ଜାତୀୟ

୭୦ ଦିନ ପରେ କଶ୍ମୀର ଘାଟିରେ ବାଜିଲା ୪୦ଲକ୍ଷ ଫୋନ

ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିବାର ଦୀର୍ଘ ୭୦ ଦିନ ପରେ ସୋମବାରରୁ ଘାଟିରେ ୪୦ଲକ୍ଷରୁ ଊର୍ଦ୍ଧ୍ୱ ମୋବାଇଲ ସେବା ଆରମ୍ଭ ହୋଇଛି। ଏହି ସବୁ ଫୋନ ପୋଷ୍ଟପେଡ ଥିବା ଜଣାପଡ଼ିଛି। ଏବେ କେବଳ ମୋବାଇଲରେ କୋଲିଂ ସୁବିଧା ଆରମ୍ଭ...

ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଡଚ୍‌ ରାଜ ଦମ୍ପତି

ନୂଆଦିଲ୍ଲୀ,୧୪।୧୦: ନେଦରଲ୍ୟାଣ୍ଡସ୍‌ର ରାଜା ଓ୍ବିଲିୟମ ଆଲେକଜାଣ୍ଡର ଓ ରାଣୀ ମାକ୍ସିମା ସୋମବାର ରାଜଘାଟଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ରାଜ ଦମ୍ପତି ୫ ଦିନିଆ ଭାରତ ଗସ୍ତରେ ଆସି ରବିବାର ନୂଆଦିଲ୍ଲୀଠାରେ ପହଞ୍ଚିଥିଲେ। ବିମାନ...

ଦଳିତ ଛାତ୍ରଙ୍କ ବେକ ପଛପଟୁ ଅଣ୍ଟା ପର୍ଯ୍ୟନ୍ତ ବ୍ଲେଡ୍‌ରେ କାଟି ଦେଲେ ସହପାଠୀ

ମଦୁରାଇ,୧୪।୧୦: ତାମିଲ୍‌ନାଡୁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦୁରାଇର ଏକ ସ୍କୁଲରେ ଜଣେ ଦଳିତ ଛାତ୍ରଙ୍କ ବେକ ପଛପଟୁ ଅଣ୍ଟା ପର୍ଯ୍ୟନ୍ତ ଜଣେ ସହପାଠୀ ବ୍ଲେଡ୍‌ରେ କାଟି ଦେଇଛନ୍ତି। ୯ମରେ ପଢୁଥିବା ଦଳିତ ଛାତ୍ରଙ୍କ ସ୍କୁଲ୍‌ ବ୍ୟାଗ୍‌ ଜଣେ ସହପାଠୀ...

କାର୍‌ ଦୁର୍ଘଟଣାରେ ଜାତୀୟ ସ୍ତରର ୪ ହକି ଖେଳାଳିଙ୍କ ମୃତ୍ୟୁ

ଭୋପାଳ,୧୪।୧୦: ମଧ୍ୟପ୍ରଦେଶ ହୋଶଙ୍ଗାବାଦ ଜିଲାର ରେସଲପୁର ଗଁା ନିକଟରେ ସୋମବାର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜାତୀୟ ସ୍ତରର ୪ଖେଳାଳୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ...

ଆତଙ୍କବାଦ ଚିନ୍ତାଧାରା ହଟାଇବା ପାଇଁ ହେବ ଉଦ୍ୟମ: ପାକିସ୍ତାନକୁ ଚେତାବନୀ ଦେଲେ ଡୋଭାଲ୍‌

ନୂଆଦିଲ୍ଲୀ,୧୪।୧୦: ଭାରତରେ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ଜାରି ରହିଛି। ତେବେ ଏବେ ଏଭଳି ଚିନ୍ତାଧାରାକୁ ହଟାଇବା ପାଇଁ ଉଦ୍ୟମ କରାଯିବ। ପାକିସ୍ତାନ ଦେଶର ଶାସନ ବ୍ୟବସ୍ଥାରେ ଆତଙ୍କବାଦକୁ ଜଡ଼ିତ କରିଛି। ଏହାର ବିରୋଧରେ ପାକିସ୍ତାନ କୌଣସି ପଦକ୍ଷେପ ମଧ୍ୟ ଗ୍ରହଣ କରିବାକୁ...

୫ ରାଜ୍ୟରେ ସକ୍ରିୟ ହେବାରେ ଲାଗିଛି ବାଂଲାଦେଶୀ ଆତଙ୍କବାଦୀ ସଂଗଠନ ଜେଏମ୍‌ବି

ନୂଆଦିଲ୍ଲୀ,୧୪।୧୦: ଦେଶର ୫ଟି ରାଜ୍ୟରେ ଜମାତ୍‌ ଉଲ୍‌ ମୁଜାହିଦ୍ଦିନ୍‌ ବାଂଲାଦେଶ(ଜେଏମ୍‌ବି) ଆତଙ୍କବାଦୀ ସଂଗଠନ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଷ୍ଟ୍ରୀୟ ଯାଞ୍ଚ୍‌ ଏଜେନ୍ସି(ଏନ୍‌ଆଇଏ) ପକ୍ଷରୁ କୁହାଯାଇଛି। ଏନ୍‌ଆଇଏ ଡିଜି ଯୋଗୋଶ ଚନ୍ଦର ମୋଦି ଏସମ୍ପର୍କରେ ସୂଚନା ଦେଇଛନ୍ତି। ଆସାମ, ଝାଡ଼ଖଣ୍ଡ,...

କୁକୁଡା ଲଢେଇରେ ଲାଗିଲା ୧କୋଟି ଟଙ୍କା ବାଜି

ରାୟପୁର,୧୪।୧୦: କ୍ରିକେଟ ଖେଳରେ କୋଟି କୋଟି ଟଙ୍କା ବାଜି ଲାଗୁଥିବା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ହେଲେ କୁକୁଡା ଲଢେଇରେ ୧ କୋଟି ଟଙ୍କ ବାଜି ଲାଗିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ ଘଟଣା। ହେଲେ ଏମିତି...

ଆଇଆର୍‌ସିଟିସି ଶେୟାର ଦାମ୍‌ ହେଲା ଦୁଇଗୁଣାରୁ ଅଧିକ: ନିବେଶକ ମାଲାମାଲ୍‌

ନୂଆଦିଲ୍ଲୀ,୧୪।୧୦: ଇଣ୍ଡିଆନ୍‌ ରେଲଓ୍ବେ କ୍ୟାଟରିଂ ଆଣ୍ଡ୍‌ ଟୁରିଜିମ୍‌ କର୍ପୋରେଶନ୍‌ (ଆଇଆର୍‌ସିଟିସି)ର ଶେୟାର ଦାମ୍‌ରେ ସୋମବାର ୧୦୧ ପ୍ରତିଶତ ପ୍ରିମିୟମ୍‌ ବୃଦ୍ଧି ପାଇ ଏହା ଇସ୍ୟୁ ଦାମ୍‌ ତୁଳନାରେ ଦୁଇଗୁଣାରୁ ଅଧିକ ହୋଇଯାଇଛି। ଏହାର ଇସ୍ୟୁ ଦାମ୍‌ ଶେୟାର ପିଛା ୩୨୦ଟଙ୍କା...

ଖାଲକୁ ଖସିଲା ମନ୍ତ୍ରୀଙ୍କୁ ସୁରକ୍ଷା ଦେଉଥିବା ଗାଡି: ୨ ପୋଲିସ ଆହତ

ଭଦୋହି,୧୪।୧୦: ଉତ୍ତର ପ୍ରଦେଶର ଯୋଗୀ ସରକାରରେ ମନ୍ତ୍ରୀ ଥିବା ନନ୍ଦ ଗୋପାଳ ନନ୍ଦୀଙ୍କୁ ସୁରକ୍ଷା ଦେଇଥିବା ଗାଡ଼ି ଦୁର୍ଘଟଣାର ଶିକାର ହୋଇଛି। ରବିବାର ରାତିରେ ଗାଡିଟି ଜାତୀୟ ରାଜପଥ ୨ରେ ଯାଉଥିବା ବେଳେ ଭଦୋହିର ଆରୋହି କୋତବାଲି ଅଞ୍ଚଳରେ ଏକ...

ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ହେଲା ପ୍ରଥମ ସ୍ନିପର ରାଇଫଲ୍‌

ବେଙ୍ଗାଲୁରୁ,୧୪।୧୦: ସ୍ବଦେଶୀ ଜ୍ଞାନକୌଶଳରେ ଭାରତ ପ୍ରଥମ ସ୍ନିପର ରାଇଫଲ ତିଆରି କରିବାକୁ ସକ୍ଷମ ହୋଇଛି। ବେଙ୍ଗାଲୁରୁର ଏସ୍‌ଏସ୍‌ଏସ୍‌ ଡିଫେନ୍ସ କମ୍ପାନୀ ପକ୍ଷରୁ ୨ଟି ସ୍ନିପର ରାଇଫଲ ନିର୍ମିତ କରାଯାଇଛି। ଏହାଦ୍ୱାରା ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇବ ବୋଲି କମ୍ପାନୀର...

ବାରଣ ସତ୍ୱେ ଜଳୁଛି ନଡା: ବଢୁଛି ବାୟୁ ପ୍ରଦୂଷଣର ମାତ୍ରା

ଅମ୍ରିତସର,୧୪।୧୦: ପଞ୍ଜାବରେ ସରକାରଙ୍କ ପକ୍ଷରୁ ନଡା ଜାଳିବା ବାରଣ କରାଯାଇଥିଲେ ବି ଅମ୍ରିତସରରେ କୃଷକମାନେ ନଡା ଜାଳୁଥିବା ଦେଖିବାକୁ ମିଳିଛି। ଫଳରେ ଦିଲ୍ଲୀର ବାୟୁ ପ୍ରଦୂଷଣ ମାତ୍ରା ବେଳକୁ ବେଳ ବଢିବାରେ ଲାଗିଛି। କୃଷକଙ୍କ କହିବା କଥା ହେଲା ଏହାର...

ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣରେ ଭୁଷୁଡିଲା କୋଠା: ୧୦ ମୃତ

ମାଉ,୧୪।୧୦: ଉତ୍ତର ପ୍ରଦେଶର ମହମ୍ମଦାବାଦରେ ସୋମବାର ସକାଳେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ଏକ ଦୁଇ ମହଲା କୋଠା ଭୁଷୁଡି ପଡିଛି। ଏଥିରେ ଅତିକମ୍‌ରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ମିଳିଛି। ରୋଷେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri