ଦିଲ୍ଲୀ ବିଧାନସଭା ବାଚସ୍ପତିଙ୍କୁ ୬ମାସ ଜେଲ୍
ନୂଆଦିଲ୍ଲୀ,୧୮।୧୦:ଦିଲ୍ଲୀ ବିଧାନସଭାର ବାଚସ୍ପତି ରାମନିବାସ ଗୋଏଲଙ୍କୁ ୬ମାସ ଜେଲ୍ ଦଣ୍ଡରେ ଦଣ୍ଡିତ କରାଯାଇଛି। ଦିଲ୍ଲୀର ରାଉଜ୍ ଏଭେନ୍ୟୁ କୋର୍ଟ ଶୁକ୍ରବାର ରାମନିବାସଙ୍କ ଏକ ମାମଲାର ଶୁଣାଣି କରି ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସୂଚନାଯୋଗ୍ୟ, ୨୦୧୫ ଫେବୃୟାରୀରେ ଭାଜପା ନେତା...
ମହାରାଷ୍ଟ୍ରରେ ଗର୍ଜିଲେ ଶାହ
ମୁମ୍ବାଇ,୧୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବିରୋଧୀ କଂଗ୍ରେସ ଉପରେ ବର୍ଷିଛନ୍ତି। ମହାରାଷ୍ଟ୍ର ରାଜୁରରେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ ଶାହ କହିଛନ୍ତି ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ...
ପ୍ରୟାଗରାଜକୁ ପୂରିଲା ବର୍ଷେ
ପ୍ରୟାଗରାଜ,୧୮।୧୦: ଧାର୍ମିକ ଓ ରାଜନୈତିକ ସ୍ତରରେ ଦେଶରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଆହ୍ଲାବାଦର ନାମ ପରିବର୍ତ୍ତନକୁ ଶୁକ୍ରବାର ବର୍ଷେ ପୂରିଛି। ୨୦୧୮ ଅକ୍ଟୋବର ୧୮ରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହାର ନାମ ପରିବର୍ତ୍ତନ କରି ପ୍ରୟାଗରାଜ ରଖିଥିଲେ।...
ହିନ୍ଦୁ ସମାଜ ପାର୍ଟିର ନେତାଙ୍କୁ ଗଳା କାଟି ହତ୍ୟା
ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ହିନ୍ଦୁ ସମାଜ ପାର୍ଟିର ନେତା କମଲେଶ ତିଓ୍ବାରୀଙ୍କୁ ଶୁକ୍ରବାର ଦିନ ଦ୍ୱିପହରରେ ଗଳା କାଟି ହତ୍ୟା କରାଯାଇଛି। ଚିକିତ୍ସାଧିନ ଅବସ୍ଥାରେ ଟ୍ରମା ସେଣ୍ଟରରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ନାକାର ଖୁର୍ସିଦ...
ଆଇଏନ୍ଏକ୍ସ ମିଡିଆ ମାମଲା: ସିବିଆଇ ଦ୍ୱାରା ଚାର୍ଜସିଟ ଦାଖଲ
ନୂଆଦିଲ୍ଲୀ,୧୮।୧୦: ଆଇଏନ୍ଏକ୍ସ ମିଡିଆ ମାମଲାରେ ଶୁକ୍ରବାର ସିବିଆଇ ଦ୍ୱାରା ଚାର୍ଜସିଟ ଦାଖଲ କରାଯାଇଛି। ଏଥିରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ସମେତ ୧୪ ଜଣଙ୍କ ନାଁ ଥିବା ଜଣାପଡିଛି। ଏହି ମାମଲା ଦିଲ୍ଲୀର ଏକ କୋର୍ଟରେ ୨୧ ଅକ୍ଟୋବର ସୋମବାର...
ଯୋଗୀଙ୍କୁ ଭେଟିଲେ ଅଦିତି ସିଂ, ଭାଜପାରେ ଯୋଗ ଦେବା ନେଇ ଚର୍ଚ୍ଚା
ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶର କଂଗ୍ରେସ ବିଧାୟିକା ଅଦିତି ସିଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ଫଳରେ ସେ ଭାଜପାରେ ଯୋଗ ଦେବା ନେଇ ଚର୍ଚ୍ଚା ଜୋର ଧରିଛି। ଏନେଇ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅଜୟ କୁମାର ଲଲ୍ଲୁ କହିଛନ୍ତି, ଯେଉଁ ଲୋକ...
ଆରୋଗ୍ୟ ନ ହେବା ଭଳି ରୋଗରେ ପୀଡିତ କଂଗ୍ରେସ: ମୋଦି
ସୋନିପଥ,୧୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ହରିୟାଣା ବିଧାନସଭା ନିର୍ବାଚନ ପାଇଁ ପ୍ରଚାରରେ ଯାଇଛନ୍ତି। ହରିୟାଣା ସୋନିପଥର ଗୋହାନାଠାରେ ସେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ କଂଗ୍ରେସ ଉପରେ ଖୁବ୍ ବର୍ଷିଛନ୍ତି। ସେ କହିଛନ୍ତି ହରିୟାଣାବାସୀ କଂଗ୍ରେସର ଅହଂକାରକୁ...
ପିଏମସି ଦୁର୍ନୀତିର ଶୁଣାଣି କରିବାକୁ ମନାକଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୮।୧୦: ପଞ୍ଜାବ-ମହାରାଷ୍ଟ୍ର ସମବାୟ(ପିଏମସି) ବ୍ୟାଙ୍କ ଦୁର୍ନୀତିର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଆବେଦନକାରୀଙ୍କୁ ହାଇକୋର୍ଟରେ ପିଟିଶନ ଦାଖଲ କରିବାକୁ ସୁପ୍ରିମକୋର୍ଟ ପରାମର୍ଶ ଦେଇଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଦ୍ୱାରା ଗଠିତ ଖଣ୍ଡପୀଠ ଅନୁଚ୍ଛେଦ ୩୨ ଅନୁଯାୟୀ ଏହି...
ବାରାଣସୀ, ଅଯୋଧ୍ୟା ଉପରେ ରହିଛି ଆତଙ୍କବାଦୀଙ୍କ ନଜର
ଗୋରଖପୁର,୧୮।୧୦: ନେପାଳ ସୀମା ଅତିକ୍ରମ କରି ଉତ୍ତର ପ୍ରଦେଶର ଗୋରଖପୁର ଦେଇ ଭାରତରେ କେତେଜଣ ଆତଙ୍କବାଦୀ ପ୍ରବେଶ କରିବା ସୂଚନା ମିଳିବା ପରେ, ଗୋରଖପୁର ଓ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ତେବେ ଗୁଇନ୍ଦା ସଂସ୍ଥାକୁ...
ସମସ୍ତ ରାସ୍ତାକୁ ଖାଲଖମାରୁ ମୁକ୍ତ କରିବାକୁ ଯୋଗୀ ସରକାରଙ୍କ ନିର୍ଦ୍ଦେଶ
ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଦେଶର ସମସ୍ତ ରାସ୍ତାକୁ ଖାଲଖମାରୁ ମୁକ୍ତ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଲୋକଭବନରେ ଆୟୋଜିତ ହୋଇଥିବା ଏକ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଖରାପ ସଡ଼କକୁ ନେଇ କ୍ରୋଦ୍ଧ ପ୍ରକାଶ କରିଥିଲେ। ଏଥିସହ...
ବାହୁବଳୀ ବିଧାୟକଙ୍କ ଶୁଟର ପୁଅ ଆବ୍ବାସଙ୍କ ଘରେ ଚଢ଼ାଉ
ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶ ମଉର ବାହୁବଳୀ ବିଧାୟକ ମୁଖ୍ତାର ଅନସାରୀଙ୍କ ପୁଅ ଆବ୍ବାସ ଅନସାରୀଙ୍କ ଦିଲ୍ଲୀସ୍ଥିତ ବାସଭବନରେ ପୋଲିସ ଚଢ଼ାଉ କରିଛି। ଆବ୍ବାସଙ୍କ ଘରୁ କୋଟି କୋଟି ଟଙ୍କାର ଦେଶୀ ଓ ବିଦେଶୀ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ବସନ୍ତକୁଞ୍ଜରେ...
ସେଓ ଭର୍ତ୍ତି ଟ୍ରକ୍ରେ ନିଆଁ ଲଗାଇଲେ ଆତଙ୍କବାଦୀ
ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀର ସୋପୋରେ ଶୁକ୍ରବାର ସକାଳେ ପୁଣି କିଛି ଆତଙ୍କବାଦୀ ସେଓ ବ୍ୟବସାୟୀଙ୍କ ଉପରକୁ ଆକ୍ରମଣ କରିଛନ୍ତି। ସେଓ ଭର୍ତ୍ତି ଥିବା ଏକ ଟ୍ରକ୍ରେ ସେମାନେ ନିଅଁା ଲଗାଇଦେଇଛନ୍ତି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ସୂଚନା...
Archives


