ଜାତୀୟ

ହଷ୍ଟେଲରୁ ଖାଦ୍ୟ ଚୋରି: ଛାତ୍ରଙ୍କୁ ୨୦ ହଜାର ଜରିମାନା

ଲକ୍ଷ୍ନୌ : ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରେ ଘଟିଛି ଅଜବ ଘଟଣା। ଭୋକରେ ଥିବା ଜଣେ ଛାତ୍ର ହଷ୍ଟେଲରୁ ଖାଦ୍ୟ ଚୋରିକରି ଖାଇବାରୁ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଲଗାଯାଇଛି। ବି.ଏ. ଦ୍ୱିତୀୟ ବର୍ଷରେ ପଢ଼ୁଥିବା ଆୟୁଷ ସିଂ ନାମକ ଛାତ୍ରଙ୍କୁ...

ମୁଣ୍ଡରେ କାର୍ଡବୋର୍ଡ ବକ୍ସ୍‌ ପିନ୍ଧି ପରୀକ୍ଷା ଦେଲେ ଶିକ୍ଷାର୍ଥୀ: ସୋସିଆଲ ମିଡ଼ିଆରେ ଭାଇରାଲ

ହାଭେରି,୧୯।୧୦: କର୍ନାଟକରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଭାଗଥ୍‌ ପିୟୁ କଲେଜରେ ପ୍ରଥମ ବାର୍ଷିକ ବିଜ୍ଞାନ ପରୀକ୍ଷାରେ ଶିକ୍ଷାର୍ଥୀମାନଙ୍କୁ ମୁଣ୍ଡରେ କାର୍ଡବୋର୍ଡ ବକ୍ସ୍‌ ପିନ୍ଧିବାକୁ ପଡ଼ିଛି। କପି ନକରିବା ଲାଗି କଲେଜ ମ୍ୟାନେଜମେଣ୍ଟ୍‌ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ...

ଛତିଶଗଡ଼ରେ ବିକ୍ରି ହେବ ନାହିଁ ଷ୍ଟିକର ଲାଗିଥିବା ଫଳ

ରାୟପୁର,୧୯।୧୦: ଫଳରେ ଷ୍ଟିକର ଲାଗିଥିଲେ ତାହା ବିକ୍ରି ହୋଇପାରିବ ନାହିଁ। ଏମିତି ଫଳ ଉପରେ ଛତିଶଗଡ଼ ସରକାର ଶୁକ୍ରବାର ନିଷେଧାଜ୍ଞା ଜାରି କରିଛନ୍ତି। ଏଥିପାଇଁ ସମସ୍ତ ଫଳ ବ୍ୟବସାୟୀ ଓ ଗ୍ରାହକମାନଙ୍କୁ ସତର୍କ କରି ଦିଆଯାଇଥିବା ସରକାରଙ୍କ ଜଣେ ବରିଷ୍ଠ...

ସମୟାନୁବର୍ତ୍ତିତାରେ ଭାରତୀୟ ରେଳ ପଛୁଆ: ଆର୍‌ଟିଆଇ ରିପୋର୍ଟ

ନୂଆଦିଲ୍ଲୀ,୧୯।୧୦: ଭାରତୀୟ ରେଳ ବିଭାଗ ପକ୍ଷରୁ ଯାତ୍ରୀଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ତେବେ ସମୟାନୁବର୍ତ୍ତିତାରେ ଏହା ପଛୁଆ ରହିଥିବା ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ଅନ୍ତର୍ଗତ ମିଳିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ପାସେଞ୍ଜର ଟ୍ରେନ୍‌ ଗୁଡ଼ିକ...

ରାହୁଲ କଲେଜ ଛାତ୍ରଙ୍କ ସହିତ ଖେଳିଲେ କ୍ରିକେଟ୍‌: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ରଓ୍ବୋରି,୧୯।୧୦: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ହରିୟାଣାରେ ବିଧାନସଭା ନିର୍ବାଚନ ପଚାର କରିବାକୁ ଯାଇଥିବା ସମୟରେ ନେଟ୍‌ରେ କିଛି ଛାତ୍ରଙ୍କ ସହିତ କ୍ରିକେଟ ଖେଳୁଥିବାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ମହେନ୍ଦ୍ରଗଡ଼ରେ ଏକ ନିର୍ବାଚନୀ ସଭାରେ...

କୌଣସି କାମ ଛୋଟ ନୁହେଁ: ଜନନୀ

ହାଇଦ୍ରାବାଦ,୧୯।୧୦: ତେଲେଙ୍ଗାନା ହାଇଦ୍ରାବାଦର ୨୦ ବର୍ଷିୟା ଯୁବତୀ ଜନନୀ ରାଓ ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। କାରଣ ସାମାଜିକ କଟକଣାକୁ ଭାଙ୍ଗି ସେ ଏବେ ସାଜିଛନ୍ତି ଫୁଡ୍‌ ଡେଲିଭରି ଏକଜ୍ୟୁକିଟିଭ। ଅନ୍‌ଲାଇନ୍‌ ଫୁଡ୍‌ ଅଡରିଂ ଆଣ୍ଡ ଡେଲିଭରି...

କେନ୍ଦ୍ର, ଆସାମକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ଏନ୍‌ଆର୍‌ସି କୋଅର୍ଡିନେଟରଙ୍କୁ ମଧ୍ୟପ୍ରଦେଶ ବଦଳି କର

ନୂଆଦିଲ୍ଲୀ,୧୯ା୧୦: ଆସାମ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) କୋଅର୍ଡିନେଟର ପ୍ରତୀକ୍‌ ହାଜେଲାଙ୍କୁ ମଧ୍ୟପ୍ରଦେଶ ବଦଳି କରିବା ଲାଗି ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ, ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେ ଏବଂ...

ହରିୟାଣାରେ ମୋଦି, ରାହୁଲ ମୁହଁ।ମୁହିଁ

ଗୋହାନା,୧୯ା୧୦(ପି.ଟି.): କଂଗ୍ରେସର କୁଶାସନ ବେଳେ ଯବାନ ହୁଅନ୍ତୁ କି ଚାଷୀ ଅଥବା କ୍ରୀଡ଼ାବିତ୍‌ ଦେଶରେ କେହି ସୁରକ୍ଷିତ ନ ଥିଲେ। ଏହି ଦଳ ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ହେଉ କି ଅନୁଚ୍ଛେଦ ୩୭୦ ଉଚ୍ଛେଦ କୌଣସି ଭଲ କାମକୁ ସମର୍ଥନ...

କଳ୍‌କୀ ଭଗବାନଙ୍କ ୫୦୦ କୋଟିର ଅଘୋଷିତ ସମ୍ପତ୍ତି ଠାବ

ବାଙ୍ଗାଲୋର,୧୯ା୧୦: ଧାର୍ମିକ ଗୁରୁ କଳ୍‌କୀ ଭଗବାନଙ୍କ ଆଶ୍ରମ ଏବଂ ଏହା ସହ ଜଡିତ ୪୦ ସ୍ଥାନରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏଥିରେ ପ୍ରାୟ ୫୦୦ କୋଟି ଟଙ୍କାର ଅଘୋଷିତ ଆୟ ଠାବ ହୋଇଛି। ଚଢ଼ାଉ ବେଳେ ବିଭାଗ...

ମୋଦିଙ୍କର ଅର୍ଥନୀତିରେ ଜ୍ଞାନ ନାହିଁ: ରାହୁଲ

ହରିୟାଣା,୧୮।୧୦: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏବେ ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣାର ସୋନିପଥରେ ବିରୋଧୀ କଂଗ୍ରେସ ଉପରେ ଖୁବ୍‌ ବର୍ଷିଥିଲେ। ସେଠାରେ ସେ ଏକ ରାଲିରେ ସମ୍ବୋଧନ ଦେବା ଅବସରରେ କଂଗ୍ରେସ...

ଦୀପାବଳି ପୂର୍ବରୁ କାହିଁକି ପାଳନ କରାଯାଏ ଧନତେରସ

ଆଲୋକର ପର୍ବ ଦୀପାବଳିକୁ ନେଇ ଘରେ ଘରେ ଆନନ୍ଦ ପରିଲକ୍ଷିତ ହୋଇଥାଏ। ତେବେ ଦୀପାବଳି ପୂର୍ବରୁ ଧନତେରସ ପାଳନ କରାଯିବାର ବିଧି ରହିଛି। ହେଲେ ଏହି ଧନତେରସ କାହିଁକି ପାଳନ କରାଯାଏ ସେ କଥା ହୁଏତ କେତେକେ ଜାଣି ନ...

ସୈନିକ ସ୍କୁଲରେ ନାମ ଲେଖାଇବେ ଛାତ୍ରୀ: ରାଜନାଥ

ନୂଆଦିଲ୍ଲୀ,୧୮।୧୦: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ଘୋଷଣା କରିଛନ୍ତି ଏଣିକି ସୈନିକ ସ୍କୁଲରେ ଛାତ୍ରୀମାନେ ନାମ ଲେଖାଇ ପାରିବେ। ୨୦୨୧-୨୨ ବର୍ଷରେ ଛାତ୍ରୀମାନେ ସୈନିକ ସ୍କୁଲରେ ନାମ ଲେଖାଇବାକୁ ନେଇ ଆସିଥିବା ଏକ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସୂଚନାଯୋଗ୍ୟ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri