କୋଲେଷ୍ଟରଲ କମାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…
ଦୈନନ୍ଦିନ ଖାଦ୍ୟପେୟ ତାଲିକାର ଆମେ ବିଭିନ୍ନ ପ୍ରକାର ପନିପରିବା ବ୍ୟବହାର କରିଥାଉ। ଏସବୁ ପନିପରିବା ମଧ୍ୟରେ ଆଳୁର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ବିନା ଆଳୁରେ ରୋଷେଇ ଯେପରି ଅସମ୍ଭବ ଲାଗେ। ରୋଷେଇରେ ଆଳୁର ବିଭିନ୍ନ ପ୍ରକାର ବ୍ୟବହାରକୁ ନେଇ...
ହାରିଗଲେ ଭାଜପାର ଏହିସବୁ ପ୍ରମୁଖ ପ୍ରାର୍ଥୀ
ମୁମ୍ବାଇ/ଚଣ୍ଡିଗଡ,୨୪।୧୦: ମହାରାଷ୍ଟ୍ର ଏବଂ ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ମହାରାଷ୍ଟ୍ରରେ ଭାଜପା-ଶିବସେନା ମେଣ୍ଟ ସରsକାର ଗଢିବାକୁ ଯାଉଥିବାବେଳେ ହରିୟାଣାରେ ଝୁଲା ବିଧାନସଭା ହୋଇଛି। ଦୁଇ ରାଜ୍ୟର ନିର୍ବାଚନରେ ଭାଜପାର ପ୍ରମୁଖ ପ୍ରାର୍ଥୀ ପରାଜୟର ସାମ୍ନା କରିବାକୁ ପଡିଛି।...
ଏମିତି ଶିବଲିଙ୍ଗ ଯାହାର ଚାରିପଟେ ଥରେ ବୁଲିଆସିବାକୁ ଲାଗେ ୧୫ ଦିନ…
ଏପରି ଏକ ଶିବମନ୍ଦିର ଯାହା ମନ୍ଦିର ପାଇଁ ନୁହେଁ ବରଂ ଶିବଲିଙ୍ଗ ଲାଗି ପ୍ରସିଦ୍ଧ ଲାଭ କରିଛି। ଲୋକମାନଙ୍କୁ ଏହି ଶିବଲିଙ୍ଗ ଚାରିପଟେ ପରିକ୍ରମା କରିବାକୁ ପ୍ରାୟ ୧୫ ଦିନ ଲାଗିଥାଏ। ଲୋକେ ଏହି ସ୍ଥାନକୁ ସ୍ବର୍ଗପ୍ରାପ୍ତିର କେନ୍ଦ୍ର ବୋଲି...
କର୍ତ୍ତାରପୁର କରିଡର: ଭାରତ-ପାକିସ୍ତାନ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ
ନୂଆଦିଲ୍ଲୀ,୨୪।୧୦: ଭାରତ ଓ ପାକିସ୍ତାନ କର୍ତ୍ତାରପୁର କରିଡରକୁ ନେଇ ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଉଭୟ ଦେଶର ବୈଦେଶିକ ମନ୍ତ୍ରଣାଳୟର ଅଧିକାରୀଙ୍କ ଉପସ୍ଥିତିରେ ଏହି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଚୁକ୍ତି ଅନୁଯାୟୀ ଭାରତୀୟ ଶିଖ ଶ୍ରଦ୍ଧାଳୁଙ୍କ ପାଇଁ ପାକିସ୍ତାନରେ...
ମା’ଙ୍କୁ ସ୍କୁଟରରେ ତୀର୍ଥଯାତ୍ରା ପାଇଁ ନେଉଥିବା ଯୁବକଙ୍କୁ ଉପହାର ମିଳିଲା କାର୍
ନୂଆଦିଲ୍ଲୀ,୨୪।୧୦: କର୍ନାଟକର ଜଣେ ଯୁବକ ତାଙ୍କ ୭୦ ବର୍ଷୀୟା ମାଆଙ୍କୁ ନିଜ ସ୍କୁଟରରେ ବସାଇ ତୀର୍ଥ ଯାତ୍ରା ପାଇଁ ବାହାରିଥିଲେ। ଏହି ମାତୃଭକ୍ତ ଯୁବକଙ୍କ କଥା ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରାଙ୍କ କାନରେ ପଡିଥିଲା। ଆଉ...
ସେନା ହେଲିକପ୍ଟରର ଜରୁରୀ ଅବତରଣ
ଜମ୍ମୁ,୨୪।୧୦: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର ମଣ୍ଡିରେ ଗୁରୁବାର ସେନାର ଆଡଭାନ୍ସ ଲାଇଟ୍ ହେଲିକପ୍ଟରକୁ ଜରୁରୀ ଅବତରଣ କରାଯାଇଛି। ଏଥିରେ ଥିବା ଉତ୍ତର ସେନାର ଲେପ୍ଟନାଣ୍ଟ ଜେନରାଲ ରରବୀର ସିଂଙ୍କ ସମେତ ସମସ୍ତେ ସୁରକ୍ଷିତ ଥିବା ସୂଚନା ମିଳିଛି। ସେନା ପ୍ରବକ୍ତାଙ୍କ...
ଉତ୍ସବ ମୁଖର ମହାରାଷ୍ଟ୍ର ଭାଜପା କାର୍ଯ୍ୟାଳୟ
ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ଆସନର ଫଳାଫଳ ଉପରେ ନଜର ପକାଇଲେ ମଧ୍ୟାହ୍ନ ସୁଦ୍ଧା ଭାଜପା ୯୯ ଆସନରେ ଆଗୁଆ ଥିବା ଦେଖାଯାଇଥିଲା। ଏହାକୁ ଦେଖିବା ପରେ ମହାରାଷ୍ଟ୍ରରେ ଥିବା ଭାଜପା କାର୍ଯ୍ୟାଳୟ ହୋଇ ଉଠିଥିଲା ଉତ୍ସବ ମୁଖର। ଏଠାରେ ଉପସ୍ଥିତ...
ଗାନ୍ଧୀ ପରିବାର ବିନା କଂଗ୍ରେସର ଭଲ ପ୍ରଦର୍ଶନ
ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରିଛି। ଏମିତିକି ହରିୟାଣାରେ ଭାଜପା ପାଇଁ କଂଗ୍ରେସ ବଡ ସମସ୍ୟା ହୋଇ ଠିଆ ହୋଇଛି। ଏବେ ଆଲୋଚନା ହେଉଛି କି ହରିୟାଣା ବିଧାନସଭା ନିର୍ବାଚନ ପ୍ରଚାରରେ...
ଖଟ୍ଟରଙ୍କ ଆସନ ଟଳମଳ, ଏବେ ପ୍ରଶ୍ନ କିଏ ହେବ ହରିୟାଣା ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ଆସନର ଫଳାଫଳ ଚୁଡାନ୍ତ ପର୍ଯ୍ୟାୟ ଆଡକୁ ଅଗ୍ରସର ହେଉଛି। ଏହି ସମୟରେ ହରିୟାଣାରେ ନିର୍ବାଚନ ହୋଇଥିବା ୯୦ଟି ଆସନର ଫଳାଫଳ ମଧ୍ୟରୁ ଭାଜପା ୩୭ ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ୩୪...
ଟେଲିଫୋନ୍ କମ୍ପାନୀଙ୍କୁ ସୁପ୍ରିମ୍କୋର୍ଟରେ ଝଟ୍କା: ଡଟ୍ ଆବେଦନକୁ ମଞ୍ଜୁରୀ; ଦେବାକୁ ପଡ଼ିବ ୯୨ ହଜାର କୋଟିରୁ ଅଧିକ ବକେୟା
ନୂଆଦିଲ୍ଲୀ,୨୪।୧୦: ଦେଶର ବିଭିନ୍ନ ଟେଲିଫୋନ୍ କମ୍ପାନୀଗୁଡ଼ିକୁ ସୁପ୍ରିମ୍କୋର୍ଟରେ ବଡ଼ ଝଟ୍କା ମିଳିଛି। ଡିପାର୍ଟମେଣ୍ଟ୍ ଅଫ୍ ଟେଲିକମ୍ୟୁନିକେଶନ (ଡଟ୍) ପକ୍ଷରୁ ବକେୟା ଆଦାୟ ପାଇଁ ଏକ ଆବେଦନ କରାଯାଇଥିଲା। ଏହାର ଶୁଣାଣି କରି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ, ସମ୍ପୃକ୍ତ କମ୍ପାନୀଗୁଡ଼ିକୁ...
ସ୍ବାଧିନ ପ୍ରାର୍ଥୀଙ୍କ ଉପରେ ଭାଜପା ଚାପ ପକାଉଥିବା ଅଭିଯୋଗ
ରୋହତକ,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଏଠାରେ ୯୦ ଆସନ ପାଇଁ ହୋଇଥିବା ନିର୍ବାଚନରେ ଭାଜପା ଓ କଂଗ୍ରେସ ବିଜୟ ପାଇଁ କଡା କସରତ କରୁଛନ୍ତି। ଏତିକି ବେଳେ କଂଗ୍ରେସ ନେତା ଭୁପିନ୍ଦର ସିଂ...
ହରିୟାଣାରେ ଭାଜପା-କଂଗ୍ରେସ ଟାଇ: ମହାରାଷ୍ଟ୍ରରେ ପଦ୍ମ-ଶିବସେନା ଫିପ୍ଟି-ଫିପ୍ଟି ସରକାର
ଚଣ୍ଡିଗଡ଼/ମୁମ୍ବାଇ,୨୪।୧୦: ସମସ୍ତ ଏକ୍ଜିଟ୍ ପୋଲ୍କୁ ଭୁଲ୍ ପ୍ରମାଣିତ କରିଛି ହରିୟାଣା ଓ ମହାରାଷ୍ଟ୍ରର ବିଧାନସଭା ନିର୍ବାଚନ ଫଳାଫଳ। ହରିୟାଣାରେ ଶାସକ ଭାଜପା ଓ କଂଗ୍ରେସ ୩୫ ଲେଖାଏଁ ଆସନରେ ଆଗୁଆ ରହିଛନ୍ତି। ଏଠାରେ ଉଭୟଙ୍କ ମଧ୍ୟରେ ଆସନ ଟାଇ ହୋଇଛି।...
Archives


