ଜାତୀୟ

ଗଣଭୋଟ ପାଇଁ ମମତାଙ୍କ ଆହ୍ବାନ

କୋଲକାତା, ୨୦।୧୨:ନୂଆ ନାଗରିକତ୍ୱ ଆଇନକୁ ବିରୋଧ କରି ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବାବେଳେ ଜାତିସଂଘ ତତ୍ତ୍ୱାବଧାନରେ ଏହା ଉପରେ ଗଣଭୋଟ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶାସକ ଦଳ ଭାଜପାକୁ ଆହ୍ବାନ ଦେଇଛନ୍ତି। କୋଲକାତାରେ ଏକ ବିଶାଳ ରାଲିକୁ ସମ୍ବୋଧିତ କରି ତୃଣମୂଳ…

ବିରୋଧୀଙ୍କ ଅଭିଯୋଗ: ନିଆଁରେ ଘିଅ ଢାଳୁଛି କେନ୍ଦ୍ର, ଅଘୋଷିତ ଜରୁରୀ ପରିସ୍ଥିିତି

ନୂଆଦିଲ୍ଲୀ, ୨୦।୧୨(ପି.ଟି./ଆଇଏଏନ୍‌ଏସ୍‌):ନୂଆ ନାଗରିକତ୍ୱ ଆଇନ ବିରୋଧୀ ବିକ୍ଷୋଭ ଦେଶବ୍ୟାପୀ ଆନ୍ଦୋଳନର ରୂପ ନେଇସାରିଛି। ଉତ୍ତର-ପୂର୍ବାଞ୍ଚଳରେ ଉଠିଥିବା ନିଆଁ ପଶ୍ଚିମବଙ୍ଗ ପରେ ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଓ ଦକ୍ଷିଣ ଭାରତରେ ଭୟାବହ ସ୍ଥିତି ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌…

ଘାତକ ହେଲାଣି ସିଏଏ ନିଆଁ: ପୋଲିସ ଗୁଳିରେ ଟଳିଲେ ୩ ବିକ୍ଷୋଭକାରୀ

ମାଙ୍ଗାଲୁରୁ/ଲକ୍ଷ୍ନୌ, ୨୦।୧୨:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧକରି ଦେଶବ୍ୟାପୀ ମୁଣ୍ଡଟେକିଥିବା ଆନ୍ଦୋଳନର ନିଆଁ ଘାତକ ହେଲାଣି। କର୍ନାଟକର ମାଙ୍ଗାଲୁରୁ ଓ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ ବେଳେ ପୋଲିସ-ଜନତା ଖଣ୍ଡଯୁଦ୍ଧ ହୋଇଛି। ପୋଲିସର ଲାଠି ଓ ଗୁଳିମାଡ଼ରେ ୩ ଜଣଙ୍କ…

ସିଏଏ ନେଇ ଯୋଗୀ ସରକାରଙ୍କ କଡ଼ା ଆଇନ: ସର୍ବସାଧାରଣ ସମ୍ପତ୍ତି ନଷ୍ଟ କଲେ ଜବତ ହେବ ନିଜ ସମ୍ପତ୍ତି

ଲକ୍ଷ୍ନୌ,୧୯।୧୨: ସିଏଏକୁ ବିରୋଧ କରୁଥିବା ପ୍ରଦର୍ଶନକାରୀଙ୍କ ପାଇଁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର କଡ଼ା ଆଇନ କରିଛନ୍ତି। ଏଣିକି ସର୍ବସାଧାରଣ ସମ୍ପତ୍ତି ନଷ୍ଟ କରୁଥିବା ପ୍ରଦର୍ଶନକାରୀଙ୍କ ସମ୍ପତ୍ତିକୁ ଜବତ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ବୈଠକରେ ଏଭଳି ନିଷ୍ପତ୍ତି…

ନାଗରିକତା ଆଇନ ନେଇ କଂଗ୍ରେସର ଦୋମୁହାଁ ନୀତି : ମନମୋହନଙ୍କ ୧୬ ବର୍ଷ ତଳର ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୯।୧୨: ନାଗରିକତା ଆଇନ ନେଇ କଂଗ୍ରେସର ଦୋମୁହାଁ ନୀତିକୁ ଭାଜପା ପକ୍ଷରୁ ପର୍ଦ୍ଦାଫାଶ୍‌ କରାଯାଇଛି। ଏନେଇ ରାଜ୍ୟସଭାର ୧୬ ବର୍ଷ ତଳର ଏକ ଭିଡ଼ିଓକୁ ଭାଜପା ଆଇଟି ସେଲ୍‌ ଅଧ୍ୟକ୍ଷ ଅମିତ ମାଲବ୍ୟ ଟୁଇଟରରେ ଶେୟାର କରିଛନ୍ତି। କଂଗ୍ରେସ ଏବେ ଏହି…

ନିର୍ଭୟା ମାମଲା: ପଓ୍ବନଙ୍କ ଆବେଦନ ଖାରଜ, କୋର୍ଟଙ୍କ ସମୟ ନଷ୍ଟ କରିଥିବାରୁ ଓକିଲଙ୍କ ଉପରେ ଲାଗିଲା ଜରିମାନା

ନୂଆଦିଲ୍ଲୀ,୧୯।୧୨: ନିର୍ଭୟା ଗଣବଳାତ୍କାର ମାମଲାରେ ଫାଶୀ ଦଣ୍ଡକୁ ସମ୍ନା କରୁଥିବା ୪ ଦୋଷୀଙ୍କ ମଧ୍ୟରୁ ପଓ୍ବନ କୁମାର ଗୁପ୍ତା ବୁଧବାର ୨୦୧୨ରେ ସେ ଜଣେ ନାବଳାକ ଦର୍ଶାଇ କୋର୍ଟରେ ଆବେଦନ କରିଥିଲେ। ଗୁରୁବାର ଏହି ମାମଲାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ…

ସିଏଏକୁ ବିରୋଧ: ପପୁ ଯାଦବ ବେଡି ପିନ୍ଧି କଲେ ପ୍ରଦର୍ଶନ

ପାଟନା,୧୯।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ) ନେଇ ଦେଶବ୍ୟାପି ବିରୋଧ ଜାରି ରହିଛି। ଏନେଇ ବିହାରରେ ଜନ ଅଧିକାରୀ ପାର୍ଟି ମୁଖ୍ୟ ତଥା ପୂର୍ବତନ ଏମ୍‌ପି ପପୁ ଯାଦବ ବେଡ଼ି ପିନ୍ଧି ପ୍ରଦର୍ଶନ କରିଛନ୍ତି। ଏହା ସହିତ ସେ ସ୍ବାଧୀନତା ଚାହୁଁଥିବା ସ୍ଲୋଗାନ୍‌…

ଅଟକଥିବା ପ୍ରଦର୍ଶନକାରୀଙ୍କୁ ପୋଲିସ ବାଣ୍ଟିଲେ କଦଳୀ

ନୂଆଦିଲ୍ଲୀ,୧୯।୧୨: ନାଗରିକତା ସଂଶୋଧନ ଆଇନକୁ ବିରୋଧ କରି ଦେଶବ୍ୟାପି ପ୍ରଦର୍ଶନ ଜାରି ରହିଛି। ଦିଲ୍ଲୀରେ ପ୍ରଦର୍ଶନକାରୀଙ୍କୁ ସୁରଜମଲ ଷ୍ଟାଡ଼ିୟମ୍‌ରେ ଅଟକ ରଖାଯାଇଛି। ପୋଲିସ ପକ୍ଷରୁ ସେମାନଙ୍କୁ ଜଳଖିଆ ବଣ୍ଟନ କରାଯାଇଛି। ଏହା ସହିତ ସମସ୍ତଙ୍କୁ କଦଳୀ ମଧ୍ୟ ବଣ୍ଟନ କରାଯାଇଛି। ଏହା…

ଭଗବାନ କୃଷ୍ଣଙ୍କୁ ଶୀତ ପୋଷାକ ଯୋଗାଇ ଦେଲେ ମନ୍ଦିର ପ୍ରଶାସନ

ମଥୁରା,୧୯।୧୨: ଉତ୍ତର ଭାରତରେ ହଠାତ୍‌ ଶୀତର ପ୍ରକୋପ ବଢିଯାଇଥିବାରୁ ସମସ୍ତେ ସଜାଗ ହୋଇଯାଇଛନ୍ତି। ଅବଶ୍ୟ ଏହାକୁ ନେଇ ସେମାନେ ନିଜ ଭଗବାନଙ୍କ ଯତ୍ନ ନେବାକୁ ମଧ୍ୟ ଭୁଲି ଯାଇନାହାନ୍ତି। ଉତ୍ତର ପ୍ରଦେଶର ମଥୁରାରେ ଥିବା ରାଧାବଲ୍ଲଭ ମନ୍ଦିର ଓ ଅନ୍ୟ କୃଷ୍ଣ…

ନାଗରିକତା ସଂଶୋଧନ ଆଇନ: ୯ ରାଜ୍ୟରେ ବିରୋଧ

ନୂଆଦିଲ୍ଲୀ, ୧୯।୧୨: ନାଗରିକତା ସଂଶୋଧନ ଆଇନକୁ ନେଇ ଦେଶରେ ଆଇନ ଶୃଙ୍ଖଳା ସ୍ଥିତି ଅଣାୟତ ହେବାରେ ଲାଗିଛି। ଦିଲ୍ଲୀ, ଉତ୍ତରପ୍ରଦେଶ, ବିହାର, ପଶ୍ଚିମବଙ୍ଗ, ଆସାମ, ମେଘାଳୟ, ମହାରାଷ୍ଟ୍ର, ତେଲଙ୍ଗାନା ଏବଂ କର୍ନାଟକ ଆଦି ୯ଟି ରାଜ୍ୟରେ ଏହାକୁ ବିରୋଧ କରି ପ୍ରଦର୍ଶନ…

ଟ୍ରାଫିକରେ ଫଶିଲେ କ୍ରିୟୁ ମେମ୍ବର: ବିମାନ ସେବା ପ୍ରଭାବିତ

ନୂଆଦିଲ୍ଲୀ,୧୯।୧୨: ସାରା ଦେଶରେ ଗୁରୁବାର ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ରାଜଧାନୀ ଦିଲ୍ଲୀରେ ସ୍ଥିତି ଅସମ୍ଭାଳ ହୋଇପଡିଛି। ଏଠାରେ ଅଧିକାଂଶ ସ୍ଥାନରେ ଟ୍ରାଫିକ ଜାମ୍‌ ହେବା ଫଳରେ ସାଧାରଣ ଜୀବନଯାତ୍ରା ଉପରେ ଏହାର ପ୍ରଭାବ ପଡିଛି।…

ଦିଲ୍ଲୀରେ ଇଣ୍ଟରନେଟ ସେବା ବାଧାପ୍ରାପ୍ତ: ଉତ୍ତର ପ୍ରଦେଶରେ ବସ୍‌ ଜାଳିଦେଲେ ଲୋକେ

ନୂଆଦିଲ୍ଲୀ,୧୯।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହାକୁ ନେଇ ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ରାଜନେତା, ବୁଦ୍ଧିଜୀବୀ ସମସ୍ତେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଗୁରୁବାର ରାଜଧାନୀ ଦିଲ୍ଲୀଠାରୁ ବିହାର, ଉତ୍ତର ପ୍ରଦେଶ, ମହାରାଷ୍ଟ୍ର, ବେଙ୍ଗାଲୁରୁ ସବୁଠି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri