ମୋଦିଙ୍କ ହାତରେ ଭାରତ ସୁରକ୍ଷିତ ନୁହେଁ: ରବୀନ୍ଦ୍ର ଚୌବେ
ରାୟପୁର,୧୨।୧୨: ଉତ୍ତର-ପୂର୍ବ ଭାରତରେ ନାଗରିକତ୍ୱ (ସଂଶୋଧନ) ବିଲ୍(ସିଏବି)କୁ ନେଇ ଯେଉଁ ଅଶାନ୍ତ ବାତାବରଣ ସୃଷ୍ଟି ହାଇଛି ତାକୁ ନେଇ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି ଛତିଶଗଡ଼ର କୃଷିମନ୍ତ୍ରୀ ତଥା କଂଗ୍ରେସ ନେତା ରବିନ୍ଦ୍ର ଚୌବେ। ଗୁରୁବାର ସେ କହିଛନ୍ତି…
ଶ୍ୱାସ ଠାରୁ ଦୂରେଇ ରହିବା ପାଇଁ ସକାଳେ ସନ୍ଧ୍ୟାରେ କରନ୍ତୁ ଏପରି…
କେତେକଙ୍କଠାରେ ଶ୍ୱାସ ସମସ୍ୟା ଦେଖାଦେଇଥାଏ। ଏଥିପାଇଁ କେତେକ ଡାକ୍ତରଙ୍କ ପରାମର୍ଶ ନେବା ସହିତ ଔଷଧ ସେବନ କରିଥାନ୍ତି। ତେବେ କେତେକ ଘରୋଇ ଉପଚାର ଦ୍ୱାରା ଏହି ସମସ୍ୟା ସହଜରେ ଦୂର ହୋଇଥାଏ। ସକାଳେ ସନ୍ଧ୍ୟାରେ ଅଭ୍ୟାସ କରି ଶଙ୍ଖ ବାଦନ କଲେ…
ପାକିସ୍ତାନରେ ଚର୍ଚ୍ଚାରେ ରହିଲେ ଅଭିନନ୍ଦନ-ସାରା
ନୂଆଦିଲ୍ଲୀ,୧୨।୧୨: ପାକିସ୍ତାନ ବିମାନକୁ ଧ୍ୱଂସ କରିଥିବା ତଥା ବାଲାକୋଟ ଏୟାର ଷ୍ଟ୍ରାଇକର ହିରୋ ବନିଥିବା ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଓ ଅଭିନେତ୍ରୀ ସାରା ଅଲି ଖାଁ ୨୦୧୯ରେ ପାକିସ୍ତାନରେ ଛାଇ ଯାଇଛନ୍ତି। ଏମାନେ ପାକିସ୍ତାନରେ ସର୍ଚ୍ଚ…
ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୧୨।୧୨: ପାକିସ୍ତାନ ଲଗାତାର ଦ୍ୱିତୀୟ ଦିନ ପାଇଁ ଗୁରୁବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ନିୟନ୍ତ୍ରଣ ରେଖାଠାରେ ଥିବା ପୁଞ୍ଚ ଜିଲାର ଶାହପୁର, କିରନି ଏବଂ କସବା ସେକ୍ଟରରେ ପୂର୍ବାହ୍ନ ୧୧ଟା ୩୦ରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ…
ଭାଇରାଲ ହେଉଛି ଯୋଗୀ ଆଦିତ୍ୟନାଥଙ୍କ ପ୍ରଥମ ସେଲ୍ଫି
ଲକ୍ଷ୍ନୌ,୧୨।୧୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶେଷରେ ସେଲ୍ଫି ମାୟାରେ ପଡି ଯାଇଛନ୍ତି। ସେ କାନପୁର ଗସ୍ତ କରିବା ସମୟରେ ଏକ ସେଲ୍ଫି ନେଇଥିବା କୁହାଯାଉଛି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ନମାମୀ ଗଙ୍ଗେ ପ୍ରୋଜେକ୍ଟର ଅନୁଧ୍ୟାନ…
୧୦ ଦିନରେ ପହଞ୍ଚିଲା ସ୍ବାତୀ ମାଲିଓ୍ବାଲଙ୍କ ଅନଶନ
ନୂଆଦିଲ୍ଲୀ,୧୨।୧୨: ଦିଲ୍ଲୀ ମହିଳା କମିଶନର ମୁଖ୍ୟ ସ୍ବାତୀ ମାଲିଓ୍ବାଙ୍କ ଆମରଣ ଅନଶନ ଗୁରୁବାର ୧୦ମ ଦିନରେ ପହଞ୍ଚିଛି। ଦେଶରେ ବଢି ଚାଲିଥିବା ବଳାତ୍କାର ଘଟଣାକୁ ଲକ୍ଷ୍ୟ କରି ସେ ମହିଳାଙ୍କ ସୁରକ୍ଷାକୁ ନେଇ କେନ୍ଦ୍ର ସରକାରଙ୍କ ନିକଟରେ କିଛି ଦାବି ରଖିଛନ୍ତି।…
ଭାରତରେ ବାଦାମ ଓ ଆଇସକ୍ରିମ୍ ବିକ୍ରି କରୁଛନ୍ତି ପାକିସ୍ତାନର ପୂର୍ବତନ ସାଂସଦ
ଫତେହାବାଦ୍,୧୨।୧୨: ଭାରତର ହରିୟାଣାରେ ବାଦାମ ଓ ଆଇସକ୍ରିମ୍ ବିକ୍ରି କରୁଛନ୍ତି ପାକିସ୍ତାନର ପୂର୍ବତନ ସାଂସଦ। ଏହି ସାଂସଦ ଜଣକ ହେଉଛନ୍ତି ଦଓ୍ବାୟାରାମ। ପାକିସ୍ତାନରୁ ବିତାଡ଼ିତ ହୋଇ ସେ ଏବେ ଫତେହାବାଦ୍ର ରତନଗଡ଼ରେ ବାସ କରୁଛନ୍ତି। ସେ ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ବେନଜୀର…
ନିର୍ଭୟା ମାମଲାର ଦୋଷୀଙ୍କୁ ଫାଶୀ ଦେବାକୁ ଉତ୍ତର ପ୍ରଦେଶରୁ ଆସିପାରନ୍ତି ଜହ୍ଲାଦ
ନୂଆଦିଲ୍ଲୀ,୧୨।୧୨: ଦେଶର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀଙ୍କୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। କାରଣ ଖୁବ୍ଶୀଘ୍ର ଏମାନଙ୍କୁ ଫାଶୀ ମିଳିପାରେ ବୋଲି କୁହାଯାଉଛି। ତିହାର ଜେଲ ପ୍ରଶାସନ ଜେଲ ମୁଖ୍ୟାଳୟକୁ ପତ୍ର ଲେଖି ଜହ୍ଲାଦ…
ହାଇଦ୍ରାବାଦ୍ ଏନ୍କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍ ପାଇଁ ନିର୍ଦ୍ଦେଶ: ୬ ମାସ ମଧ୍ୟରେ ରିପୋର୍ଟ ଦାଖଲ
ନୂଆଦିଲ୍ଲୀ,୧୨।୧୨: ହାଇଦ୍ରାବାଦ୍ ଏନ୍କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍ ପାଇଁ ନିର୍ଦ୍ଦେଶ ଗୁରୁବାର ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଏକ ୩ ଜଣିଆ ଆୟୋଗ ଗଠନ କରାଯାଇଛି। ସୁପ୍ରିମ୍କୋର୍ଟର ପୂର୍ବତନ ବିଚାରପତି ବି.ଏସ୍. ସିରପୁରକରଙ୍କୁ ଆୟୋଗର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ଆୟୋଗରେ ବମ୍ବେ…
ଆସାମରେ ୨୪ ଘଣ୍ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ଥିବାବେଳେ ମୋଦି ଟୁଇଟ୍ କରିଛନ୍ତି କାହା ପାଇଁ: କଂଗ୍ରେସ
ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍କୁ ବିରୋଧ କରି ଆସାମ ଓ ତ୍ରିପୁରାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ସହିତ ବ୍ୟାପକ ଭଙ୍ଗାରୁଜା ଓ ପୋଡ଼ାଜଳା ଜାରି ରହିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସେନାକୁ ମୁତୟନ…
ନାଗରିକତା ସଂଶୋଧନ ବିଲ୍ ବିରୋଧରେ ସୁପ୍ରିମ୍କୋର୍ଟରେ ଆବେଦନ ଦାଖଲ: ମୁସଲିମ୍ ଲିଗ୍ ପକ୍ଷରୁ ଲଢ଼ିବେ ସିିବଲ୍
ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍ ଲୋକ ସଭା ଏବଂ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହାକୁ ବିରୋଧ କରି ଗୁରୁବାର ସୁପ୍ରିମକୋର୍ଟରେ ଇଣ୍ଡିଆନ୍ ୟୁନିୟନ ମୁସଲିମ୍ ଲିଗ୍ ପକ୍ଷରୁ ଆବେଦନ ଦାଖଲ କରାଯାଇଛି। ମୁସଲିମ୍ ଳିଗ୍ ପକ୍ଷରୁ କପିଲ୍ ସିବଲ୍ ଏହି…
ନାଗରିକତ୍ୱ ବିଲ୍କୁ ନେଇ ଆସାମ, ତ୍ରିପୁରାରେ ବିରୋଧ ପ୍ରଦର୍ଶନ ଜାରି: ରଣଜୀ ଟ୍ରଫି ବାତିଲ
ଗୁଆହାଟି,୧୨।୧୨: ନାଗରିକତ୍ୱ(ସଂଶୋଧନ) ବିଲ୍ (ସିଏବି)କୁ ଉତ୍ତର-ପୂର୍ବ ରାଜ୍ୟଗୁଡିକରେ ଜୋରଦାର ବିରୋଧ କରାଯାଉଛି। ସବୁଠାରୁ ଅଧିକ ବିରୋଧ ଆସାମରେ ଦେଖିବାକୁ ମିଳିଛି। ଏଠାରେ ଶହ ଶହ ଲୋକ ରାଜରାସ୍ତାକୁ ଓହ୍ଲାଇ ପୋଡାଜଳା ଓ ବିକ୍ଷୋଭ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆସମକୁ ବିମାନ…
Archives


