କରୋନା ଗୁଜବ ଦୂର କରିବାକୁ ୩୦ଟଙ୍କାରେ ମିଳିଲା ଫୁଲ୍ ପ୍ଲେଟ ଚିକେନ
ଗୋରଖପୁର,୩।୩: କରୋନା ଭାଇରସ ଏବେ ଦିଲ୍ଲୀରେ ପହଞ୍ଚିଥିବା ବେଳେ ଏହାକୁ ନେଇ ବିଭିନ୍ନ ପ୍ରକାର ଗୁଜବ ପ୍ରଚାରିତ ହେଉଛି। କେତେକ ସ୍ଥାନରେ ଏହା ଚିକେନ ଖାଇବା ଦ୍ୱାରା ବ୍ୟାପୁଛି ବୋଲି ପ୍ରଚାର ହେବା ପରେ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି।…
ସିଏଏ ବିରୋଧରେ ସୁପ୍ରିମ୍କୋର୍ଟ ପହଞ୍ଚିଲା ଜାତିସଂଘ
ନୂଆଦିଲ୍ଲୀ,୩।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଜାତିସଂଘ ମାନବାଧିକାର କମିଶନ ସୁପ୍ରିମ୍କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଏନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ସିଏଏ ସମ୍ପୂର୍ଣ୍ଣ ଭାବେ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ। ଏଥିରେ କୌଣସି ବାହାର ସଂସ୍ଥାର ହସ୍ତକ୍ଷେପକୁ ସହ୍ୟ…
ଛାଡୁନି ସୋସିଆଲ୍ ମିଡ଼ିଆ, ମହିଳା ଦିବସରେ ମହିଳାଙ୍କୁ ସମର୍ପିତ ହେବ ଆକାଉଣ୍ଟ୍: ମୋଦି
ନୂଆଦିଲ୍ଲୀ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ୍ ମିଡ଼ିଆ ଛାଡୁଥିବା ନେଇ ସୋମବାର ରାତିରେ ଟୁଇଟ୍ କରି ସୂଚନା ଦେଇଥିଲେ। ଏହାକୁ ନେଇ ସୋସିଆଲ୍ ମିଡ଼ିଆ ୟୁଜରଙ୍କ ମଧ୍ୟରେ ନାନା ପ୍ରତିକ୍ରିୟା ପ୍ରକାଶ ପାଇବା ସହିତ ମୋଦିଙ୍କୁ ମନାଇବା ପାଇଁ କେତେକ ୟୁଜର…
ଦଙ୍ଗା ଦୋଷୀଙ୍କ ବିରୋଧରେ ଗ୍ରହଣ କରାଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ: କେଜରିଓ୍ବାଲ
ନୂଆଦିଲ୍ଲୀ,୩।୩: ଦିଲ୍ଲୀରେ ଘଟିଥିବା ଦଙ୍ଗାରେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଙ୍ଗଳବାର କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍ କରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସେ ଏଭଳି ମନ୍ତବ୍ୟ ଦେଇଛନ୍ତି। ମୋଦିଙ୍କ ସହିତ…
ଦିଲ୍ଲୀ ଦଙ୍ଗା: ଗିରଫ ହେଲେ ଶାହାରୁଖ
ନୂଆଦିଲ୍ଲୀ,୩।୩: ରାଜଧାନୀ ଦିଲ୍ଲୀରେ ହୋଇଥିବା ଦଙ୍ଗା ସମୟରେ ପୋଲିସ ଉପରକୁ ବନ୍ଧୁକ ଉଠାଇଥିବା ଅଭିଯୋଗରେ ମଙ୍ଗଳବାର ଦିଲ୍ଲୀ କ୍ରାଇମ ବ୍ରାଞ୍ଚ ପୋଲିସ ଶାହାରୁଖଙ୍କୁ ଗିରଫ କରିଛି। ଉତ୍ତର ପ୍ରଦେଶରୁ ତାଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ନାଲି ରଙ୍ଗର ଟି-ଶାର୍ଟ ପିନ୍ଧିଥିବା…
ଦେଶର ବିଭାଜନ ଚାହୁଁଥିବା ଶକ୍ତି ବିରୋଧରେ ଦୃଢ଼ଭାବେ ଛିଡ଼ା ହେବାକୁ ପଡ଼ିବ: ମୋଦି
ନୂଆଦିଲ୍ଲୀ,୩।୩: ଦେଶର ବିଭାଜନ କରିବାକୁ ଚାହୁଁଥିବା ଶକ୍ତି ବିରୋଧରେ ଦୃଢ଼ଭାବେ ଛିଡ଼ା ହେବାକୁ ପଡ଼ିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଭାଜପା ସଂସଦୀୟ ଦଳର ବୈଠକରେ ଯୋଗଦେଇ ମଙ୍ଗଳବାର ମୋଦି ଏଭଳି ମତ ଦେଇଛନ୍ତି। ଦେଶର ବିକାଶ ଲାଗି ଶାନ୍ତି,…
ସରକାରୀ ହସ୍ପିଟାଲରେ ସନ୍ତାନ ପ୍ରସବ କଲେ ଆଇଏଏସ୍
ରାଞ୍ଚି,୩।୩: ଝାଡଖଣ୍ଡର ଜଣେ ଆଇଏଏସ୍ ଅଧିକାରୀ ସରକାରୀ ହସ୍ପିଟାଲାରେ ତାଙ୍କର ଦ୍ୱିତୀୟ ସନ୍ତାନ ପ୍ରସବ କରିବା ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ରାଞ୍ଚିରୁ ୩୨୦ କିଲୋମିଟର ଉତ୍ତର-ପୂର୍ବରେ ଥିବା ଗୋଡ୍ଡାରେ ନିୟୋଜିତ ଥିବା କିରଣ ପାସି ନାମକ ଏହି ଆଇଏଏସ୍ ଅଧିକାରୀ…
ସୋସିଆଲ୍ ମିଡ଼ିଆ ରାଜନୀତି: ଅନ୍ଲାଇନ୍ରେ ମୋଦି ଶକ୍ତିଶାଳୀ
ନୂଆଦିଲ୍ଲୀ/ଓ୍ବାଶିଂଟନ,୩।୩: ସୋସିଆଲ ମିଡ଼ିଆରେ ନିଜର ଶକ୍ତି ବୃଦ୍ଧି କରିବା ପାଇଁ ପୃଥିବୀର ଶକ୍ତଶାଳୀ ଦେଶର ରାଜନେତା ମାନେ ଉଦ୍ୟମ କରୁଥିବାର ନଜିର ରହିଛି। ସୋସିଆଲ ମିଡ଼ିଆରେ ରାଜନୀତି କରି ବେଶ୍ ସଫଳ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ନିଜ ନେତାଙ୍କୁ ଅନୁସରଣ କରି ସୋସିଆଲ ମିଡିଆ ଛାଡିବେ ଅମୃତା
ମୁମ୍ବାଇ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସୋସିଆଲ ମିଡିଆ ଫେସବୁକ, ଟୁଇଟର, ଇନଷ୍ଟାଗ୍ରାମ ଓ ୟୁଟ୍ୟୁବ ଛାଡିବା କଥା ଚିନ୍ତା କରୁଥିବା କହିବାର କିଛି ସମୟ ପରେ ଏହାକୁ ନେଇ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ…
ଶିବଲିଙ୍ଗଙ୍କୁ ପୂଜା କରୁଛନ୍ତି ମୁସଲମାନ୍ ପରିବାର
ଗୁଆହାଟୀ,୩।୩ : ଦେଶରେ ଧର୍ମ, ଜାତି, ସମ୍ପ୍ରଦାୟ ମଧ୍ୟରେ ବାବବିବାଦ ଜାରି ରହିଥିବା ବେଳେ ଆସାମର ଏକ ମୁସଲମାନ୍ ପରିବାର ସାମ୍ପ୍ରଦାୟିକ ସଦ୍ଭାବର ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ଏହି ପରିବାର ଦୀର୍ଘ ୫୦୦ ବର୍ଷ ଧରି ଶିବଲିଙ୍ଗଙ୍କୁ ପୂଜା କରୁଛନ୍ତିି।…
କପିଲ ମିଶ୍ରାଙ୍କୁ ମିଳିବ ଓ୍ବାଇ ପ୍ଲସ ସୁରକ୍ଷା!
ନୂଆଦିଲ୍ଲୀ,୩।୩: ଦିଲ୍ଲୀ ଦଙ୍ଗା ପୂର୍ବରୁ ନିଜର ଉତ୍ତେଜିତ ଭାଷଣ ଭାଷଣ ପାଇଁ ଚର୍ଚ୍ଚାରେ ରହିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା କପିଲ ମିଶ୍ରାଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି। ଏବେ ତାଙ୍କୁ ଓ୍ବାଇ ପ୍ଲସ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯିବାକୁ ସ୍ଥିର କରାଯାଇଛି।…
ପୃଥିବୀ ଉପରେ କଡ଼ା ନଜର ରଖିବ ଜିଆଇ ସାଟ୍-୧: ଅନୁକୂଳ ପାଗ ରହିଲେ ମାର୍ଚ୍ଚ ୫ରେ ହେବ ଉତ୍କ୍ଷେପଣ
ଶ୍ରୀହରିକୋଟା,୩।୩: ପୃଥିବୀ ଉପରେ କଡ଼ା ନଜର ରଖିବା ପାଇଁ ଇସ୍ରୋ ପକ୍ଷରୁ ମାର୍ଚ୍ଚ ୫ରେ ଶ୍ରୀହରିକୋଟାସ୍ଥିତି ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଜିଆଇ ସାଟ୍-୧ର ଉତ୍କ୍ଷେପଣ କରାଯିବ। ଅପରାହ୍ନ ୫ଟା ୪୩ରେ ଜିଏସ୍ଏଲ୍ଭି-ଏଫ୍-୧୦ ସହାୟତାରେ ଏହାକୁ ମହାକାଶକୁ ଉତ୍କ୍ଷେପଣ କରାଯିବ। ଏହାକୁ…
Archives


