ଜାତୀୟ

ତେଲେଙ୍ଗାନା ବିଧାନସଭାରେ ସିଏଏ, ଏନ୍‌ଆରସି, ଏନ୍‌ପିଆରକୁ ବିରୋଧ

ହାଇଦ୍ରାବାଦ,୧୬।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ଏନ୍‌ଆରସି ଓ ଏନ୍‌ପିଆର ବିରୋଧରେ ତେଲେଙ୍ଗାନା ବିଧାନସଭାରେ ଏକ ପ୍ରସ୍ତାବ ପାସ୍‌ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଗୃହରେ ଏହି ପ୍ରସ୍ତାବକୁ ଉପସ୍ଥାପନ କରିଥିଲେ। ଏହି ଆଇନକୁ ସଂଶୋଧିତ କରିବା ପାଇଁ ରାଜ୍ୟ…

ମାର୍ଚ୍ଚ ୧୭ରେ ବହୁମତ ସାବ୍ୟସ୍ତ କରିବାକୁ କମଲନାଥଙ୍କୁ ଚିଠି ଲେଖିଲେ ରାଜ୍ୟପାଳ

ଭୋପାଳ,୧୬।୩: ମଧ୍ୟପ୍ରଦେଶ ରାଜନୀତିରେ ଚାଲିଥିବା ହାଇଡ୍ରାମା ଉପରେ ରହଛି ସମସ୍ତଙ୍କର ନଜର। ସୋମବାର କମଲନାଥ ସରକାର ବହୁମତ ସାବ୍ୟସ୍ତ କରିବାକୁ ଥିବା ବେଳେ କରୋନା ଭାଇରସ ପାଇଁ ମଧ୍ୟପ୍ରଦେଶ ବିଧାନସଭା ଆସନ୍ତା ୨୬ ପର୍ଯ୍ୟନ୍ତ ସ୍ଥଗିତ ରଖାଗଲା। ଏହାକୁ ଦେଖି ଆଲୋଚନା…

କରୋନା ଭୟ: ସିଦ୍ଧିବିନାୟକଙ୍କ ଦର୍ଶନ ଉପରେ କଟକଣା ଲଗାଇଲା ଟ୍ରଷ୍ଟ

ମୁମ୍ବାଇ,୧୬।୩: କରୋନା ଭାଇରସ୍‌ ଆତଙ୍କକୁ ଦେଖି ଦେଶରେ ସବୁ ପ୍ରକାରର ସାବଧାନତା ଓ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ସୁରକ୍ଷା ଦୃଷ୍ଟିରୁ ଅଧିକାଂଶ ରାଜ୍ୟରେ ସ୍କୁଲ, କଲେଜ, ସିନେମା ହଲ, ମଲ ବନ୍ଦ କରାଯାଇଥିବା ବେଳେ ଗୋଟିଏ ସ୍ଥାନରେ ୫୦ରୁ ଊର୍ଦ୍ଧ୍ୱ…

ହସ୍ପିଟାଲରୁ ଲୁଚି ପଳାଇଲେ ୧୧ କରୋନା ସନ୍ଦିଗ୍ଧ

ମୁମ୍ବାଇ,୧୬।୩: ମହାରାଷ୍ଟ୍ରରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ନଭି ମୁମ୍ବାଇର ଏକ ହସ୍ପିଟାଲରୁ ୧୧ଜଣ କରୋନା ସନ୍ଦିଗ୍ଧ ରୋଗୀ ଲୁଚି ପଳାଇ ଯାଇଥିବା ଜଣାପଡିଛି। ଏମାନେ ଦୁବାଇରୁ ଫେରିଥିବା ବେଳେ ସେମାନଙ୍କ ନିକଟରେ କରୋନା ଭାଇରସ ଥିବା…

ନିର୍ଭୟା ମାମଲା: ରାଷ୍ଟ୍ରପତିଙ୍କୁ ଇଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଦୋଷୀଙ୍କ ପରିବାର

ନୂଆଦିଲ୍ଲୀ,୧୬।୩: ନିର୍ଭୟା ଗଣବଳାତ୍କାର ମାମଲାରେ ଏବେ ନୂଆ ମୋଡ ଆସିଛି। ଫାଶୀ ଖୁଣ୍ଟରେ ଝୁଲିବାକୁ ଥିବା ୪ଦୋଷୀଙ୍କ ପରିବାରଲୋକ ଇଛାମୃତ୍ୟୁ ପାଇଁ ରାଷ୍ଟ୍ରପତିଙ୍କୁ ଏକ ଚିଠି ଲେଖି ଅନୁମତି ମାଗିଛନ୍ତି। ଇଛାମୃତ୍ୟୁ ମାଗିଥିବା ବ୍ୟକ୍ତିଙ୍କ ମଧ୍ୟରେ ରହିଛନ୍ତି ଦୋଷୀଙ୍କ ମା’-ବାପା, ଭାଇ-ଭଉଣୀ…

ସୁପ୍ରିମକୋର୍ଟରେ ଖାରଜ ହେଲା ମୁକେଶଙ୍କ ଆବେଦନ

ନୂଆଦିଲ୍ଲୀ,୧୬।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟ ଦୋଷୀ ମୁକେଶ ସିଂହଙ୍କ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ମୁକେଶ ପୁଣି ଥରେ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବା ପାଇଁ ସୁପ୍ରିମକୋର୍ଟର ଅନୁମତି ମାଗିଥିଲେ। ତେବେ ଏହାର ଶୁଣାଣି କରି ସୁପ୍ରିମକୋର୍ଟ ମୁକେଶଙ୍କ ଆବେଦନକୁ…

ନିଜର ଅନୁଭୂତି ବଖାଣିଲେ କରୋନାକୁ ହରାଇଥିବା ଦିଲ୍ଲୀର ପ୍ରଥମ ରୋଗୀ

ନୂଆଦିଲ୍ଲୀ,୧୬।୩: କରୋନା ଭାଇରସ୍‌କୁ ନେଇ ସାରା ବିଶ୍ୱରେ ଆତଙ୍କ ଖେଳିଯାଇଛି। ଭାରତରେ ଏପର୍ଯ୍ୟନ୍ତ ୧୧୬ଟି ସଂକ୍ରମିତ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୨ଜଣଙ୍କର ମୃତ୍ୟୁ ହୋଇସାରିଛି। ଦେଶର ଅଧିକାଂଶ ରାଜ୍ୟରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସ୍କୁଲ, କଲେଜ, ସିନେମା ହଲ୍‌, ମଲ୍‌…

ଦିଲ୍ଲୀରେ ଏକାଠି ହୋଇପାରିବେ ନାହିଁ ୫୦ରୁ ଊର୍ଦ୍ଧ୍ୱ ଜନତା

ନୂଆଦିଲ୍ଲୀ,୧୬।୩: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ସୋମବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସବୁ ଜିଲା ଅଧିକାରୀଙ୍କର ଏକ ବୈଠକ ଡାକିଥିଲେ। ଏହି ବୈଠକରେ କେଜରିଓ୍ବାଲ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସେ କହିଛନ୍ତି ଏଣିକି କୌଣସି…

କରୋନା ଭାଇରସ୍‌: ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧୧୬

ନୂଆଦିଲ୍ଲୀ,୧୬।୩: କରୋନା ଭାଇରସ୍‌ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଭାରତରେ ଦିନକୁ ଦିନ ସଂକ୍ରମିତଙ୍କ ମାମଲା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ମହାରାଷ୍ଟ୍ରରେ ୫ଟି ନୂଆ ମାମଲା ସାମ୍ନାକୁ ଆସିଛି। ଏହା ସହିତ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮ରେ…

ମହାରାଷ୍ଟ୍ରରେ ଆଉ ୪ କରୋନା ସଂକ୍ରମିତ ଚିହ୍ନଟ

ମୁମ୍ବାଇ,୧୬।୩: ମହାରାଷ୍ଟ୍ରରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ଏଠାରେ ଆଉ ୪ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଛି ୩୭। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୩ଜଣ ମୁମ୍ବାଇରେ ହୋଇଥିବା…

କରୋନା ପାଇଁ କେବଳ ପାରାସିଟାମଲ: ଜଗନ ମୋହନ

ଅମରାବତି,୧୬।୩: କରୋନା ଭାଇରସ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଥିବା ବେଳେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଏସ୍‌ ଜଗନ ମୋହନ ରେଡ୍ଡୀ ଏହାକୁ ନେଇ ଭୟଭୀତ ନ ହେବାକୁ କହିଛନ୍ତି। ସେ କହିଛନ୍ତି ଯେଉଁ ବ୍ୟକ୍ତିମାନେ ମଧୁମେହ, ଆଜ୍‌ମା, ଉଚ୍ଚ ରକ୍ତଚାପ…

ଗୁଜରାଟରେ କଂଗ୍ରେସକୁ ବଡ଼ ଝଟ୍‌କା: ଆଉ ଜଣେ ବିଧାୟକ ଦେଲେ ଇସ୍ତଫା

ଗାନ୍ଧୀନଗର,୧୬।୩: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ଗୁଜରାଟ କଂଗ୍ରେସର ଆଉ ଜଣେ ବିଧାୟକ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏହାସହିତ ଗୁଜରାଟରେ ଏପର୍ଯ୍ୟନ୍ତ ଇସ୍ତଫା ଦେଇଥିବା ବିଧାୟକଙ୍କ ସଂଖ୍ୟା ୫କୁ ବୃଦ୍ଧି ହୋଇଛି। ରବିବାର ୪ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri