ଜାତୀୟ

ନିର୍ଭୟା ମାମଲାରେ ପଓ୍ବନଙ୍କ ଆବେଦନ ଖାରଜ:ଓକିଲଙ୍କୁ ୨୫ ହଜାର ଜରିମାନା

ଲକ୍ଷ୍ନୌ,  ୨୦।୧୨(ପି.ଟି.):ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ଫାଶୀ ଦଣ୍ଡାଦେଶ ପାଇଥିବା ୪ ଦୋଷୀଙ୍କ ମଧ୍ୟରୁ ପଓ୍ବନ କୁମାର ଗୁପ୍ତା ଅପରାଧ ଘଟାଇବା(୨୦୧୨ ଡିସେମ୍ବର)ବେଳେ ନାବାଳକ ଥିବା ନେଇ କରିଥିବା ଆବେଦନକୁ ଗୁରୁବାର ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। କୋର୍ଟଙ୍କ…

ସୋରେନ୍‌ଙ୍କ ବିବାଦୀୟ ମନ୍ତବ୍ୟ:ଇସିଙ୍କୁ ଫେରାଦ ହେଲା ଭାଜପା

ରାଞ୍ଚତ୍, ୨୦।୧୨(ପି.ଟି.):ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)ର କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ୍‌ ଏକ ନିର୍ବାଚନୀ ରାଲିରେ ଭାଜପା ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଅଡୁଆରେ ପଡିଯାଇଛନ୍ତି। ପାକୁର ନିର୍ବାଚନ ମଣ୍ଡଳୀରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ସୋରେନ କହିଥିଲେ, ଭାଜପା ଲୋକେ…

ସିଏଏ ବିରୋଧୀ ହିଂସା:୧୦୦ କୋଟି କ୍ଷତି ସହିଲାଣି ରେଲଓ୍ବେ

ନୂଆଦିଲ୍ଲୀ,  ୨୦।୧୨:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଜାରି ରହିଥିବାବେଳେ ରେଲଓ୍ବେର ବହୁ କ୍ଷତି ଘଟିଛି। ବିକ୍ଷୋଭକାରୀମାନେ ରେଳଷ୍ଟେଶନରେ ଭଙ୍ଗାରୁଜା କରିବା, ଟ୍ରେନରେ ନିଆଁ ଲଗାଇବା ଫଳରେ ବିଭାଗର ପ୍ରାୟ ୧୦୦ କୋଟି ଟଙ୍କା…

କେନ୍ଦ୍ର, ଦିଲ୍ଲୀ ସରକାରଙ୍କୁ ହାଇକୋର୍ଟ ନୋଟିସ

ନୂଆଦିଲ୍ଲୀ, ୨୦।୧୨(ପି.ଟି.):ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ବେଳେ ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟରେ ଘଟିଥିବା ହିଂସାକାଣ୍ଡର ତଦନ୍ତ ପାଇଁ ବିଚାର ବିଭାଗୀୟ କମିଶନ ଗଠନ ନିମନ୍ତେ ଦାବି ହୋଇଛି। ଏଭଳି ଏକାଧିକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ…

‘ସିଏଏକୁ ସମର୍ଥନ କରିଥିଲେ ମନମୋହନ’

ନୂଆଦିଲ୍ଲୀ, ୨୦।୧୨(ପି.ଟି.):ସିଏଏକୁ ନେଇ କେନ୍ଦ୍ର ସରକାର ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଜୋର୍‌ଦାର ବିରୋଧର ସମ୍ମୁଖୀନ ହେବା ପରେ ଭାଜପା ଗୁରୁବାର ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂଙ୍କ ୨୦୦୩ ବକ୍ତବ୍ୟର ଏକ ଭିଡିଓ ପୋଷ୍ଟ କରିଛି। ବାଂଲାଦେଶ ଭଳି ପଡୋଶୀ ଦେଶରୁ ଆସି…

ବିହାର ବନ୍ଦ ବେଳେ ହିଂସା

ପାଟନା, ୨୦।୧୨(ପି.ଟି.):ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଦେଶବ୍ୟାପୀ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଲାଗୁ କରିବା ପ୍ରସ୍ତାବର ବିରୋଧ କରି ବାମଦଳଗୁଡ଼ିକ ପକ୍ଷରୁ ଗୁରୁବାର ବିହାର ବନ୍ଦ ଡାକରା ଦିଆଯାଇଥିବାବେଳେ ବିଭିନ୍ନ ସ୍ଥାନରେ ଏହା ହିଂସାତ୍ମକ ରୂପ ନେଇଥିଲା। ୧୨ ଘଣ୍ଟିଆ…

ସିଏଏ, ଏନ୍‌ଆର୍‌ସି ଲାଗୁ ହେବ: ନଡ୍ଡା

ନୂଆଦିଲ୍ଲୀ, ୨୦।୧୨(ପି.ଟି.):ନାଗରିକତ୍ୱ ଆଇନକୁ ବିରୋଧ କରି ସାରା ଦେଶରେ ନିଆଁ ଜଳୁଥିବାବେଳେ ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା ସେଥିରେ ଘିଅ ଢାଳିଛନ୍ତି। ନୂଆ ନାଗରିକତ୍ୱ ଆଇନ (ସିଏଏ) ଲାଗୁ ହେବା ସହ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ସାରା ଦେଶରେ କାର୍ଯ୍ୟକାରୀ…

ଗଣଭୋଟ ପାଇଁ ମମତାଙ୍କ ଆହ୍ବାନ

କୋଲକାତା, ୨୦।୧୨:ନୂଆ ନାଗରିକତ୍ୱ ଆଇନକୁ ବିରୋଧ କରି ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବାବେଳେ ଜାତିସଂଘ ତତ୍ତ୍ୱାବଧାନରେ ଏହା ଉପରେ ଗଣଭୋଟ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶାସକ ଦଳ ଭାଜପାକୁ ଆହ୍ବାନ ଦେଇଛନ୍ତି। କୋଲକାତାରେ ଏକ ବିଶାଳ ରାଲିକୁ ସମ୍ବୋଧିତ କରି ତୃଣମୂଳ…

ବିରୋଧୀଙ୍କ ଅଭିଯୋଗ: ନିଆଁରେ ଘିଅ ଢାଳୁଛି କେନ୍ଦ୍ର, ଅଘୋଷିତ ଜରୁରୀ ପରିସ୍ଥିିତି

ନୂଆଦିଲ୍ଲୀ, ୨୦।୧୨(ପି.ଟି./ଆଇଏଏନ୍‌ଏସ୍‌):ନୂଆ ନାଗରିକତ୍ୱ ଆଇନ ବିରୋଧୀ ବିକ୍ଷୋଭ ଦେଶବ୍ୟାପୀ ଆନ୍ଦୋଳନର ରୂପ ନେଇସାରିଛି। ଉତ୍ତର-ପୂର୍ବାଞ୍ଚଳରେ ଉଠିଥିବା ନିଆଁ ପଶ୍ଚିମବଙ୍ଗ ପରେ ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଓ ଦକ୍ଷିଣ ଭାରତରେ ଭୟାବହ ସ୍ଥିତି ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌…

ଘାତକ ହେଲାଣି ସିଏଏ ନିଆଁ: ପୋଲିସ ଗୁଳିରେ ଟଳିଲେ ୩ ବିକ୍ଷୋଭକାରୀ

ମାଙ୍ଗାଲୁରୁ/ଲକ୍ଷ୍ନୌ, ୨୦।୧୨:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧକରି ଦେଶବ୍ୟାପୀ ମୁଣ୍ଡଟେକିଥିବା ଆନ୍ଦୋଳନର ନିଆଁ ଘାତକ ହେଲାଣି। କର୍ନାଟକର ମାଙ୍ଗାଲୁରୁ ଓ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ ବେଳେ ପୋଲିସ-ଜନତା ଖଣ୍ଡଯୁଦ୍ଧ ହୋଇଛି। ପୋଲିସର ଲାଠି ଓ ଗୁଳିମାଡ଼ରେ ୩ ଜଣଙ୍କ…

ସିଏଏ ନେଇ ଯୋଗୀ ସରକାରଙ୍କ କଡ଼ା ଆଇନ: ସର୍ବସାଧାରଣ ସମ୍ପତ୍ତି ନଷ୍ଟ କଲେ ଜବତ ହେବ ନିଜ ସମ୍ପତ୍ତି

ଲକ୍ଷ୍ନୌ,୧୯।୧୨: ସିଏଏକୁ ବିରୋଧ କରୁଥିବା ପ୍ରଦର୍ଶନକାରୀଙ୍କ ପାଇଁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର କଡ଼ା ଆଇନ କରିଛନ୍ତି। ଏଣିକି ସର୍ବସାଧାରଣ ସମ୍ପତ୍ତି ନଷ୍ଟ କରୁଥିବା ପ୍ରଦର୍ଶନକାରୀଙ୍କ ସମ୍ପତ୍ତିକୁ ଜବତ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ବୈଠକରେ ଏଭଳି ନିଷ୍ପତ୍ତି…

ନାଗରିକତା ଆଇନ ନେଇ କଂଗ୍ରେସର ଦୋମୁହାଁ ନୀତି : ମନମୋହନଙ୍କ ୧୬ ବର୍ଷ ତଳର ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୯।୧୨: ନାଗରିକତା ଆଇନ ନେଇ କଂଗ୍ରେସର ଦୋମୁହାଁ ନୀତିକୁ ଭାଜପା ପକ୍ଷରୁ ପର୍ଦ୍ଦାଫାଶ୍‌ କରାଯାଇଛି। ଏନେଇ ରାଜ୍ୟସଭାର ୧୬ ବର୍ଷ ତଳର ଏକ ଭିଡ଼ିଓକୁ ଭାଜପା ଆଇଟି ସେଲ୍‌ ଅଧ୍ୟକ୍ଷ ଅମିତ ମାଲବ୍ୟ ଟୁଇଟରରେ ଶେୟାର କରିଛନ୍ତି। କଂଗ୍ରେସ ଏବେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri