ଜାତୀୟ

ଜମ୍ମୁ-କଶ୍ମୀର ଓ ଲଦାଖ ସରକାରୀ କର୍ମଚାରୀଙ୍କୁ ମୋଦିଙ୍କ ଦୀପାବଳି ଉପହାର: ୭ମ ବେତନ କମିଶନ ଲାଗୁ

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଜମ୍ମୁ-କଶ୍ମୀର ଓ ଲଦାଖରେ କାମ କରୁଥିବା ସରକାରୀ କର୍ମଚାରୀଙ୍କୁ ଦୀପାବଳି ଉପହାର ଦେଇଛନ୍ତି। ଏଠାରେ ୭ମ ବେତନ କମିଶନ ଲାଗୁ କରାଯାଇଛି। କର୍ମଚାରୀଙ୍କୁ ୭ମ ବେତନ କମିଶନ ଲାଗୁ କରାଯିବା ପାଇଁ ସୁପାରିଶ୍‌...

୨୦୧୭ରେ ଭାରତରେ ୨୮ ହଜାର ଲୋକଙ୍କୁ ହତ୍ୟା, ନମ୍ବର-୧ରେ ରହିଛି ଯୋଗୀଙ୍କ ରାଜ୍ୟ: ରିପୋର୍ଟ

ନୂଆଦିଲ୍ଲୀ,୨୨।୧୦: ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନ୍‌ସିଆର୍‌ବି)ପକ୍ଷରୁ ସୋମବାର ଅପରାଧିକ ମାମଲାର ଏକ ରିପୋର୍ଟ ପ୍ରକାଶ ପାଇଛି। ଏନ୍‌ସିଆର୍‌ବି ରିପୋର୍ଟ ଅନୁସାରେ ୨୦୧୭ରେ ଭାରତରେ ପ୍ରାୟ ୨୮ ହଜାର ଲୋକଙ୍କୁ ହତ୍ୟା କରାଯାଇଛି। ଏହି ତାଲିକାରେ ହତ୍ୟା, ବଳାତ୍କାର, ଯୌତୁକ ଜନିତ...

ପ୍ରତିରକ୍ଷା କ୍ଷେତ୍ରରେ ସ୍ବଦେଶୀ ଜ୍ଞାନକୌଶଳକୁ ଗୁରୁତ୍ୱ: ୩୩ ଶହ କୋଟିର ପ୍ରସ୍ତାବକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୨।୧୦: ପ୍ରତିରକ୍ଷା କ୍ଷେତ୍ରରେ ସ୍ବଦେଶୀ ଜ୍ଞାନକୌଶଳକୁ ଗୁରୁତ୍ୱ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୋଜନା କରିଛନ୍ତି। ମେକ୍‌ ଇନ୍‌ ଇଣ୍ଡିଆ ଅନ୍ତର୍ଗତ ୩୩ ଶହ କୋଟି ଟଙ୍କାର ପ୍ରତିରକ୍ଷା ସରଞ୍ଜାମ କିଣା  ପ୍ରସ୍ତାବକୁ ଇତିମଧ୍ୟରେ ସରକାର ମଞ୍ଜୁରୀ ଦେଇଛନ୍ତି।...

ମାଓବାଦୀ ପ୍ରବଣ ଅଞ୍ଚଳରେ ପୋଲିସ କୁକୁର ବେକରେ ବନ୍ଧାଯିବ କ୍ୟାମେରା

ରାୟପୁର,୨୨।୧୦: ଛତିଶଗଡ଼ ମାଓବାଦୀ ପ୍ରବଣ ଅଞ୍ଚଳରେ ପୋଲିସ କୁକୁର ବେକରେ କ୍ୟାମେରା ବନ୍ଧାଯିବ। ଏହାଦ୍ୱାରା ମାଓବାଦୀଙ୍କ ସମ୍ପର୍କରେ ସୂଚନା ମିଳିପାରିବ। ଏନେଇ ସିଆର୍‌ପିଏଫ୍‌ ପକ୍ଷରୁ ଯୋଜନା ଆରମ୍ଭ ହୋଇଛି। ଏହି ଶକ୍ତିଶାଳୀ କ୍ୟାମେରାରେ ହାଇ ରିଜୋଲ୍ୟୁଶନ୍‌ ରହିବ। ସେହିପରି ଏହା...

ଭାରତୀୟ ସେନାର କଡା ଜବାବ ପରେ ଠିକଣା ବଦଳାଇଲେ ପାକ୍‌ ଆତଙ୍କବାଦୀ

ଶ୍ରୀନଗର,୨୨।୧୦: ଉତ୍ତର କଶ୍ମୀରର କୁପଓ୍ବାଡା ଜିଲା ନିକଟରେ ଥିବା ସୀମାରେ ପାଖାପାଖି ଶହେ ଆତଙ୍କବାଦୀ ଭାରତରେ ପ୍ରବେଶ କରିବା ପାଇଁ ଅପେକ୍ଷା ରଖିଥିଲେ। ଏମାନେ କଶ୍ମୀରରେ ପ୍ରବେଶ କରି ହିଂସା କରିବାକୁ ଯୋଜନା କରୁଥିବା ବେଳେ ପାକିସ୍ତାନ ପଟରୁ ଶନିବାର...

ଆଶ୍ରମରୁ ୬ ଲକ୍ଷ ଟଙ୍କାର ଗହଣା ଚୋରି: ନ୍ୟାୟ ପାଇଁ ଓ୍ବେରଲେସ୍‌ ଟାଓ୍ବାରରେ ଚଢ଼ି ବସିଲେ ସାଧୁ ବାବା

ଜୟପୁର,୨୨।୧୦: ରାଜସ୍ଥାନ ସରଦାରସହର ଅଞ୍ଚଳରେ ଜଣେ ସାଧୁ ବାବା ନ୍ୟାୟ ପାଇଁ ଓ୍ବେରଲେସ୍‌ ଟାଓ୍ବାରରେ ଚଢ଼ି ବସିଥିବା ଘଟଣା ନେଇ ଏବେ ଚର୍ଚ୍ଚା ଜାରି ରହିଛି। ସ୍ଥାନୀୟ ଚୁରୁଠାରେ ଥିବା ସାଧୁ ବାବା ରାମନାଥଙ୍କ ଆଶ୍ରମରୁ ଗତ ଜୁଲାଇ ମାସରେ...

୨ ମାସ ପରେ ଚିଦାମ୍ବରମ୍‌ଙ୍କୁ ଜାମିନ୍‌: ଅକ୍ଟୋବର ୨୪ ପର୍ଯ୍ୟନ୍ତ ରହିବେ ତିହାର ଜେଲ୍‌ରେ

ନୂଆଦିଲ୍ଲୀ,୨୨।୧୦: ଆଇଏନ୍‌ଏକ୍ସ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ଜାମିନ୍‌ ମିଳିଛି। ମାମଲାର ବିଚାର କରି ୨ ମାସ ପରେ ସୁପ୍ରିମ୍‌କୋର୍ଟ ମଙ୍ଗଳବାର ଜାମିନ୍‌ ମଞ୍ଜୁର କରିଛନ୍ତି। ବ୍ୟକ୍ତିଗତ ଭାବେ ଏକ ଲକ୍ଷ ଟଙ୍କାର ମୁଚାଲିକାରେ ତାଙ୍କୁ ଜାମିନ୍‌ ମିଳିଛି।...

ଉତ୍ତର ପରେ ଏବେ ଦକ୍ଷିଣ ଭାରତ ପାଳି: କର୍ନାଟକ,କେରଳରେ ରେଡ୍‌ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୨୨।୧୦: ଉତ୍ତର ଭାରତରେ ପ୍ରବଳ ବର୍ଷା ଜାରି ରହିବା ପରେ ଏବେ ଦକ୍ଷିଣ ଭାରତରେ ବନ୍ୟା ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। କର୍ନାଟକ, କେରଳ ଏବଂ ତାମିଲନାଡୁରେ ଲଗାତାର ବର୍ଷା ଲାଗି ରହିଛି। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା...

ଗୋଆରେ ବୁଲା ଗାଈ ଖାଉଛନ୍ତି ମାଛ-ମାଂସ: ଅଭ୍ୟାସ ପରିବର୍ତ୍ତନ କରି ଶାକାହାରୀ କରିବାକୁ ମନ୍ତ୍ରୀ ଦେଲେ ପରାମର୍ଶ

ପଣଜୀ,୨୨।୧୦: ଗୋଆରେ ବୁଲା ଗାଈ ରାସ୍ତାରେ ପଡ଼ିଥିବା ମାଛ-ମାଂସ ଖାଉଛନ୍ତି। ଏହା ଦ୍ୱାରା ସେମାନଙ୍କଠାରେ ବିଭିନ୍ନ ରୋଗ ସୃଷ୍ଟି ହେବାର ଆଶଙ୍କା ରହିଛି। ତେବେ ସେମାନଙ୍କର ଅଭ୍ୟାସରେ ପରିବର୍ତ୍ତନ ଅଣାଯାଇ ଶାକାହାରୀ କରିବାକୁ ମନ୍ତ୍ରୀ ମାଇକଲ ଲୋବୋ ପରାମର୍ଶ ଦେଇଛନ୍ତି।...

ରବର୍ଟ ଭଦ୍ରା ଅସୁସ୍ଥ

ନୂଆଦିଲ୍ଲୀ,୨୨।୧୦: ଅସୁସ୍ଥ ହୋଇ ପଡିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରା। ସୋମବାର ତାଙ୍କୁ ସେକ୍ଟର ୧୧ରେ ଥିବା ମେଟ୍ରୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହାଡରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଚିକିତ୍ସା ଲାଗି ହସ୍ପିଟାଲ...

ଚନ୍ଦ୍ରୟାନ-୧କୁ ପୁରିଲା ୧୧ ବର୍ଷ

ନୂଆଦିଲ୍ଲୀ,୨୨।୧୦: ଅକ୍ଟୋବର ୨୨ ଠିକ୍‌ ଆଜିର ଦିନରେ ହିଁ ଚନ୍ଦ୍ରୟାନ-୧କୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଚନ୍ଦ୍ରକୁ ପ୍ରେରଣ କରିଥିଲା। ୨୦୦୮ରେ ଏହା ପ୍ରେରଣ କରାଯାଇଥିବା ବେଳେ ଏବେ ଏହାକୁ ପୂରଣ ହୋଇଛି ୧୧ ବର୍ଷ। ହେଲେ ଆଜିବି ଚନ୍ଦ୍ରୟାନ-୧...

ଶାହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି, ରାଜନାଥ

ନୂଆଦିଲ୍ଲୀ,୨୨।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ ଜନ୍ମ ଦିନର ଶୁଭେଚ୍ଛା ମୋଦି ଜଣାଇଛନ୍ତି। ମୋଦି ଶାହଙ୍କ ପ୍ରଶଂସା କରି କହିଛନ୍ତି ଯେ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri