ଜାତୀୟ

କରୋନା ଭାଇରସ୍‌: ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧୧୬

ନୂଆଦିଲ୍ଲୀ,୧୬।୩: କରୋନା ଭାଇରସ୍‌ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଭାରତରେ ଦିନକୁ ଦିନ ସଂକ୍ରମିତଙ୍କ ମାମଲା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ମହାରାଷ୍ଟ୍ରରେ ୫ଟି ନୂଆ ମାମଲା ସାମ୍ନାକୁ ଆସିଛି। ଏହା ସହିତ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮ରେ…

ମହାରାଷ୍ଟ୍ରରେ ଆଉ ୪ କରୋନା ସଂକ୍ରମିତ ଚିହ୍ନଟ

ମୁମ୍ବାଇ,୧୬।୩: ମହାରାଷ୍ଟ୍ରରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ଏଠାରେ ଆଉ ୪ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଛି ୩୭। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୩ଜଣ ମୁମ୍ବାଇରେ ହୋଇଥିବା…

କରୋନା ପାଇଁ କେବଳ ପାରାସିଟାମଲ: ଜଗନ ମୋହନ

ଅମରାବତି,୧୬।୩: କରୋନା ଭାଇରସ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଥିବା ବେଳେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଏସ୍‌ ଜଗନ ମୋହନ ରେଡ୍ଡୀ ଏହାକୁ ନେଇ ଭୟଭୀତ ନ ହେବାକୁ କହିଛନ୍ତି। ସେ କହିଛନ୍ତି ଯେଉଁ ବ୍ୟକ୍ତିମାନେ ମଧୁମେହ, ଆଜ୍‌ମା, ଉଚ୍ଚ ରକ୍ତଚାପ…

ଗୁଜରାଟରେ କଂଗ୍ରେସକୁ ବଡ଼ ଝଟ୍‌କା: ଆଉ ଜଣେ ବିଧାୟକ ଦେଲେ ଇସ୍ତଫା

ଗାନ୍ଧୀନଗର,୧୬।୩: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ଗୁଜରାଟ କଂଗ୍ରେସର ଆଉ ଜଣେ ବିଧାୟକ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏହାସହିତ ଗୁଜରାଟରେ ଏପର୍ଯ୍ୟନ୍ତ ଇସ୍ତଫା ଦେଇଥିବା ବିଧାୟକଙ୍କ ସଂଖ୍ୟା ୫କୁ ବୃଦ୍ଧି ହୋଇଛି। ରବିବାର ୪ଜଣ…

କମଲନାଥ ସରକାରଙ୍କୁ ବଞ୍ଚାଇଦେଲା କରୋନା

ଭୋପାଳ,୧୬।୩: ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ବହୁମତ ସାବ୍ୟସ୍ତ କରିବାର ଥିଲା। ହେଲେ ଯାହା ଅନୁମାନ କରାଯାଉଥିଲା ତାହାହିଁ ହେଲା। ଏବେ ସାରା ଦେଶରେ କରୋନାର ସ୍ଥିତି ସାଂଘାତିକ ଥିବା ବେଳେ ମଧ୍ୟପ୍ରଦେଶ ସରକାରଙ୍କୁ କରୋନା ବଞ୍ଚାଇ ଦେବ ବୋଲି…

କରୋନା ଭୟ: ୪ ଟଙ୍କାରେ ବିକ୍ରି ହେଲା ଚିକେନ୍‌

ହରିୟାଣା,୧୬।୩: କରୋନା ଭାଇରସ ଏବେ କାୟା ବିସ୍ତାର କରି ଚାଲିଥିବା ବେଳେ ଏହାର ପ୍ରଭାବ ସବୁଠି ଦେଖିବାକୁ ମିଳିଲାଣି। ବିଶେଷ ଭାବେ ପୋଲଟ୍ରି ଫାର୍ମ ଉପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଯଦିଓ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଚିକେନ ଓ ମାଂସ ଖାଇଲେ…

କମଲନାଥ ସରକାରଙ୍କ ଫ୍ଲୋର ଟେଷ୍ଟକୁ ନେଇ ଲାଗି ରହିଛି ଅନିଶ୍ଚିତତା

ଭୋପାଳ,୧୬।୩: ମଧ୍ୟପ୍ରଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଉପରେ ସମସ୍ତଙ୍କ ନଜର। କଂଗ୍ରେସ ଶାସିତ ମଧ୍ୟପ୍ରଦେଶର କମଲନାଥ ସରକାର ସୋମବାର ବହୁମତ ସାବ୍ୟସ୍ତ କରିବାକୁ ରାଜ୍ୟପାଳ ଲାଲାଜି ଟଣ୍ଡନ ବିଧାନସଭାର ବାଚସ୍ପତି ନର୍ମଦା ପ୍ରସାଦ ପ୍ରଜାପତିଙ୍କୁ କହିଛନ୍ତି। କିନ୍ତୁ ଏବେବି ଏହାକୁ ନେଇ…

ନିର୍ଭୟା ମାମଲା: ୧୭ ମାର୍ଚ୍ଚରେ ତିହାର ଜେଲ ପହଞ୍ଚିବେ ଜହ୍ଲାଦ ପବନ

ନୂଆଦିଲ୍ଲୀ,୧୬।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ମାର୍ଚ୍ଚ ୨୦ରେ ଫାଶୀ ଖୁଣ୍ଟରେ ଝୁଲାଇବାକୁ ତୃତୀୟ ଥର ଲାଗି ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ଏଥିପାଇଁ ଜହ୍ଲାଦ ପବନ ୧୭ ମାର୍ଚ୍ଚରେ ତିହାର ଜେଲ ପହଞ୍ଚିବେ ବୋଲି ଜଣାପଡିଛି। ତେବେ ଫାଶୀ…

କରୋନାକୁ ନେଇ ସାର୍କ ରାଷ୍ଟ୍ରଙ୍କୁ ଭାରତର ବାର୍ତ୍ତା: ପ୍ରସ୍ତୁତ ରୁହ, ଭୟ କରନାହିଁ

ନୂଆଦିଲ୍ଲୀ,୧୬।୩(ପି.ଟି.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ମିଳିତ ଜରୁରୀ ପାଣ୍ଠି ଗଠନ ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାର୍କ (ଦକ୍ଷିଣ ଏସୀୟ ଆଞ୍ଚଳିକ ସହଯୋଗ ସଂଘ) ସଦସ୍ୟ ରାଷ୍ଟ୍ରଗୁଡ଼ିକୁ ପ୍ରସ୍ତାବ…

ଆଜି କମଲନାଥଙ୍କ ଶକ୍ତି ପରୀକ୍ଷା

ନୂଆଦିଲ୍ଲୀ/ଭୋପାଳ,୧୬।୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ଆସ୍ଥାଭୋଟର ସମ୍ମୁଖୀନ ହେବେ। ଏହା ପୂର୍ବରୁ ଭୋପାଳରେ ରାଜନୈତିକ ତତ୍ପରତା ବୃଦ୍ଧି ପାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ସହ ଭାଜପା ନେତୃବୃନ୍ଦ ରବିବାର ଏକାଧିକ ବୈଠକ କରିଛନ୍ତି। ଗୁରୁଗ୍ରାମ ନିକଟ…

ଆନ୍ଧ୍ରରେ ପୌର ନିର୍ବାଚନ ସ୍ଥଗିତ

ଅମରାବତୀ,୧୬।୩: କରୋନା ଭୟରେ ଆନ୍ଧ୍ରପ୍ରଦେଶ ରାଜ୍ୟ ନିର୍ବାଚନ କମିଶନ ଚଳିତ ମାସରେ ହେବାକୁ ଥିବା ମଣ୍ଡଳ ଓ ଜିଲା ପରିଷଦ ନିର୍ବାଚନ ସମେତ ପୌର ନିର୍ବାଚନକୁ ୬ ସପ୍ତାହ ପାଇଁ ସ୍ଥଗିତ ରଖିଛନ୍ତି। ସେହିପରି ମ୍ୟୁନିସିପାଲିଟି, ନଗର ପଞ୍ଚାୟତ ଏବଂ ମ୍ୟୁନିସିପାଲ…

କୋଚି ବିମାନବନ୍ଦରରେ କରୋନା ରୋଗୀ

କୋଚି,୧୬।୩: କୋଚି ବିମାନବନ୍ଦରରେ ଜଣେ ବ୍ରିଟେନ ନାଗରିକଙ୍କଠାରେ କରୋନା ପଜିଟିଭ୍‌ ଜଣାପଡିବା ପରେ ଦୁବାଇ ଯିବାକୁ ଥିବା ୨୦ ଜଣ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଦିଆଯାଇଛି। ଏମାନେ କେରଳର ମୁନ୍ନାର ସହରକୁ ଛୁଟି କଟାଇବା ପାଇଁ ଆସିଥିଲେ। ବ୍ରିଟେନ ଯାତ୍ରୀ ଜଣଙ୍କୁ ପର୍ଯ୍ୟବେକ୍ଷଣରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri