ଜାତୀୟ

ରାଜଧାନୀରେ ଲୋକେ ଅଣନିଃଶ୍ୱାସୀ

ନୂଆଦିଲ୍ଲୀ,୧୭।୧୦: ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ପ୍ରଦୂଷିତ ହେବାରେ ଲାଗିଛି। ଏବେଠାରୁ ଲୋକେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଭୋଗୁଥିବା ଅଭିଯୋଗ ଆସିଲାଣି। ଆଗକୁ ଏହା ଆହୁରି ବଢିବ ବୋଲି କୁହାଯାଇଛି। ସେଥିପାଇଁ ଦିଲ୍ଲୀ ସରକାରଙ୍କ...

ଜଗନମୋହନଙ୍କ ନୂଆ ଯୋଜନା: ବୁଣାକାର-ଆଇନଜୀବୀ ଓ ଧୀବରଙ୍କୁ ମିଳିବ ଆର୍ଥିକ ସହାୟତା

ଅମରାବତୀ,୧୭।୧୦: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌.ଜଗନମୋହନ ରେଡ୍ଡୀ ରାଜ୍ୟର ବୁଣାକାର-ଆଇନଜୀବୀ ଓ ଧୀବରଙ୍କ ଆର୍ଥିକ ବିକାଶ ପାଇଁ ନୂଆ ଯୋଜନା ପ୍ରଣୟନ କରିଛନ୍ତି। ଓ୍ବାଇଏସ୍‌ଆର୍‌ ନେତନ୍ନା ନେସ୍ତାମ୍‌ ଯୋଜନା ଅନ୍ତର୍ଗତ ବୁଣାକାରଙ୍କୁ ବର୍ଷକୁ ୨୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ...

ନୀତୀଶଙ୍କ ନେତୃତ୍ୱରେ ବିହାର ବିଧାନସଭା ନିର୍ବାଚନ ଲଢିବ ଏନ୍‌ଡିଏ: ଶାହ

ନୂଆଦିଲ୍ଲୀ,୧୭।୧୦: ଆସନ୍ତା ୨୦୨୦ରେ ବିହାରରେ ଅନୁଷ୍ଠିତ ହେବ ବିଧାନସଭା ନିର୍ବାଚନ। ଏଥିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ଏନ୍‌ଡିଏ ନିର୍ବାଚନ ଲଢିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ନିକଟରେ ଦେଇଥିବା ଏକ ସାକ୍ଷାତ୍‌କାରରେ ପ୍ରକାଶ କରିଛନ୍ତି। ଏବେ ସ୍ପଷ୍ଟ...

ବଢ଼ିଲା ଭାରତର ଚିନ୍ତା: ଗୁଜରାଟ ସୀମାରେ ପାକିସ୍ତାନ ଚାଇନାକୁ ଦେଲା ୫୫ ବର୍ଗ କିମି ଜମି

ନୂଆଦିଲ୍ଲୀ,୧୭।୧୦: ଗୁଜରାଟ ସୀମାରେ ଭାରେତ ପାଇଁ ପାକିସ୍ତାନ ବିପଦ ସୃଷ୍ଟି କରିଛି। ଏଠାରେ ଥିବା ହରାମିନାଳେ ନିକଟରେ ୫୫ ବର୍ଗ କିମି ଜମି ପାକିସ୍ତାନ ଚାଇନାକୁ ଦେଇଛି। ଏହାଦ୍ୱାରା ଭାରତର କେତେକ ଗତିବିଧି ଉପରେ ଚାଇନା ରଖିପାରିବାର ଆଶଙ୍କା ଦେଖାଦେଇଛି।...

ଫେବୃୟାରୀ ଯାଏ ଗ୍ରେ ଲିଷ୍ଟରେ ରହିବ ପାକ୍‌

ଇସ୍‌ଲାମାବାଦ, ୧୭ା୧୦(ପି.ଟି.): ଆତଙ୍କବାଦକୁ ନେଇ ପାକିସ୍ତାନ ଏକଘରକିଆ ହୋଇପଡ଼ିଥିବାବେଳେ ଏହାକୁ ପୁଣି ଏକ ଝଟକା ଲାଗିଛି। ପାକିସ୍ତାନକୁ ଆସନ୍ତା ୨୦୨୦ ଫେବୃୟାରୀ ମାସ ପର୍ଯ୍ୟନ୍ତ ଗ୍ରେ ଲିଷ୍ଟରେ ରଖିବା ଲାଗି ଏଫ୍‌ଏଟିଏଫ୍‌( ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ) ପକ୍ଷରୁ ନିଷ୍ପତ୍ତି ଗ୍ରହଣ...

୧୦ ବର୍ଷୀୟା ଆଦିବାସୀଙ୍କୁ ୫୦ ହଜାରରେ ବିକ୍ରି

ଅହମଦାବାଦ,୧୭ା୧୦: ଗୁଜରାଟର ବନାସକାନ୍ଥାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ବିବାହ ପାଇଁ ତାଙ୍କ ୧୦ ବର୍ଷୀୟା ଝିଅଙ୍କୁ ୫୦ ହଜାର ଟଙ୍କାରେ ବିକ୍ରି କରିଦେଇଛନ୍ତି। ଉକ୍ତ ଆଦିବାସୀ ନାବାଳିକାଙ୍କୁ କିଣିଥିବା ଅସ୍‌ଓ୍ବାରାର ୩୫ ବର୍ଷୀୟ ଗୋବିନ୍ଦ...

କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା

ଆଲିଗଡ଼, ୧୭ା୧୦(ପି.ଟି.): ଉତ୍ତରପ୍ରଦେଶର ଆଲିଗଡ଼ ଜିଲାରେ ଜଣେ ସ୍ଥାନୀୟ କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଜମି ବିବାଦକୁ ନେଇ ଏଭଳି ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି। ତାଙ୍କ ନାମ ମହମ୍ମଦ ଫାରୁକ୍‌। ସମ୍‌ସାଦ୍‌ ମାର୍କେଟ ନିକଟ ଅଫିସରେ ସେ ଥଇବାବେଳେ...

ବିରୋଧୀଙ୍କୁ ମୋଦି କହିଲେ ବୁଡ଼ି ମର

ମୁମ୍ବାଇ,୧୭ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମହାରାଷ୍ଟ୍ର ନିର୍ବାଚନ ପ୍ରଚାରରେ ଯାଇ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ବିରୋଧ କରୁଥିବା ବିପକ୍ଷ ନେତାମାନଙ୍କ ଉପରେ କଟୁ ମନ୍ତବ୍ୟ ଦେଇଛନ୍ତି। ନିର୍ବାଚନ ସହ ଏହି ପଦକ୍ଷେପକୁ ଯୋଡ଼ୁଥିବାରୁ ତାଙ୍କୁ ସମାଲୋଚନା କରୁଥିବା ନେତାମାନେ...

ସୁପ୍ରିମକୋର୍ଟରେ ଶୁଣାଣି ବେଳେ ହାଇଡ୍ରାମା

ନୂଆଦିଲ୍ଲୀ,୧୭ା୧୦ (ପି.ଟି./ଆଇଏଏନ୍‌ଏସ୍‌): ରାଜନୈତିକ ଦୃଷ୍ଟିରୁ ଦେଶର ସର୍ବାଧିକ ସମ୍ବେଦନଶୀଳ ଅଯୋଧ୍ୟା ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଶେଷ ହୋଇ ରାୟ ସଂରକ୍ଷିତ ରଖାଯାଇଛି। ୫ ବିଚାରପତିଙ୍କୁ ନେଇ ଗଠିତ ସାମ୍ବିଧାନିକ ପୀଠରେ ବୁଧବାର ଏହାର ଚୂଡ଼ାନ୍ତ ବିଚାର ବେଳେ କୋର୍ଟରୁମ୍‌ରେ ହାଇଡ୍ରାମା...

ପାର୍ଲାମେଣ୍ଟ ଶୀତ ଅଧିବେଶନ ନଭେମ୍ବର ୧୮ରୁ

ନୂଆଦିଲ୍ଲୀ,୧୭ା୧୦ (ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟର ଶୀତ ଅଧିବେଶନ ନଭେମ୍ବର ୧୮ରୁ ଆରମ୍ଭ ହୋଇ ଡିସେମ୍ବର ୨୩ ଯାଏ ଚାଲିବ। ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ସଂସଦୀୟ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି (ସିସିପିଏ)ର ଏକ ବୈଠକରେ ଅଧିବେଶନର ତାରିଖ...

ସରିଲା ଅଯୋଧ୍ୟା ବିଚାର

ନୂଆଦିଲ୍ଲୀ,୧୭ା୧୦(ପି.ଟି./ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟରେ ୪୦ ଦିନର ମାରାଥନ୍‌ ଶୁଣାଣି ପରେ ବୁଧବାର ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରି ମସ୍‌ଜିଦ ଜମି ବିବାଦ ମାମଲାର ବିଚାର ଶେଷ ହୋଇଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ...

ପାଟିର ଲାଳ ଦୂର କରେ ଶହେରୁ ଅଧିକ ପ୍ରକାର ରୋଗ..

ଆମ ମୁଖ ଭିତରେ ଏକ ଲକ୍ଷରୁ ଅଧିକ ଲାଳଗ୍ରନ୍ଥି ରହିଛି। ଏହି ଗ୍ରନ୍ଥି ଦ୍ୱାରା ପାଟିରେ ଲାଳ ତିଆରି ହୁଏ। ଲାଳ ଯୋଗୁ ମଣିଷ ଶରୀରରେ ଦେଖାଦେଉଥିବା ଶହେରୁ ଅଧିକ ପ୍ରକାର ରୋଗ ଦୂର ହୋଇଥାଏ। ସକାଳେ ଉଠି ଅଧୁଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri