ଜାତୀୟ

ସିଏଏ ପ୍ରତ୍ୟାହାର କର:ରାଷ୍ଟ୍ରପତିଙ୍କୁ ଭେଟିଲେ ୧୨ ବିରୋଧୀ ଦଳ ନେତା

ନୂଆଦିଲ୍ଲୀ,୧୮।୧୨(ପି.ଟି.):ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ଏହାକୁ ନେଇ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କ ବିରୋଧରେ ପୋଲିସର ଦମନଲୀଳା ନିଆଁରେ ଘିଅ ଢାଳିବା ଭଳି କାର୍ଯ୍ୟ କରୁଛି। ଏଭଳି ସ୍ଥିତିରେ ବିରୋଧୀ ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ…

ଶାନ୍ତ ରହିବାକୁ ଦିଲ୍ଲୀବାସୀଙ୍କୁ ନିବେଦନ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୧୨: ସାରାଦେଶରେ ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରାଯାଉଥିବା ବେଳେ ବିଭିନ୍ନ ସ୍ଥାନରେ ହିଂସାତ୍ମକ ପରିସ୍ଥିତି ଦେଖାଦେଇଛି। ବିଶେଷତଃ ଦିଲ୍ଲୀରେ ଏହାର ବହୁଳ ଭାବେ ବିରୋଧ ପ୍ରଦର୍ଶନ କରାଯାଉଛି। ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟରେ ହୋଇଥିବା ହିଂସା ପରେ ମଙ୍ଗଳବାର ଦିଲ୍ଲୀ…

ପୋଲିସରେ ଭର୍ତ୍ତି ହେଲେ କୃଷକଙ୍କ ୨ଝିଅ, ଜଣେ ପୁଅ

ଲକ୍ଷ୍ନୌ,୧୭।୧୨: ପରିବାରରେ ଯେତେବେଳେ ଜଣେ ପୁଅ ପୋଲିସ ପୋଷାକ ପିନ୍ଧେ ସେତେବେଳେ ସମସ୍ତେ ଗର୍ବ ଅନୁଭବ କରିଥାନ୍ତି। ହେଲେ ଉତ୍ତରପ୍ରଦେଶ ମୁରଦାବାଦରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯେଉଁଠାରେ ଝିଅଙ୍କ ସଫଳତା ଲୋକଙ୍କୁ ଗର୍ବ କରିବାକୁ ଶିଖାଇଦେଇଛି। ସୋମବାର ଗୋଟିଏ…

ବିହାରରେ ଲଜ୍ଜା: ବଳାତ୍କାର ଉଦ୍ୟମ ସଫଳ ନ ହେବାରୁ ନାବାଳିକାଙ୍କୁ ଗୁଳି କଲେ ଯୁବକ

ରୋହତାସ,୧୭।୧୨: ବିହାରରେ ପୁଣି ଲଜ୍ଜା। ବିହାର ରୋହତାସ ଜିଲାର ରାଜପୁରରେ ୧୦ମରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ଗଣବଳାତ୍କାର ଉଦ୍ୟମ କରାଯାଇଛି। ଉଦ୍ୟମରେ ସଫଳ ନ ହେବାରୁ ପୀଡିତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମଙ୍ଗଳବାର ପୀଡିତା ଜେଜେମାଙ୍କ ସହ…

ଅଭିନେତ୍ରୀ ପାୟଲଙ୍କୁ ମିଳିଲା ଜାମିନ

ଜୟପୁର,୧୭।୧୨: ବଲିଉଡ୍‌ ଅଭିନେତ୍ରୀ ପାୟଲ ରୋହତଗିଙ୍କୁ ମଙ୍ଗଳବାର ଜାମିନ ମିଳିଯାଇଛି। ଦୁଇଟି ମାମଲା ପାଇଁ ୨୫- ୨୫ ହଜାର ଟଙ୍କା ଦାଖଲ କରିବା ପରେ ତାଙ୍କୁ ଜାମିନ ମିଳିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ନେଇ…

ଜାମିଆ ପରେ ସିଲମପୁରକୁ ବ୍ୟାପିଲା ସିଏଏ ହିଂସା: ୩ ମେଟ୍ରୋ ଷ୍ଟେଶନ ବନ୍ଦ

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀର ଜାମିଆ ପରେ ଏବେ ସିଲମପୁରକୁ ବ୍ୟାପିଛି ନାଗରିକତା ସଂଶୋଧନ ଆଇନ (ସିଏଏ) ହିଂସା। ମଙ୍ଗଳବାର ଜଫରାବାଦରେ ସିଏଏ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାରି ଭିତରେ ପୋଲିସ ଓ ପ୍ରଦର୍ଶନକାରୀ ମୁହାଁମୁହିଁ ହୋଇଛନ୍ତି। ବିକ୍ଷୋଭ ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀମାନେ…

ଦିଲ୍ଲୀରେ ପିଆଜ ଦର ଆକାଶଛୁଆଁ: କିଲୋ ପ୍ରତି ଦର୧୫୦ଟଙ୍କା

ନୂଆଦିଲ୍ଲୀ,୧୭।୧୨: ନିକଟରେ ଦେଶର ବିଭିନ୍ନ ଅଞ୍ଚଳରେ ହୋଇଥିବା ବର୍ଷା ଯୋଗୁ ପିଆଜ ଦର ପୁଣି ଆକାଶଛୁଆଁ ହୋଇଛି। କାରଣ ବର୍ଷା ଯୋଗୁ ମଣ୍ଡିରେ ପର୍ଯ୍ୟାପ୍ତ ପରିମାଣର ପିଆଜ ପହଞ୍ଚିପାରିନାହିଁ। ଫଳରେ ଦିନକୁ ଦିନ ଏହାର ଦର ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର…

ନିର୍ଭୟା ମାମଲା: ବ୍ୟକ୍ତିଗତ କାରଣରୁ ଖଣ୍ଡପୀଠରୁ ଦୂରେଇଲେ ପ୍ରଧାନ ବିଚାରପତି; ବୁଧବାର ପୂର୍ବାହ୍ନ ୧୦ଟା ୩୦ରେ ଶୁଣାଣି

ନୂଆଦିଲ୍ଲୀ,୧୭।୧୨: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ମଧ୍ୟରୁ ଅକ୍ଷୟ ସୁପ୍ରିମ୍‌କୋର୍ଟରେ ପୁନର୍ବିଚାର ଆବେଦନ କରିଥିଲେ। ମଙ୍ଗଳବାର ଏହାର ଶୁଣାଣି ହେବାର ଥିଲା। ତେବେ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେ ବ୍ୟକ୍ତିଗତ କାରଣରୁ ଖଣ୍ଡପୀଠରୁ ନିଜକୁ ଦୂରେଇ ରଖିବାରୁ ଏହାର ଶୁଣାଣି…

ଜାମିଆ ଛାତ୍ରଙ୍କୁ ‘ଯୁବ ବମ୍‌’ କହିଲେ ଉଦ୍ଧବ

ମୁମ୍ବାଇ,୧୭।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ହିଂସା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଏହାକୁ ନେଇ ରାଜନୀତି ମଧ୍ୟ ଆରମ୍ଭ ହେଇଛି। ଏବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି ଛାତ୍ରମାନେ ହେଉଛନ୍ତି ‘ଯୁବ ବମ୍‌’। ତେଣୁ ସେମାନଙ୍କ…

ରାଗିଲେ ପରିଣିତି

ମୁମ୍ବାଇ,୧୭।୧୨: ସାରା ଦେଶରେ ଏବେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଆଲୋଚନା ଚାଲିଥିବା ବେଳେ ଅନେକ ଭାଗରେ ହିଂସା ସୃଷ୍ଟି ହୋଇଛି। ଏହି ଆଇନକୁ ଅନେକ ଲୋକ ସମର୍ଥନ କରୁଥିବା ବେଳେ ଅନ୍ୟ କେତେଜଣ ଏହାକୁ ବିରୋଧ ମଧ୍ୟ କରୁଛନ୍ତି। ଏହାକୁ…

ଉନ୍ନାଓ ମାମଲା: ଡିସେମ୍ବର ୨୦ରେ ଆସିବ ରାୟ

ନୂଆଦିଲ୍ଲୀ,୧୭।୧୨: ବହୁଚର୍ଚ୍ଚିତ ୨୦୧୭ର ଉନ୍ନାଓ ଗଣବଳାତ୍କାର ମାମଲାରେ ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କୁ ସୋମବାର କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ୨୦ ତାରିଖରେ ଦିଲ୍ଲୀର ତିସ୍‌ ହଜାରି କୋର୍ଟ ଏହାର ରାୟ ପ୍ରକାଶ କରିବେ…

ଅସ୍ତ୍ରବିରତି ଉଲ୍ଲଂଘନ: ୨ ପାକ୍‌ ସେନା, ୩ ଅନୁପ୍ରବେଶକାରୀ ନିହତ

ଶ୍ରୀନଗର,୧୭।୧୬: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ସୋମବାର ରାତିରେ ପାକିସ୍ତାନ ସେନା ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଏହାର ପାଲଟା ଆକ୍ରମଣରେ ଭାରତୀୟ ସେନା ପକ୍ଷରୁ ମଧ୍ୟ ଆକ୍ରମଣ କରାଯାଇଛି। ଏଥିରେ ପାକିସ୍ତାନର ୨ ସେନା ଓ ୩ ଅନୁପ୍ରବେଶକାରୀ ନିହତ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri