ସବୁ ଧର୍ମକୁ ସମ୍ମାନ କରେ: ନୁସରତ
କୋଲକାତା,୧୧।୧୦: ତ୍ରୁଣମୂଳ କଂଗ୍ରେସର ଲ-ମେକର ତଥା ଅଭିନେତ୍ରୀ ନୁସରତ ଜାହାନ ଏବେ ପ୍ରାୟ ଅଧିକାଂଶ ସମୟରେ ରହୁଛନ୍ତି ଚର୍ଚ୍ଚାରେ। ଦୁର୍ଗାପୂଜା ଅବସରରେ ସେ ଏକ ପେଣ୍ଡାଲରେ ସିନ୍ଦୁର ଖେଳିବା ବେଳେ କହିଛନ୍ତି ସେ ସବୁ ଧର୍ମକୁ ସମ୍ମାନ କରନ୍ତି। ଦୁର୍ଗାପୂଜାରେ...
ଜାମିନ ମିଳିବା ପରେ ହାର୍ଦ୍ଦିକଙ୍କ ସହ ରେସ୍ତୋରାଁ ପହଞ୍ଚିଲେ ରାହୁଲ
ଅହମ୍ମଦାବାଦ,୧୧।୧୦: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ଗୁଜରାଟ ଅହମ୍ମଦାବାଦର ଏକ କୋର୍ଟରେ ମାନହାନି ମାମଲାକୁ ନେଇ ହାଜର ହୋଇଥିଲେ। ଏହି ମାମଲାରେ ତାଙ୍କୁ ଜାମିନ ମିଳିବା ସହ ଏହାର ପରବର୍ତ୍ତି ଶୁଣାଣି ଆସନ୍ତା ଡିସେମ୍ବର ୭ରେ କରାଯିବାକୁ...
ଦିଲ୍ଲୀ କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ,୧୧।୧୦: ରାଜଧାନୀ ଦିଲ୍ଲୀ ଶାସ୍ତ୍ରୀ ପାର୍କ ଅଞ୍ଚଳରେ ଥିବା କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର ଅପରାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପବନର ତୀବ୍ର ବେଗ ଯୋଗୁ ଏହି ନିଆଁ ବିକରାଳ ରୂପ ନେଇ ଚାରିଆଡେ ବ୍ୟାପି ଯାଇଥିଲା। ଖବରପାଇ ଘଟଣାସ୍ଥଳରେ ପୋଲିସ...
କଶ୍ମୀର ମାମଲାରେ ଟ୍ରମ୍ପକୁ ବି ହସ୍ତକ୍ଷେପ କରିବାକୁ ଦେଇ ନାହାଁନ୍ତି ମୋଦି: ଶାହ
ବୁଲଧାନା,୧୧।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏହାର ପ୍ରଚାରକୁ ଏବେ ଓହ୍ଲାଇଛନ୍ତି ବହୁ ହେଭିଓ୍ବେଟ ନେତା। ଶୁକ୍ରବାର ଭାଜପାର ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାାହ। ମହାରାଷ୍ଟ୍ରର ଚିଖଲିଠାରେ ଆୟୋଜିତ ଏକ ନିର୍ବାଚନ...
ଚେନ୍ନାଇରେ ପହଞ୍ଚିଲେ ଚାଇନା ରାଷ୍ଟ୍ରପତି
ଚେନ୍ନାଇ,୧୧।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ୱିତୀୟ ଅନୌପଚାରିକ ବୈଠକ ପାଇଁ ଚେନ୍ନାଇରେ ପହଞ୍ଚି ସାରିଛନ୍ତି। ମହାବଳିପୁରମ ଗସ୍ତ କରି ସେଠାରେ କିଛି ସମୟ ମଧ୍ୟରେ ଏହି ବୈଠକରେ ଯୋଗଦେବେ। ଏହାପରେ ସନ୍ଧ୍ୟାରେ ମୋଦି...
ପ୍ରକାଶ ପାଇଲା ହରିୟାଣା କଂଗ୍ରେସର ଘୋଷଣା ପତ୍ର
ଚଣ୍ଡିଗଡ଼,୧୧।୧୦: ହରିୟାଣା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଶୁକ୍ରବାର ଘୋଷଣା ପତ୍ର ପ୍ରକାଶ ପାଇଛି। କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବି ଆଜାଦ, ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂହ ହୁଡ୍ଡା ଓ ପ୍ରଦେଶ ଅଧ୍ୟକ୍ଷ ଶୈଲଜା କୁମାରୀ ଏହି ସଙ୍କଳ୍ପ...
ସୁଷମାଙ୍କ ପଥ ଅନୁସରଣ କରୁଛନ୍ତି ଏସ୍. ଜୟଶଙ୍କର
ନୂଆଦିଲ୍ଲୀ,୧୧।୧୦: ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସରେ ବୈଦେଶିକ ମନ୍ତ୍ରୀ ଥିବା ଏସ୍. ଜୟଶଙ୍କର ଏବେ ପୂର୍ବତନ ବୈଦେଶିକ ମନ୍ତ୍ରୀ ସ୍ବର୍ଗତାଃ ସୁଷମା ସ୍ବରାଜଙ୍କ ପଥ ଅନୁସରଣ କରୁଥିବା ଦେଖାଯାଇଛି। ଏବେ ସେ ସୁଷମାଙ୍କ ଭଳି ସୋସିଆଲ ମିଡିଆରେ ଲୋକଙ୍କ...
ପରଲୋକରେ ପ୍ରସିଦ୍ଧ ସାକ୍ସୋଫୋନିଷ୍ଟ କାଦ୍ରୀ ଗୋପାଳନାଥ
ମାଙ୍ଗାଲୁର,୧୧।୧୦: ପ୍ରସିଦ୍ଧ ସାକ୍ସୋଫୋନିଷ୍ଟ ଓ ପଦ୍ମଶ୍ରୀ ପୁରସ୍କାର ବିଜେତା କାଦ୍ରୀ ଗୋପାଳନାଥଙ୍କ ଶୁକ୍ରବାର ସକାଳେ କର୍ନାଟକ ମାଙ୍ଗାଲୁରରେ ଏକ ଘରୋଇ ହସ୍ପିଟାଲରେ ନିଧନ ହୋଇଛି। ଦୀର୍ଘ ଦିନରୁ ସେ ଅସୁସ୍ଥ ଥିବା ବେଳେ ୬୯ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ...
ଚେନ୍ନାଇରେ ପହଞ୍ଚିଲେ ମୋଦି
ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ଜି ଜିନପିଙ୍ଗ୍ଙ୍କୁ ସ୍ବାଗତ କରିବା ପାଇଁ ଚେନ୍ନାଇରେ ପହଞ୍ଚିଛନ୍ତି। ଚାଇନା ରାଷ୍ଟ୍ରପତି ପାଖାପାଖି ୨ଟାବେଳେ ଆସି ଏଠାରେ ପହଞ୍ଚିବେ। ମୋଦିଙ୍କ ସହ ଅନୌପଚାରିକ ବୈଠକରେ ଯୋଗଦେବା ପାଇଁ ସେ ଦୁଇ ଦିନିଆ...
କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କ ଘରେ ଆୟକର ବିଭାଗର ଚଢ଼ାଉ: ୪.୫୨କୋଟି ଟଙ୍କା ଜବତ
ବେଙ୍ଗାଲୁର,୧୧।୧୦: କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଜି ପରମେଶ୍ୱରଙ୍କ ୩୦ଟି ସ୍ଥାନରେ ଆୟକର ବିଭାଗ ପକ୍ଷରୁ ଦ୍ୱିତୀୟ ଦିନରେ ବି ଚଢ଼ାଉ ଜାରି ରଖିଛି। ଗୁରୁବାର ସକାଳୁ ଆରମ୍ଭ ହୋଇଥିବା ଏହି ଚଢ଼ାଉ ଶୁକ୍ରବାର ମଧ୍ୟ ଜାରି ରହିଛି। ତେବେ ଗୁରୁବାର...
ଫୋର୍ବ୍ସ୍ ଇଣ୍ଡିଆ ପକ୍ଷରୁ ପ୍ରକାଶ ପାଇଲା ଧନଶାଳୀଙ୍କ ତାଲିକା: ପୁଣି ବାଜି ମାରିଲେ ମୁକେଶ ଅମ୍ବାନୀ
ନୂଆଦିଲ୍ଲୀ,୧୧।୧୦: ଫୋବର୍ସ ଇଣ୍ଡିଆ ୨୦୧୯ ପକ୍ଷରୁ ଭାରତର ସବୁଠାରୁ ଧନଶାଳୀ ବ୍ୟକ୍ତିଙ୍କ ନୂଆ ତାଲିକା ପ୍ରକାଶ ପାଇଛି। ଭାରତର ଟପ୍ ଶହେରେ ଥିବା ବ୍ୟକ୍ତିଙ୍କ ତାଲିକାରେ ପୁଣି ଥରେ ବାଜି ମାରିନେଇଛନ୍ତି ରିଲାଏନ୍ସ କମ୍ପାନୀର ମାଲିକ ମୁକେଶ ଅମ୍ବାନୀ। ଲଗାତର...
ଚାଇନା ରାଷ୍ଟ୍ରପତିଙ୍କ ସ୍ବାଗତ ପାଇଁ ପ୍ରସ୍ତୁତ ମହାବଳିପୁରମ: ୫୦୦ ସିସିଟିଭି, ୧୦ହଜାର ଯବାନ ମୁତୟନ
ମହାବଳିପୁରମ,୧୧।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଶୁକ୍ରବାର ଦୁଇ ଦିନିଆ ଗସ୍ତରେ ଭାରତ ଆସୁଛନ୍ତି। ଏଥିପାଇଁ ଚେନ୍ନାଇର ମହାବଳିପୁରମକୁ ସୁସଜ୍ଜିତ ଭାବେ ସଜାଯାଇଥିବା ବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି। ଜିନପିଙ୍ଗଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ...
Archives


