ଦିଲ୍ଲୀରେ ପହଞ୍ଚିଲା ୨୬/୧୧ ଆତଙ୍କବାଦୀ ଆକ୍ରମଣ ମାଷ୍ଟରମାଇଣ୍ଡ୍ ତହଉର ରାଣା
ନୂଆଦିଲ୍ଲୀ, ୧୦।୪: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହଉର ହୁସେନ ରାଣା ରାଣାକୁ ଭାରତ ଅଣାଯାଇଛି। ତାଙ୍କୁ ନେଇ ଆସୁଥିବା ସ୍ୱତନ୍ତ୍ର ଗାଡ଼ିଟି ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଛି। ଖୁବ୍ଶୀଘ୍ର, ତାଙ୍କୁ ବିମାନବନ୍ଦରରୁ ଜାତୀୟ ତଦନ୍ତ ସଂସ୍ଥା (NIA) ମୁଖ୍ୟାଳୟକୁ…
‘ନୀତୀଶଙ୍କୁ ଉପପ୍ରଧାନମନ୍ତ୍ରୀ କରାଯାଉ’
ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍ପି ଅଶ୍ୱିନୀ ଚୌବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ନୀତୀଶ ଉପପ୍ରଧାନମନ୍ତ୍ରୀ ପଦ ପାଇଁ ଯୋଗ୍ୟ ବୋଲି ସେ କହିଛନ୍ତି। ଅଶ୍ୱିନୀ କହିଛନ୍ତି, ନୀତୀଶ କୁମାର ଯେପରି…
ନବୀନଙ୍କ ବୟାନ, ପୁଣି ପାଣ୍ଡିଆନଙ୍କ ବଢାଇଲା ଚର୍ଚ୍ଚା, ଏବେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୦।୪: ଓ୍ବକଫ୍ ପ୍ରସଙ୍ଗ ପରେ ଏବେ ବିଜେଡିକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଓ୍ବକଫ୍ ବିଲ୍କୁ ନେଇ ବିଜେଡି ଏମପିଙ୍କ ମଧ୍ୟରେ ଯେଉଁ ମତଭେଦ ଦେଖାଦେଇଥିଲା ତାହା ଏବେ ଉଗ୍ରରୂପ ନେଇଛି। ପ୍ରଥମେ ସସ୍ମିତଙ୍କୁ ନେଇ ଯେତିକି ଜୋର୍ରେ ଚର୍ଚ୍ଚା…
ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଓ୍ବକ୍ଫ ଆଇନ: ମମତା
କୋଲକାତା,୧୦ା୪: ଓ୍ବକ୍ଫ ସଂଶୋଧିତ ଆଇନକୁ ନେଇ ମୁସଲମାନ ସମ୍ପ୍ରଦାୟ ଚିନ୍ତିତ ଥିବାରୁ ପଶ୍ଚିମବଙ୍ଗରେ ଏହାକୁ ଲାଗୁ ହେବାକୁ ଦିଆଯିବ ନାହିଁ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସଂଖ୍ୟାଲଘୁମାନଙ୍କୁ ଆଶ୍ୱାସନା ଦେଇଛନ୍ତି। ରାଜ୍ୟରେ ସଂଖ୍ୟାଲଘୁ ଓ ସେମାନଙ୍କ ସମ୍ପତ୍ତିକୁ ସୁରକ୍ଷା ଦିଆଯିବ…
ଆଧାର: ପୁଣି ନୂଆ ଆପ୍
ଡିଜିଟାଲ ସୁବିଧା ଏବଂ ବ୍ୟକ୍ତିଗତ ସୁରକ୍ଷାକୁ ଅଧିକ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ସରକାର ଆଧାରର ଏକ ନୂଆ ଆପ୍ ଉନ୍ମୋଚନ କରିଛନ୍ତି। ସରକାରୀ ଯୋଜନାଗୁଡ଼ିକର ସୁବିଧା ପାଇବା ଲାଗି ଏବେ ଆଉ ପୂର୍ବଭଳି ପ୍ରତ୍ୟେକ ସ୍ଥାନରେ ଆଧାର କାର୍ଡ କିମ୍ବା…
ତହଉର ରାଣାଙ୍କୁ ପ୍ରତ୍ୟର୍ପଣ କଲା ଆମେରିକା, ଆସନ୍ତାକାଲି ଭାରତରେ ପହଞ୍ଚତ୍ପାରନ୍ତି
ନୂଆଦିଲ୍ଲୀ,୯ା୪: ୨୦୦୮ ମୁମ୍ବାଇ ଆକ୍ରମଣର ଅନ୍ୟତମ ମାଷ୍ଟରମାଇଣ୍ଡ୍ ତହଉର ହୁସେନ୍ ରାଣାଙ୍କ ସବୁ ପ୍ରକାର ଆଇନଗତ ବିକଳ୍ପ ଶେଷ ହୋଇଯିବା ପରେ ଆମେରିକା ତାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିଛି। ରାଣାଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଭାରତକୁ ଅଣାଯାଉଛି। ବିମାନଟି ମଝିରେ ଇନ୍ଧନ…
କେନ୍ଦ୍ରମନ୍ତ୍ରୀଙ୍କ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ଗୁଳିକରି ହତ୍ୟା କଲେ ସ୍ୱାମୀ
ନୂଆଦିଲ୍ଲୀ,୯।୪: ବୁଧବାର ବିହାରର ଗୟାରେ କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଥିଲା ଯେତେବେଳେ ପୀଡିତା ସୁଷମା ଦେବୀ, ତାଙ୍କ ପିଲାମାନେ ଏବଂ ଭଉଣୀ ପୁନମ କୁମାରୀ ଅଟ୍ରି ବ୍ଲକ…
ଏୟାର ଇଣ୍ଡିଆ ବିମାନରେ ପରିଚାଳନା ନିର୍ଦ୍ଦେଶକଙ୍କ ଉପରେ ପରିଶ୍ରା କରିଦେଲେ ମଦ୍ୟପ ବ୍ୟକ୍ତି
ନୂଆଦିଲ୍ଲୀ,୯।୪: ଦିଲ୍ଲୀରୁ ବ୍ୟାଙ୍ଗକକ୍ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନରେ ଜଣେ ଭାରତୀୟ ମଦ୍ୟପ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିଶ୍ରା କରିଦେଇଥିବା ଜଣାପଡିଛି। ଏୟାର ଇଣ୍ଡିଆ ପକ୍ଷରୁ ଏକ ସ୍ପଷ୍ଟୀକରଣ ଜାରି କରି ଏହି ଘଟଣାକୁ ନିଶ୍ଚିତ କରାଯାଇଥିଲେ ମଧ୍ୟ…
ଆସିଲା ବଡ଼ ଅପଡେଟ୍: ଏଥର ଅକ୍ଷୟ ତୃତୀୟାରେ ବଢିବ ନା କମିବ ସୁନା!
ନୂଆଦିଲ୍ଲୀ,୯।୪: ଆଉ କିଛିଦିନ ପରେ ଅକ୍ଷୟ ତୃତୀୟା। ଏହି ଅବସରରେ ସୁନା କିଣିବାର ପରମ୍ପରା ରହିଛି। ଏବେ ସୁନାଦର ଖସୁଥିବାବେଳେ ସୁନାପ୍ରେମୀମାନେ ଅପେକ୍ଷା କରିଛନ୍ତି। ଯଦି ଅକ୍ଷୟ ତୃତୀୟାବେଳକୁ ସୁନା ଖସିଯାଏ ତେବେ ଗହଣା ଦୋକାନରେ ପ୍ରବଳ ଭିଡ ଦେଖଇବାକୁ ମିଳିବ।…
ଏଣିକି ଇପିଏଫଓ UAN କାର୍ଯ୍ୟକାରୀ କରିବା ହେଲା ସହଜ, ଆସିଲା ନୂଆ ଫିଚର
ନୂଆଦିଲ୍ଲୀ,୯।୪: ଆଧାର-ଆଧାରିତ ଫେସ୍ ଅଥେଣ୍ଟିକେସନ୍ ଟେକ୍ନୋଲୋଜି (ଏଫଏଟି) ଏହାର ଅତିରିକ୍ତ ସୁରକ୍ଷା ପାଇଁ ପ୍ରତିଷ୍ଠାନଗୁଡ଼ିକ ମଧ୍ୟରେ ଲୋକପ୍ରିୟ ହେବାରେ ଲାଗିଛି। ବର୍ତ୍ତମାନ, କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀମାନଙ୍କ ପାଇଁ କାର୍ଯ୍ୟକୁ ସହଜ କରିବା ପାଇଁ ଏହି ପ୍ରଯୁକ୍ତିବିଦ୍ୟାକୁ ଗ୍ରହଣ…
ସୁନା ବନ୍ଧା ପକାଇଛନ୍ତି କି? ଗୋଲ୍ଡ ଲୋନ୍ ନିୟମରେ ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ, ୯।୪: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଗୋଲ୍ଡ ଲୋନ୍ ପାଇଁ ନୂଆ ନିର୍ଦ୍ଦେଶାବଳୀ ଜାରି କରିବାକୁ ନିଷ୍ପତ୍ତି ନେଇଛି। ଏହି ଘୋଷଣା ପରେ ଗୋଲ୍ଡ ଲୋନ୍ କ୍ଷେତ୍ରରେ ମୁଥୁଟ ଫାଇନାନ୍ସ ଏବଂ ମଣପୁରମ ଫାଇନାନ୍ସ ଭଳି କମ୍ପାନୀଗୁଡ଼ିକର ଶେୟାର ମୂଲ୍ୟରେ…
ଟ୍ରମ୍ପଙ୍କ ଟାରିଫ୍କୁ ଡରୁଛନ୍ତି ଚନ୍ଦ୍ରବାବୁ, କେନ୍ଦ୍ର ସରକାରଙ୍କୁ ଲେଖିଲେ ଚିଠି, ଜାଣନ୍ତୁ କାରଣ…
ଅମରାବତୀ,୯ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଶୁଳ୍କ ଘୋଷଣା ମଧ୍ୟରେ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍ ଚନ୍ଦ୍ରବାବୁ ନାଇଡୁ ରାଜ୍ୟର ମତ୍ସ୍ୟଜାତ ଦ୍ରବ୍ୟ ନିମନ୍ତେ ସହାୟତା ପାଇଁ କେନ୍ଦ୍ରକୁ ଚିଠି ଲେଖିଛନ୍ତି। ଚିଙ୍ଗୁଡ଼ି ଭଳି ଉତ୍ପାଦଗୁଡ଼ିକୁ ଅତିରିକ୍ତ ଶୁଳ୍କରୁ ମୁକ୍ତ କରିବା…
Archives


