ଜାତୀୟ

ଅନୁପ୍ରବେଶ ଅପେକ୍ଷାରେ ୩୦୦ ଆତଙ୍କବାଦୀ

ନୂଆଦିଲ୍ଲୀ/ଶ୍ରୀନଗର,୨୭ା୪: କରୋନା ମହାମାରୀକୁ ଅଣଦେଖା କରି ପାକିସ୍ତାନ ଭାରତ ଭିତରକୁ ଆତଙ୍କବାଦୀ ପଠାଇ କ୍ଷତି କରିବା ଲାଗି ପ୍ରୟାସ କରୁଛି। ପ୍ରାୟ ୩୦୦ ଆତଙ୍କବାଦୀ ‘ପିଓକେ’ର ନିୟନ୍ତ୍ରଣ ରେଖା ନିକଟରେ ଭାରତ ଭିତରେ ପ୍ରବେଶ ଲାଗି ଅପେକ୍ଷାରେ ଅଛନ୍ତି। ଏଥିଲାଗି ଭାରତୀୟ…

ଲକ୍‌ଡାଉନ ବେଳେ ୫୯୩ ମାମଲାର ଶୁଣାଣି

ନୂଆଦିଲ୍ଲୀ,୨୭ା୪(ପି.ଟି.): ଦେଶବ୍ୟାପୀ ଲକ୍‌ଡାଉନର ଏକମାସ ମଧ୍ୟରେ ସୁପ୍ରିମକୋର୍ଟ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୫୯୩ ମାମଲାର ଶୁଣାଣି କରିଥିବାବେଳେ ୨୧୫ଟିର ରାୟ ପ୍ରଦାନ କରିଛନ୍ତି। କୋଭିଡ୍‌-୧୯ ସଂକ୍ରମଣକୁ ନେଇ ସର୍ବୋଚ୍ଚ ଅଦାଲତ ମାର୍ଚ୍ଚ ୨୩ରୁ ଆଇନଜୀବୀ ଓ ପକ୍ଷମାନଙ୍କ ପାଇଁ ବନ୍ଦ କରିଦିଆଯାଇଥିଲା।…

ସ୍ବାସ୍ଥ୍ୟ ସଚିବଙ୍କ କାର୍ଯ୍ୟକାଳ ବଢ଼ିଲା

ନୂଆଦିଲ୍ଲୀ,୨୭ା୪(ପି.ଟି.): କରୋନା ମୁକାବିଲାରେ ପ୍ରମୁଖ ଭୂମିକା ନେଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ପ୍ରୀତି ସୂଦନଙ୍କ କାର୍ଯ୍ୟକାଳ ଏପ୍ରିଲ ୩୦ରେ ଶେଷ ହେବାକୁ ଥିବାବେଳେ ଏହାକୁ ଆଉ ୩ ମାସ ବଢ଼ାଇ ଦିଆଯାଇଛି। ପ୍ରଶାସନିକ ସ୍ତରରେ ହୋଇଥିବା ଅଦଳବଦଳ ଅନୁଯାୟୀ ୨୩ ବରିଷ୍ଠ…

ବିନା ପକ୍ଷପାତରେ ସହାୟତା ଦିଅ

ନାଗପୁର,୨୭ା୪(ପି.ଟି.): ଦେଶ କରୋନା ମହାମାରୀର ସମ୍ମୁଖୀନ ହୋଇଥିବାବେଳେ ପରିସ୍ଥିତିର ସୁଯୋଗ ନେବାକୁ ଉଦ୍ୟମ କରୁଥିବା ରାଷ୍ଟ୍ରସ୍ବାର୍ଥ ବିରୋଧୀ ଶକ୍ତିକୁ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ସତର୍କ କରାଇଦେଇଛନ୍ତି। କରୋନା ଏବଂ ଲକ୍‌ଡାଉନ ଯୋଗୁ ପ୍ରଭାବିତ ହୋଇଥିବା ଲୋକଙ୍କୁ…

୧୧୨ ଜିଲାରେ ସର୍ଭେ କରିବ ନୀତି ଆୟୋଗ

ନୂଆଦିଲ୍ଲୀ,୨୭ା୪: କୋଭିଡ୍‌-୧୯ର ମୁକାବିଲା ପାଇଁ ଭାରତରେ ଗରିବମାନେ ସୋସିଆଲ ଡିଷ୍ଟାନ୍ସିଂ କରୁଛନ୍ତି କି? ଏହି ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଦେଶର ୧୦୦ରୁ ଊର୍ଦ୍ଧ୍ୱ ଜିଲାରେ ନୀତି ଆୟୋଗ ସର୍ଭେ କରିବ। ପ୍ରତି ୨-୩ ସପ୍ତାହରେ ସର୍ବେକ୍ଷଣ କରାଯାଇ ସରକାରୀ କଳ…

ଲକ୍ଷଣ ନ ଥିବା ୬୫ ପ୍ରତିଶତ କରୋନା ସଂକ୍ରମିତଙ୍କ ଯୋଗୁ ଭୋପାଳରେ ସଙ୍କଟ

ଭୋପାଳ,୨୬।୪: କରୋନା ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ମଧ୍ୟପ୍ରଦେଶରେ କରୋନା ସଂକ୍ରମଣକୁ ନେଇ ଏକ ବଡ଼ ସମସ୍ୟା ଦେଖାଦେଇଛି। ଏଠାରେ ୬୫ ପ୍ରତିଶତଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ ପାଇନାହିଁ। ମାତ୍ର ପରବର୍ତ୍ତୀ ସମୟରେ ସେମାନେ ସୁପର ସ୍ପ୍ରେଡର…

ବଢିବ ଲକ୍‌ଡାଉନ ଅବଧି !

ନୂଆଦିଲ୍ଲୀ,୨୬।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଏବେ ସାରା ଦେଶରେ ଲକ୍‌ଡାଉନ ପାଳନ କରାଯାଉଥିବା ବେଳେ ଅନ୍ୟପଟେ କିନ୍ତୁ ସଂକ୍ରମଣ କମିବାର ନାଁ ନେଉନାହିଁ। ଏବେ ରାଜ୍ୟ ବାହାରେ ଥିବା ଲୋକଙ୍କୁ ପ୍ରତି ରାଜ୍ୟ ସରକାର ନିଜ ନିଜ ରାଜ୍ୟକୁ ଫେରାଇ…

ଏମ୍ସରେ ଜଣେ ନର୍ସ କରୋନା ସଂକ୍ରମିତ

ରିଶିକେଶ,୨୬।୪: ଦେଶରେ କାୟା ବିସ୍ତାର କରି ଚାଲିଛି କରୋନା ଭାଇରସ। ଉତ୍ତରାଖଣ୍ଡର ରିଶିକେଶରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଜଣେ ନର୍ସ କରୋନାରେ ସଂକ୍ରମିତ ହୋଇଥିବା ରବିବାର ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ଦିଲ୍ଲୀ ଷ୍ଟେଟ କ୍ୟାନସର…

ଲକ୍‌ଡାଉନ: ଭାଜପା ନେତାଙ୍କ ଭିନ୍ନ ଧରଣର ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମିତଙ୍କ ବୃଦ୍ଧିକୁ ନେଇ ଚିନ୍ତା ବଢୁଥିବା ବେଳେ କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ତୁତୁମେମେ ଜାରି ରହିଛି। ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ମହାସଚିବ ତଥା ପଶ୍ଚିମବଙ୍ଗ ପାର୍ଟି ପ୍ରଭାରୀ କୌଳାସ ବିଜୟଭର୍ଗିୟ ଓ…

ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା

ମୁମ୍ବାଇ,୨୬।୪: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଥରହର କରୁଛି। ଦିନକୁ ହଜାର ହଜାର ଲୋକ ଏହି ମହାମାରୀରେ ସଂକ୍ରମିତ ହେଉଥିବା ବେଳେ ହଜାର ହଜାର ଲୋକଙ୍କ ମୃତ୍ୟୁ ମଧ୍ୟ ହେଉଛି। ଆମେରିକା ଭଳି ବିକାଶଶୀଳ ଦେଶ ମଧ୍ୟ କରୋନା ଯୁଦ୍ଧରେ…

ପ୍ଲାଜମା ଦାନ ପାଇଁ ଅନୁରୋଧ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମଣ ଏବେ ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଥିବାରୁ ସମସ୍ତେ ଏବେ ଏଥିରୁ ରକ୍ଷା ପାଇବା ପାଇଁ ଚେଷ୍ଟା କରୁଛନ୍ତି। ରାଜଧାନୀ ଦିଲ୍ଲୀ ଓ ମହାରାଷ୍ଟ୍ରରେ ସ୍ଥିତି ଅଣାୟତ ହେବାରୁ ଏହା ସେଠାକାର ସରକାରଙ୍କୁ ଚିନ୍ତାରେ ପକାଇ ଦେଇଛି।…

୬ ପୋଲିସ କରୋନା ପଜିଟିଭ: ବନ୍ଦ ହେଲା ୨ ପୋଲିସ ଷ୍ଟେଶନ

କୋଏମ୍ବାଟୁର,୨୬।୪: ତାମୁଲନାଡୁର କୋଏମ୍ବାଟୁରରେ ୬ଜଣ ପୋଲିସଙ୍କ ନିକଟରେ କରୋନା ପଜିଟିଭ ମିଳିବାରୁ ଏବେ ସେଠାକାର ୨ ପୋଲିସ ଷ୍ଟେଶନକୁ ବନ୍ଦ କରି ଦିଆଯାଇଥିବା ସୂଚନା ମିଳିଛି। ପୋଦାନୁର ଓ କୁନିଆମୁଥୁରରେ ଥିବା ଏହି ପୋଲିସ ଷ୍ଟେଶନକୁ ସାମୟିକ ଭାବେ ବନ୍ଦ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?