କେକ୍ ପ୍ରଦର୍ଶନୀରେ ଚନ୍ଦ୍ରୟାନ-୨ ଏବଂ ସେଣ୍ଟ୍ ବାସିଲ୍ କାଥେଡ୍ରଲ୍ ଚର୍ଚ୍ଚ ମଡେଲ
ବେଙ୍ଗାଲୁରୁ,୧୮।୧୨: ବେଙ୍ଗାଲୁରୁରେ ଜାରି ରହିଥିବା କେକ୍ ପ୍ରଦର୍ଶନୀରେ ଚନ୍ଦ୍ରୟାନ-୨ ଏବଂ ସେଣ୍ଟ୍ ବାସିଲ୍ କାଥେଡ୍ରଲ୍ ଚର୍ଚ୍ଚ ମଡେଲ ପ୍ରଦର୍ଶିତ ହୋଇଛି। ଏଠାରେ ୨୩ ପ୍ରକାର ଭିନ୍ନ ଭିନ୍ନ ମଡେଲ ପ୍ରଦର୍ଶିତ କରାଯାଇଛି। ପ୍ରଦର୍ଶନୀ ଜାନୁୟାରୀ ୧ ପର୍ଯ୍ୟନ୍ତ ଚାଲିବ। ପ୍ରଦର୍ଶିତ କଥାକଳୀ…
୨୦୦୮ ଜୟପୁର ବୋମା ବିସ୍ଫୋରଣ: ୪ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
ଜୟପୁର,୧୮।୧୨: ରାଜସ୍ଥାନ ଜୟପୁରରେ ୨୦୦୮ ମେ ୧୩ରେ ହୋଇଥିବା ବିସ୍ଫୋରଣ ମାମଲାରେ ୧୧ ବର୍ଷ ପରେ ବୁଧବାର ବିଶେଷ ଅଦାଲତ ରାୟ ଦେଇଛନ୍ତି। ୪ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରାଯାଇଛି। ବିଚାରପତି ଅଜୟ କୁମାର…
ନାଗରିକତା ସଂଶୋଧନ ଆଇନ: କେନ୍ଦ୍ର ସରକାରଙ୍କୁ ନୋଟିସ୍ ଜାରି କଲେ ସୁପ୍ରିମ୍କୋର୍ଟ; ଜାନୁୟାରୀ ୨୨ରେ ପରବର୍ତ୍ତୀ ଶୁଣାଣି
ନୂଆଦିଲ୍ଲୀ,୧୮।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଦାଖଲ ହୋଇଥିବା ୫୯ଟି ଆବେଦନ ଉପରେ ବୁଧବାର ବିଚାର କରି ସୁପ୍ରିମ୍କୋର୍ଟ ଏହା ଉପରେ ରୋକ ଲଗାଇବାକୁ ମନା କରିଛନ୍ତି। ଏସମ୍ପର୍କରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ନୋଟିସ୍ ଜାରି କରାଯାଇଛି। ଏହାର…
ଜଗନମୋହନଙ୍କ ନୂଆ ଯୋଜନା: ଆନ୍ଧ୍ରପ୍ରଦେଶରେ ହେବ ୩ ରାଜଧାନୀ
ହାଇଦ୍ରାବାଦ୍,୧୮।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍. ଜଗନମୋହନ ରେଡ୍ଡୀ ରାଜ୍ୟରେ ୩ ରାଜଧାନୀ ପ୍ରତିଷ୍ଠା ପାଇଁ ନୂଆ ଯୋଜନା କରିଛନ୍ତି। ଏନେଇ ବିଧାନସଭାରେ ସେ ସଙ୍କେତ ଦେଇଛନ୍ତି। ପ୍ରଭାବଶାଳୀ ଶାସନ ଲାଗି ଏଭଳି କରାଯିବ ବୋଲି ସେ କହିଛନ୍ତି। ଯୋଜନା ଅନ୍ତର୍ଗତ କରନୁଲ୍,…
ପ୍ରଧାନମନ୍ତ୍ରୀ ଦୌଡ଼ରେ ମୁଁ ନାହିଁ: ଶାହ
ନୂଆଦିଲ୍ଲୀ,୧୮।୧୨: ପ୍ରଧାନମନ୍ତ୍ରୀ ଦୌଡ଼ରେ ନ ଥିବା କଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତିି। ଏକ ସାକ୍ଷାତ୍କାରରେ ଶାହ ଏହା ପ୍ରକାଶ କରିଛନ୍ତି। ଦଳରେ ବହୁ ବରିଷ୍ଠ ନେତା ରହିଛନ୍ତି। ସେମାନଙ୍କ ତୁଳନାରେ ସେ ବହୁ ଜୁନିଅର ବୋଲି ଶାହ କହିଛନ୍ତି।…
ରାବିଡି ଦେବୀଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ ଐଶ୍ଚର୍ଯ୍ୟା: ଆରଜେଡି ବିଧାୟକ ଥାନାରେ କଲେ ଅଭିଯୋଗ
ପାଟନା,୧୮।୧୨: ବିହାରର ରାଷ୍ଟ୍ରୀୟ ଜନତା ଦଳ (ଆରଜେଡିି) ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଘରେ ପୁଣିଥରେ ହାଇଡ୍ରାମା ଦେଖିବାକୁ ମିଳିଛି। ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବିଡି ଦେବୀ ଏବଂ ତାଙ୍କ ବୋହୂ ଐଶ୍ଚର୍ଯ୍ୟା ରାୟଙ୍କ ମଧ୍ୟ ଝଗଡା…
ସିଏଏ ହିଂସା ପାଇଁ ପାକିସ୍ତାନକୁ ଦୋଷୀ ଦର୍ଶାଇବା ମୋଦି ସରକାରଙ୍କ ବଡ଼ ଦୁର୍ବଳତା: ଶିବସେନା
ନୂଆଦିଲ୍ଲୀ,୧୮।୧୨: ସିଏଏ ନେଇ ଦେଶ ବ୍ୟାପି ପ୍ରଦର୍ଶନ ଜାରି ରହିଛି। ଦେଶରେ ସୃଷ୍ଟି ହୋଇଥିବା ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ବିଦେଶୀ ଶକ୍ତିର ହାତ ଥିବା କଥା କୁହାଯାଉଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପାକିସ୍ତାନର ପ୍ରଚ୍ଛନ୍ନ ହାତ ଥିବା…
କୋର୍ଟରେ ଯୁବକଙ୍କୁ ଗୁଳିକରି ହତ୍ୟା
ଲକ୍ଷ୍ନୌ,୧୮ା୧୨(ପି.ଟି.): ପଶ୍ଚିମ ଉତ୍ତରପ୍ରଦେଶର ବିଜ୍ନୋରର ଏକ ଅଦାଲତରେ ଜଣେ ହତ୍ୟା ଅଭିଯୁକ୍ତଙ୍କୁ ମଙ୍ଗଳବାର ଅପରାହ୍ନରେ ଗୁଳିକରି ହତ୍ୟା କରାଯାଇଛି। ବିଜ୍ନୋର ଜିଲା ଅଦାଲତର ମୁଖ୍ୟ ବିଚାର ବିଭାଗୀୟ ଅଦାଲତରେ ଅଭିଯୁକ୍ତ ଶାହନଓ୍ବାଜ୍ ଅନ୍ସାରିଙ୍କୁ ହାଜର କରିବା ଲାଗି ଅଣାଯାଉଥିବାବେଳେ ଗୁଳିମାଡ଼ କରାଯାଇଥିଲା।…
ଦେଖିବା ମାତ୍ରେ ଗୁଳି ନିର୍ଦ୍ଦେଶ
ହୁବ୍ଲି, ୧୮ା୧୨: ସିଏଏକୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ପୋଡ଼ାଜଳା ଓ ଭଙ୍ଗାରୁଜା ଚାଲିଥିବାବେଳେ ରେଲ୍ଓ୍ବେ ସମ୍ପତ୍ତି ନଷ୍ଟ କରୁଥିବା ବ୍ୟକ୍ତିଙ୍କୁ ସେହିଠାରେ ଗୁଳି କରିଦେବା( ସୁଟ୍ ଆଟ୍ ସାଇଟ୍) ଉଚିତ ବୋଲି ରେଳ ରାଷ୍ଟ୍ରମନ୍ତ୍ରୀ ସୁରେଶ ଅଙ୍ଗଦି କହିଛନ୍ତି।…
ପଛଘୁଞ୍ଚାର ପ୍ରଶ୍ନ ଉଠୁନି; ସିଏଏ ବିରୋଧୀ ବିକ୍ଷୋଭ ପଛରେ ୧୦୦ ପ୍ରତିଶତ ରାଜନୀତି: ଶାହା
ନୂଆଦିଲ୍ଲୀ,୧୮ା୧୨ (ଆଇଏଏନ୍ଏସ୍): ସିଏଏ ପଛରେ ୧୦୦ ପ୍ରତିଶତ ରାଜନୀତି ରହିଛି। କେତେକ ରାଜନୈତିକ ଦଳ ହିନ୍ଦୁ ଓ ମୁସ୍ଲିମ୍ ସମ୍ପ୍ରଦାୟ ମଧ୍ୟରେ ବିଭେଦ ସୃଷ୍ଟି କରିବା ପାଇଁ ହିଂସା ଉସୁକାଉଛନ୍ତି ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ସମାଲୋଚନା କରିଛନ୍ତି। ଏହାସହ ସିଏଏ…
ଜାମିଆ ଛାତ୍ରଙ୍କୁ ଲାଠିମାଡ଼: ପୋଲିସ ଜୁଲମ ହାଏ ହାଏ
ଓ୍ବାଶିଂଟନ,୧୮ା୧୨: ସିଏଏ ବିରୋଧୀ ବିକ୍ଷୋଭ ବେଳେ ଦିଲ୍ଲୀର ଜାମିଆ ମିଲିଆ ଇସ୍ଲାମିଆ ବିଶ୍ୱବିଦ୍ୟାଳୟ (ଜେଏମ୍ଆଇୟୁ) ଏବଂ ଉତ୍ତରପ୍ରଦେଶର ଆଲିଗଡ଼ ମୁସ୍ଲିମ୍ ୟୁନିଭସର୍ସିଟି (ଏଏମ୍ୟୁ) ଛାତ୍ରୀଛାତ୍ରଙ୍କ ଉପରେ ପୋଲିସର ଜୁଲମକୁ ବିଦେଶୀ ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକ ପକ୍ଷରୁ ଦୃଢ଼ନିନ୍ଦା କରାଯାଇଛି। ଅକ୍ସଫୋର୍ଡ, ହାଓ୍ବାର୍ଡ, ୟେଲ୍, କଲମ୍ବିଆ,…
ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ପରଲୋକ
ନୂଆଦିଲ୍ଲୀ,୧୮।୧୨:ବଲିଉଡର ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ଘଟିଛି। ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ପୁନେସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ୧୦୦ରୁ ଊର୍ଦ୍ଧ୍ୱ ହିନ୍ଦୀ ଫିଲ୍ମ…
Archives


