ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା
ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ ଉଜ୍ଜୟିନୀର ଅର୍ଜୁନ ପରମାର । ମାତ୍ର ୨୬ ବର୍ଷ ବୟସରେ ତାଙ୍କ ବାର୍ଷିକ…
ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ
ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେ ସକାଳ ପ୍ରାୟ ୧୧ଟା ସମୟରେ ବିମାନବନ୍ଦରରେ…
CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ
ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ କହିଛନ୍ତି ଯେ, ଯେତେବେଳେ ମୋଦି ଓ ଶାହା ଦିଲ୍ଲୀକୁ ଏକ ଦୁର୍ଗରେ ପରିଣତ…
ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video
ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ବିକ୍ଷୋଭକାରୀଙ୍କୁ ଅଟକ ରଖିବା ପାଇଁ…
ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…
ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍ଏମ୍ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର ଏବଂ ଡାକ୍ତରଖାନାଗୁଡ଼ିକ ରୋଗୀ କିମ୍ବା ବ୍ୟକ୍ତିଗତ ପ୍ରଚାର ପାଇଁ ସୋସିଆଲ ମିଡିଆକୁ ଆଉ…
‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ
ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ଆବେଦନରେ ନିର୍ଦ୍ଦେଶ ଦେଇଥିବା ଅଧିକାରୀମାନଙ୍କ ବିରୋଧରେ କୋର୍ଟ ଅବମାନନା…
‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…
ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ ତାଙ୍କୁ ମୁକ୍ତ କରିଥିଲା। ମୁକ୍ତ ହେବା ପରେ ଧ୍ରୁବ ଏକ ଭିଡିଓ ଜରିଆରେ…
ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ
ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ ସହିତ କରାଯାଇଛି। CJPର ଆଇନଗତ ବ୍ୟାପାର ମୁଖ୍ୟ ରତ୍ନା ସିଂହଙ୍କ ଅନୁଯାୟୀ, ଏହି…
ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …
ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି ବୃଦ୍ଧି କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ଏଥିପାଇଁ ବର୍ତ୍ତମାନ ମିଳୁଥିବା ମାସିକ ୧୦୦୦ ଟଙ୍କା…
ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!
ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ଟ୍ରାଫିକ ଆଡଭାଇଜରି ଜାରି କରିଛି। ପୁଣିଥରେ ପ୍ରଦର୍ଶନ ହେବାର ସମ୍ଭାବନା ଥିବାରୁ ଜନ୍ତରମନ୍ତର…
ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ
ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକ୍ରୋଚ୍ ଜନତା ପାର୍ଟି’ (ସିଜେପି)…
ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ
ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍ ଦୀପ୍କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଭିତରୁ ହିଁ ଦିଲ୍ଲୀ ପୋଲିସ ଅଟକ ରଖିଥିଲା।…

