠକରେ ଶିବରାଜ ସିଂ ଚୌହାନଙ୍କ ନାଁ ମୁଖ୍ୟମନ୍ତ୍ରୀ…

କରୋନା ସହ ଲଢ଼େଇ: ଭାରତ ପାଖରେ ରହିଛି ୪୪ ହଜାର ଭେଣ୍ଟିଲେଟର

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଦେଖାଦେଇଛି। ଦେଶର ଜନସଂଖ୍ୟା ୧୩୦ କୋଟି ରହିଛି। ଏପରିସ୍ଥଳେ ଯଦି ଭାରତ କରୋନା ସଂକ୍ରମଣର ତୃତୀୟ ଷ୍ଟେଜ୍‌କୁ ଯାଏ, ତେବେ ସଂକ୍ରମିତଙ୍କୁ ଚିକିତ୍ସା ସୁବିଧା ଯୋଗାଇଦେବା ଅସମ୍ଭବ ହୋଇ ପଡ଼ିବ। ଭାରତ ପାଖରେ…

କରୋନା ସଂକ୍ରମଣ ମୁକାବିଲା: କଏଦୀଙ୍କୁ ମିଳିବ ୬ ସପ୍ତାହ ପାରୋଲ

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣର ମୁକାବିଲା ପାଇଁ ଭାରତ ସରକାରଙ୍କ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ମର୍ମରେ ଜେଲ୍‌ରେ ଥିବା କଏଦୀଙ୍କ ମଧ୍ୟରେ କରୋନା ସଂକ୍ରମଣ ରୋକିବାକୁ ଦୃଷ୍ଟିରେ ରଖି ସୋମବାର ସୁପ୍ରିମ୍‌କୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୭ରୁ…

ସରକାରଙ୍କ ଆଶ୍ୱାସନା: ୮୦% କରୋନା ସଂକ୍ରମିତ ଆପଣାଛାଏଁ ହେବେ ସୁସ୍ଥ; ୫%ଙ୍କୁ କରାଯିବ ହସ୍ପିଟାଲରେ ଭର୍ତ୍ତି; ଆଖିବୁଜା ହେବନି ନମୁନା ଯାଞ୍ଚ୍‌

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣର ମୁକାବିଲା ନେଇ ଭାରତ ସରକାର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି। ଏହି ମର୍ମରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ, ବହିର୍ବ୍ୟାପାର ମନ୍ତ୍ରଣାଳୟ ଏବଂ ଇଣ୍ଡିଆନ୍‌ କାଉନସିଲ୍‌ ଅଫ୍‌ ମେଡ଼ିକାଲ ରିସର୍ଚ୍ଚ(ଆଇସିଏମ୍‌ ଆର୍‌) ପକ୍ଷରୁ ଆୟୋଜିତ ଏକ ମିଳିତ ଗଣମାଧ୍ୟମ ସମ୍ମଳନୀରେ…

ପଞ୍ଜାବରେ ଫେଲ୍‌ ମାରିଲା ଲକ୍‌ଡାଉନ୍‌: ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ

ଚଣ୍ଡିଗଡ଼,୨୩।୩: କରୋନା ଭାଇରସ ସହ ଲଢିବା ପାଇଁ ଦେଶର କିଛି ରାଜ୍ୟକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଲକ୍‌ ଡାଉନ୍‌ ଘୋଷଣା କରାଯାଇଥିଲା। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଧ୍ୟ ସାରା ରାଜ୍ୟକୁ ସୋମବାରଠାରୁ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ହେଲେ…

କରୋନା ପ୍ରକୋପ: ଆମାଜନରେ ଅଧା କିଲୋ ଭେଣ୍ଡିର ଦାମ୍‌ ୪୦୦ଟଙ୍କା

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ୍‌ର ସଂକ୍ରମଣକୁ ରୋକିବା ପାଇଁ ସମସ୍ତେ ନିଜ ଘରେ ଏକପ୍ରକାର ବନ୍ଦୀ ହୋଇରହିଛନ୍ତି। ଏଭଳି ସ୍ଥିତିରେ ଘରେ ରହୁଥିବା ଲୋକ ଶପିଂ ପାଇଁ ଇ-କମର୍ସକୁ ବାଛିଛନ୍ତି। ପ୍ରତିଦିନ ଆବଶ୍ୟକ ହେଉଥିବା ସାମଗ୍ରୀକୁ ଲୋକମାନେ ଫ୍ଲିପ୍‌କାର୍ଟ ଓ ଆମାଜନରେ କିଣୁଥିବା…

ଓକିଲଙ୍କ ଚ୍ୟାମ୍ବରକୁ ସିଲ୍‌ କଲେ ସୁପ୍ରିମକୋର୍ଟ: ଭିଡିଓ କନଫରେନ୍ସିଂ ଜରିଆରେ ହେବ ଶୁଣାଣି

ନୂଆଦିଲ୍ଲୀ ୨୩।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପକୁ ଦେଖି ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ନେଇଛନ୍ତି। ସୋମବାର ଓକିଲଙ୍କ ଚ୍ୟାମ୍ବରକୁ ସିଲ୍‌ କରାଯିବାକୁ ନିର୍ଦ୍ଦେଶ ଦେବା ସହ ଏବେଠାରୁ ଘରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଶୁଣାଣି କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଇତିମଧ୍ୟରେ…

କ୍ୱାରାଣ୍ଟାଇନ୍‌ ପାଇଁ ମୋ ଘରକୁ ବ୍ୟବହାର କରିପାରିବେ ସରକାର: ତେଜସ୍ବୀ

ପାଟନା,୨୩।୩: ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ନିଜ ନିଜ ପକ୍ଷରୁ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ସରକାରଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ବିହାରର ଉପମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନାତା ଦଳ (ଆରଜେଡି)ର ନେତା ତେଜସ୍ବୀ ଯାଦବ। ଦେଶରେ…

କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ: କମିଲା ଇଣ୍ଟରନେଟ୍‌ ସ୍ପିଡ୍‌

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ହୋଇଛି। ବହୁ କାର୍ଯ୍ୟାଳୟ ସେମାନଙ୍କ କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ମଧ୍ୟ ଦେଇଛନ୍ତି। ଏହାଯୋଗୁ ଗୋଟିଏ ସମୟରେ ବହୁ ୟୁଜର ଇଣ୍ଟରନେଟ୍‌ ପ୍ଲାଟର୍ଫମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri