ହରିୟାଣା ରାଜନୀତି: ଜେଜେପି ସମର୍ଥନରେ ଖଟ୍ଟର ସରକାର
ନୂଆଦିଲ୍ଲୀ/ଚଣ୍ଡିଗଡ଼,୨୫ା୧୦(ପି.ଟି./ଆଇଏଏନ୍ଏସ୍)- ହରିୟାଣା ନିର୍ବାଚନରେ କୌଣସି ଦଳକୁ ସଂଖ୍ୟାଗରିଷ୍ଠତା ନ ମିଳିବା ପରେ ଝୁଲା ବିଧାନସଭା ସ୍ଥିତି ସୃଷ୍ଟି ହୋଇଛି। ମ୍ୟାଜିକ୍ ନମ୍ବର ୪୬କୁ ଛୁଇଁବା ପାଇଁ ଶାସକ ଭାଜପାକୁ ୬ ଆସନ ନିଅଣ୍ଟ ପଡ଼ୁଥିବାବେଳେ ବିରୋଧୀ କଂଗ୍ରେସକୁ ୧୪ ବିଧାୟକଙ୍କ...
ଉଚ୍ଚ ପଦବୀରେ ପୁଣି ଜଣେ ଓଡ଼ିଆ : ଜମ୍ମୁ-କଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ
ନୂଆଦିଲ୍ଲୀ,୨୫ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘନିଷ୍ଠ ଭାବେ ପରିଚିତ ଓଡ଼ିଆ ଆଇଏଏସ୍ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ୧୯୮୫ ବ୍ୟାଚ୍ର ଏହି ଗୁଜରାଟ କ୍ୟାଡର ଆଇଏଏସ୍ ଅଫିସର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟରେ ବ୍ୟୟ...
ପକେଟ ମନି ସଞ୍ଚୟ କରି ଗରିବ ପିଲାଙ୍କ ମୁହଁରେ ହସ ଫୁଟାଇଲେ ସ୍କଟଲାଣ୍ଡରୁ ଆସିଥିବା ପରିବାର
ଆଲିଗଢ,୨୫।୧୦: ସଂସ୍କୃତିରୁ ହିଁ ସଂସ୍କାରର ଜନ୍ମ ହୋଇଥାଏ। ଭାରତୀୟ ସଂସ୍କୃତିର ଏହି ସଂସ୍କାର ପାଇଁ ସାତ ସମୁଦ୍ର ପାର ହୋଇ ଦୀପାବଳି ମନାଇବାକୁ ଆସିଛନ୍ତି ସ୍କଟଲାଣ୍ଡର ଗୋଟିଏ ପରିବାର। ଭାରତରେ ରହୁଛନ୍ତି ସେମାନଙ୍କ ନିଜ ପରିବାର। ଭାରତର ମୂଳବାସିନ୍ଦା ଅଭିଷେକ...
ଜେଜେପି ସର୍ତ୍ତର ଉତ୍ତର ରଖିଲେ ହୁଡ୍ଡା
ନୂଆଦିଲ୍ଲୀ,୨୫।୧୦: ଜନନାୟକ ଜନତା ପାର୍ଟି(ଜେଜେପି) ନେତା ଦୁଷ୍ୟନ୍ତ ଚୌତାଲା ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇ ହରିୟାଣାରେ ସରକାର ଗଠନକୁ ନେଇ କିଛି ମତ ରଖିଥିଲେ। ହରିୟାଣା ବିଧାନସଭା ନିର୍ବାଚନରେ ଜେଜେପି ତୃତୀୟ ନମ୍ବର ଦଳ ଭାବେ ଉଭା...
ପିଓକେ ଭାରତର ଅଂଶ : ସେନା ମୁଖ୍ୟ
ନୂଆଦିଲ୍ଲୀ,୨୫।୧୦: ଭାରତୀୟ ସେନା ମୁଖ୍ୟ ବିପିନ ରାଓ୍ବତ ଶୁକ୍ରବାର କହିଛନ୍ତି ପାକ୍ ଅଧିକୃତ କଶ୍ମୀର(ପିଓକେ) ଓ ଗିଲଗିଟ ବାଲତିସ୍ତାନ ଭାରତର ଅଂଶ। ଏହାକୁ ପାକିସ୍ତାନ ଆତଙ୍କବାଦୀ ଜବରଦସ୍ତ ମାଡି ବସିଛନ୍ତି। ଏହା ଖୁବ୍ଶୀଘ୍ର ଜମ୍ମୁ-କଶ୍ମୀରରେ ମିଶିବ ବୋଲି ସେ କହିଛନ୍ତି।...
ଦୀପାବଳିରେ ଲକ୍ଷ୍ମୀଙ୍କୁ ଲାଗି କରନ୍ତୁ କ୍ଷୀରି
ଘରେ ସୁଖଶାନ୍ତି ପାଇଁ ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ ସହିତ ମହାଲକ୍ଷ୍ମୀଷ୍ଟକ ପାଠ କଲେ ସୁଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଏହି ଦିନ ରାତିରେ ଘରେ ସାତଟି ଗୁଆ ଘିଅ ଦ୍ୱୀପ ଜଳାଇବା ସହିତ ଲକ୍ଷ୍ମୀ ଗଣେଶଙ୍କୁ ପୂଜା...
ଧନତେରାସରେ ‘କନ୍ୟା ସୁମଙ୍ଗଳା ଯୋଜନା’ ଭେଟି ଦେଲେ ଯୋଗୀ
ଲକ୍ଷ୍ନୌ,୨୫।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ସମସ୍ତ ଜିଲାଙ୍କ ପାଇଁ ‘କନ୍ୟା ସୁମଙ୍ଗଳା ଯୋଜନା’ର ଶୁଭାରମ୍ଭ କରିଛନ୍ତି। ଧନତେରାସ ଅବସରରେ ମହିଳା କଲ୍ୟାଣ ବିଭାଗ ପକ୍ଷରୁ ଲୋକଭବନରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଆଦିତ୍ୟନାଥ ଝିଅମାନଙ୍କ ପାଇଁ ୧୨୦୦କୋଟି ଟଙ୍କାର...
ଗୋପାଳ କାଣ୍ଡାଙ୍କ ସମର୍ଥନକୁ ନେଇ ଭାଜପାରେ ମତଭେଦ
ଭୋପାଳ,୨୫।୧୦: ହରିୟାଣା ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ମହୁମତ ନ ମିଳିବା ଓ ସ୍ବାଧୀନ ପ୍ରାର୍ଥୀଙ୍କୁ ନେଇ ଭାଜପା ସରକାର ଗଠନ କରିବା କଥା ଏବେ ଅଛି ଚର୍ଚ୍ଚାରେ। ବିଶେଷ ଭାବେ ସ୍ବାଧିନ ପ୍ରାର୍ଥୀ ଗୋପାଳ କାଣ୍ଡାଙ୍କ ଭାଜପାକୁ...
ହରିୟାଣାରେ ସରକାର ଗଠନ ଲାଗି ଶନିବାର ରାଜ୍ୟପାଳଙ୍କୁ ଭେଟିବ ଭାଜପା
ଚଣ୍ଡିଗଡ଼,୨୫।୧୦: ହରିୟାଣାରେ ଭାଜପା ସରକାର ଗଠନ କରିବା ଲାଗି ଶନିବାର ରାଜ୍ୟପାଳଙ୍କୁ ଭେଟିବ ବୋଲି ସୂଚନା ମିଳିଛି। ହରିୟାଣାରେ ଥିବା ଭାଜପା ପ୍ରଭାରୀ ଅନିଲ ଜୈନ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଶନିବାର ସକାଳ ୧୧ଟାରେ ଚଣ୍ଡିଗଡରେ...
ଦୀପାବଳିରେ ବାଣ ନ ଫୁଟାଇବାକୁ ଶପଥ ନେଲେ ଶିକ୍ଷାର୍ଥୀ
ବାରାଣସୀ,୨୫।୧୦: ଆଲୋକର ପର୍ବ ଦୀପାବଳିକୁ ଆଉ ମାତ୍ର ଗୋଟିଏ ଦିନ ବାକିଥିବା ବେଳେ ଲୋକେ ବାଣ ଫୁଟାଇବାକୁ ଏବେଠାରୁ ପ୍ରସ୍ତୁତ ହୋଇ ରହି ସାରିଲେଣି। ହେଲେ ଉତ୍ତର ପ୍ରଦେଶ ବାରାଣସୀର ସିଏମ୍ ଆଙ୍ଗୋଲା ବେଙ୍ଗଲି କଲେଜର ଶିକ୍ଷାର୍ଥୀମାନେ ଚଳିତ ବର୍ଷ...
ଗୋପାଳ କାଣ୍ଡାଙ୍କ ସମର୍ଥନ ନ ନେଇପାରେ ଭାଜପା
ନୂଆଦିଲ୍ଲୀ,୨୫।୧୦: ହରିୟାଣା ଲୋକହିତ ପାର୍ଟିର ନେତା ତଥା ସିରସା ବିଧାନସଭା ଆସନର ବିଜୟୀ ପ୍ରାର୍ଥୀ ଗୋପାଳ କାଣ୍ଡାଙ୍କ ସମର୍ଥନକୁ ଭାରତୀୟ ଜନତା ପାର୍ଟି(ଭାଜପା) ଗ୍ରହଣ ନ କରିପାରେ ବୋଲି ଆଲୋଚନା ହେଉଛି। ଏହାର ଏକ ବଡ କାରଣ ହେଉଛି କାଣ୍ଡାଙ୍କ...
ବର୍ଲିରେ ଲାଗିଲା ପୋଷ୍ଟର: ଆଦିତ୍ୟ ଭାବି ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୨୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ମହାରାଷ୍ଟ୍ରରେ ଭାଜପା ଓ ଶିବସେନାଙ୍କ ମେଣ୍ଟକୁ ଏହି ନିର୍ବାଚନରେ ବହୁମତ ମିଳିଛି। ଏହାରି ଭିତରେ ମହାରାଷ୍ଟ୍ରରେ କିଛି ଏଭଳି ପୋଷ୍ଟରକୁ ଦେଖିବାକୁ ମିଳିଛି, ଯେଉଁଥିରେ ଆଦିତ୍ୟ ଠାକରେ ଭାବି...
Archives


