ଜାତୀୟ

୯ ମିନିଟ୍‌ର ଲାଇଟ୍ ଅଫ୍‌: ପାୱାର ଗ୍ରୀଡ୍ ବ୍ଲାକ୍‌ଆଉଟ୍ ହେବା ଆଶଙ୍କା !

ନୂଆଦିଲ୍ଲୀ, ୪ ।୪: କରୋନା ସଂକ୍ରମଣ ବିରୋଧରେ ଏକଜୁଟ ହେବା ପାଇଁ ରବିବାର ରାତ୍ର ୯ଟାଠାରୁ ୯ ମିନିଟ୍ ପାଇଁ ଲାଇଟ୍ ଅଫ୍ କରି ଦୀପ, ମହମବତୀ ଅବା ଟର୍ଚ୍ଚ ଲାଇଟ୍ ଜଳାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଅନୁରୋଧ…

ଡାକ୍ତର, ନର୍ସଙ୍କ ସମେତ କ୍ୱାରାଣ୍ଟାଇନକୁ ଗଲେ ୧୦୮ ଜଣ

ନୂଆଦିଲ୍ଲୀ,୪।୪, ଡ଼ରାଇଲାଣି କରୋନା। ଏବେ ଏହା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଶନିବାର ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲ କର୍ତ୍ତୃପକ୍ଷ ଡାକ୍ତର, ନର୍ସ ଓ ହସ୍ପିଟାଲର ଅନ୍ୟ କର୍ମଚାରୀଙ୍କ ସମେତ ୧୦୮ ଜଣଙ୍କୁ କ୍ୱାରାଣ୍ଟାଇନକୁ ପଠାଇ ଦେଇଥିବା ଜଣାପଡିଛି। କୁହାଯାଉଛି ହସ୍ପିଟାଲକୁ ଅନ୍ୟ…

କରୋନା ନେଲା ୩୬ ବର୍ଷ ବୟସ୍କ ଯୁବକଙ୍କ ଜୀବନ

ଭୋପାଳ, ୪ ।୪: ଭାରତରେ ପ୍ରତି ଦିନ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଶନିବାର ୬ ଜଣଙ୍କ ମୃତ୍ୟୁ ଘଟିଛି । ସେଥିମଧ୍ୟରୁ ମଧ୍ୟପ୍ରଦେଶରେ ୩ ଜଣ ଏବଂ ରାଜସ୍ଥାନ-କର୍ନାଟକରେ ଜଣେ ଜଣେ ଲୋକଙ୍କ୍ ମୃତ୍ୟୁ ଘଟିଛି…

ଦେଶରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୪ ।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ମିଳିଥିବା ସୂଚନା ଅନୁଯାୟୀ, ଗତ ୧୨ ଘଣ୍ଟାରେ ଦେଶରେ ୩୫୫ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଫଳରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୨୯୦୨ରେ ପହଞ୍ଚି ଥିବା କହିଛି…

ଲକ୍‌ଡାଉନ୍‌: ଖୋଲା ରହିଛି ଓଖଲା ମାର୍କେଟ

ନୂଆଦିଲ୍ଲୀ,୪ ।୪: କରୋନା ଭାଇରସ ସଂକ୍ରମଣକୁ ଦେଖି ସାରା ଦେଶରେ ଲକ୍‌ଡାଉନ୍ ଘୋଷଣା କରାଯାଇଥିବା ବେଳେ ଏବେବି ରାଜଧାନୀ ଦିଲ୍ଲୀର ଓଖଲା ମାର୍କେଟ ଖୋଲା ରହିଛି । ପୂର୍ବପରି ଶନିବାର ଏଠାରେ ପନିପରିବା ଓ ଫଳ ଦୋକାନ ସବୁ ଖୋଲା ଥିବା…

କରୋନାକୁ ଭୟ ନାହିଁ: ୫ମିନିଟ୍‌ରେ ନମୁନା ପରୀକ୍ଷା ହେବ ସମ୍ଭବ; ଏପ୍ରିଲ୍ ୧୮ ସୁଦ୍ଧା ଭାରତକୁ ଆସିବ ର‌୍ୟାପିଡ୍ କିଟ୍‌

ନୂଆଦିଲ୍ଲୀ, ୪ ।୪: କରୋନା ସଂକ୍ରମଣ ଭାରତରେ ବଢ଼ିଚାଲିଥିବା ବେଳେ ଏକ ଖୁସି ଖବର ମିଳିଛି । ଏବେ କରୋନା ସଂକ୍ରମିତଙ୍କ ନମୁନା ପରୀକ୍ଷା ମାତ୍ର ୫ମିନିଟ୍‌ରେ ସମ୍ଭବ ହୋଇପାରିବ । ଆମେରିକାର ଏଡ଼ୋବ କମ୍ପାନୀ ପକ୍ଷରୁ ନିର୍ମାଣ କରାଯାଇଥିବା ଏକ…

୨୪ ଘଣ୍ଟାରେ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧

ନୂଆଦିଲ୍ଲୀ,୩।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୯୧ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ଶୁକ୍ରବାର ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଏବେ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା…

କୋଭିଡ-୧୯: ମୋଦିଙ୍କ ଅନୁରୋଧକୁ ସମର୍ଥନ କଲା ବଲିଉଡ୍‌

ମୁମ୍ବାଇ,୩।୪: କରୋନା ଭାଇରସ ଏବେ ସାରା ଦେଶରେ ତା’ର କାୟା ବିସ୍ତାର କରିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୫ ତାରିଖରେ ରାତି ୯ଟା ୯ ମିନିଟରେ ଦେଶବାସୀ ୯ ମିନିଟ୍‌ ପାଇଁ ବିଜୁଳି ବତୀ ଲିଭାଇ ଘରେ…

ସହର ବିଶୋଧନ କରିବାକୁ ନିଜେ ଟ୍ରାକ୍ଟର ଚଲାଇଲେ ପରିବହନ ମନ୍ତ୍ରୀ

କ୍ରିଷ୍ଣା,୩।୪: ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ ଅଞ୍ଚଳକୁ ବିଶୋଧନ କରିବାକୁ ଶୁକ୍ରବାର ଏକ ଟ୍ରାକ୍ଟର ମାଧ୍ୟମରେ ସୋଡିୟମ ହାଇପୋକ୍ଲୋରାଇଡ ସିଞ୍ଚନ କରାଯାଇଥିଲା। ଏହି ସମୟରେ ଯେଉଁ ଟ୍ରାକ୍ଟରରୁ ଏହାକୁ ସିଞ୍ଚନ କରାଯିବାର ବ୍ୟବସ୍ଥା କରାଯାଇଥିଲା ତାକୁ ନିଜେ ଆନ୍ଧ୍ରପ୍ରଦେଶର ପରିବହନ ମନ୍ତ୍ରୀ ପେରନି ଭେଙ୍କଟରାମୟା…

୩ଦିନରେ ପ୍ରାୟ ୪୦୦କି.ମି.ରୁ ଊର୍ଦ୍ଧ୍ୱ ସାଇକେଲ୍‌ ଚଳାଇ ଗାଁକୁ ପହଞ୍ଚିଲେ ଯୁବକ

ପାଟନା,୩।୪: କରୋନା ଭାଇରସ୍‌କୁ ବ୍ୟାପିବାରୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ସମସ୍ତ ରାଜ୍ୟରେ କାମଧନ୍ଦା ବନ୍ଦ ହୋଇଯିବାରୁ ଶ୍ରମିକ ଓ ଦିନ ମଜୁରିଆଙ୍କ ପାଇଁ ଏକପ୍ରକାର ସମସ୍ୟା ସୃଷ୍ଟି ହୋଇଛି। ଲୋକଙ୍କ ପାଖରେ ପଇସା…

ଆନ୍ଧ୍ର ପ୍ରଦେଶରେ ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ

ହାଇଦ୍ରାବାଦ,୩।୪: ଆନ୍ଧ୍ରପ୍ରଦେଶରେ ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମାର୍ଚ୍ଚ ୩୦ରେ ଜଣେ ୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ସେ କରୋନାରେ ପୀଡ଼ିତ ଥିବା କୁହାଯାଉଛି। ଏହାସହ ଉକ୍ତ ବ୍ୟକ୍ତି ଜଣକ ଡାଇବେଟିସ୍‌ ଓ ହୃଦରୋଗରେ ମଧ୍ୟ…

ଗାଁରେ ପ୍ରବେଶ ପାଇଁ ବାରଣ କରାଯିବାରୁ ନୌକାରେ କ୍ୱାରାଣ୍ଟାଇନ୍‌ରେ ରହିଲେ ବୃଦ୍ଧ

ମାଲଦା,୩।୪: ସାରା ଦେଶରେ ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଭାରତରେ ଦିନକୁ ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ଓ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?