ଜାତୀୟ

ଗୁଗଲ ଦେଖାଉଛି ଆଶ୍ରୟସ୍ଥଳ

ନୂଆଦିଲ୍ଲୀ, ୭ା୪: କୋଭିଡ୍‌-୧୯ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବାବେଳେ ଦାଦନ ଶ୍ରମିକମାନଙ୍କ ଦୁର୍ଦ୍ଦଶା ବହୁଗୁଣିତ ହୋଇଛି। ଏହି ପରିପ୍ରେକ୍ଷୀରେ ଗୁଗଲ ସେମାନଙ୍କୁ ସାହାଯ୍ୟ କରିବା ଲାଗି ଏକ ଅଭିନବ ପନ୍ଥା ବାହାର କରିଛି। ଭାରତର ୩୦ ସହରରେ…

୨.୯ ନିୟୁତ ଡଲାର ପଠାଇଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୭ା୪(ଆଇଏଏନ୍‌ଏସ୍‌) : ମହାମାରୀ କରୋନା ବିରୋଧରେ ଭାରତର ଲଢ଼େଇକୁ ଜୋର୍‌ଦାର କରିବା ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ୨.୯ ନିୟୁତ ଡଲାର ସହାୟତା ରାଶି ପଠାଇଛନ୍ତି। ଏହାସହ ଆମେରିକାକୁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ବଟିକା ଯୋଗାଣ ପାଇଁ ଅନୁରୋଧ କରିଛନ୍ତି। ନୂଆଦିଲ୍ଲୀସ୍ଥିତ…

ଲଢ଼ିବାକୁ ହେବ ଲମ୍ବା ଯୁଦ୍ଧ

ନୂଆଦିଲ୍ଲୀ, ୭ା୪(ପି.ଟି.): କରୋନା ଭୂତାଣୁ ମହାମାରୀ ବିରୋଧରେ ଆମକୁ ଏକ ଦୀର୍ଘ ଯୁଦ୍ଧ ଲଢ଼ିବାକୁ ପଡିବ। ଏଥିପାଇଁ କ୍ଳାନ୍ତ ଅନୁଭବ ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଭାରତ ଏହି ଲଢ଼େଇରେ ନିଶ୍ଚୟ ଜିତିବ ବୋଲି ସେ…

କନିକାଙ୍କ ପରେ ବଲିଉଡ୍‌ର ଆଉ ଜଣେ କରୋନା ପଜିଟିଭ୍‌

ମୁମ୍ବାଇ,୬।୪: ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ବଲିଉଡ୍‌ ଗାୟିକା କନିକା କପୁର ସୁସ୍ଥ ହୋଇ ଘରକୁ ଫେରିବା ପରେ ବଲିଉଡ୍‌ ଇଣ୍ଡଷ୍ଟ୍ରିର ଆଉ…

ପିଏମ୍ କେୟାର୍ସ ଫଣ୍ଡକୁ ୧୧ ଲକ୍ଷ ଟଙ୍କା ଦେଲା ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟ

ଅଯୋଧ୍ୟା,୬ ।୪: କରୋନା ଭାଇସର ସହ ଲଢିବାକୁ ସମସ୍ତେ ଯେମିତି ପ୍ରସ୍ତୁତ ହେଉଛନ୍ତି । ଏ କ୍ଷେତ୍ରରେ ଏବେ ସହାୟତାର ହାତ ବଢାଇଛି ଶ୍ରୀ ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟ । କରୋନା ମୁକାବିଲା ପାଇଁ ଏହି ଟ୍ରଷ୍ଟ ସୋମବାର…

୧୪ମାସର ଶିଶୁ କରୋନା ପଜିଟିଭ୍‌

ଅହମଦାବାଦ,୬।୪: ଗୁଜରାଟ ଜାମନଗର ଜିଲାର ଦରେଡ ଗଁାରେ ଜଣେ ୧୪ମାସର ଶିଶୁ କରୋନା ପଜିଟିଭ୍‌ ହୋଇଥିବା ସୂଚନା ମିଳିଛି। ଜାମନଗରରେ କରୋନା ଭାଇରସ୍‌ ସଂକ୍ରମଣର ଏହା ପ୍ରଥମ ମାମଲା। ସୂଚନାଯୋଗ୍ୟ, ଦରେଡ ଗାଁରେ ରହୁଥିବା ଜଣେ ଶ୍ରମିକ ଦମ୍ପତିଙ୍କ ୧୪ ମାସର…

ଦେଶରେ ୪,୦୬୭ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧,୪୪୫ ଜଣଙ୍କର ରହିଛି ତବଲିଘ୍ ଜମାତ୍ ସହ ସମ୍ପର୍କ

ନୂଆଦିଲ୍ଲୀ,୬ ।୪: ସୋମବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪,୦୬୭ରେ । ତେବେ ଏମାନଙ୍କ ମଧ୍ୟରୁ ୧,୪୪୫ ଜଣଙ୍କର ତବଲିଘ ଜମାତ୍ ସହ ସମ୍ପର୍କ ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ…

ଲକ୍‌ଡାଉନ୍ ପରେ ବି ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯିବ

ନୂଆଦିଲ୍ଲୀ,୬ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କେନ୍ଦ୍ର ମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନସିଂ ଜରିଆରେ କରୋନା ମହାମାରୀକୁ ନେଇ କଥା ହୋଇଛନ୍ତି । ଏହି ସମୟରେ ସେ ମନ୍ତ୍ରୀମାନଙ୍କର ଲିଡରଶିପକୁ ପ୍ରଶଂସା କରିଛନ୍ତି । ଏପଟେ ଲକ୍‌ଡାଉନ ପୂରଣ ହେବାକୁ…

କରୋନା ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲାଗୁ ହୋଇପାରେ ଭୀଲ୍‌ଓ୍ବାଡ଼ା ମଡେଲ

ନୂଆଦିଲ୍ଲୀ,୬।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଦେଶବ୍ୟାପୀ ରାଜସ୍ଥାନର ଭୀଲଓ୍ବାଡ଼ାରେ ହୋଇଥିବା କାର୍ଯ୍ୟକ୍ରମ ଲାଗୁ କରାଯିବାକୁ ଯୋଜନା କରାଯାଉଛି। ଗତ ମାସରେ ଭୀଲଓ୍ବାଡ଼ା ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଥିଲା। ଏହାକୁ ହଟ୍‌ସ୍ପଟ୍‌ ଭାବେ ଘୋଷଣା…

କରୋନା ମୁକାବିଲା ପ୍ରସ୍ତୁତି: ୨ ବର୍ଷ ପାଇଁ ମିଳିବନି ଏମ୍‌ପି ଫଣ୍ଡ୍‌

ନୂଆଦିଲ୍ଲୀ,୬।୪: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଆସନ୍ତା ୨ ବର୍ଷ ପାଇଁ ଏମ୍‌ପି ଫଣ୍ଡ୍‌ ମିଳିବନି ବୋଲି କ୍ୟାବିନେଟ୍‌ ବୈଠକରେ ସ୍ଥିର ହୋଇଛି। ବୈଠକରେ ୧୯୫୪ ସଂସଦୀୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ…

ଲକ୍‌ଡାଉନ୍ ସମୟରେ ୯୦ ପ୍ରତିଶତ କମିଛି ହତ୍ୟା-ବଳାତ୍କାର ଭଳି ମାମଲା

ନୂଆଦିଲ୍ଲୀ,୬ ।୪: କରୋନା ଭାଇରସ ସଂକ୍ରମଣକୁ ଦେଖି ସାରା ଦେଶକୁ ୨୧ ଦିନ ପାଇଁ ଲକ୍ ଡାଉନ୍ ଘୋଷଣା କରାଯାଇଛି । ତେବେ ଏହି ସମୟରେ ହତ୍ୟା-ବଳାତ୍କାର ଭଳି ମାମଲାରେ ୯୦ ପ୍ରତିଶତ କମ୍ ସଂଖ୍ୟା ଦେଖାଯାଇଛି ବୋଲି କହିଛି ଦିଲ୍ଲୀ…

ନିଜାମୁଦ୍ଦିନ୍‌ରେ ଧାର୍ମିକ ସମାବେଶ ପାଇଁ କିଏ ଦେଇଥିଲେ ଅନୁମତି: ଶରଦ ପାଓ୍ବାର

ନୂଆଦିଲ୍ଲୀ,୬।୪: ଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ତବଲିଘ୍‌ ଜମାତ୍‌ ଯୋଗୁ ଦେଶବ୍ୟାପୀ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ନେଇ ଏବେ ରାଜନୈତିକସ୍ତରରେ କାଦୁଅ ଫିଙ୍ଗା ଆରମ୍ଭ ହୋଇଛି। ଏଠାରେ ଧାର୍ମିକ ସମାବେଶ ଆୟୋଜନ କରିବା ଲାଗି ଆୟୋଜକଙ୍କୁ କିଏ ଅନୁମତି ଦେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?