ଜମାତ ସହ ସମ୍ପୃକ୍ତ ୪ ହଜାର ସଂକ୍ରମିତ
ନୂଆଦିଲ୍ଲୀ,୧୯।୪: ଭାରତରେ କୋଭିଡ୍-୧୯ ସଂକ୍ରମିତଙ୍କ ସଂଖ୍ୟା ୧୪,୩୭୮ରେ ପହଞ୍ଚତ୍ଥିବାବେଳେ ସେଥିରୁ ୪୨୯୧ମାମଲା ଦିଲ୍ଲୀର ନିଜାମୁଦ୍ଦିନ୍ରେ ଗତ ମାସରେ ଅନୁଷ୍ଠିତ ତବଲିଘି ଜମାତ ଧର୍ମସଭା ସହ ସମ୍ପୃକ୍ତ ବୋଲି ସରକାର ଘୋଷଣା କରିଛନ୍ତି। ଅର୍ଥାତ୍ ପ୍ରତି ୧୦ ମାମଲାରୁ ୩ଟିର ଜମାତ ସହ…
ଅଢ଼େଇ ହଜାରରେ ଫୋନ୍ ବିକି ଖାଦ୍ୟ ଆଣିଥିଲେ ଦାଦନ
ଗୁରୁଗ୍ରାମ,୧୯।୪: ଲକ୍ଡାଉନ୍ ଯୋଗୁ ଗରିବ, ନିରାଶ୍ରୟ ଲୋକଙ୍କ ମୁଣ୍ଡବ୍ୟଥା ବଢ଼ିଛି। କାମଧନ୍ଦା ବନ୍ଦ ହୋଇଯିବା ପରେ ପରିବାର ପୋଷିବା ସେମାନଙ୍କ ଲାଗି କଷ୍ଟକର ହୋଇପଡ଼ିଛି। ଅନେକେ ଖାଇବାକୁ ମୁଠେ ପାଉନାହାନ୍ତି। ଏଭଳି ଏକ କରୁଣ ଚିତ୍ର ଦେଖିବାକୁ ମିଳିଛି ଗୁରୁଗ୍ରାମସ୍ଥିତ ଏକ…
୨୦ରୁ ଆଦାୟ ହେବ ଟୋଲ୍ ଟିକସ୍
ନୂଆଦିଲ୍ଲୀ,୧୯।୪: ଚଳିତ ମାସ ୨୦ ତାରିଖରୁ ଟୋଲ୍ ଟିକସ୍ ସଂଗ୍ରହ ପୁଣି ଥରେ ଆରମ୍ଭ ହେବ। ନ୍ୟାଶନାଲ ହାଇଓ୍ବେ ଅଥରିଟି ଅଫ୍ ଇଣ୍ଡିଆ(ଏନ୍ଏଚ୍ଏଆଇ) ପକ୍ଷରୁ ଏ ନେଇ ସ୍ପଷ୍ଟ କରାଯାଇଛି। ସରକାରଙ୍କ ଏଭଳି ନିଷ୍ପତ୍ତିକୁ ପରିବହନ ଏବଂ ଲଜିଷ୍ଟିକ୍ କ୍ଷେତ୍ର ସହ…
ଟାର୍ଗେଟ ହେଉଛନ୍ତି ଲେଖକ:ମୋଦି ସରକାର ଅମଳରେ ଖବରଦାତା, ବୁଦ୍ଧିଜୀବୀ ଓ ଅସନ୍ତୁଷ୍ଟଙ୍କୁ ମିଳୁଛି ଧମକ
ନୂଆଦିଲ୍ଲୀ,୧୯।୪: ନବଲଖା, ତେଲଟୁମ୍ବଡେ ଓ ବରଦାରଞ୍ଜନ। ଏହି ତିନିଜଣ ହେଉଛନ୍ତି ହତ୍ୟା ଷଡ଼ଯନ୍ତ୍ରଠାରୁ ନେଇ ବିଭିନ୍ନ ବର୍ଗର ଲୋକଙ୍କ ମଧ୍ୟରେ ଶତ୍ରୁତା, ଘୃଣା ଓ ଦ୍ୱୈଷର ବିଷମଞ୍ଜି ବୁଣିବା ଅଭିଯୋଗରେ ଅଭିଯୁକ୍ତ। ଏହି ଆରୋପଗୁଡ଼ିକ ରାଜନୈତିକ ଉଦ୍ଦେଶ୍ୟପ୍ରଣୋଦିତ ବୋଲି ବହୁଳ ଭାବେ…
ବୃଦ୍ଧି ହେବ କରୋନା ଭାଇରସ ଯୋଗୁ ଭାରତରେ ଫସିଥିବା ବିଦେଶୀଙ୍କ ଭିଜା ଅବଧି
ନୂଆଦିଲ୍ଲୀ,୧୮।୪: କରୋନା ଭାଇରସକୁ ନେଇ ଦେଶରେ ହଠାତ୍ ଲକ୍ ଡାଉନ ଘୋଷଣା କରାଯିବା ପରେ କେତେଜଣ ବିଦେଶୀ ନାଗରିକ ଭାରତରେ ଫସି ରହିଛନ୍ତି। ଏହି ସମୟ ମଧ୍ୟରେ ଯେଉଁମାନଙ୍କର ଭିଜା ଅବଧି ଶେଷ ହୋଇ ଯାଉଥିବ ସେମାନଙ୍କ ପାଇଁ ବିନା ମୂଲ୍ୟରେ…
ଲକ୍ଡାଉନ ନିୟମ ଭାଙ୍ଗି ଗିରଫ ହେଲେ ୧୦,୭୨୯
ମୁମ୍ବାଇ,୧୮।୪: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍ଡାଉନ ଚାଲିଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ସମସ୍ତଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଉଛି। ଆବଶ୍ୟକ ନ ଥିଲେ ଘରୁ ବାହାରିବାକୁ ବାରଣ କରାଯାଇଛି। ହେଲେ ଏହି ସମୟରେ ମହାରାଷ୍ଟ୍ରରେ ଲକ୍ଡାଉନ ନିୟମ…
ଲକ୍ ଡାଉନ୍ର ପ୍ରଭାବ: ୧୦ ବର୍ଷ ପଛକୁ ଚାଲିଯିବ ଦେଶ; ସୃଷ୍ଟି ହେବେ ୧୦ କୋଟି ନୂଆ ଗରିବ; ବିପିଏଲ୍ ସଂଖ୍ୟା ଛୁଇଁବ ୯୧ କୋଟି
ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ଭାରତ ସରକାର ଦେଶବ୍ୟାପୀ ଲକ୍ ଡାଉନ୍ ଜାରି କରିଛନ୍ତି। ଏହାଦ୍ୱାରା ଦେଶ ଆର୍ଥିକ ଦୃଷ୍ଟିକୋଣରୁ ୧୦ ବର୍ଷ ପଛକୁ ଚାଲିଯିବ ବୋଲି ୟୁନାଇଟେଡ୍ ନେଶନ୍ ବିଶ୍ୱବିଦ୍ୟାଳୟ(ୟୁଏନ୍ୟୁ) ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ…
କୋଭିଡ-୧୯: ଏସିପି ଅନିଲ କୋହଲିଙ୍କ ପରଲୋକ
ଚଣ୍ଡିଗଡ଼,୧୮।୪: ପଞ୍ଜାବରେ ବେଳକୁ ବେଳ କରୋନା ଭାଇରସ ସଂକ୍ରମଣ ବଢିବାରେ ଲାଗିଛି। ଶନିବାର ଲୁଧିଆନାର ଆସିଷ୍ଟାଣ୍ଡ କମିଶନର ଅଫ୍ ପୋଲିସ ଅନିଲ କୋହଲିଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଥିବା ଜଣାପଡିଛି। ଏହି ଦୁଃଖଦ ଖବର ସମସ୍ତଙ୍କୁ ସ୍ତମ୍ଭିଭୂତ କରି ଦେଇଛି। କିଛିଦିନ…
ରାଗିଲେ ହେମା
ମୁମ୍ବାଇ,୧୮।୪: କରୋନା ଭାଇରସକୁ ନେଇ ସାରା ଦେଶରେ ଜାରି ରହିଛି ଲକ୍ଡାଉନ୍। ଆଉ କରୋନାକୁ ହରାଇବାକୁ ଅନେକ ଲୋକ ସେମାନଙ୍କ ଜୀବନକୁ ବାଜି ଲଗାଇ ଦେଇଛନ୍ତି କହିଲେ ଚଳେ। ସେ ଡାକ୍ତର ହୁଅନ୍ତୁ ଅବା ପୋଲିସ। ଏମାନେ ସମସ୍ତେ ଦେଶବାସୀଙ୍କୁ କରୋନା…
୧୪ ଦିନ ପର୍ଯ୍ୟନ୍ତ କରୋନା ପଜିଟିଭ ନ ଆସିଲେ ରେଡ୍ ଜୋନ୍ ହେବ ଅରେଞ୍ଜ
ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣକୁ ନେଇ ଯେଉଁ ସବୁ ସ୍ଥାନକୁ ରେଡ୍ ଜୋନ୍ ଘୋଷଣା କରାଯାଇଛି ସେଠାରେ ୧୪ ଦିନ ପର୍ଯ୍ୟନ୍ତ ଯଦି କୌଣସି ସଂକ୍ରମଣର ଘଟଣା ସମାନାକୁ ନ ଆସିଲା ତେବେ ସେହି ଅଞ୍ଚଳକୁ ଅରେଞ୍ଜ ଜୋନ୍ ଘୋଷଣା କରି ଦିଆଯିବ।…
ରାବଣ ବଧ ସହ ଶେଷ ହେଲା ରାମାୟଣ: ରବିବାରଠାରୁ ପ୍ରସାରିତ ହେବ ‘ଉତ୍ତର ରାମାୟଣ’
ନୂଆଦିଲ୍ଲୀ,୧୮।୪: ଦେଶରେ ଳକ୍ଡାଉନ୍ ଯୋଗୁ ଦୂରଦର୍ଶନରେ ରାମାୟଣ, ମହାଭାରତ ଓ ଶକ୍ତିମାନ ଭଳି ଅନେକ ପପୁଲାର ଶୋ’ ପ୍ରସାରିତ ହେଉଛି। ଲୋକମାନେ ଏହାକୁ ବେଶ୍ ପସନ୍ଦ ମଧ୍ୟ କରୁଛନ୍ତି। ତେବେ ଶନିବାର ଟେଲିକାଷ୍ଟ ହୋଇଥିବା ଏପିସୋଡ୍ରେ ଶ୍ରୀରାମ ରାବଣଙ୍କୁ ବଧ କରି…
ରାଜସ୍ଥାନରେ କରୋନା ର଼୍ୟାପିଡ୍ ଟେଷ୍ଟ୍ ଆରମ୍ଭ: ପ୍ରଥମ ଦିନରେ ସମସ୍ତ ୫୨ ରିପୋର୍ଟ ନେଗେଟିଭ୍
ଜୟପୁର,୧୮।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍ ଡାଉନ୍ ଘୋଷଣା କରାଯାଇଛି। ଏପରିସ୍ଥଳେ ହଟ୍ ସ୍ପଟ୍ ଅଞ୍ଚଳରେ ଶୀଘ୍ର ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ର଼୍ୟାପିଡ୍ ଆଣ୍ଟିବଡ଼ି ଟେଷ୍ଟ୍ ଆରମ୍ଭ ହୋଇଛି। ପ୍ରଥମ କରି ରାଜସ୍ଥାନର ଜୟପୁରରେ ଏହାର ଆରମ୍ଭ ହୋଇଛି।…

