କରୋନା ପ୍ରଭାବ: ହସ୍ପିଟାଲରୁ ୩୫ ହଜାର ଟଙ୍କାର ମାସ୍କ ଚୋରି କଲେ ଫାର୍ମାସିଷ୍ଟ
ପୁଣେ, ୯।୩: ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ସରକାର ପରାମର୍ଶ ଦେଉଛନ୍ତି। ମାସ୍କ ବେପାରରେ ଅଧିକ ଲାଭ ଆଶା ରଖି ପୁଣେର ଜଣେ ଫାର୍ମାସିଷ୍ଟ ହସ୍ପିଟାଲରୁ ୩୫ ହଜାର…
ଚିକେନ୍ କିଲୋ ୨୦ ଟଙ୍କା: କରୋନା ଭୟରେ ବେପାର ମାନ୍ଦା
ନୂଆଦିଲ୍ଲୀ,୯।୩: କରୋନା ଭୂତାଣୁ ସଂକ୍ରମଣ ଭୟରେ ଏବେ ଲୋକେ ଚିକେନ୍ ଖାଇବାକୁ ଅମଙ୍ଗ ହେଉଛନ୍ତି। ପାଳନ କେନ୍ଦ୍ରରେ ଗୋଟିଏ କୁକୁଡ଼ା ପିଛା ୮୦ ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ଏହାକୁ କିଲୋଗ୍ରାମ୍ ପିଛା ୨୦ ଟଙ୍କାରେ ବେପାରୀଙ୍କୁ ବିକ୍ରି କରିବାକୁ ପଡୁଛି ବୋଲି…
ଭାଜପା ସରକାରଙ୍କ ମିଛ ଋଣଛାଡ଼ ଯୋଜନା; ଆତ୍ମହତ୍ୟା କରିଛନ୍ତି ଚାଷୀ: ପ୍ରିୟଙ୍କା
ସହାରନପୁର,୯।୩: ଉତ୍ତରପ୍ରଦେଶ ଭାଜପା ସରକାରଙ୍କୁ କଂଗ୍ରେସ ପକ୍ଷରୁ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଟାଗେର୍ଟ କରିଛନ୍ତି। ଭାଜପା ସରକାରଙ୍କ ମିଛ ଋଣଛାଡ଼ ଯୋଜନା ଯୋଗୁ ସାହରନପୁରରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ସେ ଟୁଇଟ କରି କହିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର…
କରୋନା ଭାଇରସ ଭୟ: ରଙ୍ଗ ନୁହେଁ ଫୁଲରେ ଖେଳିଲେ ହୋଲି
ଅମୃତସର,୯।୩: କରୋନା ଭାଇରସ ଭାରତରେ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି। ଏହାଠାରୁ ଦୂରେଇ ରହିବା ପାଇଁ ସରକାରୀ ଓ ବେରସକାରୀ ସ୍ତରରେ ଆରମ୍ଭ ହୋଇଯାଇଛି ସଚେତନତା। ତେବେ କରୋନା ଭାଇରସକୁ ବ୍ୟାପିବାରୁ ରୋକିବାକୁ ଅଧିକାଂଶ ସ୍ଥାନରେ ହୋଲି ଖେଳକୁ…
ସୋସିଆଲ୍ ମିଡ଼ିଆରେ ଆଇଏସ୍ ସ୍ଲିପର ସେଲ୍ର ନକଲି ଆକାଉଣ୍ଟ: ସିଏଏ ବିରୋଧରେ ଲୋକଙ୍କୁ ଉସୁକାଉଥିବା ଅଭିଯୋଗ
ନୂଆଦିଲ୍ଲୀ, ୯।୩: ସୋସିଆଲ ମିଡ଼ିଆରେ ଆତଙ୍କବାଦୀ ସଂଗଠନ ଇସଲାମିକ୍ ଷ୍ଟେଟ୍(ଆଇଏସ୍)ର ନକଲି ଆକଉଣ୍ଟ ଉପରେ ଏବେ ଭାରତୀୟ ଗୋଇନ୍ଦା ବିଭାଗ ନଜର ରଖିଛି। ଏହାଦ୍ୱାରା ଆଇଏସ୍ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ବିଭ୍ରାନ୍ତିକର ପୋଷ୍ଟ ଶେୟାର କରୁଥିବା ଅଭିଯୋଗ ହୋଇଛି। ଦିଲ୍ଲୀରୁ…
ଶୋପିଆନ୍ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ
ଶ୍ରୀନଗର,୯।୩: ଜମ୍ମୁ-କଶ୍ମୀର ଶୋପିଆନ୍ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ରେବାନ ଖାଜରପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମ ସମର୍ପଣ…
୩ ଦିନ ପାଇଁ ବନ୍ଦ ହେଲା ସମସ୍ତ ଶିକ୍ଷାନୁଷ୍ଠାନ
ଥିରୁଭାନନ୍ତପୁରମ,୯।୩: କେରଳର ପଥନାମଥିଥ୍ଥ ଜିଲାପାଳ ସୋମବାରଠାରୁ ୩ ଦିନ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପଥନାମଥିଥ୍ଥ ଜିଲାରେ ରବିବାର ୫ କରୋନା ଭାଇରସ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଜିଲାପାଳ ଏହି ପଦକ୍ଷେପ ନେଇଥିବା କୁହାଯାଉଛି। ବିଦେଶରୁ…
କରୋନା ଭାଇରସ କବଳରେ ୩ ବର୍ଷର ଭାରତୀୟ ଶିଶୁ
ଥିରୁଭାନନ୍ତପୁରମ,୯।୩: ଡରାଇଲାଣି କରୋନା ଭାଇରସ। ଆମେରିକା, ଇଟାଲି ଭଳି ଦେଶ ଏହି କରୋନା ଭାଇରସ କବଳରେ ଆସିଥିବା ବେଳେ ଏବେ ଏହା ଭାରତରେ କାୟା ବିସ୍ତାର କରି ଚାଲିଛି। କେରଳରେ ରବିବାର ଗୋଟିଏ ପରିବାରର ୫ ଜଣ କରୋନା ଭାଇରସରେ ପୀଡିତଥିବା…
ମଙ୍ଗଳ ଗ୍ରହର ପରୀକ୍ଷା ପାଇଁ ମାତା-ନା-ମଢ଼ରେ ଆମେରିକା ମହାକାଶ ବିଜ୍ଞାନୀ ଟିମ୍
ଭୁଜ,୯।୩: ଗୁଜରାଟ ଭୁଜ ଅଞ୍ଚଳରେ ଥିବା ମାତା-ନା-ମଢ଼ରେ ଆମେରିକା ମହାକାଶ ବିଜ୍ଞାନୀ ଟିମ୍ ପହଞ୍ଚି ପରୀକ୍ଷା ନିରୀକ୍ଷା ଆରମ୍ଭ କରିଛନ୍ତି। ଏହି ଅଞ୍ଚଳର ମୃତ୍ତିକା ମଙ୍ଗଳ ଗ୍ରହର ପୃଷ୍ଠତଳ ସହିତ ମେଳ ଖାଉଛି। ତେଣୁ ମହାକାଶ ବିଜ୍ଞାନୀ ଏଠାରେ ପରୀକ୍ଷା ଜାରି…
ଫେରିଲେ ନିଖୋଜ କଂଗ୍ରେସ ବିଧାୟକ
ଭୋପାଳ,୯ା୩(ପି.ଟି.): ମଧ୍ୟପ୍ରଦେଶ ଶାସକ ଦଳର ନିଖୋଜ ଥିବା ୧୦ ବିଧାୟକଙ୍କ ମଧ୍ୟରୁ ୮ ଜଣ ଫେରିଆସିଲେଣି। ବାକି ୨ ଜଣ ଫେରୁଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଘୋଡାବେପାର ଓ ଅପହରଣର ନାଟକବାଜି ପରେ ମୁଖ୍ୟମନ୍ତ୍ରୀ କମଳନାଥ ତାଙ୍କ ମନ୍ତ୍ରିମଣ୍ଡଳରେ ଖୁବ୍ଶୀଘ୍ର…
ପେଟ୍ରୋଲ ଢାଳି ୪ ଜଣଙ୍କୁ ଜାଳିଦେଲେ
ବିକାନେର,୯ା୩: ରାଜସ୍ଥାନର ବିକାନେ ଜିଲା ନୋଖାରେ ରବିବାର ୪ ଜଣ ବ୍ୟକ୍ତିଙ୍କ ଉପରେ ପୋଟ୍ରୋଲ ଢାଳି ଜାଳିଦେବା ଭଳି ଅଭାବନୀୟ କାଣ୍ଡ ସାମ୍ନାକୁ ଆସିଛି। ନିଆଁରେ ପୋଡ଼ି ହୋଇଯିବା ପରେ ସେମାନଙ୍କ ମଧ୍ୟରୁ ୨ ଜଣ ଜୀବନ ସହ ସଂଘର୍ଷ କରୁଛନ୍ତି।…
୪ ଦେଶରେ ଲଜିଷ୍ଟିକ୍ ବେସ୍ ଖୋଲିବ ହାଲ୍
ନୂଆଦିଲ୍ଲୀ,୯ା୩(ପି.ଟି.): ରାଷ୍ଟ୍ରାୟତ୍ତ କମ୍ପାନୀ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ (ହାଲ୍) ମାଲେସିଆ, ଭିଏତନାମ, ଇଣ୍ଡୋନେସିଆ ଓ ଶ୍ରୀଲଙ୍କାରେ ଏହାର ଲଜିଷ୍ଟିକ୍ ବେସ୍ ଖୋଲିବା ପାଇଁ ଯୋଜନା କରୁଛି। ସେହିସବୁ ଦେଶକୁ ହାଲୁକା ଲଢ଼ୁଆ ବିମାନ ତେଜସ୍ ଓ ସାମରିକ ହେଲିକପ୍ଟର ବିକ୍ରି କରିବାକୁ…
Archives


