ଜାତୀୟ

ହିମାୟତ୍‌ ଯୋଜନାରେ ୧୨ ହଜାର ଯୁବବର୍ଗଙ୍କ ମିଳିଛି ତାଲିମ: ନକ୍‌ଭୀ

ଶ୍ରୀନଗର,୨୧।୧: ଜମ୍ମୁ-କଶ୍ମୀରରେ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ହିମାୟତ୍‌ ଯୋଜନାରେ ଇତିମଧ୍ୟରେ ୧୨ ହଜାର ଯୁବବର୍ଗଙ୍କୁ ଆବଶ୍ୟକ ତାଲିମ୍‌ ଯୋଗାଇ ଦିଆଯାଇଛି। ଏଥିରେ ୧୬ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ସେହିପରି ଜମ୍ମୁ-କଶ୍ମୀରର ବିକାଶ ପାଇଁ ସାମ୍ବା ଏବଂ ଅଓ୍ବନ୍ତିପୋରାରେ ଏମ୍ସ୍‌…

ଅଓ୍ବନ୍ତିପୋରା ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀ ନିହତ

ଶ୍ରୀନଗର,୨୧।୧: ଜମ୍ମୁ-କଶ୍ମୀର ଅଓ୍ବନ୍ତିପୋରାରେ ମଙ୍ଗଳବାର ଏନ୍‌କାଉଣ୍ଟର ହୋଇଛି। ଏହି ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଶହୀଦ ଓ ୨ଯବାନ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଦକ୍ଷିଣ କଶ୍ମୀର ଅଓ୍ବନ୍ତିପୋରାରେ ଆତଙ୍କବାଦୀ ଲୁଚିରହିଥିବା ଖବର ବିଶ୍ୱସ୍ତ ସୂତ୍ରରୁ ପାଇବା…

ଲାଞ୍ଚ ନ ମିଳିବାରୁ ୪ ବର୍ଷ ଶିଶୁଙ୍କ ବୟସ ଜନ୍ମ ପ୍ରମାଣ ପତ୍ରରେ ହେଲା ୧୦୪ ବର୍ଷ

ବରେଲୀ,୨୧।୧: ଲାଞ୍ଚ ନ ମିଳିବାରୁ ଜଣେ ୪ ବର୍ଷ ଶିଶୁଙ୍କ ବୟସ ଜନ୍ମ ପ୍ରମାଣ ପତ୍ରରେ ୧୦୪ ବର୍ଷ କରାଯାଇଛି। ଉତ୍ତରପ୍ରଦେଶ ବରେଲୀର ଏକ ଅଦାଲତ ଏହି ମାମଲାରେ ଅଭିଯୁକ୍ତ ଗ୍ରାମ ବିକାଶ ଅଧିକାରୀ ଏବଂ ଗ୍ରାମ ପ୍ରଧାନଙ୍କ ବିରୋଧରେ ତଦନ୍ତ…

ଯିଏ ଯେତେ ବିରୋଧ କଲେ ବି ସିଏଏ ହେବନି ପ୍ରତ୍ୟାହାର: ଶାହ

ନୂଆଦିଲ୍ଲୀ,୨୧।୧: ଦେଶର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଲାଗୁ ହୋଇଛି। ଏହାକୁ କେତେକ ବିରୋଧ କରୁଛନ୍ତି। ତେବେ ଯିଏ ଯେତେ ବିରୋଧ କଲେ ବି ସିଏଏ ପ୍ରତ୍ୟାହାର ହେବନି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଉତ୍ତରପ୍ରଦେଶର ଲକ୍ଷ୍ନୌର ବଙ୍ଗଳା ବଜାରସ୍ଥିତ ରାମକଥା ପାର୍କରେ…

ସାଧାରଣତନ୍ତ୍ର ଦିବସ ମୁଖ୍ୟ ଅତିଥି: ବ୍ରାଜିଲ୍‌ ରାଷ୍ଟ୍ରପତି ବୋଲସୋନାରୋ; ପ୍ରଥମ ଥର ପାଇଁ ଆସୁଛନ୍ତି ୪ ଦିନିଆ ଭାରତ ଗସ୍ତରେ

ନୂଆଦିଲ୍ଲୀ,୨୧।୧: ପ୍ରଥମ ଥର ପାଇଁ ୪ ଦିନିଆ ଭାରତ ଗସ୍ତରେ ବ୍ରାଜିଲ୍‌ ରାଷ୍ଟ୍ରପତି ଜୈର୍‌ ବୋଲସୋନାରୋ ଆସୁଛନ୍ତି। ସେ ସାଧାରଣତନ୍ତ୍ର ଦିବସ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବୋଲସୋନାରୋ ଜାନୁୟାରୀ ୨୪ରୁ ୨୭ ପର୍ଯ୍ୟନ୍ତ ଭାରତରେ ରହିବେ। ୨୪…

ଦିଲ୍ଲୀରେ ବିଏସ୍‌ପି ପ୍ରାର୍ଥୀଙ୍କ ପାଇଁ ଷ୍ଟାର ପ୍ରଚାରକ ସାଜିବେ ମାୟାବତୀ

ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ଫେବୃୟାରୀ ୮ରେ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କୁ ଜନତାଙ୍କ ସହ ନିକଟତର କରିବା ଏବଂ ନିର୍ବାଚନ ଜିତାଇବା ପାଇଁ ବିଭିନ୍ନ ଦଳର ମୁଖ୍ୟ କସରତ କରୁଥିବା ଦେଖିବାକୁ…

ଅଫଜଲ ଗୁରୁଙ୍କୁ କରାଯାଇଥିଲା ବଳିର ଛେଳି: ସୋନୀ ରାଜଦାନ୍‌

ମୁମ୍ବାଇ,୨୧।୧: ଆତଙ୍କବାଦୀଙ୍କ ସହିତ ଡିଏସ୍‌ପି ଦାବିନ୍ଦର ସିଂଙ୍କ ସମ୍ପର୍କ ପ୍ରସଙ୍ଗରେ ବଲିଉଡ୍‌ର ପୂର୍ବତନ ଅଭିନେତ୍ରୀ ସୋନୀ ରାଜଦାନଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସୋନୀ କହିଛନ୍ତି ଯେ, ପାର୍ଲାମେଣ୍ଟ ଆକ୍ରମଣର ମାଷ୍ଟର ମାଇଣ୍ଡ୍‌ ଅଫଜଲ ଗୁରୁଙ୍କୁ ବଳିର ଛେଳି…

ଦକ୍ଷିଣ ପାର୍ଶ୍ୱ ମଠ, କୋଠା ଉଚ୍ଛେଦ ଅଭିଯାନ ଜାରି

ପୁରୀ ଅଫିସ୍‌, ୨୧।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଚାଲିଛି ଉଚ୍ଛେଦ ଅଭିଯାନ। ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ପ୍ରଶାସନ ପକ୍ଷରୁ ଏହି ଉଚ୍ଛେଦ କରାଯାଉଛି। ମଙ୍ଗଳବାର ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପାର୍ଶ୍ୱରେ ଥିବା ଦକ୍ଷିଣ ପାର୍ଶ୍ୱ ମଠର ବ୍ୟବସାୟିକ…

ଅଯୋଧ୍ୟା ମାମଲା: ସୁପ୍ରିମ୍‌କୋର୍ଟରେ କ୍ୟୁରେଟିଭ୍‌ ପିଟିଶନ୍‌ ଦାଖଲ କଲା ପିସ୍‌ ପାର୍ଟି

ନୂଆଦିଲ୍ଲୀ,୨୧।୧: ଅଯୋଧ୍ୟା ମାମଲାର ପୁନର୍ବିଚାର ପାଇଁ ପିସ୍‌ ପାର୍ଟି ପକ୍ଷରୁ କ୍ୟୁରେଟିଭ୍‌ ପିଟିଶନ୍‌ ଦାଖଲ କରାଯାଇଛି। ନଭେମ୍ବର ୯ରେ ସର୍ବୋଚ୍ଚ ଆଦାଲତ ପକ୍ଷରୁ ଦିଆଯାଇଥିବା ରାୟରେ ମୁସଲମାନ୍‌ ପକ୍ଷକାରଙ୍କ ପ୍ରାମାଣିକ ତଥ୍ୟକୁ ବିଚାର ପରିସରଭୁକ୍ତ କରା ନ ଥିଲା। ରାୟରେ ଆସ୍ଥା…

ସହଯୋଗରେ ସମ୍ପର୍କ ହେବ ମଜଭୁତ

ନୂଆଦିଲ୍ଲୀ,୨୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ମଙ୍ଗଳବାର ମିଳିତ ଭାବେ ଯୋଗବାନି-ବିରାଟନଗରରେ ଦ୍ୱିତୀୟ ଇଣ୍ଟିଗ୍ରେଟେଡ ଚେକ୍‌ପୋଷ୍ଟର ଉଦ୍‌ଘାଟନ କରିଛନ୍ତି। ଏହା ବ୍ୟବସାୟ ଓ ଲୋକଙ୍କ ଗମନା ଗମନର ସୁବିଧା ପାଇଁ ଭାରତର ସହଯୋଗରେ ନିର୍ମାଣ…

ପୃଥିବୀର ଖରାପ ଆର୍ଥିକ ସ୍ଥିତି ପାଇଁ ଦାୟୀ ଭାରତ: ଗୀତା ଗୋପିନାଥ

ନୂଆଦିଲ୍ଲୀ,୨୧।୧: ସମ୍ପ୍ରତି ପୃଥିବୀରେ ଦେଖାଦେଇଥିବା ଖରାପ ଆର୍ଥିକ ସ୍ଥିତି ପାଇଁ ଭାରତ ଦାୟୀ। ଭାରତ ଯୋଗୁ ଅନ୍ତର୍ଜାତୀୟସ୍ତର ଧାର୍ଯ୍ୟ ଅଭିବୃଦ୍ଧି ଲକ୍ଷ୍ୟ ୮୦ ପ୍ରତିଶତ ହ୍ରାସ ପରିଲକ୍ଷିତ ହୋଇଛି। ଏନେଇ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌)ର ମୁଖ୍ୟ ଅର୍ଥଶାସ୍ତ୍ରୀ ତଥା ମୂଳ ଭାରତୀୟ…

ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିପାରିବେ ନାହିଁ ବାଚସ୍ପତି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୧: କର୍ନାଟକ ବିଧାନସଭାର ବାଚସ୍ପତି ଜେଡିଏସ୍‌ ଓ କଂଗ୍ରେସ ସରକାରଙ୍କ ୧୭ଜଣ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିଥିଲେ। ଏନେଇ ବିଧାୟମାନେ ସୁପ୍ରିମକୋର୍ଟ ଦ୍ୱାରସ୍ଥ ହୋଇଥିଲେ। ମଙ୍ଗଳବାର ଏହି ମାମଲାର ଶୁଣାଣି କରି କୋର୍ଟ ବାଚସ୍ପତିଙ୍କ ଉପରେ ବର୍ଷିବା ସହ କଡ଼ା ଟିପ୍ପଣୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri