ଜାତୀୟ

ରାହୁଲଙ୍କ ‘ରେପ ଇନ୍‌ ଇଣ୍ଡିଆ’ ବୟାନକୁ ନେଇ କମ୍ପିଲା ଗୃହ

ନୂଆଦିଲ୍ଲୀ,୧୩।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ରେପ ଇନ୍‌ ଇଣ୍ଡିଆ’ ବୟାନକୁ ନେଇ ଶୁକ୍ରବାର ଲୋକ ସଭାରେ ହଙ୍ଗାମା ହୋଇଛି। ଝାଡ଼ଖଣ୍ଡର ଏକ ରାଲିରେ ଉଦ୍‌ବୋଧନ ଦେବା ସମୟରେ ରାହୁଲ ଏହା କହିଥିବା ବେଳେ ଏହାକୁ ନେଇ ସେ କ୍ଷମା ମାଗନ୍ତୁ…

ଡିସେମ୍ବର ୧୮ ପର୍ଯ୍ୟନ୍ତ ମୁଲତବି ରହିଲା ନିର୍ଭୟା ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୩।୧୨: ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଶୁକ୍ରବାର ଦିଲ୍ଲୀର ଏକ କୋର୍ଟ ଏହାର ଶୁଣାଣିକୁ ମୁଲତବି ରଖିଛନ୍ତି। ଆସନ୍ତା ୧୬ରେ ଏହି ମାମଲାର ଦୋଷୀଙ୍କୁ ଫାଶୀ ଦିଆଯିବା କଥା ଆଲୋଚନା ହେଉଥିବା ବେଳେ ଶୁକ୍ରବାର ଉକ୍ତ କୋର୍ଟରେ ଏମାନଙ୍କ ଡେଥ୍‌ ଓ୍ବାରେଣ୍ଟକୁ…

ନିର୍ଭୟା ଦୋଷୀଙ୍କୁ ଫାଶୀ ଦେଲେ ବନ୍ଦ ହେବ କି ବଳାତ୍କାର: ଏପି ସିଂ

ନୂଆଦିଲ୍ଲୀ,୧୩।୧୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀଙ୍କ ପାଇଁ ଲଢୁଥିବା ଓକିଲ ଶୁକ୍ରବାର ସକାଳୁ ଏକ ଚର୍ଚ୍ଚିତ ବୟାନ ଦେଇଛନ୍ତି। ଦୋଷୀଙ୍କ ଓକିଲ ଥିବା ଏପି ସିଂ କହିଛନ୍ତି ଯଦି ନିର୍ଭୟା ମାମଲାର ଦୋଷୀଙ୍କୁ ଫାଶୀଦଣ୍ଡ ଦିଆଯାଏ…

ଭାରତ ଗସ୍ତ ବାତିଲ କରିପାରନ୍ତି ଜାପାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୨: ନାଗରିକତ୍ୱ ସଂଶୋଧନ ବିଲ୍‌କୁ ନେଇ ଏବେ ଜଳୁଛି ଉତ୍ତର ଭାରତ। ଆଉ ଏହି ଖବର ଏବେ ବିଦେଶରେ ମଧ୍ୟ ପହଞ୍ଚି ସାରିଛି। ଏହାର ପ୍ରଭାବ ପଡିଛି ଜାପାନ ପ୍ରଧାନମନ୍ତ୍ରୀ ସିଂଜୋ ଆବେଙ୍କ ଭାରତ ଗସ୍ତ ଉପରେ। ଜାପାନ ଗଣମାଧ୍ୟମର ସୂଚନା…

ସଂସଦ ଆକ୍ରମଣରେ ମୃତ ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୩।୧୨: ଦୀର୍ଘ ୧୮ ବର୍ଷ ତଳେ ଅର୍ଥାତ୍‌ ୨୦୦୧ରେ ସଂସଦରେ ହୋଇଥିବା ଆକ୍ରମଣରେ ମୃତ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ନେତାମାନେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଟୁଇଟ୍‌ କରି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ…

ନିର୍ଭୟା ମାମଲାର ଦୋଷୀଙ୍କୁ ଏକାଥରେ ଦିଆଯାଇପାରେ ଫାଶୀ: ଚାଲିଛି ଟ୍ରାଏଲ

ନୂଆଦିଲ୍ଲୀ,୧୩।୧୨: ଦୀର୍ଘ ସାତ ବର୍ଷ ତଳର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀଙ୍କୁ ନେଇ ଏବେ ପୁଣିଥରେ ଚର୍ଚ୍ଚା ଯୋର ଧରିଛି। ଏମାନଙ୍କୁ ଖୁବ୍‌ଶୀଘ୍ର ଫାଶୀ ଦିଆଯାଇପାରେ ବୋଲି ଆଲୋଚନା ହେଉଛି। ବିଶେଷ ସୂତ୍ରରୁ ମିଳିଥିବା ଖବର…

ଉତ୍ତର ଭାରତର ଅଧିକାଂଶ ରାଜ୍ୟରେ ତୁଷାରପାତ: ଦିଲ୍ଲୀ ଏନ୍‌ସିଆର୍‌ରେ ବଦଳିଲା ପାଣିପାଗ

ନୂଆଦିଲ୍ଲୀ,୧୩।୧୨: ଜମ୍ମୁ-କଶ୍ମୀର, ଲଦ୍ଦାଖ ଓ ଉତ୍ତରାଖଣ୍ଡରେ ତୁଷାର ପାତ ହୋଇଥିବା ସୂଚନା ମିଳିଛି। ଏହାସହ ଗୁରୁବାରଠାରୁ ଉତ୍ତର ଭାରତର କିଛି ରାଜ୍ୟରେ ହୋଇଥିବା ବର୍ଷା ମଧ୍ୟ ପାଣିପାଗର ମିଜାଜରେ ପରିବର୍ତ୍ତନ ଆଣିଥିବା ଲକ୍ଷ୍ୟ କରାଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଗୁରୁବାର…

ଦରମା ନେଉ ନାହାନ୍ତି ସିଦ୍ଧୁ

ଚଣ୍ଡିଗଡ଼,୧୩।୧୨: ଭାରତୀୟ ଦଳର ପୂର୍ବତନ କ୍ରିକେଟର ତଥା ଅମ୍ରିତସର ପୂର୍ବ ବିଧାନସଭା ଆସନରୁ ବିଧାୟକ ଥିବା କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ପଞ୍ଜାବ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରଠାରୁ ତାଙ୍କ ଦରମା ନେଇ ନ ଥିବା…

ଆସାମରେ କୋହଳ କରାଗଲା କର୍ଫ୍ୟୁ

ଗୁଆହାଟୀ,୧୩।୧୨: ନାଗରିକତ୍ୱ ସଂଶୋଧନ ବିଲା ପାର୍ଲାମେଣ୍ଟରେ ଗୃହୀତ ହେବା ପରେ ଉତ୍ତର-ପୂର୍ବ ଭାରତରେ ସ୍ଥିତି ଏମିତି ହୋଇଥିଲା ଯେ ସେଠାରେ କୁର୍ଫ୍ୟୁ ଜାରି କରାଯାଇଥିଲା। ଗୁରୁବାର ଏହା ଆଣାୟତ୍ତ ଥିଲା। ହେଲେ ଶୁକ୍ରବାର ଦିବ୍ରୁଗଡରେ ସକାଳ ୮ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ…

ଉଦ୍ଧବଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ:ଶିବସେନାକୁ ଗୃହ, ଏନ୍‌ସିପିକୁ ଅର୍ଥ

ମୁମ୍ବାଇ, ୧୩ା୧୨(ପି.ଟି.):ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଗୁରୁବାର ତାଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ କରିଛନ୍ତି। ଶିବସେନାକୁ ଗୁରୁତ୍ୱପୂର୍ଣ୍ଣ ଗୃହ ବିଭାଗ ମିଳିଥିବାବେଳେ ସହଯୋଗୀ ଏନ୍‌ସିପିକୁ ଅର୍ଥ ଓ କଂଗ୍ରେସକୁ ରାଜସ୍ବ ବିଭାଗ ମିଳିଛି। ଶିବସେନା-ଏନ୍‌ସିପି-କଂଗ୍ରେସକୁ ନେଇ ଗଠିତ ମହା ବିକାଶ ଅଘାଡି ସରକାର…

ଝାଡ଼ଖଣ୍ଡରେ ୬୨% ମତଦାନ

ରାଞ୍ଚି, ୧୩ା୧୨(ପି.ଟି.):ଝାଡ଼ଖଣ୍ଡ ବିଧାନସଭା ଲାଗି ଗୁରୁବାର ଅନୁଷ୍ଠିତ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବାବେଳେ ୬୨ ପ୍ରତିଶତ ଭୋଟଗ୍ରହଣ କରାଯାଇଥିବା ଜଣାପଡ଼ିଛି। ୮ ଜିଲାର ୧୭ ଟି ଆସନରେ ଭୋଟ ଶାନ୍ତିପୂର୍ଣ୍ଣ ରହିଥିବା ପ୍ରକାଶ। ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ରାଞ୍ଚିରେ ଭୋଟ ଦେଇଥିବାବେଳେ…

ଲୋକ ସଭା, ବିଧାନସଭାରେ ସ୍ଥାନ ସଂରକ୍ଷଣ ଅବଧି ୧୦ ବର୍ଷ ବଢ଼ିବ

ନୂଆଦିଲ୍ଲୀ, ୧୩ା୧୨(ଆଇଏଏନ୍‌ଏସ୍‌):ଲୋକ ସଭା ଓ ରାଜ୍ୟ ବିଧାନସଭାଗୁଡ଼ିକରେ ଏସ୍‌ସି ଏବଂ ଏସ୍‌ଟିଙ୍କ ଲାଗି ସ୍ଥାନ ସଂରକ୍ଷଣ ଅବଧି ଆଉ ୧୦ ବର୍ଷ ବଢ଼ିବ। ଏ ସମ୍ପର୍କିତ ସମ୍ବିଧାନ ସଂଶୋଧନ ବିଲ୍‌ ଗୁରୁବାର ରାଜ୍ୟ ସଭାର ଅନୁମୋଦନ ଲାଭ କରିଛି। ୧୦ ତାରିଖରେ ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri