ଭାରତର ପ୍ରତିରକ୍ଷା କ୍ଷମତା ବୃଦ୍ଧି: ସାମିଲ୍ ହେଲା ଫ୍ଲୋଟିଂ ଟେଷ୍ଟ୍ ରେଞ୍ଜ୍
ନୂଆଦିଲ୍ଲୀ,୨୮।୧୦: ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇଛି। ଇତିମଧ୍ୟରେ ଭାସମାନ ପରୀକ୍ଷଣ ରେଞ୍ଜ୍(ଫ୍ଲୋଟିଂ ଟେଷ୍ଟ୍ ରେଞ୍ଜ୍) ପ୍ରତିରକ୍ଷା କ୍ଷେତ୍ରରେ ସାମିଲ୍ ହୋଇଛି। ଏହାକୁ ଡିଆର୍ଡିଓ ଦ୍ୱାରା ନିର୍ମାଣ କରାଯାଇଛି। ଏହା ୧୦ ହଜାର ଟନ୍ ଟଜନ ବିଶିଷ୍ଟ ଏକ ଜାହାଜ।...
ହିଜବୁଲର ୩ ଆତଙ୍କବାଦୀଙ୍କ ପାଇଁ ୩୦ ଲକ୍ଷ ଟଙ୍କା ଘୋଷଣା କଲା ପୋଲିସ
ଜମ୍ମୁ,୨୮।୧୦: ଘାଟିରୁ ଆତଙ୍କବାଦୀ ମୂଳୋତ୍ପାଟନ କରିବାକୁ ସେନା ଓ ଜମ୍ମୁ-କଶ୍ମୀର ପୋଲିସ ଯେମିତି ଏକ ପ୍ରକାର ଶପଥ ନେଇଛି ବୋଲି କୁହାଯାଉଛି ଏହି କ୍ରମରେ ରାଜ୍ୟର କିଶତଓ୍ବୋଡ ପୋଲିସ ହିଜବୁଲ ମୁଜାହୁଦ୍ଦିନ ଆତଙ୍କବାଦୀ ସଂସ୍ଥା ସହ ସମ୍ପୃକ୍ତ ୩ ଜଣଙ୍କ...
ଅକ୍ଟୋବର ୩୧ରୁ ଜମ୍ମୁ-କଶ୍ମୀର ହେବ କେନ୍ଦ୍ରଶାସିତ ଅଞ୍ଚଳ: ରାଜନାଥ ସିଂଙ୍କୁ ଭେଟିଲେ ୩ ସେନା ମୁଖ୍ୟ
ନୂଆଦିଲ୍ଲୀ,୨୮।୧୦: ଅକ୍ଟୋବର ୩୧ରୁ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ହେବ। ଏନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ସୋମବାର ସେନା ମୁଖ୍ୟ ଜେନେରାଲ ବିପିନ୍ ରାଓ୍ବତ୍, ନୌସେନା ମୁଖ୍ୟ ଆଡ଼ମିରଲ କରମବୀର ସିଂ ଏବଂ ବାୟୁସେନା ମୁଖ୍ୟ ଆର୍.କେ.ଏସ୍. ଭଦୌରିୟା ସାକ୍ଷାତ୍...
ପାକିସ୍ତାନ ନାଁରେ ଅଭିଯୋଗ ଆଣିଲା ଭାରତ
ନୂଆଦିଲ୍ଲୀ,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସୌଦି ଅରବ ଗସ୍ତ ପାଇଁ ପାକିସ୍ତାନର ଆକାଶପଥ ବ୍ୟବହାର କରିବାକୁ ଭାରତ ଅନୁମତି ମାଗିଥିଲା। ହେଲେ ଏହାକୁ ନ ଦେବା ଲାଗି ପାକିସ୍ତାନ ମନା କରିଦେଇଥିଲା। ଏହାପରେ ଭାରତ ଏହାକୁ ନେଇ ଇଣ୍ଟରନ୍ୟାଶନାଲ...
ମଙ୍ଗଳବାର କଶ୍ମୀର ଗସ୍ତରେ ଆସିବେ ୨୮ଜଣିଆ ୟୁରୋପିଆନ୍ ପ୍ରତିନିଧି ଦଳ: ମୋଦି-ଡୋଭାଲ୍ଙ୍କୁ କଲେ ସାକ୍ଷାତ୍
ଶ୍ରୀନଗର,୨୮।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ମଙ୍ଗଳବାର ସ୍ଥିତି ଅନୁଧ୍ୟାନ ପାଇଁ ୨୮ ଜଣିଆ ୟୁରୋପିଆନ୍ ପ୍ରତିନିଧି ଦଳ ଆସିବେ। ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍ ଡୋଭାଲ୍ଙ୍କୁ ସୋମବାର...
ଭାଜପା ପାଇଁ ସଙ୍କଟମୋଚନ ହେବ କି ଏନ୍ସିପି
ନୂଆଦିଲ୍ଲୀ,୨୮।୧୦: ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଛି ଟଣାଓଟରା। ଏହି ସମୟରେ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି କି ଏନ୍ସିପି ଭାଜପାର ସଙ୍କଟାମୋଚନ ହୋଇ ଉଭା ହେବ କି? କାରଣ ଏବେ...
ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀର ପ୍ରତି ବସ୍ରେ ମଙ୍ଗଳବାରଠାରୁ ନିଯୁକ୍ତ ହେବେ ମାର୍ଶଲ
ନୂଆଦିଲ୍ଲୀ,୨୮।୧୦: ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ଦିଲ୍ଲୀର ପ୍ରତି ବସ୍ରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମାର୍ଶଲ ନିଯୁକ୍ତ କରିଛନ୍ତି। ମଙ୍ଗଳବାରଠାରୁ ମାର୍ଶଲମାନେ କାର୍ଯ୍ୟରେ ଯୋଗଦେବେ। ମୋଟ ୧୩ ହଜାର ମାର୍ଶଲ ନିଯୁକ୍ତ ହୋଇଛନ୍ତି। ଅବସରପ୍ରାପ୍ତ...
ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ସାଧାରଣ ଜନତାଙ୍କୁ ଭେଟିଲେ ଚୌତାଲା
ସିରସା,୨୮।୧୦: ଜନନାୟକ ଜନତା ପାର୍ଟି(ଜେଜେପି)ର ମୁଖ୍ୟ ଦୁଷ୍ୟନ୍ତ ଚୌତାଲା ହରିୟାଣାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ସେ ତାଙ୍କ ନିର୍ବାଚନ ମଣ୍ଡଳି ଗସ୍ତ କରିଛନ୍ତି। ସୋମବାର ସେ ହରିୟାଣାର ସିରସାରେ ପହଞ୍ଚି ସାଧାରଣ ଭୋଟରଙ୍କ ସହ ମିଶିଛନ୍ତି।...
ଗାଈ ଖୁରାକୁ ଭ୍ରୁକ୍ଷେପ ନକରି ମାଟିରେ ଶୋଇଲେ ଶହ ଶହ ଶ୍ରଦ୍ଧାଳୁ: ପାଳିତ ହେଲା ପୁରାତନ ପରମ୍ପରା
ଉଜ୍ଜୟିନୀ,୨୮।୧୦: ମଧ୍ୟପ୍ରଦେଶ ଉଜ୍ଜୟିନୀ ନିକଟବର୍ତ୍ତୀ ବଡ଼ନଗର ତହସିଲ୍ରେ ଥିବା ଭିଡ଼ାବଦ୍ ଗାଁରେ ପୁରାତନ ପରମ୍ପରା ସୋମବାର ପାଳିତ ହୋଇଛି। ଏଠାରେ ଶହ ଶହ ଶ୍ରଦ୍ଧାଳୁ ଗାଈ ଖୁରାକୁ ଭ୍ରୁକ୍ଷେପ ନକରି ମାଟିରେ ଶୋଇ ରହିଥିଲେ। ସେମାନଙ୍କ ଉପରେ ଗାଈପଲ ଚାଲି...
ପୃଥକ ଭାବେ ରାଜ୍ୟପାଳଙ୍କୁ ସାକ୍ଷାତ୍ କରିପାରନ୍ତି ଭାଜପା-ଶିବସେନା
ମୁମ୍ବାଇ,୨୮।୧୦: ମହାରାଷ୍ଟ୍ରରେ ନୂଆ ସରକାର ଗଠନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ଅଙ୍କ କଷା ଛିଡିପାରୁ ନାହିଁ। ଉଭୟଙ୍କ ମଧ୍ୟରେ ମେଣ୍ଟ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ପଦକୁ ନେଇ କୌଣସି କଥା ସ୍ପଷ୍ଟ ହୋଇ ପାରୁନାହିଁ।...
୬୦ ଘଣ୍ଟା ପରେବି ବୋରଓ୍ବେଲରେ ଫସିଥିବା ଶିଶୁ ଜୀବିତ
ତ୍ରିଚି,୨୮।୧୦: ତାମିଲନାଡୁର ତ୍ରିଚିରେ ଜଣେ ୨ ବର୍ଷର ଶିଶୁ ବୋରଓ୍ବେଲ ମଧ୍ୟକୁ ଖସି ପଡିଥିଲେ। ଆଉ ୬୦ ଘଣ୍ଟା ପରେ ଅର୍ଥାତ୍ ରବିବାର ରାତି ପର୍ଯ୍ୟନ୍ତ ସେ ଜୀବିତ ଥିବା ଜଣାପଡିଛି। ସୁଜିଥ ନାମକ ଉକ୍ତ ଶିଶୁଟି ପ୍ରଥମେ ୨୬...
ସମ୍ପର୍କରେ ଲାଗିଲା ରକ୍ତର ଛିଟା: ଦୀପାବଳିରେ ଟ୍ରିପଲ୍ ମର୍ଡ଼ର
ପାଟନା,୨୮।୧୦: ବିହାରରେ ଦୀପାବଳିରେ ରକ୍ତ ସମ୍ପର୍କରେ ରକ୍ତର ଛିଟା ଲାଗିଛି। ସ୍ଥାନୀୟ ବେଗୁସରାଇରେ ଟ୍ରିପଲ୍ ମର୍ଡ଼ର ଘଟିଛି। ଭାଇଙ୍କ ଗୁଳିରେ ଭାଇ-ଭାଉଜ ଏବଂ ଝିଆରୀଙ୍କ ମୃତ୍ୟୁ ହୋଇଛି। ଦୀପାବଳି ସନ୍ଧ୍ୟାରେ ସିଙ୍ଗୌଳ ଥାନା ଅନ୍ତର୍ଗତ ମଚହା ଗାଁରେ କୁଣାଳ ସିଂ,...
Archives


