ସୁରଟ ବିମାନ ବନ୍ଦରରେ ଟେକ୍ଅଫ୍ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ପ୍ରତିଦିନ କରାଯାଏ ୧୫୦ ଥର ଫାୟାରିଂ
ସୁରଟ,୧୫।୧୦: ପ୍ରତିଦିନ ସୁରଟ ବିମାନ ବନ୍ଦରରେ ଟେକ୍ଅଫ୍ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ଉଡୁଥିବା ପକ୍ଷୀଙ୍କୁ ହଟାଇବା ପାଇଁ ୧୫୦ ଥର ଫାୟାରିଂ କରାଯାଇଥାଏ। ଏହି ବିମାନ ବନ୍ଦର ନିକଟରେ କେତେଗୁଡ଼ିଏ ପୋଖରୀ ରହିଛି। ପୋଖରୀକୁ ଖାଦ୍ୟ ଅନ୍ବେଷଣରେ ବହୁ ପକ୍ଷୀ...
କାର୍ ଛାତ ଭାଙ୍ଗି ପଶିଲା ବ୍ଲାଷ୍ଟିଂ ପଥର: ଘଟଣାସ୍ଥଳରେ ବ୍ୟକ୍ତିଙ୍କ ମୃତ୍ୟୁ
ଭୋପାଳ,୧୫।୧୦: କୁହାଯାଏ ମୃତ୍ୟୁ କେଉଁଠାରେ ଓ କିଭଳି ଆସିବ ତାହା କେହି ଭାବି ବି ନ ଥିବେ। କିଛି ଏଭଳି ଘଟଣା ସାମ୍ନାକୁ ଆସିଛି ମଧ୍ୟପ୍ରଦେଶରୁ। ରାସ୍ତାରେ ଯାଉଥିବା ବେଳେ ବ୍ଲାଷ୍ଟିଂର ଏକ ପଥର ଖଣ୍ଡ କାର୍ ଛାତକୁ ଭାଙ୍ଗି...
ଭବିଷ୍ୟତ ଯୁଦ୍ଧରେ ସାଇବର-ଲେଜର-ସ୍ପେସ୍ ଓ ରୋବଟ ମୁଖ୍ୟ ଭୂମିକା ଗ୍ରହଣ କରିବେ: ସେନା ମୁଖ୍ୟ ବିପିନ୍ ରାଓ୍ବତ
ନୂଆଦିଲ୍ଲୀ,୧୫।୧୦: ଭବିଷ୍ୟତରେ ହେବାକୁଥିବା ଯୁଦ୍ଧରେ ସାଇବର-ଲେଜର-ସ୍ପେସ୍ ଓ ରୋବଟ ମୁଖ୍ୟ ଭୂମିକା ଗ୍ରହଣ କରିବେ। ଡିଆର୍ଡିଓ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେନା ମୁଖ୍ୟ ଜେନେରାଲ ବିପିନ ରାଓ୍ବତ୍ ଏହା କହିଛନ୍ତି। ଏଥିପାଇଁ ଭାରତକୁ ପ୍ରସ୍ତୁତ ହେବାକୁ ପଡ଼ିବ।...
୨ ଦିନ ପରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ପୁଞ୍ଚ୍ରେ ମୋର୍ଟାର ଶେଲିଂ ମାଡ଼
ଶ୍ରୀନଗର,୧୫।୧୦: ପାକିସ୍ତାନ ୨ ଦିନ ଚୁପ୍ ରହିବା ପରେ ଜମ୍ମୁ-କଶ୍ମୀର ପୁଞ୍ଚ୍ ଜିଲାରେ ମଙ୍ଗଳବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ପୂର୍ବାହ୍ନ ୯ଟା ୩୦ରେ କସ୍ବା ଏବଂ କେର୍ନି ସେକ୍ଟର ଉପରେ ମୋର୍ଟାର ଶେଲିଂ ମାଡ଼...
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଘୋଷଣା ପତ୍ର ଜାରି କଲା ଭାଜପା: ନିଯୁକ୍ତି, ସ୍ବାସ୍ଥ୍ୟକୁ ଗୁରୁତ୍ୱ
ମୁମ୍ବାଇ,୧୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ସାଧାରଣ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ପ୍ରାୟ ସବୁ ଦଳ ପ୍ରୟାସ ଜାରି ରଖିଛନ୍ତି। ଏଠାରେ ଆସନ୍ତା ୨୧ରେ ନିର୍ବାଚନ ହେବାକୁ ଥିବା ବେଳେ ୨୪ରେ ଫଳାଫଳ...
ଅବିବାହିତ କଲାମ୍ଙ୍କର ଥିଲେ ୩ ପୁଅ; ସେମାନଙ୍କ ନାମ ଜାଣିଲେ ହେବେ ଆଶ୍ଚର୍ଯ୍ୟ…
ନୂଆଦିଲ୍ଲୀ,୧୫।୧୦: ଭାରତର ୧୧ ତମ ରାଷ୍ଟ୍ରପତି ଏ.ପି.ଜେ. ଅବଦୁଲ୍ କଲାମ୍ଙ୍କର ଜନ୍ମ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ସେ ଚିରକୁମାର ଥିଲେ। ଅବିବାହିତ ହୋଇ ମଧ୍ୟ ତାଙ୍କର ୩ ଜଣ ପୁଅ ଥିଲେ। ଏକ ସାକ୍ଷାତ୍କାରରେ କଲାମ୍ ଜଣେ ଗଣମାଧ୍ୟମ...
ପିଏମ୍ସି ବ୍ୟାଙ୍କ ବିରୋଧ ପ୍ରଦର୍ଶନ ପରେ ଦୃଦ୍ଘାତରେ ଜଣେ ଜମାକାରୀଙ୍କ ମୃତ୍ୟୁ
ମୁମ୍ବାଇ,୧୫।୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋ-ଅପରୋଟିଭ(ପିଏମ୍ସି) ବ୍ୟାଙ୍କର ଜମାକାରୀଙ୍କୁ କିଛି ଦିନ ହେଲା ବହୁ ଅସୁବିଧାର ସାମ୍ନା କରିବାକୁ ପଡ଼ୁଛି। ପିଏମ୍ସି ବ୍ୟାଙ୍କ ବନ୍ଦ ହୋଇଯିବା ଖବର ପ୍ରଚାର ହେବା ପରେ ଜମାକାରୀ ନିଜ ସଞ୍ଚିତ ଟଙ୍କାକୁ ବାହାର କରିବା...
ଡିଆର୍ଡିଓ ଭବନରେ ପୂର୍ବତନ ରାଷ୍ଟ୍ରପତି କଲାମଙ୍କୁ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ,୧୫।୧୦: ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍ କଲାମଙ୍କ ଜନ୍ମ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ଏହି ଅବସରରେ ଡିଆର୍ଡିଓ ଭବନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସେନା ମୁଖ୍ୟ ଜେନେରାଲ ବିପିନ୍ ରାଓ୍ବତ,ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ ଆର୍.କେ.ଏସ୍...
୪୦ ହଜାର ଜନତାଙ୍କ ହତ୍ୟାର କାରଣ ଅନୁଚ୍ଛେଦ ୩୭୦: ଶାହ
ନୂଆଦିଲ୍ଲୀ,୧୫।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି ଏପର୍ଯ୍ୟନ୍ତ ଜମ୍ମୁ-କଶ୍ମୀରରେ ୪୦ ହଜାର ଲୋକଙ୍କ ହତ୍ୟାର କାରଣ ହେଉଛି ଅନୁଚ୍ଛେଦ ୩୭୦। ନିକଟରେ ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତ୍କାରରେ ସେ ଏହା କହିଛନ୍ତି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ...
ଅନୁପ୍ରବେଶ ପାଇଁ ନିୟନ୍ତ୍ରଣ ରେଖାରେ ଡେରା ପକାଇଛନ୍ତି ୫ ଶହ ଆତଙ୍କବାଦୀ: ଯୋଗାଯୋଗ ଲାଗି ବ୍ୟବହାର କରୁଛନ୍ତି ନୂଆ କୋଡ୍
ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ୫ଶହରୁ ଅଧିକ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଡେରା ପକାଇଛନ୍ତି। ନିଜ ନିଜ ମଧ୍ୟରେ ଯୋଗାଯୋଗ କରିବା ଳାଗି ସେମାନେ ନୂଆ କୋଡ୍ ବ୍ୟବହାର କରୁଛନ୍ତି। ଏହି କୋଡ୍ ଭାଙ୍ଗିବାକୁ ଏପର୍ଯ୍ୟନ୍ତ ଭାରତୀୟ ଗୋଇନ୍ଦା ବିଭାଗ...
୨୫ ହଜାର ହୋମ୍ଗାର୍ଡଙ୍କୁ ଛଟେଇ କଲେ ଯୋଗୀ ସରକାର
ଲକ୍ଷ୍ନୌ,୧୫।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ୨୫ ହଜାର ହୋମ୍ ଗାର୍ଡ଼ଙ୍କୁ ଛଟେଇ କରିଛନ୍ତି। ରାଜ୍ୟର ବଜେଟରେ ସମନ୍ବୟ ରକ୍ଷା କରିବା ପାଇଁ ଏଭଳି କରାଯାଇଥିବା ସରକାର କହିଛନ୍ତି। ଏନେଇ ଏଡିଜି ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।...
ସେଓ ଟ୍ରକ୍ ଡ୍ରାଇଭରଙ୍କୁ ଗୁଳି କରି ହତ୍ୟା କଲେ ଆତଙ୍କବାଦୀ
ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀରରେ ଜଣେ ସେଓ ଟ୍ରକ୍ ଡ୍ରାଇଭରଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଶୋପିଆନ୍ ଶିରମାଲ ଗାଁରେ ସେଓ ନେଇ ଯାଉଥିବା ଟ୍ରକ୍କୁ ଅଟକାଇ ଆତଙ୍କବାଦୀ ଟ୍ରକ୍ ଡ୍ରାଇଭର ଶରିଫ୍ ଖାଁଙ୍କୁ ଗୁଳି କରିଥିଲେ। ଶରିଫ୍ ରାଜସ୍ଥାନର ବାସିନ୍ଦା...
Archives


