ଜାତୀୟ

ଭାଜପାକୁ ସମର୍ଥନ କଲେ ଜୋତାରେ ବାଡେଇବେ ଜନତା: ଦିପେନ୍ଦ୍ର ସିଂ ହୁଡ୍ଡା

ଚଣ୍ଡିଗଡ଼,୨୫।୧୦: ହରିୟାଣା ବିଧାନସଭା ନିର୍ବାଚନରେ କୌଣସି ଦଳକୁ ସଂଖ୍ୟା ଗରିଷ୍ଠନା ମିଳି ନ ଥିବା ବେଳେ ଏବେ ସରକାର ଗଢିବାକୁ ଉଭୟ ଭାଜପା ଓ କଂଗ୍ରେସ ଜେଜେପି ଓ ସ୍ବାଧିନ ପ୍ରାର୍ଥୀଙ୍କ ସହଯୋଗ ଲୋଡିଛନ୍ତି। ଏହି ସମୟରେ ପୂର୍ବତନ ଏମ୍‌ପି...

ଜାତୀୟ ପୁରସ୍କାର ପ୍ରାପ୍ତ ବଳଦର ଅନ୍ତିମ ସଂସ୍କାର କଲେ କୃଷକ

କ୍ରିଷ୍ଣା,୨୫।୧୦: ଆନ୍ଧ୍ରପ୍ରଦେଶ କ୍ରିଷ୍ଣା ଜିଲାର କୃଷକ କେଶରନେନି ରାଜା ତାଙ୍କ ଜାତୀୟ ପୁରସ୍କାର ପ୍ରାପ୍ତ ବଦଳର ଅନ୍ତିମ ସଂସ୍କାର କରିବା ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ବଳଦଟିର ମୃତ୍ୟୁ ହୋଇଥିବା ବେଳେ ସେ ତାକୁ ଘରର ଜଣେ...

ଦିଲ୍ଲୀରେ ବସିବ ଜେଜେପିର ବୈଠକ

ନୂଆଦିଲ୍ଲୀ,୨୫।୧୦: ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ ପରେ ଏବେ କିଏ ସରକାର ଗଢିବ ତା’ ଉପରେ ସମସ୍ତଙ୍କ ନଜର। କାରଣ ଏଠି କାହାକୁ ସଂଖ୍ୟା ଗରିଷ୍ଠତା ମିଳି ନ ଥିବାରୁ ଏବେ କେନ୍ଦ୍ର ଶାସିତ ଭାଜପା ଓ ବିରୋଧୀ କଂଗ୍ରେସର...

ପାକିସ୍ତାନର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ, ଜଣେ ଯବାନ ଆହତ

ଶ୍ରୀନଗର,୨୫।୧୦:ଜମ୍ମୁ-କଶ୍ମୀର ସୀମାରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଶୁକ୍ରବାର ଭୋରରୁ ପୁଞ୍ଛ ଅଞ୍ଚଳରେ ପାକିସ୍ତାନ ପକ୍ଷରୁ ଗୁଳିବର୍ଷନ କରାଯାଇଥିଲା। ଏଥିରେ ଜଣେ ଭାରତୀୟ ଯବାନ ଆହତ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତ ୫ବର୍ଷ ତୁଳନାରେ ଚଳିତବର୍ଷ ପାକିସ୍ତାନ ସବୁଠୁ...

ସିଲିଣ୍ଡର ଫାଟିବାରୁ ଗୋଟିଏ ପରିବାରର ୩ସଦସ୍ୟଙ୍କ ମୃତ୍ୟୁ, ୬ଆହତ

ଭୋପାଳ,୨୫।୧୦: ମଧ୍ୟପ୍ରଦେଶ ଗ୍ବାଲିୟରରେ ଗୁରୁବାର ବିଳମ୍ବିତ ରାତିରେ ସିଲିଣ୍ଡର ଫାଟିବାରୁ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୩ସଦସ୍ୟଙ୍କ ମୃତ୍ୟୁ ହୋଇଥିବା ବେଳେ ୬ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ...

ନେପାଳ ରାସ୍ତା ଦେଇ ଭାରତରେ ଅନୁପ୍ରବେଶ କରିପାରନ୍ତି ଆତଙ୍କବାଦୀ

ପିଥୋରଗଡ,୨୫।୧୦: ନେପାଳ ରାସ୍ତା ଦେଇ ଆତଙ୍କବାଦୀଙ୍କ ଅନୁପ୍ରବେଶ ଆଶଙ୍କାରେ ଭାରତ-ନେପାଳ ସୀମାରେ ହାଇ ଆଲର୍ଟ ଜାରି କରାଯାଇଛି। ପିଥରଗଡର ପୁଲିସ ଅଧୀକ୍ଷକ ଗୁରୁବାର ସନ୍ଧ୍ୟାରେ ଝୁଲାଘାଟରେ ପହଞ୍ଚି ସୀମାର ସୁରକ୍ଷା ବ୍ୟବସ୍ଥାକୁ ଅନୁଧ୍ୟାନ କରିଛନ୍ତି। ପିଥୋରଗଡ ଜିଲାର କାଳୀ ନଦୀ...

କିଏ ଗଢିବ ହରିୟାଣାରେ ସରକାର? ୫ ସ୍ବାଧୀନ ବିଧାୟକ ଭାଜପାକୁ ଦେଲେ ସମର୍ଥନ

ଚଣ୍ଡିଗଡ଼,୨୫।୧୦: ୯୦ ବିଧାନସଭା ଆସନ ବିଶିଷ୍ଟ ହରିୟାଣା ବିଧାନସଭା ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ବହୁମତ ମିଳିନାହିଁ। ଫଳରେ ଉଭୟ ଭାଜପା ଏବଂ କଂଗ୍ରେସ ସ୍ବାଧୀନ ବିଧାୟକଙ୍କ ସହାୟତା ଲୋଡିଛନ୍ତି। ରାଜ୍ୟରେ ସରକାର ଗଠନ ପାଇଁ ୪୬ ବିଧାୟକ ଆବଶ୍ୟକ...

ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଖଟ୍ଟର, ସନ୍ଧ୍ୟାରେ ପୁଣି ଶପଥ ନେଇପାରନ୍ତି

ନୂଆଦିଲ୍ଲୀ,୨୫।୧୦: ଝୁଲା ବିଧାନସଭା ଅଭିମୁଖେ ଯାଉଥିବା ହରିୟାଣା ରାଜନୀତିରେ ଟ୍ବିିଷ୍ଟ ଆସିଛି। ଭାଜପାକୁ କ୍ଷମତାରୁ ଦୂରେଇ ରଖିବା ପାଇଁ କଂଗ୍ରେସ ଯେଉଁ ପ୍ରୟାସ କରୁଥିଲା, ସେଥିରେ ବ୍ରେକ ଲାଗିବାକୁ ଯାଉଛି। କାରଣ ହରିୟାଣା ରାଜନୀତିରେ ନୂଆ କିଙ୍ଗ ମେକର ସାଜିଥିବା...

ନିର୍ବାଚନରେ ପରାସ୍ତ ହେବାପରେ କାନ୍ଦିଲେ ଟିକ୍‌ଟକ୍‌ ଷ୍ଟାର୍‌ ସୋନାଲି

ଚଣ୍ଡିଗଡ,୨୫।୧୦: ଟିକ୍‌ଟକ୍‌ ଷ୍ଟାର ସୋନାଲି ଫୋଗାଟ ନିର୍ବାଚନ ମୈଦାନରେ ଫେଲ୍‌ ମାରିବା ପରେ ଚିରାଚରିତ ଟିକ୍‌ଟକ୍‌ ଭିଡିଓ କରି ନିଜ ପ୍ରତିକ୍ରିୟା ଦେଇଛନ୍ତି। ପରାଜୟ ପରେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ତାଙ୍କୁ କାନ୍ଦୁଥିବାର...

ହରିୟାଣାରେ ସରକାର ଗଢିପାରେ ଭାଜପା

ଚଣ୍ଡିଗଡ,୨୫।୧୦: ମହାରାଷ୍ଟ୍ର ଏବଂ ହରିୟାଣାରେ ଭାଜପା ସବୁଠୁ ଅଧିକ ଆସନ ପାଇଁ। ମହାରାଷ୍ଟ୍ରରେ ଶିବସେନା ସହ ମେଣ୍ଟ କରି ସରକାର ଗଢିବାକୁ ଯାଉଥିବାବେଳେ ହରିୟାଣା ଗଣିତ କିଛିଟା ବିଗିଡି ଯାଇଛି। ଏଠାରେ ଭାଜପା ୯୦ଟି ବିଧାନସଭା ଆସନରୁ ୪୦ଟିରେ ବିଜୟ...

ଜମ୍ମୁ-କଶ୍ମୀର ବିଡିସି ନିର୍ବାଚନ:୮୧ ବ୍ଲକ୍‌ରେ ଭାଜପା ବିଜୟୀ

ଶ୍ରୀନଗର,୨୫-୧୦(ଆଇଏଏନ୍‌ଏସ୍‌):ଜମ୍ମୁ-କଶ୍ମୀର ବ୍ଲକ ଉନ୍ନୟନ ପରିଷଦ (ବିଡିସି) ନିର୍ବାଚନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୩୧୬ ବ୍ଲକ ପାଇଁ ନିର୍ବାଚନ ହୋଇଥିଲାବେଳେ ୮୧ରେ ଭାଜପା ବିଜୟୀ ହୋଇଛି। ସ୍ବାଧୀନ ପ୍ରାର୍ଥୀ ୨୧୭ ବ୍ଲକକୁ କବ୍‌ଜା କରିଛନ୍ତି। କଂଗ୍ରେସ ଗୋଟିଏ ବ୍ଲକ୍‌ରେ ଜିତିଥିଲାବେଳେ ପାନ୍ଥର୍ସ...

ପାକ୍‌ ସେନା ଗୁଳିରେ ମହିଳା ମୃତ

ଶ୍ରୀନଗର,୨୫-୧୦ (ପି.ଟି.):ଏଲ୍‌ଓସି ଅନ୍ତର୍ଗତ ଜମ୍ମୁ-କଶ୍ମୀରର ତଙ୍ଗଧର ସେକ୍ଟରରେ ପାକିସ୍ତାନ ସେନାର ଗୁଳିମାଡ଼ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ପାକିସ୍ତାନୀ ସୈନ୍ୟଙ୍କ ଆଖିବୁଜା ଗୁଳିମାଡ଼ରେ ବହୁ କ୍ଷୟକ୍ଷତି ହୋଇଥିବା ପୋଲିସ କହିଛି। ଭାରତୀୟ ଯବାନ ଏହାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri