ମୋଦିଙ୍କ ମନ୍ଦିର ତିଆରି କଲେ କୃଷକ
ତିରୁଚିରାପଲ୍ଲୀ,୨୬।୧୨: ତାମିଲନାଡୁ ତିରୁଚିରାପଲ୍ଲୀର ଜଣେ କୃଷକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କର ଏକ ମନ୍ଦିର ତିଆରି କରିଛନ୍ତି। ପି. ଶଙ୍କର(୫୦ ବର୍ଷ) ନାମକ ଉକ୍ତ କୃଷକ ଜଣଙ୍କ କୁହନ୍ତି ସେ ମୋଦିଙ୍କର ‘କିଷାନ ସମ୍ମାନନିଧି’ ସମେତ କୃଷକଙ୍କ ହିତ ଉଦ୍ଦେଶ୍ୟରେ ଯେତେ ଯୋଜନା…
ରବିନା, ଭାରତି, ଫରହାଙ୍କ ନାଁରେ ଆସିଲା ଅଭିଯୋଗ
ମୁମ୍ବାଇ,୨୬।୧୨: ବଲିଉଡ୍ ନାୟିକା ରବିନା ଟଣ୍ଡନ, ଫିଲ୍ମ ମେକର ଫରହା ଖାଁ ଓ କମେଡିଆନ୍ ଭାରତି ସିଂଙ୍କ ନାଁରେ ଆସିଛି ଅଭିଯୋଗ। ଅଜନାଲା(ଅମୃତସର) ଡିଏସ୍ପି ସୋହନ ସିଂ ଏମାନଙ୍କ ବିରୋଧରେ ଏକ ଅଭିଯୋଗ ପାଇଥିବା କହିଛନ୍ତି। ଏକ ଟେଲିଭିଜନ ଶୋ’ ମାଧ୍ୟମରେ…
ଶୁକ୍ରବାର ନମାଜ ପାଠ ପୂର୍ବରୁ ଆଗ୍ରା, ମଥୁରା, ଫିରୋଜାବାଦରେ ଇଣ୍ଟରନେଟ ସେବା ବନ୍ଦ
ଆଗ୍ରା,୨୬।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଲାଗିରହିଥିବା ହିଂସା ଥମିବାର ନା ନେଉନି। ଏନେଇ ପଶ୍ଚିମ ଉତ୍ତରପ୍ରଦେଶର ୩ଟି ଜିଲାରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଛି। ଶୁକ୍ରବାର ନମାଜ ପାଠ ପୂର୍ବରୁ ଆଗ୍ରା, ମଥୁରା ଓ ଫିରୋଜାବାଦରେ ଏହି ସେବା…
ବିପିନ୍ ରାଓ୍ବତଙ୍କୁ ଘେରିଲେ ଓଓ୍ବାଇସି-ଦିଗ୍ବିଜୟ
ନୂଆଦିଲ୍ଲୀ, ୨୬।୧୨: ସିଏଏ ହିଂସା ନେଇ ଭାରତୀୟ ସେନାମୁଖ୍ୟ ବିପିନ୍ ରାଓ୍ବତ ମୁହଁ ଖୋଲିବା ପରେ ଏଆଇଏମ୍ଆଇଏମ୍ ମୁଖ୍ୟ ଅସାଦୁଦ୍ଦିନ୍ ଓଓ୍ବାଇସି ଏବଂ କଂଗ୍ରେସର ବରିଷ୍ଠ ସଦସ୍ୟ ଦିଗ୍ବିଜୟ ସିଂ ତାଙ୍କୁ ଘେରିବା ଆରମ୍ଭ କରିଛନ୍ତି। ଓଓ୍ବାଇସି ସେନାମୁଖ୍ୟଙ୍କୁ ନିଜ ପଦର…
ଇତିହାସ ପାଲଟିବ ମିଗ୍-୨୭: ବାୟୁସେନାରୁ ନେବ ବିଦାୟ
ଯୋଧପୁର,୨୬।୧୨: ଡିସେମ୍ବର ୨୭ ପରେ ଯୁଦ୍ଧ ବିମାନ ମିଗ୍-୨୭ ଇତିହାସ ପାଲଟିବ। ଭାରତୀୟ ବାୟୁସେନାରୁ ମିଗ୍-୨୭ ଯୁଦ୍ଧ ବିମାନକୁ ବିଦାୟ ଦିଆଯିବ। ଶେଷଥର ପାଇଁ ଏହା ଯୋଧବୁର ଏୟାର ବେସ୍ରୁ ଉଡ଼ାଣ କରିବା ପରେ ଏହାକୁ ଭାରତୀୟ ବାୟୁସେନା ସେବାରୁ ହଟାଇ…
ବିରଳ ସୂର୍ଯ୍ୟୋପରାଗ ଦେଖିବା ପାଇଁ ମୋଦି ବ୍ୟବହାର କରିଥିବା ଚଷମାର ଦାମ୍ କେତେ ଜାଣିଛନ୍ତି
ନୂଆଦିଲ୍ଲୀ,୨୬।୧୨: ଚଳିତ ବର୍ଷର ଶେଷ ସୂର୍ଯ୍ୟୋପରାଗ ଶେଷ ହୋଇଛି। ଦେଶର ବିଭିନ୍ନ ସ୍ଥାନରେ ଏହା ଦୃଶ୍ୟମାନ ହୋଇଥିବା ବେଳେ ଏହାକୁ ଦେଖିବା ପାଇଁ ଲୋକମାନଙ୍କ ଲାଗି ପ୍ଲାନେଟୋରିୟମ୍ ଗୁଡ଼ିକରେ ବ୍ୟବସ୍ଥା କରାଯାଇଥିଲା। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କୋଝିକୋଡରେ ମେଘୁଆ…
ଖଲିସ୍ତାନ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ଆଇଏସ୍ଆଇର ଷଡ଼ଯନ୍ତ୍ର: ସତର୍କ ସୂଚନା ଜାରି କଲା ଗୋଇନ୍ଦା ବିଭାଗ
ନୂଆଦିଲ୍ଲୀ,୨୬।୧୨: ପଞ୍ଜାବରେ ଖଲିସ୍ତାନ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ଷଡ଼ଯନ୍ତ୍ର ରଚିଛି। ଏନେଇ ଆଇଏସ୍ଆଇ ପକ୍ଷରୁ କେତେକ ଆତଙ୍କବାଦୀ ସଂଗଠନ ସହିତ ଗୁପ୍ତ ବୈଠକ ମଧ୍ୟ ହୋଇସାରିଛି। ଏସମ୍ପର୍କରେ ଭାରତୀୟ ଗୋଇନ୍ଦା ବିଭାଗକୁ ଗୁପ୍ତ ସୂଚନା…
କଂଗ୍ରେସରୁ ଇସ୍ତଫା ଦେଲେ ସାବିତ୍ରୀ ବାଇ ଫୁଲେ: ଗଢିବେ ନିଜର ଦଳ
ନୂଆଦିଲ୍ଲୀ,୨୬।୧୨: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍ପି ସାବିତ୍ରୀ ବାଇ ଫୁଲେ ଚଳିତ ବର୍ଷ ଭାଜପା ଛାଡି କଂଗ୍ରେସରେ ଯୋଗ ଦେଇଥିଲେ। ହେଲେ ଗୁରୁବାର ସେ କଂଗ୍ରେସରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ସେ କହିଛନ୍ତି କଂଗ୍ରେସ ତାଙ୍କ କଥା ନ ଶୁଣିବାରୁ…
ଯୁବବର୍ଗଙ୍କୁ ଭୁଲ୍ ରାସ୍ତା ଦେଖାଉଥିବା ଲୋକ ନେତା ନୁହେଁ: ବିପିନ ରାଓ୍ବତ
ନୂଆଦିଲ୍ଲୀ,୨୬।୧୨: ଭାରତୀୟ ରାଜନୀତିଠାରୁ ସବୁବେଳେ ନିଜକୁ ଦୂରେଇ ରଖିଥାଏ ଭାରତୀୟ ସେନା। ହେଲେ ଏବେ ସ୍ଥଳସେନା ମୁଖ୍ୟ ବିପିନ ରାଓ୍ବତ ଏମିତି ଏକ କଥା କହିଛନ୍ତି ଯାହା ଭାରତୀୟ ରାଜନୀତିର ନେତାମାନଙ୍କୁ ସିଧା ସଳଖ ଇଙ୍ଗିତ କରୁଛି ବୋଲି କୁହାଯାଉଛି। ଗୁରୁବାର…
ଜୀବିକା ବଞ୍ଚାଇବା ପାଇଁ ଗର୍ଭାଶୟ ବାହାର କରୁଛନ୍ତି ମହିଳା
ମୁମ୍ବାଇ,୨୬।୧୨: ଏଭଳି ଏକ ରାଜ୍ୟ ଅଛି ଯେଉଁଠାରେ ଜୀବିକା ବଞ୍ଚାଇବା ପାଇଁ ମହିଳାମାନେ ନିଜ ଗର୍ଭାଶୟ ବାହାର କରିଦେଉଛନ୍ତି। ଏହି ଘଟଣା ଚକିତ କରୁଥିବା ବେଳେ ଏହା ସତ। ଏଭଳି ଘଟଣା ସାମ୍ନାକୁ ଆସିଛି ମହାରାଷ୍ଟ୍ରର ମରାଠଓ୍ବାଡା ଅଞ୍ଚଳରୁ। ଏହାକୁ ନେଇ…
ପ୍ଲାଷ୍ଟିକ ବଦଳରେ ମିଳୁଛି କ୍ଷୀର
ପଞ୍ଚକୁଲା,୨୬।୧୨: ହରିୟାଣାର ପଞ୍ଚକୁଲାରେ ଏବେ ଲୋକଙ୍କୁ ପ୍ଲାଷ୍ଟିକ ବଦଳରେ କ୍ଷୀର ମିଳୁଛି। ପଞ୍ଚକୁଲା ନଗର ନିଗମ ପକ୍ଷରୁ ଏବେ ଏମିତି ଏକ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ୧ କିଲୋ ପ୍ଲାଷ୍ଟିକ ଅବା ୧୦ଟି ପ୍ଲାଷ୍ଟିକ ବୋତଲ ବଦଳରେ ଗୋଟିଏ ପ୍ୟାକେଟ(୫୦୦ଗ୍ରାମ) କ୍ଷୀର…
ଅସ୍ତ୍ରବିରତି ଉଲ୍ଲଂଘନର କଡ଼ା ଜବାବ ଦେଲା ଭାରତୀୟ ସେନା : ୨ ପାକ୍ ସେନା ନିହତ
ନୂଆଦିଲ୍ଲୀ,୨୬।୧୨: ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଏହାର କଡ଼ା ଜବାବ ଦେଇଛି ଭାରତୀୟ ସେନା। ପାକିସ୍ତାନ ପକ୍ଷରୁ ବୁଧବାର ଏଲ୍ଓସିର ଉରି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଥିଲା। ପାକିସ୍ତାନ ପଟରୁ କରାଯାଇଥିବା ଗୁଳି ଚାଳନାରେ ଭାରତୀୟ ସେନାର ଜଣେ ଯବାନ…
Archives


