ଜାତୀୟ

ନିର୍ଭୟା ମାମଲାରେ ହାଇକୋର୍ଟ ଗଲେ ବିନୟ ଶର୍ମା

ନୂଆଦିଲ୍ଲୀ,୧୪ା୩(ପି.ଟି.): ଫାଶୀ ପାଇବାକୁ ଆଉ ସପ୍ତାହେ ବାକି ଥିବାବେଳେ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଅନ୍ୟତମ ଅପରାଧୀ ବିନୟ ଶର୍ମା ଶୁକ୍ରବାର ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ତାଙ୍କ ରାଜକ୍ଷମା ଆବେଦନ ଖାରଜ କରିବା ଲାଗି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ…

ସୁପ୍ରିମକୋର୍ଟରେ କେବଳ ଜରୁରୀ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୪ା୩(ପି.ଟି.): ଘାତକ ମହାମାରୀ କରୋନା ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବାବେଳେ ଏହି ସଂକ୍ରମଣକୁ ଏଡାଇବା ଲାଗି ଶୁକ୍ରବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମାର୍ଚ୍ଚ ୧୬ରୁ ସୁପ୍ରିମକୋର୍ଟରେ କେବଳ ଜୁରୁରୀ ମାମଲାଗୁଡ଼ିକର ଶୁଣାଣି ହେବ। ବିଚାର ବେଳେ କୋର୍ଟରୁମ୍‌ରେ କେବଳ ମାମଲା…

୭ କରୋନା ସନ୍ଦିଗ୍ଧ ନିଖୋଜ

ଲୁଧିଆନା,୧୪ା୩(ପି.ଟି.): କରୋନା ସଂକ୍ରମିତ ଦେଶରୁ ଫେରିଥିବା ପଞ୍ଜାବ ଲୁଧିଆନା ଜିଲାର ୭ ଜଣଙ୍କ ପତ୍ତା ମିଳୁନାହିଁ। ଯଦି ସେମାନେ କରୋନା ସଂକ୍ରମିତ ହୋଇଥିବେ ତେବେ ଏହି ଭୂତାଣୁ ଅନ୍ୟମାନଙ୍କୁ ବ୍ୟାପିବା ଆଶଙ୍କା ରହିଛି। ସେମାନେ ଦେଇଥିବା ଠିକଣା ଭୁଲ୍‌ ବୋଲି ଜଣାପଡିଛି।…

ଇରାନରୁ ଫେରିଲେ ୪୪ ଭାରତୀୟ

ମୁମ୍ବାଇ/ନୂଆଦିଲ୍ଲୀ,୧୪ା୩(ପି.ଟି.): କରୋନା ସଂକ୍ରମିତ ଇରାନରୁ ଦ୍ୱିତୀୟ ପର୍ଯ୍ୟାୟରେ ୪୪ ଭାରତୀୟ ପର୍ଯ୍ୟଟକ ଫେରିଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ଇରାନ ଏୟାରର ଏକ ବିମାନରେ ଆସିଥିବା ଏହି ତୀର୍ଥଯାତ୍ରୀମାନେ ଶୁକ୍ରବାର ମଧ୍ୟାହ୍ନରେ ମୁମ୍ବାଇ ବିମାନବନ୍ଦରରେ ପହଞ୍ଚତ୍ଛନ୍ତି। ସେମାନଙ୍କୁ ଜୟସାଲମେରସ୍ଥିତ ସେନା…

ସାର୍କ ଦେଶକୁ ପ୍ରଧାନମନ୍ତ୍ରୀଙ୍କ ଅପିଲ

ନୂଆଦିଲ୍ଲୀ, ୧୪।୩: ଚାଇନା ପରେ ଇଟାଲି, ଇରାନ, ଦକ୍ଷିଣ କୋରିଆ ଆଦି ଦେଶଗୁଡ଼ିକରେ କରୋନା ଉଗ୍ରରୂପ ଧାରଣ କରିଥିବା ବେଳେ ଦକ୍ଷିଣ ଏସିଆର ଅନ୍ୟ ଦେଶଗୁଡ଼ିକ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଏହା ଅର୍ଥନୀତି ଉପରେ ମଧ୍ୟ ଗଭୀର ପ୍ରଭାବ ପକାଉଛି। ଏହାକୁ…

ଭାରତରେ ଦ୍ୱିତୀୟ ମୁଣ୍ଡ ନେଲା କରୋନା

ନୂଆଦିଲ୍ଲୀ, ୧୪ା୩: କରୋନା ଭୂତାଣୁ ଭାରତରେ ଆଉ ଏକ ମୁଣ୍ଡ ନେଇଛି। ମଙ୍ଗଳବାର କର୍ନାଟକର କାଲବୁର୍ଗୀରେ ଜଣେ ୭୬ ବର୍ଷୀୟ ବୃଦ୍ଧଙ୍କର କରୋନାରେ ମୃତ୍ୟୁ ଘଟିଥିବାବେଳେ ଶୁକ୍ରବାର ଦିଲ୍ଲୀରେ ୬୮ ବର୍ଷୀୟା ମହିଳା ଏହି ଭୂତାଣୁ ସଂକ୍ରମଣରେ ପ୍ରାଣ ହରାଇଛନ୍ତି। କୋଭିଡ଼-୧୯…

କରୋନା ପାଇଁ ଏଭରେଷ୍ଟ ପର୍ବତାରୋହଣ ଉପରେ ଲାଗିଲା କଟକଣା

କାଠମାଣ୍ଡୁ୧୩।୩: କରୋନା ଭାଇରସ୍‌ ମହାମାରୀକୁ ଦୃଷ୍ଟିରେ ରଖି ଏଭରେଷ୍ଟ ପର୍ବତାରୋହଣ ଅଭିଯାନ ଉପରେ ଶୁକ୍ରବାର କଟକଣା ଲଗାଯାଇଛି। ଚାଇନା ପକ୍ଷରୁ ଏଭରେଷ୍ଟ ଚଢ଼ାଯିବାକୁ ବନ୍ଦ କରାଯିବାର ଗୋଟିଏ ଦିନ ପରେ ନେପାଳ ସରକାର ମଧ୍ୟ ଏହି ଅଭିଯାନକୁ ବନ୍ଦ କରିଦେଇଛନ୍ତି। ନେପାଳର…

କମଲନାଥଙ୍କ ୬ମନ୍ତ୍ରୀଙ୍କୁ ବହିଷ୍କାର କଲେ ରାଜ୍ୟପାଳ

ଭୋପାଳ,୧୩।୩: ମଧ୍ୟପ୍ରଦେଶରେ ପୁଣି ଥରେ ରାଜନୈତିକ ଉଷ୍ମତା ଦେଖିବାକୁ ମିଳିଛି। ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲ୍‌ଜୀ ଟଣ୍ଡନ ଶୁକ୍ରବାର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ସୁପାରିସରେ ମନ୍ତ୍ରିମଣ୍ଡଳର ୬ଜଣ ସଦସ୍ୟଙ୍କୁ ବହିଷ୍କୃତ କରିଛନ୍ତି। ସେମାନେ ସମସ୍ତେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମର୍ଥକ ବୋଲି କୁହାଯାଉଛି। କଂଗ୍ରେସର ଇମାରତି…

ଘରୋଇ କମ୍ପାନୀର ଜଣେ କର୍ମଚାରୀ କରୋନା ସଂକ୍ରମିତ: ସ୍ବାସ୍ଥ୍ୟ ବିଭାଗର ନଜରରେ ୭ଶହରୁ ଊର୍ଦ୍ଧ୍ୱ କର୍ମଚାରୀ

ନୋଏଡା,୧୩।୩: ଭାରତରେ ଆଉ ଏକ କରୋନା ଭାଇରସ୍‌ ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶ ନୋଏଡାରେ ଏକ ପ୍ରାଇଭେଟ୍‌ ଫାର୍ମରେ କାମ କରୁଥିବା ଜଣେ କର୍ମଚାରୀ କରୋନା ଭାଇରସ୍‌ରେ ପୀଡ଼ିତ ଥିବା ଜଣାପଡ଼ିଛି। ଏନେଇ ନୋଏଡାର ସିଏମ୍‌ଓ ଶୁକ୍ରବାର ସୂଚନା ଦେଇଛନ୍ତି।…

ରାଜ୍ୟ ସଭା ପାଇଁ ପ୍ରାର୍ଥୀପତ୍ର ଦାଖଲେ କରେ ଜ୍ୟୋତିରାଦିତ୍ୟ

ଭୋପାଳ,୧୩।୩: କଂଗ୍ରେସ ଛାଡି ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ ଶୁକ୍ରବାର ରାଜ୍ୟ ସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ନିକଟରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ମଧ୍ୟ ଉପସ୍ଥିତ…

୬ମାସ ପରେ ନଜରବନ୍ଦୀରୁ ମୁକୁଳିଲେ ଫାରୁକ

ଶ୍ରୀନଗର,୧୩।୩: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାସନାଲ କନ୍‌ଫରେନ୍ସ ନେତା ଫାରୁକ ଅବଦ୍ଦୁଲାଙ୍କ ନଜରବନ୍ଦୀ ଶେଷ ହୋଇଛି। ରାଜ୍ୟ ସରକାର ଶୁକ୍ରବାର ତାଙ୍କର ନଜରବନ୍ଦୀ ହଟାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜମ୍ମୁ-କଶ୍ମୀରରେ ଅଗଷ୍ଟ ୫ରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ଫାରୁକଙ୍କୁ…

ଉତ୍ତରପ୍ରଦେଶରେ ମାର୍ଚ୍ଚ ୨୨ଯାଏଁ ସମସ୍ତ ସ୍କୁଲ, କଲେଜ ବନ୍ଦ

ଲକ୍ଷ୍ନୌ,୧୩।୩: କରୋନା ଭାଇରସ ସାରା ଦେଶରେ ଆତଙ୍କ ଖେଳାଇଛି। ଦେଶର ବିଭିନ୍ନ ସ୍ଥାନରେ କରୋନା ମାମଲା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହି ରୋଗରେ ସଂକ୍ରମିତ ହୋଇ କର୍ନାଟକରେ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri