ଜାତୀୟ

ଦିଲ୍ଲୀ କୋର୍ଟଙ୍କୁ ନିର୍ଭୟା ଦୋଷୀଙ୍କ ଫାଶୀ ସମ୍ପର୍କିତ ସମସ୍ତ ତଥ୍ୟ ଦେଲେ ତିହାର ଜେଲ କର୍ତ୍ତୃପକ୍ଷ

ନୂଆଦିଲ୍ଲୀ,୨୦।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଫାଶୀ ଦିଆଯାଇଥିବା ବେଳେ ତାଙ୍କ ମୃତଦେହ ବ୍ୟବଚ୍ଛେଦ ହେବା ପର୍ଯ୍ୟନ୍ତ ସମସ୍ତ ତଥ୍ୟ ଦିଲ୍ଲୀର ପଟିଆଲା ହାଉସ କୋର୍ଟଙ୍କୁ ତିହାର ଜେଲ ପକ୍ଷରୁ ପ୍ରଦାନ କରାଯାଇଛି। ଭୋର ୫ଟା ୩୦ରେ ସେମାନଙ୍କୁ…

୨୪ ଘଣ୍ଟାରେ ୫୦ ନୂଆ ରୋଗୀ ଚିହ୍ନଟ ପରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୨୨୩

ନୂଆଦିଲ୍ଲୀ,୨୦।୩: ଭାରତରେ ବଢି ଚାଲିଛି କୋଭିଡ-୧୯ ରୋଗୀଙ୍କ ସଂଖ୍ୟା। ସମସ୍ତ ସତର୍କତା ପରେ ବି ଗତ ୨୪ ଘଣ୍ଟାରେ ୫୦ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୨୨୩ ହୋଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ…

ଆସାମରେ ଏପର୍ଯ୍ୟନ୍ତ ଜଣେ ବି ନାହାନ୍ତି କରୋନା ସଂକ୍ରମିତ

ଗୁଆହାଟୀ,୨୦।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଆସାମରେ କିନ୍ତୁ ଏପର୍ଯ୍ୟନ୍ତ ଜଣେ ହେଲେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ନାହିଁ ବୋଲି କହିଛନ୍ତି ମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା। ଶୁକ୍ରବାର ସେ…

ସେଲ୍ଫ ଆଇସୋଲେଶନରେ ସ୍ବାସ୍ଥ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୦।୩: ବଲିଉଡ୍‌ ଗାୟିକା କନିକା କପୁରଙ୍କ କରୋନା ସଂକ୍ରମଣ ଏବେ ଦିଲ୍ଲୀଠାରୁ ଉତ୍ତର ପ୍ରଦେଶ ପର୍ଯ୍ୟନ୍ତ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଲଣ୍ଡନରୁ ଫେରିବା ପରେ କରୋନା ଭାଇରସରେ ପୀଡ଼ିତ ହୋଇଥିବା ନେଇ ଜାଣି ନ ପାରି ଲକ୍ଷ୍ନୌରେ ଏକ ପାର୍ଟିରେ…

ପିତାଙ୍କ ପରେ କରୋନାକୁ ହରାଇଲେ ପୁଅ

ଗାଜିଆବାଦ,୨୦।୩: ଦେଶରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ କରୋନାରେ ୨୦୦ରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇଥିବା ବେଳେ ଏଥିରେ ୫ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ବିଦେଶୀ ନାଗରିକ ରହିଛନ୍ତି। ଏହାରି ଭିତରେ…

କନିକାଙ୍କ ପାର୍ଟିରେ ଯୋଗ ଦେଇଥିବାରୁ ଆଇସୋଲେଶନରେ ବସୁନ୍ଧରା

ନୂଆଦିଲ୍ଲୀ,୨୦।୩: ବଲିଉଡ୍‌ ଗାୟିକା କନିକା କପୁର କରୋନା ଭାଇରସରେ ପୀଡ଼ିତ ହେବା ପରେ ଏବେ ଏହାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। ୧୦ ଦିନ ପୂର୍ବରୁ ସେ ଲଣ୍ଡନରୁ ଫେରିଥିବା ବେଳେ କରୋନାର କୌଣସି ଲକ୍ଷଣ ଦେଖା ନ ଦେବାରୁ…

ବଲିଉଡ୍‌ ଗାୟିକାଙ୍କଠାରୁ କରୋନା ସଂକ୍ରମିତ ହେଲେ ଭାଜପା ନେତା!

ନୂଆଦିଲ୍ଲୀ,୨୦।୩: ରାଜସ୍ଥାନର ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ତଥା ବସୁନ୍ଧରା ରାଜେଙ୍କ ପୁଅ ଦୁଷ୍ୟନ୍ତ ସିଂ କରୋନା ଚେକ୍‌ଅପ୍‌ ପାଇଁ ଶୁକ୍ରବାର ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ପହଞ୍ଚିଥିବା ଜଣାପଡିଛି। ବଲିଉଡ୍‌ ଗାୟିକା କନିକା କପୁରଙ୍କ ଏକ ପାର୍ଟିରେ ଯୋଗ…

କରୋନା ଭୟ: ଦିଲ୍ଲୀରେ ବନ୍ଦ ହେଲା ସମସ୍ତ ମଲ୍‌ ଖୋଲାରହିବ ଔଷଧ ସହ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ

ନୂଆଦିଲ୍ଲୀ,୨୦।୩: ଦେଶରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଦିଲ୍ଲୀ ସରକାର ଶୁକ୍ରବାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦିଲ୍ଲୀରେ ସମସ୍ତ ଶପିଂ ମଲ୍‌କୁ ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ…

ମୁମ୍ବାଇ, ପୁଣେ, ନାଗପୁର ସମେତ ମହାରାଷ୍ଟ୍ରର ୪ ସହର ଲକ୍‌ଡାଉନ୍‌

ମୁମ୍ବାଇ.୨୦।୩: ମହାରାଷ୍ଟ୍ରରେ କରୋନା ପୀଡ଼ିତଙ୍କ ସଂଖ୍ୟା ସବୁଠାରୁ ଅଧିକ ଥିବାରୁ ଏବେ ଏହାକୁ ରୋକିବାକୁ ସରକାର ବିଭିନ୍ନ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଶୁକ୍ରବାର ମୁମ୍ବାଇ, ପୁଣେ, ନାଗପୁର ସମେତ ୪ ସହରକୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ…

କରୋନାରେ ପୀଡ଼ିତ ବଲିଉଡ୍‌ ଗାୟିକା

ମୁମ୍ବାଇ,୨୦।୩: ବଲିଉଡ୍‌ ଗାୟିକା କନିକା କପୁର କରୋନା ଭାଇରସରେ ପୀଡ଼ିତ ଥିବା ଜଣାପଡିଛି। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କିଛିଦିନ ପୂର୍ବରୁ ସେ ଲଣ୍ଡନରୁ ଫେରିଥିବା ବେଳେ ଏବେ…

କରୋନା ଭାଇରସ: ସରକାର ଜାରି କଲେ ହ୍ବାଟସ୍‌ ଆପ୍‌ ହେଲ୍ପଡେସ୍କ

ନୂଆଦିଲ୍ଲୀ,୨୦।୩: କରୋନା ଭାଇରସରେ ଏବେ ଭାରତରେ ପାଖାପାଖି ୨୦୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ହେଲାଣି। ଏହି କରୋନାକୁ ନେଇ ଲୋକେ କିପରି ଭୟଭୀତ ନ ହେବେ ସେଥିପ୍ରତି ସରକାର ସବୁ ପ୍ରକାର ପ୍ରସ୍ତୁତି କରୁଛନ୍ତି। ଏବେ…

କୋଭିଡ-୧୯ରୁ ରକ୍ଷା ପାଇବାକୁ ଚାଇନା ଦେବ ପରାମର୍ଶ: ଭାଗନେବ ଭାରତ

ନୂଆଦିଲ୍ଲୀ,୨୦।୩: କରେନା ଭାଇରସ ବା କୋଭିଡ-୧୯ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ଭୂତାଣୁର ସଠିକ୍‌ ଚିକିତ୍ସା ପଦ୍ଧତି ନ ଥିବାରୁ ଏବେ ଏହା ସାରା ବିଶ୍ୱକୁ ତା’ କବଳକୁ ନେଇ ସାରିଛି। ଚାଇନାରୁ ଆରମ୍ଭ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri